Luke 1

1 ପ୍ରିୟ ଥିୟଫିଲ,

2 ଯେଉଁମାନେ ଏ ଘଟଣା ଗୁଡିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧିଅରେ ତାହାଙ୍କ ବାର୍ତ୍ତା ପ୍ରଚାର କରି ପରମେଶ୍ବରଙ୍କ ସବୋ କରିଛନ୍ତି, ସହେିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭମାନେେ ଶିକ୍ଷା କରିଛୁ ଠିକ୍ ସହେିସବୁ କଥା ସମାନେେ ଲେଖିଅଛନ୍ତି।

3 ହେ ମାନ୍ଯବର, ଯେ ହତେୁ ପ୍ରଥମରୁ ମୁଁ ନିଜେ ସାବଧାନ ହାଇେ ଏ ସବୁ ଅନୁଧ୍ଯାନ କରିଛି, ସେଥିସକାେଶ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାର ରେ ଲେଖିବାକୁ ମୁଁ ଉଚିତ ମନେ କଲି।

4 ମୁଁ ଏଗୁଡିକ ଲେଖିବା ଫଳ ରେ ତୁମ୍ଭମାନେେ ଜାଣି ପାରିବ ଯେ ଆପଣଙ୍କୁ ଯାହା ସବୁ ଶିକ୍ଷା ଦିଆ ଯାଇଛି, ତାହା ସତ୍ଯ।

5 ହରେୋଦ ୟିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ 'ଅବିୟଙ୍କ' ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।

6 ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।

7 କିନ୍ତୁ ସମାନଙ୍କେର କୌଣସି ସନ୍ତାନସନ୍ତତି ନଥିଲେ। ଏଲୀଶାବେଥ ବନ୍ଧ୍ଯା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢା ବୁଢୀ ହାଇେ ଯାଇଥିଲେ।

8 ଜିଖରିୟ ତାହାଙ୍କ ଦଳ ତରଫରୁ ଜଣେ ଯାଜକ ହିସାବ ରେ ମନ୍ଦିର ରେ ପରମେଶ୍ବରଙ୍କ ସବୋକାର୍ୟ୍ଯ କରୁଥିଲେ। ସବୋକାର୍ୟ୍ଯ କରିବା ପାଇଁ ତାହାଙ୍କ ଦଳର ପାଳି ପଡିଲା।

9 ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦା ବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦବୋ ପାଇଁ ଗଲେ।

10 ବାହା ରେ ବହୁତ ଲୋକ ଜମା ହାଇେଥିଲେ। ଧୂପ ଲାଗିବା ସମୟରେ ସମାନେେ ପ୍ରାର୍ଥନା କରୁଥିଲେ।

11 ସହେି ସମୟରେ ଜିଖରିୟଙ୍କ ଆଗ ରେ ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ଦର୍ଶନ ଦେଲେ। ସେ ଧୂପବଦେୀର ଡାହାଣ ପଟେ ଠିଆ ହାଇେଥିଲେ।

12 ଜିଖରିୟ ସ୍ବର୍ଗଦୂତଙ୍କୁ ଦେଖିବା ମାତ୍ ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।

13 କିନ୍ତୁ ସ୍ବର୍ଗଦୁତ ତାହାଙ୍କୁ କହିଲେ, ଜିଖରିୟ! ଭୟ କରନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ବର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭମାନେେ ତାହାର ନାମ ଯୋହନ ରଖିବ।

14 ତୁମ୍ଭେ ଅତ୍ଯନ୍ତ ଖୁସି ହବେ। ତାହାଙ୍କର ଜନ୍ମ ହତେୁ ବହୁତ ଲୋକ ଖୁସି ହବେେ।

15 ପ୍ରଭୁଙ୍କ ପାଇଁ ଯୋହନ ମହାନ ହବେେ। ସେ କବେେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହବେେ।

16 ଯୋହନ ଅନକେ ଇଶ୍ରାୟେଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫରେି ଆସିବାକୁ ସାହାୟ୍ଯ କରିବେ। ପ୍ରଭୁ ସମାନଙ୍କେର ପରମେଶ୍ବର ଅଟନ୍ତି।

17 ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହବେେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧିଅରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ବରଙ୍କୁ ଅବଜ୍ଞା କରୁଥିବା ଅନକେ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନଇେ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।

18 ଜିଖରିୟ ସ୍ବର୍ଗଦୂତଙ୍କୁ କହିଲେ, ତୁମ୍ଭେ ଯାହା କହୁଛ, ତାହା ସତ୍ଯ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢା ଲୋକ ଓ ମାରେ ପତ୍ନୀ ମଧ୍ଯ ବୁଢୀ ହାଇଗେଲଣେି।

19 ସ୍ବର୍ଗଦୂତ ଉତ୍ତର ଦେଲେ, ମୁଁ ଗାବ୍ରୀଯଲେ। ମୁଁ ପରମେଶ୍ବରଙ୍କ ସାମନା ରେ ଠିଆ ହାଇେଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଚାର ଦବୋକୁ ପରମେଶ୍ବର ମାେତେ ପଠାଇଛନ୍ତି।

20 ଏବେ ଶୁଣ! ତୁମ୍ଭମାନେେ ମାେ କଥା ରେ ବିଶ୍ବାସ କଲ ନାହିଁ। କିନ୍ତୁ ନିଶ୍ଚିତ ସମୟ ଆସିଲେ ଏହା ସତ୍ଯ ବୋଲି ପ୍ରମାଣିତ ହବେ। ଏବେ ତୁମ୍ଭେ ମୂକ ହାଇଯେିବ। ଯେ ପର୍ୟ୍ଯନ୍ତ ଏସବୁ ନ ଘଟିଛି, ସେ ପର୍ୟ୍ଯନ୍ତ ତୁମ୍ଭମାନେେ କହିବା ଶକ୍ତି ହ ରଇେ ବସିବ।

21 ତଣେେ ଲୋକମାନେ ବାହା ରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସମାନେେ ଆଶ୍ଚର୍ୟ୍ଯ ହେଲେ ଯେ ଏତେ ସମୟ ପର୍ୟ୍ଯନ୍ତ ଜିଖରିୟ ମନ୍ଦିର ଭିତ ରେ କାହିଁକି ଅଟକି ରହିଛନ୍ତି!

22 ଯେତବେେଳେ ଜିଖରିୟ ବାହାରକୁ ଆସିଲେ, ସେତବେେଳେ ସେ କିଛି କଥା କରିପାରୁ ନ ଥିଲେ। ତେଣୁ ସମାନେେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତ ରେ କୌଣସି ଦିବ୍ଯଦର୍ଶନ ପାଇଛନ୍ତି। ସେ ମୂକ ହାଇେ ଯାଇଥିଲେ ଓ କବଳେ ଠାର ରେ କହୁଥିଲେ।

23 ଜିଖରିୟଙ୍କ ସବୋକାର୍ୟ୍ଯର ସମୟ ଶଷେ ହାଇଯେିବା ପରେ ସେ ଘରକୁ ଫରେିଗଲେ।

24 ତା'ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ୟ୍ଯନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ,

25 ଦେଖ, ଶଷେ ରେ ପରମେଶ୍ବର ମାେତେ ସାହାୟ୍ଯ କରିଛନ୍ତି। ଲୋକମାନଙ୍କ ମଧିଅରେ ମାରେ ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମାେ' ପ୍ରତି ସଦୟ ହାଇେଛନ୍ତି।

26 ଏଲୀଶାବେଥଙ୍କର ଗର୍ଭର ଷଷ୍ଠମାସ ଚାଲୁଥିଲା। ଗାଲିଲୀର ଗୋଟିଏ ସହର ନାଜରିତ ରେ ବାସ କରୁଥିବା ଜଣେ କୁମାରୀକନ୍ଯା ପାଖକୁ ପରମେଶ୍ବର ଦୂତ ଗାବ୍ରୀଯଲଙ୍କେୁ ପଠାଇଲେ।

27 ଦାଉଦଙ୍କ ବଂଶଜ ୟୋ ସଫେ ନାମକ ଜଣେ ପୁରୁଷ ସହିତ ସେ କନ୍ଯାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା।

28 ସ୍ବର୍ଗଦୂତ ସହେି କନ୍ଯା ପାଖକୁ ଆସି କହିଲେ, ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।

29 ମରିୟମ ସ୍ବର୍ଗଦୂତଙ୍କ କଥା ଶୁଣି ଉଦବିଗ୍ନ ହାଇଗେଲେ। ତାହାଙ୍କ ଅଭିବାଦନର ଅର୍ଥ କ'ଣ ହାଇପୋ ରେ, ସହେିକଥା ଭାବି ସେ ଚିନ୍ତା ରେ ପଡିଗଲେ।

30 ସ୍ବର୍ଗଦୂତ ତାହାଙ୍କୁ କହିଲେ, ମରିୟମ! ଭୟ କରନାହିଁ। କାରଣ ପରମେଶ୍ବର ତୁମ୍ଭ ଉପରେ ପ୍ରସନ୍ନ ହାଇେଛନ୍ତି।

31 ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।

32 ସେ ମହାନ୍ ହବେେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ବରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ବର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ।

33 ସେ ଅନନ୍ତକାଳ ପର୍ୟ୍ଯନ୍ତ ଯାକୁବବଂଶ ଉପରେ ରାଜତ୍ବ କରିବେ। ଯୀଶୁଙ୍କ ରାଜ୍ଯର କବେେ ହେଲେ ଶଷେ ହବେ ନାହିଁ।

34 ମରିୟମ ସ୍ବର୍ଗଦୂତଙ୍କୁ ପଚାରିଲେ, ଏହା କିପରି ଘଟିବ? ମୁଁ ଏବେ ମଧ୍ଯ କୁମାରୀ ଅଛି?

35 ସ୍ବର୍ଗଦୂତ ମରିୟମଙ୍କୁ କହିଲେ, ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହି ଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହବେେ। ସେ ପରମେଶ୍ବରଙ୍କ ପୁତ୍ରଭାବରେ ଖ୍ଯାତ ହବେେ।

36 ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ଯ ଗର୍ଭବତୀ ଅଛନ୍ତି। ବହୁତ ବୁଢୀ ହାଇଯୋଇଥିଲେ ମଧ୍ଯ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦବେେ। ସମସ୍ତେ ଭାବୁଥିଲେ ଯେ ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହବେନୋହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି।

37 ପରମେଶ୍ବର ସବୁ କିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।

38 ମରିୟମ କହିଲେ, ମୁଁ ପ୍ରଭୁଙ୍କର ଦାସୀ କନ୍ଯା ଅଟେ। ତୁମ୍ଭେ ମାେତେ ଯାହା କହିଲ, ମାେ ପାଇଁ ତାହା ହିଁ ହେଉ। ତା'ପରେ ସ୍ବର୍ଗଦୂତ ତାହାଙ୍କ ପାଖରୁ ଚାଲିଗଲେ।

39 ଠିକ୍ ତା'ପରେ ମରିୟମ ପ୍ରସ୍ତୁତ ହେଲେ ଓ ତରତର ହାଇେ ୟିହୂଦାର ପାହାଡିଆ ପ୍ରଦେଶସ୍ଥିତ ଗୋଟିଏ ନଗରକୁ ବାହାରି ପଡିଲେ।

40 ସେ ଜିଖରିୟଙ୍କ ଘରକୁ ଯାଇ ଏତୀଶାବେଥଙ୍କୁ ଅଭିବାଦନ କଲେ।

41 ସରିୟମଙ୍କ ଅଭିବାଦନ ଶୁଣିବା ମାତ୍ ରେ ଏଲୀଶାବେଥଙ୍କ ଗର୍ଭସ୍ଥ ସନ୍ତାନ ନାଚି ଉଠିଲା। ଏଲୀଶାବେଥ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ।

42 ଏଲୀଶାବେଥ ବଡ ପାଟି ରେ କହିଲେ, ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ଯା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦବୋକୁ ଯାଉଅଛ, ପରମେଶ୍ବର ତାହାକୁ ଧନ୍ଯ କରିଛନ୍ତି।

43 ତୁମ୍ଭେ ମାେ ପ୍ରଭୁଙ୍କ ମାଆ ଏବଂ ତୁମ୍ଭେ ମାେ ପାଖକୁ ଆସିଛ! ମାେ ପାଇଁ ଏତେ ବଡ ଭଲ ଘଟଣା କାହିଁକି ଘଟିଲା?

44 ମୁଁ ତୁମ୍ଭ ଅଭିବାଦନର ସ୍ବର ଶୁଣିବା ମାତ୍ ରେ ମାରେ ଗର୍ଭସ୍ଥ ସନ୍ତାନ ଆନନ୍ଦ ରେ ନାଚି ଉଠିଲା।

45 ତୁମ୍ଭେ ଧନ୍ଯା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ବାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ବାସ କଲ।

46 ତା'ପରେ ମରିୟମ କହିଲେ,

47 ମାରେ ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। ମାରହେୃଦୟ ଆନନ୍ଦ ରେ ପରିପୂର୍ଣ୍ଣ। କାରଣ ପରମେଶ୍ବର ମାରେ ଉଦ୍ଧାର କର୍ତ୍ତା।

48 ମାରେ କିଛି ମହତ୍ତ୍ବ ନାହିଁ, କିନ୍ତୁ ପରମେଶ୍ବର ମାେ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ। ଆଜିଠାରୁ ସମସ୍ତେ ମାେତେ ସବୁ ଧନ୍ଯ କହିବେ।

49 କାରଣ ସର୍ବଶକ୍ତିମାନ ପରମେଶ୍ବର ମାେ ପାଇଁ ମହାନ୍ କାର୍ୟ୍ଯ ସବୁ କରିଛନ୍ତି। ତାହାଙ୍କର ନାମ ପବିତ୍ର ହେଉ।

50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସମାନଙ୍କେୁ ସଦାସର୍ବଦା ଦୟା କରନ୍ତି।

51 ସେ ତାହାଙ୍କର ବାହୁର ଶକ୍ତି ଦଖାଇେଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସମାନଙ୍କେର ସମସ୍ତ ଯୋଜନା ଧ୍ବଂସ କରି ଦେଲେ।

52 ପରମେଶ୍ବର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।

53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦଇେ ତୃପ୍ତ କଲେ କିନ୍ତୁ ଧନୀ ଓ ସ୍ବାର୍ଥପର ଲୋକଙ୍କୁ ଖାଲି ହାତ ରେ ଫରୋଇ ଦେଲେ।

54 ତାହାଙ୍କର ସବୋ କରିବାପାଇଁ ସେ ନିଜେ ବାଛିଥିବା ଇଶ୍ରାୟେଲର ଲୋକମାନଙ୍କୁ ସାହାୟ୍ଯ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।

55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦଖାଇବୋ ପାଇଁ ଦଇେଥିବା ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।

56 ମରିୟମ ପ୍ରାୟ ତିନିମାସ ପର୍ୟ୍ଯନ୍ତ ଏଲୀଶାବେଥଙ୍କ ପାଖ ରେ ରହିବା ପରେ ନିଜେ ଘରକୁ ଫରେିଗଲେ।

57 ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହବୋରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।

58 ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ ପ୍ରଭୁ ତାହାଙ୍କ ଉପରେ ଅଶଷେ ଦୟା କରିଛନ୍ତି। ସମାନେେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।

59 ବାଳକର ଜନ୍ମ ହବୋର ଅଷ୍ଟମ ଦିନ ସମାନେେ ଶିଶୁକୁ ସୁନ୍ନତ କରବାକୁ ଆସିଲେ ଓ ସମାନେେ ବାଳକର ନାମ ତାର ପିତାଙ୍କ ନାମ ଅନୁସାରେ ଜିଖରିୟ ଦବୋକୁ ଗ୍ଭହୁଁଥିଲେ।

60 କିନ୍ତୁ ତାହାଙ୍କ ମାଆ କହିଲେ, ନା, ତା'ର ନାମ ଯୋହନ ଦିଆୟିବ।

61 ଲୋକମାନେ ଏଲୀଶାବେଥଙ୍କୁ କହିଲେ, ତୁମ୍ଭର କୌଣସି ସମ୍ପର୍କୀୟଙ୍କର ଏଭଳି ନାମ ନାହିଁ।

62 ତା'ପରେ ସମାନେେ ପରେ ତା'ର ବାପାଙ୍କୁ ପଚାରିଲେ, ତୁମ୍ଭେ ଏହି ଶିଶୁର ନାମ କ'ଣ ଦବୋକୁ ଗ୍ଭହୁଁଛ?

63 ଏହା ଶୁଣି ଜିଖରିୟ ଲେଖିବା ପାଇଁ ସମାନଙ୍କେୁ ଏକ ଲୋଖାଫଳକ ମାଗି ସେଥି ରେ ଲେଖିଲେ, ତା'ର ନାମ ଯୋହନ।

64 ସବୁ ଲୋକ ଆଶ୍ଚର୍ୟ୍ଯ ହାଇଗେଲେ। ତା'ପରେ ତତ୍କ୍ଷଣାତ୍ ଜିଖରିୟଙ୍କ ପାଟି ଖାଲିଗେଲା। ସେ କଥାବାର୍ତ୍ତା କରି ପାରିଲେ। ସେ ପରମେଶ୍ବରଙ୍କର ସ୍ତୁତି କରିବା ରେ ଲାଗିଲେ।

65 ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ୟିହୂଦାର ସମସ୍ତ ପାହାଡିଆ ପ୍ରଦେଶ ରେ ଲୋକେ ଏହି ସବୁ ଘଟଣା ବିଷୟ ରେ ଚର୍ଚ୍ଚା କରିବାକୁ ଲାଗିଲେ।

66 ଏ କଥା ଯେଉଁମାନେ ଶୁଣିଲେ, ସମାନେେ ବିସ୍ମିତ ହାଇେ ଗଲେ। ଲୋକେ ଭାବିଲେ, ଏ ବାଳକଟି କ'ଣ ହବେ? ପ୍ରଭୁଙ୍କ ହସ୍ତ ପିଲାଟିର ସହିତ ଅଛି, ସମାନେେ ଏପରି ଭାବିଲେ।

67 ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ। ସେ ଭବିଷ୍ଯଦ୍ବାଣୀ କହିଲେ,

68 ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।

69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସବେକ ଦାଉଦଙ୍କ ପରିବାରରୁ ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦଇେଛନ୍ତି।

70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।

71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତୃମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦଇେଥିଲେ।

72 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।

73 ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।

74 ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।

75 ଆମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ପରମେଶ୍ବରଙ୍କ ଆଗ ରେ ଧାର୍ମିକ ଓ ପବିତ୍ର ରହିବୁ।

76 ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।

77 ପରମେଶ୍ବରଙ୍କ ଲୋକଙ୍କୁ ତୁମ୍ଭେ ଜଣଇଦେବେ ଯେ ସମାନଙ୍କେର ପାପକୁ କ୍ଷମା କରି ଦିଆଯାଇ ସମାନଙ୍କେୁ ଉଦ୍ଧାର କରାୟିବ।

78 ଆମ୍ଭମାନଙ୍କ ପରମେଶ୍ବରଙ୍କ ସ୍ନହମୟେ ଅନୁଗ୍ରହ ହତେୁ ସ୍ବର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।

79 ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।

80 ଶିଶୁଟି ଏହିପରି ବଢିବାକୁ ଲାଗିଲା ଓ ଆତ୍ମା ରେ ଦୃଢରୁ ଦୃଢତର ହବୋକୁ ଲାଗିଲା। ଇଶ୍ରାୟେଲ ରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ୟ୍ଯନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂର ରେ ଏକ ସ୍ଥାନ ରେ ରହିଥିଲେ।

1 Forasmuch as many have taken in hand to set forth in order a declaration of those things which are most surely believed among us,

2 Even as they delivered them unto us, which from the beginning were eyewitnesses, and ministers of the word;

3 It seemed good to me also, having had perfect understanding of all things from the very first, to write unto thee in order, most excellent Theophilus,

4 That thou mightest know the certainty of those things, wherein thou hast been instructed.

5 There was in the days of Herod, the king of Judaea, a certain priest named Zacharias, of the course of Abia: and his wife was of the daughters of Aaron, and her name was Elisabeth.

6 And they were both righteous before God, walking in all the commandments and ordinances of the Lord blameless.

7 And they had no child, because that Elisabeth was barren, and they both were now well stricken in years.

8 And it came to pass, that while he executed the priest’s office before God in the order of his course,

9 According to the custom of the priest’s office, his lot was to burn incense when he went into the temple of the Lord.

10 And the whole multitude of the people were praying without at the time of incense.

11 And there appeared unto him an angel of the Lord standing on the right side of the altar of incense.

12 And when Zacharias saw him, he was troubled, and fear fell upon him.

13 But the angel said unto him, Fear not, Zacharias: for thy prayer is heard; and thy wife Elisabeth shall bear thee a son, and thou shalt call his name John.

14 And thou shalt have joy and gladness; and many shall rejoice at his birth.

15 For he shall be great in the sight of the Lord, and shall drink neither wine nor strong drink; and he shall be filled with the Holy Ghost, even from his mother’s womb.

16 And many of the children of Israel shall he turn to the Lord their God.

17 And he shall go before him in the spirit and power of Elias, to turn the hearts of the fathers to the children, and the disobedient to the wisdom of the just; to make ready a people prepared for the Lord.

18 And Zacharias said unto the angel, Whereby shall I know this? for I am an old man, and my wife well stricken in years.

19 And the angel answering said unto him, I am Gabriel, that stand in the presence of God; and am sent to speak unto thee, and to shew thee these glad tidings.

20 And, behold, thou shalt be dumb, and not able to speak, until the day that these things shall be performed, because thou believest not my words, which shall be fulfilled in their season.

21 And the people waited for Zacharias, and marvelled that he tarried so long in the temple.

22 And when he came out, he could not speak unto them: and they perceived that he had seen a vision in the temple: for he beckoned unto them, and remained speechless.

23 And it came to pass, that, as soon as the days of his ministration were accomplished, he departed to his own house.

24 And after those days his wife Elisabeth conceived, and hid herself five months, saying,

25 Thus hath the Lord dealt with me in the days wherein he looked on me, to take away my reproach among men.

26 And in the sixth month the angel Gabriel was sent from God unto a city of Galilee, named Nazareth,

27 To a virgin espoused to a man whose name was Joseph, of the house of David; and the virgin’s name was Mary.

28 And the angel came in unto her, and said, Hail, thou that art highly favoured, the Lord is with thee: blessed art thou among women.

29 And when she saw him, she was troubled at his saying, and cast in her mind what manner of salutation this should be.

30 And the angel said unto her, Fear not, Mary: for thou hast found favour with God.

31 And, behold, thou shalt conceive in thy womb, and bring forth a son, and shalt call his name JESUS.

32 He shall be great, and shall be called the Son of the Highest: and the Lord God shall give unto him the throne of his father David:

33 And he shall reign over the house of Jacob for ever; and of his kingdom there shall be no end.

34 Then said Mary unto the angel, How shall this be, seeing I know not a man?

35 And the angel answered and said unto her, The Holy Ghost shall come upon thee, and the power of the Highest shall overshadow thee: therefore also that holy thing which shall be born of thee shall be called the Son of God.

36 And, behold, thy cousin Elisabeth, she hath also conceived a son in her old age: and this is the sixth month with her, who was called barren.

37 For with God nothing shall be impossible.

38 And Mary said, Behold the handmaid of the Lord; be it unto me according to thy word. And the angel departed from her.

39 And Mary arose in those days, and went into the hill country with haste, into a city of Juda;

40 And entered into the house of Zacharias, and saluted Elisabeth.

41 And it came to pass, that, when Elisabeth heard the salutation of Mary, the babe leaped in her womb; and Elisabeth was filled with the Holy Ghost:

42 And she spake out with a loud voice, and said, Blessed art thou among women, and blessed is the fruit of thy womb.

43 And whence is this to me, that the mother of my Lord should come to me?

44 For, lo, as soon as the voice of thy salutation sounded in mine ears, the babe leaped in my womb for joy.

45 And blessed is she that believed: for there shall be a performance of those things which were told her from the Lord.

46 And Mary said, My soul doth magnify the Lord,

47 And my spirit hath rejoiced in God my Saviour.

48 For he hath regarded the low estate of his handmaiden: for, behold, from henceforth all generations shall call me blessed.

49 For he that is mighty hath done to me great things; and holy is his name.

50 And his mercy is on them that fear him from generation to generation.

51 He hath shewed strength with his arm; he hath scattered the proud in the imagination of their hearts.

52 He hath put down the mighty from their seats, and exalted them of low degree.

53 He hath filled the hungry with good things; and the rich he hath sent empty away.

54 He hath holpen his servant Israel, in remembrance of his mercy;

55 As he spake to our fathers, to Abraham, and to his seed for ever.

56 And Mary abode with her about three months, and returned to her own house.

57 Now Elisabeth’s full time came that she should be delivered; and she brought forth a son.

58 And her neighbours and her cousins heard how the Lord had shewed great mercy upon her; and they rejoiced with her.

59 And it came to pass, that on the eighth day they came to circumcise the child; and they called him Zacharias, after the name of his father.

60 And his mother answered and said, Not so; but he shall be called John.

61 And they said unto her, There is none of thy kindred that is called by this name.

62 And they made signs to his father, how he would have him called.

63 And he asked for a writing table, and wrote, saying, His name is John. And they marvelled all.

64 And his mouth was opened immediately, and his tongue loosed, and he spake, and praised God.

65 And fear came on all that dwelt round about them: and all these sayings were noised abroad throughout all the hill country of Judaea.

66 And all they that heard them laid them up in their hearts, saying, What manner of child shall this be! And the hand of the Lord was with him.

67 And his father Zacharias was filled with the Holy Ghost, and prophesied, saying,

68 Blessed be the Lord God of Israel; for he hath visited and redeemed his people,

69 And hath raised up an horn of salvation for us in the house of his servant David;

70 As he spake by the mouth of his holy prophets, which have been since the world began:

71 That we should be saved from our enemies, and from the hand of all that hate us;

72 To perform the mercy promised to our fathers, and to remember his holy covenant;

73 The oath which he sware to our father Abraham,

74 That he would grant unto us, that we being delivered out of the hand of our enemies might serve him without fear,

75 In holiness and righteousness before him, all the days of our life.

76 And thou, child, shalt be called the prophet of the Highest: for thou shalt go before the face of the Lord to prepare his ways;

77 To give knowledge of salvation unto his people by the remission of their sins,

78 Through the tender mercy of our God; whereby the dayspring from on high hath visited us,

79 To give light to them that sit in darkness and in the shadow of death, to guide our feet into the way of peace.

80 And the child grew, and waxed strong in spirit, and was in the deserts till the day of his shewing unto Israel.

1 Now after these things, in the reign of Artaxerxes king of Persia, Ezra the son of Seraiah, the son of Azariah, the son of Hilkiah,

2 The son of Shallum, the son of Zadok, the son of Ahitub,

3 The son of Amariah, the son of Azariah, the son of Meraioth,

4 The son of Zerahiah, the son of Uzzi, the son of Bukki,

5 The son of Abishua, the son of Phinehas, the son of Eleazar, the son of Aaron the chief priest:

6 This Ezra went up from Babylon; and he was a ready scribe in the law of Moses, which the Lord God of Israel had given: and the king granted him all his request, according to the hand of the Lord his God upon him.

7 And there went up some of the children of Israel, and of the priests, and the Levites, and the singers, and the porters, and the Nethinims, unto Jerusalem, in the seventh year of Artaxerxes the king.

8 And he came to Jerusalem in the fifth month, which was in the seventh year of the king.

9 For upon the first day of the first month began he to go up from Babylon, and on the first day of the fifth month came he to Jerusalem, according to the good hand of his God upon him.

10 For Ezra had prepared his heart to seek the law of the Lord, and to do it, and to teach in Israel statutes and judgments.

11 Now this is the copy of the letter that the king Artaxerxes gave unto Ezra the priest, the scribe, even a scribe of the words of the commandments of the Lord, and of his statutes to Israel.

12 Artaxerxes, king of kings, unto Ezra the priest, a scribe of the law of the God of heaven, perfect peace, and at such a time.

13 I make a decree, that all they of the people of Israel, and of his priests and Levites, in my realm, which are minded of their own freewill to go up to Jerusalem, go with thee.

14 Forasmuch as thou art sent of the king, and of his seven counsellers, to inquire concerning Judah and Jerusalem, according to the law of thy God which is in thine hand;

15 And to carry the silver and gold, which the king and his counsellers have freely offered unto the God of Israel, whose habitation is in Jerusalem,

16 And all the silver and gold that thou canst find in all the province of Babylon, with the freewill offering of the people, and of the priests, offering willingly for the house of their God which is in Jerusalem:

17 That thou mayest buy speedily with this money bullocks, rams, lambs, with their meat offerings and their drink offerings, and offer them upon the altar of the house of your God which is in Jerusalem.

18 And whatsoever shall seem good to thee, and to thy brethren, to do with the rest of the silver and the gold, that do after the will of your God.

19 The vessels also that are given thee for the service of the house of thy God, those deliver thou before the God of Jerusalem.

20 And whatsoever more shall be needful for the house of thy God, which thou shalt have occasion to bestow, bestow it out of the king’s treasure house.

21 And I, even I Artaxerxes the king, do make a decree to all the treasurers which are beyond the river, that whatsoever Ezra the priest, the scribe of the law of the God of heaven, shall require of you, it be done speedily,

22 Unto an hundred talents of silver, and to an hundred measures of wheat, and to an hundred baths of wine, and to an hundred baths of oil, and salt without prescribing how much.

23 Whatsoever is commanded by the God of heaven, let it be diligently done for the house of the God of heaven: for why should there be wrath against the realm of the king and his sons?

24 Also we certify you, that touching any of the priests and Levites, singers, porters, Nethinims, or ministers of this house of God, it shall not be lawful to impose toll, tribute, or custom, upon them.

25 And thou, Ezra, after the wisdom of thy God, that is in thine hand, set magistrates and judges, which may judge all the people that are beyond the river, all such as know the laws of thy God; and teach ye them that know them not.

26 And whosoever will not do the law of thy God, and the law of the king, let judgment be executed speedily upon him, whether it be unto death, or to banishment, or to confiscation of goods, or to imprisonment.

27 Blessed be the Lord God of our fathers, which hath put such a thing as this in the king’s heart, to beautify the house of the Lord which is in Jerusalem:

28 And hath extended mercy unto me before the king, and his counsellers, and before all the king’s mighty princes. And I was strengthened as the hand of the Lord my God was upon me, and I gathered together out of Israel chief men to go up with me.