Leviticus 26:4 ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।
Leviticus 26:4 in Other Translations
King James Version (KJV) Then I will give you rain in due season, and the land shall yield her increase, and the trees of the field shall yield their fruit.
American Standard Version (ASV) then I will give your rains in their season, and the land shall yield its increase, and the trees of the field shall yield their fruit.
Bible in Basic English (BBE) Then I will give you rain at the right time, and the land will give her increase and the trees of the field will give their fruit;
Darby English Bible (DBY) then I will give your rain in the season thereof, and the land shall yield its produce, and the trees of the field shall yield their fruit;
Webster's Bible (WBT) Then I will give you rain in due season, and the land shall yield her increase, and the trees of the field shall yield their fruit:
World English Bible (WEB) then I will give you your rains in their season, and the land shall yield its increase, and the trees of the field shall yield their fruit.
Young's Literal Translation (YLT) then I have given your rains in their season, and the land hath given her produce, and the tree of the field doth give its fruit;
Read Full Chapter :
Leviticus 26
Cross Reference
ଗୀତସଂହିତା 67:6
ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।
ଦିତୀୟ ବିବରଣ 28:12
ଠିକ୍ ସମୟରେ ଉତ୍ତମ ବର୍ଷା ପ୍ରଦାନ କରିବାକୁ ସଦାପ୍ରଭୁ ତାଙ୍କର ଆକାଶର ଗନ୍ତାଘର ଖାଲିବେେ। ସଦାପ୍ରଭୁ ତୁମ୍ଭର ସମସ୍ତ କର୍ମ ରେ ଆଶୀର୍ବାଦ କରିବେ। ତୁମ୍ଭେ ଅନ୍ୟ ଗୋ୍ଟୀଯ ଲୋକମାନଙ୍କୁ ଋଣ ଦବେ। କିନ୍ତୁ ତୁମ୍ଭେ ସମାନଙ୍କେ ଠାରକ୍ସ୍ଟ କିଛି ଉଧାର ଆଣିବ ନାହିଁ।
ଆୟୁବ ପୁସ୍ତକ 5:10
ପରମେଶ୍ବର ପୃଥିବୀ ରେ ବର୍ଷ କରାନ୍ତି ଓ ଶସ୍ଯ କ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।
ଆୟୁବ ପୁସ୍ତକ 38:25
ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।
ଗୀତସଂହିତା 65:9
ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।
ଗୀତସଂହିତା 68:9
ହେ ପରମେଶ୍ବର ! ତୁମ୍ଭେ ବର୍ଷାକୁ ପଠାଇଲ ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତଜେ କଲ।
ଗୀତସଂହିତା 85:12
ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
ଯିଶାଇୟ 30:23
ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।
ଯିହିଜିକଲ 34:26
ପୁଣି ଆମ୍ଭେ ସମାନଙ୍କେୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହବେ।
ଯିହିଜିକଲ 36:30
ପୁଣି ମୁଁ ତୁମ୍ଭମାନଙ୍କର ବୃକ୍ଷର ଫଳ ଓ କ୍ଷେତ୍ରସ୍ଥ ଶସ୍ଯ ଉତ୍ପାଦନ ଏପରି ବୃଦ୍ଧି କରିବି ଯେ, ତୁମ୍ଭମାନେେ ଜାତିମାନଙ୍କ ମଧିଅରେ ଖାଦ୍ଯାଭାବ ଯୋଗୁଁ ନିନ୍ଦା ପାଇବ ନାହିଁ।
ଯୋୟେଲ 2:23
ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭମାନେେ ସୁଖ କର, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର। ସେ ମଙ୍ଗଳମଯ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦବେେ। ସେ ତୁମ୍ଭକୁ ଆଦ୍ଯ ବୃଷ୍ଟି ଓ ଶଷେ ବୃଷ୍ଟି ପୂର୍ବପରି ଦବେେ।
ହଗୟ 2:18
ସଦାପ୍ରଭୁ କହିଲେ, ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭମାନେେ ସଦାପ୍ରଭୁଙ୍କ ମନ୍ଦିର ରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ୟ୍ଯ ଶଷେ କରିଛ। ତେଣୁ ଏହାପ ରେ କ'ଣ ସବୁ ଘଟୁଛି ଆଗକୁ ଲକ୍ଷ୍ଯ କର।
ଯିଖରିୟ 8:12
ଏହି ଲୋକମାନେ ଶାନ୍ତି ରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ଯ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷଯ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭମାନେେ ଦେଶସବୁ ସମ୍ମୁଖ ରେ ଅଭିଶପ୍ତ ଥିଲ।
ଲେବୀୟ ପୁସ୍ତକ 25:21
ସେଥିପାଇଁ ତୁମ୍ଭମାନେେ ବ୍ଯସ୍ତ ହୁଅ ନାହିଁ, ଆମ୍ଭେ ଷଷ୍ଠ ବର୍ଷ ରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା ତହିଁରେ ତାହା ତିନିବର୍ଷର ଅମଳ ଦବେ।
ଦିତୀୟ ବିବରଣ 11:14
ଆମ୍ଭେ ଉପୟକ୍ସ୍ଟକ୍ତ ସମୟରେ ତକ୍ସ୍ଟମ୍ଭ ଦେଶ ରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ଯବୃଷ୍ଟି ଓ ଶଷେବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ଯ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରିପାରିବ।
ଗୀତସଂହିତା 104:13
ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ। କାରଣ ୟାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
ଯିଶାଇୟ 5:6
ସମାରସସହି ଦ୍ରାକ୍ଷାକ୍ଷଲତକୁ ଉଜାଡ଼ି ନଲବି।ସକୗଣସି ବ୍ଯକ୍ତିସସ ଗଛ ଗୁଡ଼ିକର ଯତ୍ନ ନଲବ ନାହିଁ କିମ୍ବାସସହି କ୍ଷଲତସରସକହି କୋଡ଼ାକୋଡ଼ି କରିଲବ ନାହିଁ।ସସଠାସର କଣ୍ଟା ଓ ଅନାବନା ଘାସ ଜନ୍ମିବ।ସସହି କ୍ଷଲତସର ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମଲଘକୁ ଆଲଦଶସଦବି।
ଯିରିମିୟ 14:22
ମିଥ୍ଯା ଦବେତାଗଣଙ୍କର ବୃଷ୍ଟି କରାଇବାର କ୍ଷମତା ନାହିଁ। ଆକାଶମଣ୍ଡଳ ବୃଷ୍ଟିପାତ କରାଇପାରିବ କି ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ତୁମ୍ଭେ ହିଁ ସେ ସବୁର ସୃଷ୍ଟିକର୍ତ୍ତା। ଆମ୍ଭେ ତୁମ୍ଭର ଅପେକ୍ଷା ରେ ରହିବୁ। କାରଣ ତୁମ୍ଭେ ଏହା ହିଁ ସବୁ ତିଆରି କରିଛ।
ଆମୋଷ 4:7
ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।
ମାଥିଉଲିଖିତ ସୁସମାଚାର 5:45
ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:17
କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ଯ ଦଇେ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ବର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ଯ ଦଇେଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦ ରେ ଭରି ଦିଅନ୍ତି।
ଯାକୁବଙ୍କ ପତ୍ 5:7
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।
ଯାକୁବଙ୍କ ପତ୍ 5:17
ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହବୋ ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:6
ଏହି ଦୁଇଜଣ ଭବିଷ୍ଯଦ୍ ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସମାନଙ୍କେର କ୍ଷମତା ଅଛି। ଜଳକୁ ରକ୍ତ ରେ ପରିଣତ କରିବାର କ୍ଷମତା ସମାନଙ୍କେର ଅଛି। ପୃଥିବୀକୁ ପ୍ରେତ୍ୟକକ ପ୍ରକାରର ମହାମାରୀ ଦ୍ବାରା କଷ୍ଟ ଦବୋର କ୍ଷମତା ସମାନଙ୍କେର ଅଛି। ସମାନେେ ସମାନଙ୍କେର ନିଜ ଇଚ୍ଛା ଅନୁସାରେ ଯେତେଥର ଚାହିଁବେ, ସତେଥର ଏହା କରି ପାରିବେ।
ପ୍ରଥମ ରାଜାବଳୀ 17:1
ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।
ଆୟୁବ ପୁସ୍ତକ 37:11
ପରମେଶ୍ବର ବାଦଲକୁ ଜଳ ରେ ପୂର୍ଣ୍ଣ କରନ୍ତି ଓ ସହେି ମେଘ ରେ ବିଜୁଳି ସୃଷ୍ଟି କରିଛନ୍ତି।