Luke 13

fullscreen1 ସେତବେେଳେ ଯୀଶୁଙ୍କ ପାଖ ରେ କେତକେ ଲୋକ ଥିଲେ। ଗାଲିଲୀର କେତକେ ଲୋକଙ୍କର ଯାହା ଘଟିଥିଲା, ସହେି ବିଷୟ ରେ ସମାନେେ ଯୀଶୁଙ୍କୁ କହିଲେ। ସମାନେେ ଉପାସନା କରୁଥିବା ସମୟରେ ପୀଲାତ ସହେି ଲୋକମାନଙ୍କୁ ହତ୍ଯା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସମାନଙ୍କେ ରକ୍ତକୁ ମିଶାଇଥିଲେ।

fullscreen2 ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କ'ଣ ଭାବୁଛ ଯେ ଏହି ଲୋକମାନେ ଗାଲୀଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସମାନଙ୍କେୁ ଏ ଦଶା ଭୋଗିବାକୁ ପଡିଲା?

fullscreen3 ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।

fullscreen4 ଶୀଲୋହ ରେ ସହେି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡିଲା, ତୁମ୍ଭମାନେେ କ'ଣ ଭାବୁଛ ଯେ ସମାନେେ ୟିରୂଶାଲମ ରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ?

fullscreen5 ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।

1 There were present at that season some that told him of the Galilaeans, whose blood Pilate had mingled with their sacrifices.

2 And Jesus answering said unto them, Suppose ye that these Galilaeans were sinners above all the Galilaeans, because they suffered such things?

3 I tell you, Nay: but, except ye repent, ye shall all likewise perish.

4 Or those eighteen, upon whom the tower in Siloam fell, and slew them, think ye that they were sinners above all men that dwelt in Jerusalem?

5 I tell you, Nay: but, except ye repent, ye shall all likewise perish.

Luke 13 in Tamil and English

1 ସେତବେେଳେ ଯୀଶୁଙ୍କ ପାଖ ରେ କେତକେ ଲୋକ ଥିଲେ। ଗାଲିଲୀର କେତକେ ଲୋକଙ୍କର ଯାହା ଘଟିଥିଲା, ସହେି ବିଷୟ ରେ ସମାନେେ ଯୀଶୁଙ୍କୁ କହିଲେ। ସମାନେେ ଉପାସନା କରୁଥିବା ସମୟରେ ପୀଲାତ ସହେି ଲୋକମାନଙ୍କୁ ହତ୍ଯା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସମାନଙ୍କେ ରକ୍ତକୁ ମିଶାଇଥିଲେ।
There were present at that season some that told him of the Galilaeans, whose blood Pilate had mingled with their sacrifices.

2 ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କ'ଣ ଭାବୁଛ ଯେ ଏହି ଲୋକମାନେ ଗାଲୀଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସମାନଙ୍କେୁ ଏ ଦଶା ଭୋଗିବାକୁ ପଡିଲା?
And Jesus answering said unto them, Suppose ye that these Galilaeans were sinners above all the Galilaeans, because they suffered such things?

3 ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।
I tell you, Nay: but, except ye repent, ye shall all likewise perish.

4 ଶୀଲୋହ ରେ ସହେି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡିଲା, ତୁମ୍ଭମାନେେ କ'ଣ ଭାବୁଛ ଯେ ସମାନେେ ୟିରୂଶାଲମ ରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ?
Or those eighteen, upon whom the tower in Siloam fell, and slew them, think ye that they were sinners above all men that dwelt in Jerusalem?

5 ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।
I tell you, Nay: but, except ye repent, ye shall all likewise perish.