Luke 10

fullscreen25 ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବି?

fullscreen26 ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, ବ୍ଯବସ୍ଥାଶାସ୍ତ୍ର ରେ କ'ଣ ଲଖାେଅଛି? ସେଥି ହେ ତୁମ୍ଭେ କ'ଣ ପଢୁଛ?

fullscreen27 ସେ ଉତ୍ତର ଦେଲେ, 'ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦଇେ ତୁମ୍ଭର ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର' ଏବଂ, 'ତୁମ୍ଭେ ନିଜକୁ ପ୍ ରମେ କରିଲା ଭଳି ଅନ୍ୟମାନଙ୍କୁ ପ୍ ରମେ କର।'

fullscreen28 ତା'ପରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦଇେଛ। ଏହାହିଁ କର। ଏହା ଫଳ ରେ ତୁମ୍ଭେ ଅନନ୍ତଜୀବନ ଲାଭ କରିବ।

fullscreen29 ନିଜେ ଠିକ୍ ଜୀବନ ଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଚାହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଚାରିଲେ, ତବେେ ଯେଉଁମାନଙ୍କୁ ପ୍ ରମେ କରିବି, ସମାନେେ କିଏ?

fullscreen30 ଏହି ପ୍ରଶ୍ନର ଉତ୍ତର ଦବୋକୁ ଯାଇ ଯୀଶୁ କହିଲେ, ଜଣେ ଲୋକ ୟିରୂଶାଲମରୁ ଯିରୀହାକେୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ ରେ ପଡିଲା। ସମାନେେ ତା' ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ ମାରି ଅର୍ଦ୍ଧମୃତ ଅବସ୍ଥା ରେ ପକାଇଦଇେ ଚାଲିଗଲେ।

fullscreen31 ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସହେି ରାସ୍ତା ଦଇେ ଯାଉଥିଲେ। ସହେି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଚାଲିଗଲେ।

fullscreen32 ତା'ପରେ ଜଣେ ଲବେୀୟ ସହେି ବାଟରେ ଆସିଲେ। ସେ ସହେି ଲୋକଟିକୁ ଦେଖିବା ସତ୍ତ୍ବେ ତାକୁ ସାହାୟ୍ଯ କରିବାକୁ ନଅଟକି ଚାଲିଗଲେ।

fullscreen33 ତା'ପରେ ଶମିରୋଣୀୟ ଦେଶର ଜଣେ ଲୋକ ସହେି ବାଟେ ଆସିଲେ। ଆହତ ଲୋକଟି ଯେଉଁଠା ରେ ପଡିଥିଲା, ସେ ସହେି ସ୍ଥାନକୁ ଆସିଲେ। ସେ ସହେି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ।

fullscreen34 ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଓ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।

fullscreen35 ତା'ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପ୍ରାନ୍ଥଶାଳାର ଦାଯିତ୍ବ ରେ ଥିବା ଲୋକଟିକୁ ଦଇେ କହିଲେ, 'ଏହି ଆହତ ଲୋକଟିର ଯତ୍ନ ନବେ। ତା' ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫରେିଲା ବେଳେ ତୁମ୍ଭକୁ ସତକେ ପରିଶାଧେ କରି ଦବେି।

fullscreen36 ଏହାପରେ ଯୀଶୁ କହିଲେ, ଏବେ କୁହ, ଡକାୟତମାନଙ୍କ ହାବୁଡ ରେ ପଡି ଆହତ ହାଇେଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ଯରୁ କିଏ ପ୍ ରମେଭାବ ଦଖାଇେଲେ ବୋଲି ତୁମ୍ଭେ ଭାବୁଛ?

fullscreen37 ଶାସ୍ତ୍ରୀ ଜଣକ କହିଲେ, ଯେଉଁ ଲୋକ ଆହତ ଲୋକଟିକୁ ସାହାୟ୍ଯ କଲା।

25 And, behold, a certain lawyer stood up, and tempted him, saying, Master, what shall I do to inherit eternal life?

26 He said unto him, What is written in the law? how readest thou?

27 And he answering said, Thou shalt love the Lord thy God with all thy heart, and with all thy soul, and with all thy strength, and with all thy mind; and thy neighbour as thyself.

28 And he said unto him, Thou hast answered right: this do, and thou shalt live.

29 But he, willing to justify himself, said unto Jesus, And who is my neighbour?

30 And Jesus answering said, A certain man went down from Jerusalem to Jericho, and fell among thieves, which stripped him of his raiment, and wounded him, and departed, leaving him half dead.

31 And by chance there came down a certain priest that way: and when he saw him, he passed by on the other side.

32 And likewise a Levite, when he was at the place, came and looked on him, and passed by on the other side.

33 But a certain Samaritan, as he journeyed, came where he was: and when he saw him, he had compassion on him,

34 And went to him, and bound up his wounds, pouring in oil and wine, and set him on his own beast, and brought him to an inn, and took care of him.

35 And on the morrow when he departed, he took out two pence, and gave them to the host, and said unto him, Take care of him; and whatsoever thou spendest more, when I come again, I will repay thee.

36 Which now of these three, thinkest thou, was neighbour unto him that fell among the thieves?

37 And he said, He that shewed mercy on him. Then said Jesus unto him, Go, and do thou likewise.

Luke 10 in Tamil and English

25 ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବି?
And, behold, a certain lawyer stood up, and tempted him, saying, Master, what shall I do to inherit eternal life?

26 ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, ବ୍ଯବସ୍ଥାଶାସ୍ତ୍ର ରେ କ'ଣ ଲଖାେଅଛି? ସେଥି ହେ ତୁମ୍ଭେ କ'ଣ ପଢୁଛ?
He said unto him, What is written in the law? how readest thou?

27 ସେ ଉତ୍ତର ଦେଲେ, 'ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦଇେ ତୁମ୍ଭର ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର' ଏବଂ, 'ତୁମ୍ଭେ ନିଜକୁ ପ୍ ରମେ କରିଲା ଭଳି ଅନ୍ୟମାନଙ୍କୁ ପ୍ ରମେ କର।'
And he answering said, Thou shalt love the Lord thy God with all thy heart, and with all thy soul, and with all thy strength, and with all thy mind; and thy neighbour as thyself.

28 ତା'ପରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦଇେଛ। ଏହାହିଁ କର। ଏହା ଫଳ ରେ ତୁମ୍ଭେ ଅନନ୍ତଜୀବନ ଲାଭ କରିବ।
And he said unto him, Thou hast answered right: this do, and thou shalt live.

29 ନିଜେ ଠିକ୍ ଜୀବନ ଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଚାହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଚାରିଲେ, ତବେେ ଯେଉଁମାନଙ୍କୁ ପ୍ ରମେ କରିବି, ସମାନେେ କିଏ?
But he, willing to justify himself, said unto Jesus, And who is my neighbour?

30 ଏହି ପ୍ରଶ୍ନର ଉତ୍ତର ଦବୋକୁ ଯାଇ ଯୀଶୁ କହିଲେ, ଜଣେ ଲୋକ ୟିରୂଶାଲମରୁ ଯିରୀହାକେୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ ରେ ପଡିଲା। ସମାନେେ ତା' ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ ମାରି ଅର୍ଦ୍ଧମୃତ ଅବସ୍ଥା ରେ ପକାଇଦଇେ ଚାଲିଗଲେ।
And Jesus answering said, A certain man went down from Jerusalem to Jericho, and fell among thieves, which stripped him of his raiment, and wounded him, and departed, leaving him half dead.

31 ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସହେି ରାସ୍ତା ଦଇେ ଯାଉଥିଲେ। ସହେି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଚାଲିଗଲେ।
And by chance there came down a certain priest that way: and when he saw him, he passed by on the other side.

32 ତା'ପରେ ଜଣେ ଲବେୀୟ ସହେି ବାଟରେ ଆସିଲେ। ସେ ସହେି ଲୋକଟିକୁ ଦେଖିବା ସତ୍ତ୍ବେ ତାକୁ ସାହାୟ୍ଯ କରିବାକୁ ନଅଟକି ଚାଲିଗଲେ।
And likewise a Levite, when he was at the place, came and looked on him, and passed by on the other side.

33 ତା'ପରେ ଶମିରୋଣୀୟ ଦେଶର ଜଣେ ଲୋକ ସହେି ବାଟେ ଆସିଲେ। ଆହତ ଲୋକଟି ଯେଉଁଠା ରେ ପଡିଥିଲା, ସେ ସହେି ସ୍ଥାନକୁ ଆସିଲେ। ସେ ସହେି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ।
But a certain Samaritan, as he journeyed, came where he was: and when he saw him, he had compassion on him,

34 ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଓ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।
And went to him, and bound up his wounds, pouring in oil and wine, and set him on his own beast, and brought him to an inn, and took care of him.

35 ତା'ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପ୍ରାନ୍ଥଶାଳାର ଦାଯିତ୍ବ ରେ ଥିବା ଲୋକଟିକୁ ଦଇେ କହିଲେ, 'ଏହି ଆହତ ଲୋକଟିର ଯତ୍ନ ନବେ। ତା' ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫରେିଲା ବେଳେ ତୁମ୍ଭକୁ ସତକେ ପରିଶାଧେ କରି ଦବେି।
And on the morrow when he departed, he took out two pence, and gave them to the host, and said unto him, Take care of him; and whatsoever thou spendest more, when I come again, I will repay thee.

36 ଏହାପରେ ଯୀଶୁ କହିଲେ, ଏବେ କୁହ, ଡକାୟତମାନଙ୍କ ହାବୁଡ ରେ ପଡି ଆହତ ହାଇେଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ଯରୁ କିଏ ପ୍ ରମେଭାବ ଦଖାଇେଲେ ବୋଲି ତୁମ୍ଭେ ଭାବୁଛ?
Which now of these three, thinkest thou, was neighbour unto him that fell among the thieves?

37 ଶାସ୍ତ୍ରୀ ଜଣକ କହିଲେ, ଯେଉଁ ଲୋକ ଆହତ ଲୋକଟିକୁ ସାହାୟ୍ଯ କଲା।
And he said, He that shewed mercy on him. Then said Jesus unto him, Go, and do thou likewise.