Luke 1
67 ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ। ସେ ଭବିଷ୍ଯଦ୍ବାଣୀ କହିଲେ,
68 ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।
69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସବେକ ଦାଉଦଙ୍କ ପରିବାରରୁ ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦଇେଛନ୍ତି।
70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।
71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତୃମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦଇେଥିଲେ।
72 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
73 ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।
74 ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।
75 ଆମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ପରମେଶ୍ବରଙ୍କ ଆଗ ରେ ଧାର୍ମିକ ଓ ପବିତ୍ର ରହିବୁ।
76 ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।
77 ପରମେଶ୍ବରଙ୍କ ଲୋକଙ୍କୁ ତୁମ୍ଭେ ଜଣଇଦେବେ ଯେ ସମାନଙ୍କେର ପାପକୁ କ୍ଷମା କରି ଦିଆଯାଇ ସମାନଙ୍କେୁ ଉଦ୍ଧାର କରାୟିବ।
78 ଆମ୍ଭମାନଙ୍କ ପରମେଶ୍ବରଙ୍କ ସ୍ନହମୟେ ଅନୁଗ୍ରହ ହତେୁ ସ୍ବର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।
79 ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।
67 And his father Zacharias was filled with the Holy Ghost, and prophesied, saying,
68 Blessed be the Lord God of Israel; for he hath visited and redeemed his people,
69 And hath raised up an horn of salvation for us in the house of his servant David;
70 As he spake by the mouth of his holy prophets, which have been since the world began:
71 That we should be saved from our enemies, and from the hand of all that hate us;
72 To perform the mercy promised to our fathers, and to remember his holy covenant;
73 The oath which he sware to our father Abraham,
74 That he would grant unto us, that we being delivered out of the hand of our enemies might serve him without fear,
75 In holiness and righteousness before him, all the days of our life.
76 And thou, child, shalt be called the prophet of the Highest: for thou shalt go before the face of the Lord to prepare his ways;
77 To give knowledge of salvation unto his people by the remission of their sins,
78 Through the tender mercy of our God; whereby the dayspring from on high hath visited us,
79 To give light to them that sit in darkness and in the shadow of death, to guide our feet into the way of peace.
Luke 1 in Tamil and English
67 ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ। ସେ ଭବିଷ୍ଯଦ୍ବାଣୀ କହିଲେ,
And his father Zacharias was filled with the Holy Ghost, and prophesied, saying,
68 ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।
Blessed be the Lord God of Israel; for he hath visited and redeemed his people,
69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସବେକ ଦାଉଦଙ୍କ ପରିବାରରୁ ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦଇେଛନ୍ତି।
And hath raised up an horn of salvation for us in the house of his servant David;
70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।
As he spake by the mouth of his holy prophets, which have been since the world began:
71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତୃମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦଇେଥିଲେ।
That we should be saved from our enemies, and from the hand of all that hate us;
72 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
To perform the mercy promised to our fathers, and to remember his holy covenant;
73 ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।
The oath which he sware to our father Abraham,
74 ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।
That he would grant unto us, that we being delivered out of the hand of our enemies might serve him without fear,
75 ଆମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ପରମେଶ୍ବରଙ୍କ ଆଗ ରେ ଧାର୍ମିକ ଓ ପବିତ୍ର ରହିବୁ।
In holiness and righteousness before him, all the days of our life.
76 ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।
And thou, child, shalt be called the prophet of the Highest: for thou shalt go before the face of the Lord to prepare his ways;
77 ପରମେଶ୍ବରଙ୍କ ଲୋକଙ୍କୁ ତୁମ୍ଭେ ଜଣଇଦେବେ ଯେ ସମାନଙ୍କେର ପାପକୁ କ୍ଷମା କରି ଦିଆଯାଇ ସମାନଙ୍କେୁ ଉଦ୍ଧାର କରାୟିବ।
To give knowledge of salvation unto his people by the remission of their sins,
78 ଆମ୍ଭମାନଙ୍କ ପରମେଶ୍ବରଙ୍କ ସ୍ନହମୟେ ଅନୁଗ୍ରହ ହତେୁ ସ୍ବର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।
Through the tender mercy of our God; whereby the dayspring from on high hath visited us,
79 ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।
To give light to them that sit in darkness and in the shadow of death, to guide our feet into the way of peace.