Joshua 1

1 ମାଶାେ ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପକ୍ସ୍ଟତ୍ର ଯିହାଶୂେୟ ମାଶାଙ୍କେର ପରିଗ୍ଭରକ ଥିଲେ। ମାଶାଙ୍କେର ମୃତକ୍ସ୍ଟ୍ଯ ପରେ, ସଦାପ୍ରଭୁ ଯିହାଶୂେୟକକ୍ସ୍ଟ କହିଲେ.

2 ମାରେ ସବେକ ମାଶାରେ ମୃତକ୍ସ୍ଟ୍ଯ ହାଇେଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନଇେ ୟର୍ଦ୍ଦନ ନଦୀ ପାର ହାଇେ ୟାଅ। ମୁ ଯେଉଁ ଦେଶସବୁ ଇଶ୍ରାୟେଲ ଲୋକମାନଙ୍କୁ ଦବୋକକ୍ସ୍ଟ କହିଅଛି, ତୁମ୍ଭେ ସହେି ଦେଶକକ୍ସ୍ଟ ୟାଅ।

3 ଯେଉଁ ଯେଉଁ ସ୍ଥାନ ରେ ତୁମ୍ଭର ପାଦ ପଡିବ ସେ ସବୁ ସ୍ଥାନ ମୁ ମାଶାେ ସହିତ ପ୍ରତିଜ୍ଞାନକ୍ସ୍ଟସା ରେ ତୁମ୍ଭମାନଙ୍କୁ ଦବେି।

4 ହିତ୍ତୀଯମାନଙ୍କ ସମସ୍ତ ଦେଶ, ସହିତ ଭୂମଧ୍ଯ ସାଗର ପର୍ୟ୍ଯନ୍ତ ଓ ପଶ୍ଚିମ ରେ ମହାନ ଫରାତ୍ ନଦୀ ପାଖର ମରକ୍ସ୍ଟଭୂମି ଓ ଲିବା ନୋନ୍ର ସମସ୍ତ ଭୂମି ତୁମ୍ଭର ହବେ।

5 ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।

6 ଯିହାଶୂେୟ, ତୁମ୍ଭେ ବଳବାନ୍ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗଇେ ନିଅ, ଯେପରି କି ସମାନେେ ସମାନଙ୍କେର ଦେଶ ଅଧିକାର କରି ପାରିବେ। ମୁ ତାଙ୍କ ପୂର୍ବପୁରୁଷମାନଙ୍କ ଠା ରେ ପ୍ରତିଜ୍ଞା କରିଥିଲି ଯେ, ମୁ ସମାନଙ୍କେୁ ସହେି ଦେଶ ଦବେି।

7 କିନ୍ତୁ ତୁମ୍ଭେ ବଳବାନ ଓ ସାହାସୀ ହକ୍ସ୍ଟଅ। ଅନ୍ୟ କଥା ମାନିବାକକ୍ସ୍ଟ ତୁମ୍ଭେ ନିଶ୍ଚିତ ମାରେ ଦାସ ମାଶାଙ୍କେର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତବେେ ତୁମ୍ଭେ ଯେଉଁ କର୍ମ କରିବ ସେଥି ରେ ଉତ୍ତିର୍ଣ୍ଣ ହବେ।

8 ସର୍ବଦା ଏହି ବ୍ଯବସ୍ଥା ପୁସ୍ତକ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ବିଚଳିତ ନ ହେଉ। ଦିନ ରାତି ଏହି ନିଯମ ପୁସ୍ତକକକ୍ସ୍ଟ ପଠନ କର। ତବେେ ତୁମ୍ଭେ ନିଶ୍ଚିତ ହାଇପୋରିବ। ଏହି ନିଯମକକ୍ସ୍ଟ ପାଳନ କର, ଯାହା ଏହି ପୁସ୍ତକକରେ ଲଖାେ ହାଇେ ଅଛି। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭେ ବକ୍ସ୍ଟଦ୍ଧିମାନ ଓ ପ୍ରେତ୍ୟକକ କାର୍ୟ୍ଯ ରେ କୃତକାର୍ୟ୍ଯ ହବେ, ଯାହା ତୁମ୍ଭେ କରିବ।

9 ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।

10 ତେଣୁ ଯିହାଶୂେୟ ଲୋକମାନଙ୍କ ଅଧ୍ଯକ୍ଷମାନଙ୍କୁ ଆଜ୍ଞା ଦଇେ କହିଲେ,

11 ଛାଉଣୀ ମଧ୍ଯ ଦଇେ ୟାଅ ଓ ଲୋକମାନଙ୍କୁ କକ୍ସ୍ଟହ, ତୁମ୍ଭମାନେେ ଆପଣାମାନଙ୍କ ପାଇଁ 'ୟଥେଷ୍ଟ ସାମଗ୍ରୀ ପ୍ରସ୍ତକ୍ସ୍ଟତ କର। ତିନିଦିନ ମଧିଅରେ ଆମ୍ଭକକ୍ସ୍ଟ ୟର୍ଦ୍ଦନ ନଦୀ ପାର ହାଇେ ୟିବାକକ୍ସ୍ଟ ହବେ। ଆମ୍ଭମାନେେ ୟିବକ୍ସ୍ଟ ଏବଂ ସହେି ଦେଶ ଅଧିକାର କରିବକ୍ସ୍ଟ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି।'

12 ତା'ପରେ ଯିହାଶୂେୟ ରୂବନେୀଯ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଓ ଗାଦୀଯ ଏବଂ ମିନଃଶିର ଅର୍ଦ୍ଧ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଯିହାଶୂେୟ କହିଲେ,

13 ମନରେଖ, ସଦାପ୍ରଭୁଙ୍କର ସବେକ ମାଶାେ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦଇେଥିଲେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏକ ବିଶ୍ରାମ ସ୍ଥାନ ଦବେେ। ସେ ତୁମ୍ଭମାନଙ୍କୁ ଏହି ଦେଶ ଦବେେ।

14 ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ୟର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦଇେଛନ୍ତି। ସମାନେେ ସଠାେରେ ସମାନଙ୍କେର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ର ରେ ସକ୍ସ୍ଟସଜ୍ଜିତ ହାଇେ ୟର୍ଦ୍ଦନ ନଦୀ ପାର ହବୋ ଉଚିତ୍। ତୁମ୍ଭେ ସମାନଙ୍କେୁ ସମାନଙ୍କେ ଭୂମି ଫରୋଇବା ପାଇଁ କରୁଥିବା ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବା ଉଚିତ୍।

15 ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦଇେଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସମାନଙ୍କେୁ ସାହାୟ୍ଯ କରିବ, ସମାନେେ ସ୍ଥାନ ଅଧିକାର କରିବା ପର୍ୟ୍ଯନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଦଇେଛନ୍ତି। ତା'ପରେ ତୁମ୍ଭେ ୟର୍ଦ୍ଦନର ପୂର୍ବ ରେ ଅବସ୍ଥିତ ତୁମ୍ଭର ସ୍ବଦେଶକକ୍ସ୍ଟ ଫରେି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମାଶାେ ତୁମ୍ଭକୁ ଦଇେଛନ୍ତି।

16 ତା'ପରେ ଯିହାଶୂେୟଙ୍କକ୍ସ୍ଟ ଉତ୍ତର ଦଇେ ଲୋକମାନେ କହିଲେ, ତୁମ୍ଭେ ଆମ୍ଭକକ୍ସ୍ଟ ଯେଉଁ ଆଦେଶ ଦଇେଅଛ, ଆମ୍ଭେ ତାହା ପାଳନ କରିବକ୍ସ୍ଟ। ଆପଣା ଯେଉଁଠାକକ୍ସ୍ଟ କହିବେ, ଆମ୍ଭେ ୟିବକ୍ସ୍ଟ।

17 ଆମ୍ଭମାନେେ ତକ୍ସ୍ଟମ୍ଭଙ୍କକ୍ସ୍ଟ ମାନିବକ୍ସ୍ଟ, ଯେପରି ଆମ୍ଭେ ମାଶାଙ୍କେକ୍ସ୍ଟ ମାନିଥିଲକ୍ସ୍ଟ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କ ସହିତ ରକ୍ସ୍ଟହନ୍ତକ୍ସ୍ଟ ଯେପରି ମାଶାଙ୍କେ ସହିତ ଥିଲେ।

18 ସେଥିପାଇଁ ଯଦି କୌଣସି ଲୋକ ଆପଣାଙ୍କକ୍ସ୍ଟ ଅବମାନନା କରେ ଅବା କୌଣସି ଲୋକ ଆପଣଙ୍କର ବିରକ୍ସ୍ଟଦ୍ଧା ରଣେ କରେ, ସେ ଲୋକକୁ ହତ୍ଯା କରାୟିବ। ତେଣୁ ସାହାସୀ ଓ ଶକ୍ତିଶାଳୀ ହକ୍ସ୍ଟଅ।

1 Now after the death of Moses the servant of the Lord it came to pass, that the Lord spake unto Joshua the son of Nun, Moses’ minister, saying,

2 Moses my servant is dead; now therefore arise, go over this Jordan, thou, and all this people, unto the land which I do give to them, even to the children of Israel.

3 Every place that the sole of your foot shall tread upon, that have I given unto you, as I said unto Moses.

4 From the wilderness and this Lebanon even unto the great river, the river Euphrates, all the land of the Hittites, and unto the great sea toward the going down of the sun, shall be your coast.

5 There shall not any man be able to stand before thee all the days of thy life: as I was with Moses, so I will be with thee: I will not fail thee, nor forsake thee.

6 Be strong and of a good courage: for unto this people shalt thou divide for an inheritance the land, which I sware unto their fathers to give them.

7 Only be thou strong and very courageous, that thou mayest observe to do according to all the law, which Moses my servant commanded thee: turn not from it to the right hand or to the left, that thou mayest prosper whithersoever thou goest.

8 This book of the law shall not depart out of thy mouth; but thou shalt meditate therein day and night, that thou mayest observe to do according to all that is written therein: for then thou shalt make thy way prosperous, and then thou shalt have good success.

9 Have not I commanded thee? Be strong and of a good courage; be not afraid, neither be thou dismayed: for the Lord thy God is with thee whithersoever thou goest.

10 Then Joshua commanded the officers of the people, saying,

11 Pass through the host, and command the people, saying, Prepare you victuals; for within three days ye shall pass over this Jordan, to go in to possess the land, which the Lord your God giveth you to possess it.

12 And to the Reubenites, and to the Gadites, and to half the tribe of Manasseh, spake Joshua, saying,

13 Remember the word which Moses the servant of the Lord commanded you, saying, The Lord your God hath given you rest, and hath given you this land.

14 Your wives, your little ones, and your cattle, shall remain in the land which Moses gave you on this side Jordan; but ye shall pass before your brethren armed, all the mighty men of valour, and help them;

15 Until the Lord have given your brethren rest, as he hath given you, and they also have possessed the land which the Lord your God giveth them: then ye shall return unto the land of your possession, and enjoy it, which Moses the Lord’s servant gave you on this side Jordan toward the sunrising.

16 And they answered Joshua, saying, All that thou commandest us we will do, and whithersoever thou sendest us, we will go.

17 According as we hearkened unto Moses in all things, so will we hearken unto thee: only the Lord thy God be with thee, as he was with Moses.

18 Whosoever he be that doth rebel against thy commandment, and will not hearken unto thy words in all that thou commandest him, he shall be put to death: only be strong and of a good courage.

Isaiah 1 in Tamil and English

1 ଆମାେସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦଖାଇେଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିଯଙ୍କ ରାଜତ୍ବ କାଳ ରେ ଯିହୁଦା ରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।
The vision of Isaiah the son of Amoz, which he saw concerning Judah and Jerusalem in the days of Uzziah, Jotham, Ahaz, and Hezekiah, kings of Judah.

2 ହେ ସ୍ବର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସଦାପ୍ରଭୁ କହିଛନ୍ତି, ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସମାନେେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
Hear, O heavens, and give ear, O earth: for the Lord hath spoken, I have nourished and brought up children, and they have rebelled against me.

3 ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଚାଳକଙ୍କୁ ଜାଣେ, ମାତ୍ର ଇଶ୍ରାୟେଲ ଲୋକମାନେ ମାେତେ ଚିହ୍ନିପାରିଲେ ନାହିଁ। ମାରେଲୋକମାନେ ମାେତେ ବୁଝୁ ନାହାଁନ୍ତି।'
The ox knoweth his owner, and the ass his master’s crib: but Israel doth not know, my people doth not consider.

4 ଇଶ୍ରାୟେଲ ଗୋଷ୍ଠୀ ପାପ ରେ ପରିପୂର୍ଣ୍ଣ। ସମାନେେ ଅଧର୍ମ ଓ ପାପ ରେ ଭାରାକ୍ରାନ୍ତ। ସମାନେେ ଏକ ଭ୍ରଷ୍ଟାଚାରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଛନ୍ତି। ସମାନେେ ଇଶ୍ରାୟେଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସମାନେେ ତାଙ୍କୁ ଜଣେ ଅଜଣାବ୍ଯକ୍ତି ପରି ବ୍ଯବହାର କରିଛନ୍ତି ଓ ଛାଡ଼ି ଚାଲିୟାଇଛନ୍ତି।
Ah sinful nation, a people laden with iniquity, a seed of evildoers, children that are corrupters: they have forsaken the Lord, they have provoked the Holy One of Israel unto anger, they are gone away backward.

5 ପରମେଶ୍ବର କୁହନ୍ତି, ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଚାଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦଲେୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭମାନେେ ମାେ ବିରୁଦ୍ଧ ରେ ବିଦ୍ରୋହ କରି ଚାଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦଯ ପୀଡ଼ିତ।
Why should ye be stricken any more? ye will revolt more and more: the whole head is sick, and the whole heart faint.

6 ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା' ରେ ପରିପୂର୍ଣ୍ଣ। ତୁମ୍ଭମାନେେ ସେ କ୍ଷତର ଯତ୍ନ ନଲେ ନାହିଁ। ତୁମ୍ଭମାନଙ୍କର ସହେି କ୍ଷତଗୁଡ଼ିକ ପରିଷ୍କୃତ ହାଇେ ନାହିଁ କିମ୍ବା ଆବୃତ ହାଇେ ନାହିଁ।
From the sole of the foot even unto the head there is no soundness in it; but wounds, and bruises, and putrifying sores: they have not been closed, neither bound up, neither mollified with ointment.

7 ତୁମ୍ଭମାନଙ୍କର ଦେଶ ଧ୍ବଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନି ରେ ଭସ୍ମିଭୂତ ହାଇେଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ବାରା ଅଧିକୃତ। ସୈନ୍ଯବାହିନୀ ଦ୍ବାରା ଦେଶ ଧ୍ବଂସ ହେଲା ପରି ତୁମ୍ଭର ଦେଶ ଧ୍ବଂସ ହାଇୟୋଇଛି।
Your country is desolate, your cities are burned with fire: your land, strangers devour it in your presence, and it is desolate, as overthrown by strangers.

8 ସିୟୋନର କନ୍ଯା ପରିତ୍ଯକ୍ତ ଦ୍ରାକ୍ଷା କ୍ଷେତ୍ର ରେ ଗୋଟିଏ କୁଡ଼ିଆ ସଦୃଶ ଦଖାଯାେଉଛି। ଏକ ପରିତ୍ଯକ୍ତ କାକୁଡ଼ିକ୍ଷେତ୍ର ସଦୃଶ ପରି। ଆଉ ଏହା ଶତ୍ରୁମାନଙ୍କ ଦ୍ବାରା ଅବରୋଧିତ ନଗର ସଦୃଶ ହାଇେଅଛି।'
And the daughter of Zion is left as a cottage in a vineyard, as a lodge in a garden of cucumbers, as a besieged city.

9 ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।
Except the Lord of hosts had left unto us a very small remnant, we should have been as Sodom, and we should have been like unto Gomorrah.

10 ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।
Hear the word of the Lord, ye rulers of Sodom; give ear unto the law of our God, ye people of Gomorrah.

11 ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।
To what purpose is the multitude of your sacrifices unto me? saith the Lord: I am full of the burnt offerings of rams, and the fat of fed beasts; and I delight not in the blood of bullocks, or of lambs, or of he goats.

12 ଯେତବେେଳେ ତୁମ୍ଭମାନେେ ମାେତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭମାନେେ ମାରେ ପ୍ରାଙ୍ଗଣ ରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା ?
When ye come to appear before me, who hath required this at your hand, to tread my courts?

13 ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।
Bring no more vain oblations; incense is an abomination unto me; the new moons and sabbaths, the calling of assemblies, I cannot away with; it is iniquity, even the solemn meeting.

14 ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ଯା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସହେିସବୁ ଭାର ଆମ୍ଭପ୍ରତି କ୍ଲେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଲାନ୍ତ ହାଇେଅଛୁ।
Your new moons and your appointed feasts my soul hateth: they are a trouble unto me; I am weary to bear them.

15 ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।
And when ye spread forth your hands, I will hide mine eyes from you: yea, when ye make many prayers, I will not hear: your hands are full of blood.

16 ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
Wash you, make you clean; put away the evil of your doings from before mine eyes; cease to do evil;

17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'
Learn to do well; seek judgment, relieve the oppressed, judge the fatherless, plead for the widow.

18 ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।
Come now, and let us reason together, saith the Lord: though your sins be as scarlet, they shall be as white as snow; though they be red like crimson, they shall be as wool.

19 ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ।
If ye be willing and obedient, ye shall eat the good of the land:

20 ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ନ ଦିଅ ଏବଂ ମାରେ ବିରୁଦ୍ଧାଚରଣ କର, ତବେେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ବଂସ କରିବେ।'
But if ye refuse and rebel, ye shall be devoured with the sword: for the mouth of the Lord hath spoken it.

21 ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।
How is the faithful city become an harlot! it was full of judgment; righteousness lodged in it; but now murderers.

22 ଉତ୍ତମଗୁଣ ରୂପା ସଦୃଶ। ମାତ୍ର ତୁମ୍ଭର ରୂପା ଖାଦ ପାଲଟିଛି। ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହାଇେଅଛି। ଉତ୍ତମଗୁଣ ଦୁର୍ବଳ ହାଇେଛି।
Thy silver is become dross, thy wine mixed with water:

23 ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'
Thy princes are rebellious, and companions of thieves: every one loveth gifts, and followeth after rewards: they judge not the fatherless, neither doth the cause of the widow come unto them.

24 ଏହିସବୁ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲ ବଳଦାତା କୁହନ୍ତି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି, ମୁଁ ମାରେ ଶତ୍ରୁମାନଙ୍କୁ ଶାସ୍ତି ଦବେି।
Therefore saith the Lord, the Lord of hosts, the mighty One of Israel, Ah, I will ease me of mine adversaries, and avenge me of mine enemies:

25 ଲୋକମନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ଯବହାର କରନ୍ତି। ସହେିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ିନବେି ଓ ତୁମ୍ଭମାନଙ୍କୁ ପବିତ୍ର କରିବି।
And I will turn my hand upon thee, and purely purge away thy dross, and take away all thy tin:

26 ଆଦ୍ଯ ସମୟ ପରି ମୁଁ ବିଚାରକାରୀଗଣଙ୍କୁ ଫରୋଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନା କରିବି। ତାପ ରେ ତୁମ୍ଭେ 'ଉତ୍ତମ ଓ ବିଶ୍ବସ୍ତ ନଗରୀ ବୋଲି କଥିତ ହବେ।'
And I will restore thy judges as at the first, and thy counsellers as at the beginning: afterward thou shalt be called, The city of righteousness, the faithful city.

27 ପରମେଶ୍ବର ଉତ୍ତମ ଏବଂ ସେ ନ୍ଯାଯ ବିଚାର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ଯାବର୍ତ୍ତନ କରିବେ।
Zion shall be redeemed with judgment, and her converts with righteousness.

28 ମାତ୍ର ସମସ୍ତ ଅଧର୍ମାଚାରୀ ଓ ପାପୀଗଣ ବିନଷ୍ଟ ହବେେ। ଯେଉଁମାନେ ସଦାପ୍ରଭୁଙ୍କୁ ଅବଜ୍ଞା କରନ୍ତି ସମାନେେ ସଂହାରିତ ହବେେ।
And the destruction of the transgressors and of the sinners shall be together, and they that forsake the Lord shall be consumed.

29 ତୁମ୍ଭମାନେେ ପୂଜାକରିବାକୁ ବାଛିଥିବା ଆଲୋନଗଛ ଓ ସ୍ବତନ୍ତ୍ର ବଗିଚା ପାଇଁ ଭବିଷ୍ଯତ ରେ ଲୋକମାନେ ଲଜ୍ଜିତ ହବେେ।
For they shall be ashamed of the oaks which ye have desired, and ye shall be confounded for the gardens that ye have chosen.

30 ଏହା ଘଟିବ କାରଣ ତୁମ୍ଭମାନେେ ଶୁଷ୍କ ପତ୍ର ବିଶିଷ୍ଟ ଆଲୋନଗଛ ଓ ନିର୍ଜନ ଉଦ୍ୟାନ ସଦୃଶ ହବେ।
For ye shall be as an oak whose leaf fadeth, and as a garden that hath no water.

31 ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହବେେ ଏବଂ ସମାନଙ୍କେର କର୍ମ ଅଗ୍ନିକଣା ସଦୃଶ ହବେ। ସହେି ବଳବାନ୍ ଲୋକମାନେ ଓ ସମାନଙ୍କେର କର୍ମ ସବୁ ଅଗ୍ନି ରେ ପୋଡ଼ି ଦବେେ। ସହେି ଅଗ୍ନିକୁ କହେି ନିର୍ବାପିତ କରିପାରିବେ ନାହିଁ।
And the strong shall be as tow, and the maker of it as a spark, and they shall both burn together, and none shall quench them.