Jude 1
17 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁ ସବୁ କଥା କହିଛନ୍ତି, ତାହା ସ୍ମରଣ କର।
18 ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।
19 ଏହି ଲୋକମାନେ ତୁମ୍ଭମାନଙ୍କ ମଧିଅରେ ଦଳଭଦେ ସୃଷ୍ଟି କରନ୍ତି। ସମାନେେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ୟ୍ଯ କରନ୍ତି। ସମାନଙ୍କେ ମଧିଅରେ ପବିତ୍ର ଆତ୍ମା ନାହାଁନ୍ତି।
20 କିନ୍ତୁ ମାରେ ପ୍ରିୟ ବନ୍ଧୁଗଣ, ତୁମ୍ଭମାନେେ ନିଜର ପବିତ୍ର ବିଶ୍ବାସ ଉପରେ ନିଜନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ ପ୍ରାର୍ଥନା କର।
21 ପରମେଶ୍ବରଙ୍କର ପ୍ ରମେ ରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
22 ସନ୍ଦହେ ରେ ପଡ଼ିଥିବା ଲୋକମାନଙ୍କୁ ସାହାୟ୍ଯ କର।
23 ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।
17 But, beloved, remember ye the words which were spoken before of the apostles of our Lord Jesus Christ;
18 How that they told you there should be mockers in the last time, who should walk after their own ungodly lusts.
19 These be they who separate themselves, sensual, having not the Spirit.
20 But ye, beloved, building up yourselves on your most holy faith, praying in the Holy Ghost,
21 Keep yourselves in the love of God, looking for the mercy of our Lord Jesus Christ unto eternal life.
22 And of some have compassion, making a difference:
23 And others save with fear, pulling them out of the fire; hating even the garment spotted by the flesh.
Jude 1 in Tamil and English
17 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁ ସବୁ କଥା କହିଛନ୍ତି, ତାହା ସ୍ମରଣ କର।
But, beloved, remember ye the words which were spoken before of the apostles of our Lord Jesus Christ;
18 ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।
How that they told you there should be mockers in the last time, who should walk after their own ungodly lusts.
19 ଏହି ଲୋକମାନେ ତୁମ୍ଭମାନଙ୍କ ମଧିଅରେ ଦଳଭଦେ ସୃଷ୍ଟି କରନ୍ତି। ସମାନେେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ୟ୍ଯ କରନ୍ତି। ସମାନଙ୍କେ ମଧିଅରେ ପବିତ୍ର ଆତ୍ମା ନାହାଁନ୍ତି।
These be they who separate themselves, sensual, having not the Spirit.
20 କିନ୍ତୁ ମାରେ ପ୍ରିୟ ବନ୍ଧୁଗଣ, ତୁମ୍ଭମାନେେ ନିଜର ପବିତ୍ର ବିଶ୍ବାସ ଉପରେ ନିଜନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ ପ୍ରାର୍ଥନା କର।
But ye, beloved, building up yourselves on your most holy faith, praying in the Holy Ghost,
21 ପରମେଶ୍ବରଙ୍କର ପ୍ ରମେ ରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
Keep yourselves in the love of God, looking for the mercy of our Lord Jesus Christ unto eternal life.
22 ସନ୍ଦହେ ରେ ପଡ଼ିଥିବା ଲୋକମାନଙ୍କୁ ସାହାୟ୍ଯ କର।
And of some have compassion, making a difference:
23 ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।
And others save with fear, pulling them out of the fire; hating even the garment spotted by the flesh.