Judges 21 - DBY (Oriya)
1 Now the men of Israel had sworn at Mizpah, "No one of us shall give his daughter in marriage to Benjamin."ମିପୀ ରେ ଇଶ୍ରାୟେଲର ସୈନ୍ଯମାନେ ଏକ ପ୍ରତିଜ୍ଞା କଲେ। ସମାନଙ୍କେର ପ୍ରତିଜ୍ଞା ଏହିପରି ଥିଲା, ଆମ୍ଭମାନଙ୍କ ମଧ୍ଯରକ୍ସ୍ଟ କହେି ବିନ୍ଯାମୀନ ପରିବାରବର୍ଗକକ୍ସ୍ଟ ଆମ୍ଭମାନଙ୍କର କନ୍ଯାକକ୍ସ୍ଟ ବିବାହ ଦବେେ ନାହିଁ।
2 And the people came to Bethel, and sat there till evening before God, and they lifted up their voices and wept bitterly.ଇଶ୍ରାୟେଲର ଲୋକମାନେ ବୈଥଲହମେକକ୍ସ୍ଟ ଗଲେ ଏବଂ ସଠାେରେ ସମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ବସି ରହିଲେ। ସମାନେେ ସଠାେରେ ସଦାପ୍ରଭୁଙ୍କ ଆଗ ରେ କରୁଣ ଭାବରେ ଜାରେ ରେ ରୋଦନ କଲେ।
3 And they said, "O LORD, the God of Israel, why has this come to pass in Israel, that there should be today one tribe lacking in Israel?"ସମାନେେ ସଦାପ୍ରଭୁଙ୍କୁ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ଇଶ୍ରାୟେଲୀୟ ପ୍ରତି ଏପରି ବିପଦ କାହିଁକି ପଡିଲା? ଏବଂ କାହିଁକି ଇଶ୍ରାୟେଲର ପରିବାରବର୍ଗ ମଧ୍ଯରକ୍ସ୍ଟ ଗୋଟିଏ ହଜି ଯାଉଛି।
4 And on the morrow the people rose early, and built there an altar, and offered burnt offerings and peace offerings.ତା'ପରଦିନ ଠିକ୍ ସକାଳେ ଇଶ୍ରାୟେଲର ଲୋକମାନେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ସମାନେେ ସଠାେରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
5 And the people of Israel said, "Which of all the tribes of Israel did not come up in the assembly to the LORD?" For they had taken a great oath concerning him who did not come up to the LORD to Mizpah, saying, "He shall be put to death."ଏହାପରେ ସମାନେେ ପଚାରିଲେ, ଯେଉଁ ପରିବାରବର୍ଗଟି ଯାହା ସଦାପ୍ରଭୁଙ୍କ ଆଡେ ଫରେିଲା ନାହିଁ? ସମାନେେ ଏହି ପ୍ରଶ୍ନ ପଚାରିଲେ କାରଣ ସମାନେେ ଏକ ଗମ୍ଭୀର ଶପଥ କରିଥିଲେ। ସମାନେେ ସହେି ଲୋକମାନଙ୍କ ହତ୍ଯା କରିବାକୁ ପ୍ରତିଜ୍ଞା କରିଥିଲେ, ଯେଉଁମାନେ ଦର୍ଶନ କରିବାକୁ ସଦାପ୍ରଭୁଙ୍କୁ ମିସ୍ପୀକକ୍ସ୍ଟ ଆସିଲେ ନାହିଁ।
6 And the people of Israel had compassion for Benjamin their brother, and said, "One tribe is cut off from Israel this day.ଇଶ୍ରାୟେଲର ଲୋକମାନେ ବିନ୍ଯାମୀନର ସଐର୍କୀଯମାନଙ୍କ ପାଇଁ ଦକ୍ସ୍ଟଃଖ କଲେ, ବିନ୍ଯାମୀନର ଲୋକମାନେ କହିଲେ, ଆଜି ଇଶ୍ରାୟେଲ ମଧ୍ଯରକ୍ସ୍ଟ ଗୋଟିଏ ପରିବାରବର୍ଗ ଉଚ୍ଛନ୍ନ ହେଲା।
7 What shall we do for wives for those who are left, since we have sworn by the LORD that we will not give them any of our daughters for wives?"ଆମ୍ଭମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପ୍ରତିଜ୍ଞା କରି ଅଛକ୍ସ୍ଟ ଯେ ବିନ୍ଯାମୀନର ପରିବାରବର୍ଗ କୌଣସି ଲୋକଙ୍କକ୍ସ୍ଟ ଆମ୍ଭମାନଙ୍କର କନ୍ଯାକକ୍ସ୍ଟ ବିବାହ ଦବେକ୍ସ୍ଟ ନାହିଁ। ଏହି ପରିବାରବର୍ଗର ଲୋକମାନଙ୍କ ପାଇଁ ସ୍ତ୍ରୀ ଖାଜେିବା ବିଷଯ ରେ ଆମ୍ଭମାନେେ କ'ଣ କରିବା?
8 And they said, "What one is there of the tribes of Israel that did not come up to the LORD to Mizpah?" And behold, no one had come to the camp from Ja'besh-gil'ead, to the assembly.ଇଶ୍ରାୟେଲର ପରିବାରବର୍ଗ ମଧ୍ଯରକ୍ସ୍ଟ ଏପରି କେଉଁ ପରିବାରବର୍ଗ, ମିସ୍ପୀର ସଦାପ୍ରଭୁଙ୍କ ନିକଟକକ୍ସ୍ଟ ଆସିଲା ନାହିଁ। ଏବଂ ବାସ୍ତବ ରେ ସମାନେେ ଅନ୍ୟ ଇଶ୍ରାୟେଲମାନଙ୍କ ସହିତ ୟାବେଶ ଗିଲିଯଦରକ୍ସ୍ଟ କହେି ମିଶିବାକକ୍ସ୍ଟ ଆସି ନଥିଲେ।
9 For when the people were mustered, behold, not one of the inhabitants of Ja'besh-gil'ead was there.ଇଶ୍ରାୟେଲର ଲୋକମାନେ ଗଣନା କରି ଦେଖିଲେ ଯେଉଁମାନେ ଆସିଛନ୍ତି ଓ କେଉଁମାନେ ଆସି ନାହାଁନ୍ତି। ସମାନେେ ଦେଖିଲେ ଯେ ୟାବେଶ ଗିଲିଯଦରକ୍ସ୍ଟ କହେି ଆସି ନାହାଁନ୍ତି।
10 So the congregation sent thither twelve thousand of their bravest men, and commanded them, "Go and smite the inhabitants of Ja'besh-gil'ead with the edge of the sword; also the women and the little ones.ତେଣୁ ଇଶ୍ରାୟେଲର ଲୋକମାନେ 12,000 ସାହସୀ ୈସନ୍ଯମାନଙ୍କୁ ୟାବେଶ୍ ଗିଲିଯଦକକ୍ସ୍ଟ ପଠାଇଲେ। ସମାନେେ ସହେି ୈସନ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ୟାବେଶ ଗିଲିଯଦକକ୍ସ୍ଟ ପାଖକକ୍ସ୍ଟ ୟାଅ ସଠାେକାର ସମସ୍ତ ପୁରୁଷ, ସ୍ତ୍ରୀ ଓ ପିଲାମାନଙ୍କୁ ହତ୍ଯା କର।
11 This is what you shall do; every male and every woman that has lain with a male you shall utterly destroy."ତୁମ୍ଭେ ନିଶ୍ଚିତ ଏହିପରି କରିବ! ତୁମ୍ଭମାନେେ ନିଶ୍ଚିତ ୟାବେଶ ଗିଲିଯାଦର ସମସ୍ତ ପୁରୁଷମାନଙ୍କୁ ହତ୍ଯା କରିବ ଏବଂ ପୁରୁଷ ସହିତ ସହବାସ କରିଥିବା ପ୍ରେତ୍ୟକକ ସ୍ତ୍ରୀକକ୍ସ୍ଟ ହତ୍ଯା କରିବ। ଯେଉଁ ସ୍ତ୍ରୀ ଲୋକମାନଙ୍କର କୌଣସି ୟୌନ ସଐର୍କ ନ ଥିବ ସମାନଙ୍କେୁ ହତ୍ଯାକର ନାହିଁ। ତେଣୁ ସହେି ସୈନ୍ଯମାନେ ଠିକ୍ ସହେିପରି କରିଥିଲେ।
12 And they found among the inhabitants of Ja'besh-gil'ead four hundred young virgins who had not known man by lying with him; and they brought them to the camp at Shiloh, which is in the land of Canaan.ସହେି 12,000 ସୈନ୍ଯମାନେ ଏପରି 400 ୟକ୍ସ୍ଟବତୀଙ୍କକ୍ସ୍ଟ ଦେଖିଲେ ଯେଉଁମାନଙ୍କର କୌଣସି ପୁରୁଷଙ୍କ ସହିତ ଶାରିରୀକ ସଐର୍କ ନ ଥିଲା। ସହେି ସୈନ୍ଯମାନେ ୟାବେଶ ଗିଲିଯଦରକ୍ସ୍ଟ ସହେି ସ୍ତ୍ରୀ ଲୋକମାନଙ୍କୁ ଶୀଲୋ ନିକଟର ଛାଉଣୀକକ୍ସ୍ଟ ନଇେ ଆସିଲେ। ଯାହାକି କିଣାନ ଦେଶ ରେ ଥିଲା।
13 Then the whole congregation sent word to the Benjaminites who were at the rock of Rimmon, and proclaimed peace to them.ଏହିପରି ଇଶ୍ରାୟେଲର ଲୋକମାନେ ବିନ୍ଯାମୀନୀୟମାନଙ୍କ ପାଖକକ୍ସ୍ଟ ଏକ ବାର୍ତ୍ତା ପଠାଇଲେ। ରିମ୍ମୋନ୍ ଶୈଳଠା ରେ ରହକ୍ସ୍ଟଥିବା ବିନ୍ଯାମୀନ ଲୋକମାନଙ୍କ ସହିତ ଶାନ୍ତି ଚକ୍ସ୍ଟକ୍ତି ପ୍ରଦାନ କଲେ।
14 And Benjamin returned at that time; and they gave them the women whom they had saved alive of the women of Ja'besh-gil'ead; but they did not suffice for them.ସହେି ସମୟରେ ବିନ୍ଯାମୀନୀଯ ଲୋକମାନେ ଫରେି ଆସିଲେ। ଇଶ୍ରାୟେଲର ଲୋକମାନେ ଯେଉଁମାନଙ୍କୁ ସମାନେେ ଜୀବିତ ରଖିଥିଲେ, ସମାନଙ୍କେୁ ୟାବେଶ ଗିଲିଯଦର ସ୍ତ୍ରୀ ଲୋକମାନଙ୍କୁ ବିବାହ କରିବା ପାଇଁ ଅନକ୍ସ୍ଟମତି ଦେଲେ। କିନ୍ତୁ ବିନ୍ଯାମୀନର ସମସ୍ତ ଲୋକମାନଙ୍କ ପାଇଁ ୟଥେଷ୍ଟ ସ୍ତ୍ରୀ ଲୋକ ନ ଥିଲେ।
15 And the people had compassion on Benjamin because the LORD had made a breach in the tribes of Israel.ଲୋକମାନେ ବିନ୍ଯାମୀନର ପରିବାରବର୍ଗର ଲୋକମାନଙ୍କ ପାଇଁ ଦକ୍ସ୍ଟଃଖ ଅନକ୍ସ୍ଟଭବ କଲେ, କାରଣ ସଦାପ୍ରଭୁ ଇଶ୍ରାୟେଲ ରେ ଅନ୍ୟ ପରିବାରବର୍ଗଠାରକ୍ସ୍ଟ ସମାନଙ୍କେୁ ଅଲଗା କଲେ।
16 Then the elders of the congregation said, "What shall we do for wives for those who are left, since the women are destroyed out of Benjamin?"ଇଶ୍ରାୟେଲର ଅଧିପତିମାନେ କହିଲେ, ବିନ୍ଯାମୀନ ପରିବାରବର୍ଗ ମଧ୍ଯରକ୍ସ୍ଟ ସ୍ତ୍ରୀମାନେ ମରା ୟାଇଛନ୍ତି। ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷଯ ରେ ଆମ୍ଭମାନେେ କ'ଣ କରିବା?
17 And they said, "There must be an inheritance for the survivors of Benjamin, that a tribe be not blotted out from Israel.ବିନ୍ଯାମୀନ ପରିବାରବର୍ଗର ଅବଶିଷ୍ଟ ଲୋକମାନେ ସମାନଙ୍କେର ବଂଶ ରକ୍ଷା କରିବା ଉଚିତ୍। ତା' ନ ହେଲେ ଇଶ୍ରାୟେଲରକ୍ସ୍ଟ ପରିବାରବର୍ଗ ଲୋପ ପାଇଯିବେ।
18 Yet we cannot give them wives of our daughters." For the people of Israel had sworn, "Cursed be he who gives a wife to Benjamin."କିନ୍ତୁ ଆମ୍ଭେ ଆମର ଝିଅମାନଙ୍କୁ ସମାନଙ୍କେୁ ବିବାହ ଦବୋନାହିଁ। ଆମ୍ଭମାନେେ ଏହିପରି ପ୍ରତିଜ୍ଞା କରିଅଛକ୍ସ୍ଟ, ' ଯେ କହେି ବିନ୍ଯାମୀନକକ୍ସ୍ଟ କନ୍ଯା ଦବେ ସେ ଶାପଗ୍ରସ୍ଥ ହବେ ବୋଲି ଆମ୍ଭେ ସଦାପ୍ରଭୁଙ୍କଠା ରେ ଶପଥ ନଇେଛକ୍ସ୍ଟ।'
19 So they said, "Behold, there is the yearly feast of the LORD at Shiloh, which is north of Bethel, on the east of the highway that goes up from Bethel to Shechem, and south of Lebo'nah."ସମାନେେ କହିଲେ, ଶୀଲୋ ରେ ସଦାପ୍ରଭୁଙ୍କର ଉତ୍ସବ ଗ୍ଭଲିଛି। ଏହି ଉତ୍ସବ ପ୍ରତି ବର୍ଷ ସଠାେରେ ହକ୍ସ୍ଟଏ। ଶୀଲୋ ବୈେଥଲର ଉତ୍ତର ରେ ଥିଲା, ବୈଥଲଠାେରକ୍ସ୍ଟ ଶିଖିମ ରାସ୍ତାର ପୂର୍ବପଟେ ଥିଲା ଏବଂ ଲବୋନାର ଦକ୍ଷିଣକକ୍ସ୍ଟ ଥିଲା।
20 And they commanded the Benjaminites, saying, "Go and lie in wait in the vineyards,ତେଣୁ ଇଶ୍ରାୟେଲର ନତେୃବର୍ଗ ବିଦ୍ଯାମୀନଙ୍କକ୍ସ୍ଟ ସମାନଙ୍କେର ଯୋଜନା ବିଷଯ ରେ କହିଲେ। ସମାନେେ କହିଲେ, ଦ୍ରାକ୍ଷାକ୍ଷେତ୍ରକକ୍ସ୍ଟ ୟାଅ ଓ ଲକ୍ସ୍ଟଚି ରକ୍ସ୍ଟହ।
21 and watch; if the daughters of Shiloh come out to dance in the dances, then come out of the vineyards and seize each man his wife from the daughters of Shiloh, and go to the land of Benjamin.ଆଉ ଯବେେ ବେଳେ ଶୀଲୋର କନ୍ଯାମାନେ ଭୋଜି ମଧିଅରେ ନିଚିବା ପାଇଁ ବାହାର ହାଇେ ଆସିବେ ତୁମ୍ଭମାନେେ ଦ୍ରାକ୍ଷାକ୍ଷେତ୍ରରକ୍ସ୍ଟ ବାହାରି ପ୍ରେତ୍ୟକକ ନିଜ ନିଜ ପାଇଁ ଶୀଲୋ କନ୍ଯାଗଣ ମଧ୍ଯରକ୍ସ୍ଟ ପ୍ରେତ୍ୟକକ ଜଣଙ୍କକ୍ସ୍ଟ ଧରି ବିନ୍ଯାମୀନ ଦେଶକକ୍ସ୍ଟ ଗ୍ଭଲିୟାଅ।
22 And when their fathers or their brothers come to complain to us, we will say to them, 'Grant them graciously to us; because we did not take for each man of them his wife in battle, neither did you give them to them, else you would now be guilty.'"ଯେତବେେଳେ ସମାନଙ୍କେ ପିତା ବା ଭାଇମାନେ ଆମ୍ଭମାନଙ୍କ ନିକଟକକ୍ସ୍ଟ ଆପତ୍ତି କରିବାକୁ ଆସିବେ। ଆମ୍ଭମାନେେ କହିବକ୍ସ୍ଟ, 'ଦୟାକରି ବିନ୍ଯାମୀନୀଯମାନଙ୍କୁ ଅନକ୍ସ୍ଟଗ୍ରହ କର। ଯଦିଓ ସମାନେେ ତୁମ୍ଭମାନଙ୍କର ସ୍ତ୍ରୀ ଲୋକମାନଙ୍କୁ ନଇୟୋଇଛନ୍ତି। ସମାନେେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ନାହିଁ। ତୁମ୍ଭେ ନୀରିହ ଅଟ, ଏପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ତୁମ୍ଭର କନ୍ଯାଗଣଙ୍କକ୍ସ୍ଟ ବିବାହ ଦଲେ, ଏଥିପାଇଁ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁଙ୍କ ପ୍ରତି ଶପଥ ଭାଙ୍ଗିଲ ନାହିଁ।
23 And the Benjaminites did so, and took their wives, according to their number, from the dancers whom they carried off; then they went and returned to their inheritance, and rebuilt the towns, and dwelt in them.ଏଣୁ ଏହା ଅନକ୍ସ୍ଟସା ରେ ବିନ୍ଯାମୀନୀଯ ପରିବାରବର୍ଗର ଲୋକମାନେ କଲେ। ଯେତବେେଳେ ୟକ୍ସ୍ଟବତୀମାନେ ନିଚକ୍ସ୍ଟଥିଲେ, ପ୍ରେତ୍ୟକକ ଲୋକ ମାନେ ଜଣେ ଜଣେ ୟକ୍ସ୍ଟବତୀମାନଙ୍କୁ ଧରିଲେ, ସମାନଙ୍କେୁ ନଇଗେଲେ ଏବଂ ବିବାହ କଲେ। ତା'ପରେ ସମାନେେ ସମାନଙ୍କେର ଦେଶକକ୍ସ୍ଟ ଫରେି ଆସିଲେ। ବିନ୍ଯାମୀନୀଯ ଲୋକମାନେ ପକ୍ସ୍ଟନ୍ନରାଯ ସମାନଙ୍କେର ନଗର ନିର୍ମାଣ କଲେ ଓ ସଠାେରେ ବାସ କରିବାକୁ ଆରମ୍ଭ କଲେ।
24 And the people of Israel departed from there at that time, every man to his tribe and family, and they went out from there every man to his inheritance.ଏହାପରେ ଇଶ୍ରାୟେଲର ଲୋକମାନେ ସମାନଙ୍କେର ନିଜ ପରିବାରବର୍ଗକକ୍ସ୍ଟ ଏବଂ ସମାନଙ୍କେର ପରିବାରକକ୍ସ୍ଟ ଏବଂ ନିଜ ଦେଶ ରେ ଥିବା ସ୍ବଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।
25 In those days there was no king in Israel; every man did what was right in his own eyes.ସେ ସମୟର ଇଶ୍ରାୟେଲର ଲୋକମାନଙ୍କର ଜଣେ ରାଜା ନ ଥିଲେ। ତେଣୁ ପ୍ରେତ୍ୟକକ ବ୍ଯକ୍ତି ଯାହା ସମାନଙ୍କେ ପାଇଁ ଠିକ୍ ମଣକ୍ସ୍ଟଥିଲେ ତାହା କରୁଥିଲେ।
Oriya Bible