Luke 18
1 ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଉପଦେଶ ଦେଉଥିଲେ ଯେ, ସମାନେେ ସଦାବାଳେ ପ୍ରାର୍ଥନା କରିବା ଉଚିତ। ଏବଂ କବେେ ହେଲେ ଭରସା ହ ରଇବୋ ଉଚିତ ନୁହେଁ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ,
2 ଥରେ ଗୋଟିଏ ନଗର ରେ ଜଣେ ବିଚାରପତି ଥିଲା। ପରମେଶ୍ବରଙ୍କୁ ତାହାଙ୍କର ଡର ନଥିଲା କି ଲୋକମାନେ ତାହାଙ୍କ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର କରୁ ନଥିଲେ।
3 ସହେି ନଗର ରେ ଗୋଟିଏ ସ୍ତ୍ରୀଲୋକ ଥିଲା। ତା'ର ସ୍ବାମୀ ମରି ଯାଇଥିଲା। ସେ ସ୍ତ୍ରୀଲୋକଟି ଏହି ବିଗ୍ଭରପତିଙ୍କ ନିକଟକୁ ବହୁତ ଥର ଆସୁଥିଲା ସେ ବିଚାରପତିଙ୍କୁ କହୁଥିଲା, ' ଗୋଟିଏ ଲୋକ ମାେ ପ୍ରତି ଅନ୍ଯାୟ କରୁଛି। ତୁମ୍ଭେ ମାେତେ ମାେ ନ୍ଯାୟ ଅଧିକାର ଦିଅ।'
4 କିନ୍ତୁ ବିଚାରପତି ସ୍ତ୍ରୀଲୋକଟିକୁ ସାହାୟ୍ଯ କରିବାକୁ ଇଚ୍ଛା କରି ନଥିଲେ। କେତେ ସମୟ ପରେ ବିଚାରପତି ଜଣକ ମନେ ମନେ ଭାବିଲେ, 'ମୁଁ ପରମେଶ୍ବରଙ୍କୁ ଡରୁନାହିଁ କି ଲୋକମାନେ ମାେ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର ବି କରୁନାହିଁ।
5 କିନ୍ତୁ ଏହି ସ୍ତ୍ରୀଲୋକଟି ମାେତେ ସବୁବେଳେ ବ୍ଯସ୍ତ କରି ପକାଉଛି। ମୁଁ ତାକୁ ନ୍ଯାୟ ଅଧିକାର ଦଇେ ଦେଲେ ସେ ମାେ ପିଛା ଛାଡିଦବେ। ନଚତେ ସେ ମାେତେ ହଇକାଣ କରୁଥିବ।'
6 ପ୍ରଭୁ! କହିଲେ, ଶୁଣ, ସହେି ଦୁଷ୍ଟ ବିଚାରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି।
7 ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥାନ୍ତି। ଯାହା ଠିକ୍, ତାହା ପରମେଶ୍ବର ତାହାଙ୍କ ଲୋକଙ୍କୁ ସ ଦବେଳେେ ଦଇେଥାନ୍ତି। ନିଜ ଲୋକଙ୍କୁ ଉତ୍ତର ଦବୋ ରେ ପରମେଶ୍ବର ଆଦୌ ବିଳମ୍ବ କରିବେ ନାହିଁ।
8 ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ବର ତାହାଙ୍କ ଲୋକଙ୍କୁ ସାହାୟ୍ଯ କରିବେ। କିନ୍ତୁ ମନୁଷ୍ଯପୁତ୍ର ପୁଣିଥରେ ଫରେି ଆସିବା ପରେ ସେ ଏ ପୃଥିବୀ ରେ ତାହାଙ୍କର ବିଶ୍ବାସୀମାନଙ୍କୁ ପାଇ ପାରିବେ କି?
1 And he spake a parable unto them to this end, that men ought always to pray, and not to faint;
2 Saying, There was in a city a judge, which feared not God, neither regarded man:
3 And there was a widow in that city; and she came unto him, saying, Avenge me of mine adversary.
4 And he would not for a while: but afterward he said within himself, Though I fear not God, nor regard man;
5 Yet because this widow troubleth me, I will avenge her, lest by her continual coming she weary me.
6 And the Lord said, Hear what the unjust judge saith.
7 And shall not God avenge his own elect, which cry day and night unto him, though he bear long with them?
8 I tell you that he will avenge them speedily. Nevertheless when the Son of man cometh, shall he find faith on the earth?
Luke 18 in Tamil and English
1 ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଉପଦେଶ ଦେଉଥିଲେ ଯେ, ସମାନେେ ସଦାବାଳେ ପ୍ରାର୍ଥନା କରିବା ଉଚିତ। ଏବଂ କବେେ ହେଲେ ଭରସା ହ ରଇବୋ ଉଚିତ ନୁହେଁ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ,
And he spake a parable unto them to this end, that men ought always to pray, and not to faint;
2 ଥରେ ଗୋଟିଏ ନଗର ରେ ଜଣେ ବିଚାରପତି ଥିଲା। ପରମେଶ୍ବରଙ୍କୁ ତାହାଙ୍କର ଡର ନଥିଲା କି ଲୋକମାନେ ତାହାଙ୍କ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର କରୁ ନଥିଲେ।
Saying, There was in a city a judge, which feared not God, neither regarded man:
3 ସହେି ନଗର ରେ ଗୋଟିଏ ସ୍ତ୍ରୀଲୋକ ଥିଲା। ତା'ର ସ୍ବାମୀ ମରି ଯାଇଥିଲା। ସେ ସ୍ତ୍ରୀଲୋକଟି ଏହି ବିଗ୍ଭରପତିଙ୍କ ନିକଟକୁ ବହୁତ ଥର ଆସୁଥିଲା ସେ ବିଚାରପତିଙ୍କୁ କହୁଥିଲା, ' ଗୋଟିଏ ଲୋକ ମାେ ପ୍ରତି ଅନ୍ଯାୟ କରୁଛି। ତୁମ୍ଭେ ମାେତେ ମାେ ନ୍ଯାୟ ଅଧିକାର ଦିଅ।'
And there was a widow in that city; and she came unto him, saying, Avenge me of mine adversary.
4 କିନ୍ତୁ ବିଚାରପତି ସ୍ତ୍ରୀଲୋକଟିକୁ ସାହାୟ୍ଯ କରିବାକୁ ଇଚ୍ଛା କରି ନଥିଲେ। କେତେ ସମୟ ପରେ ବିଚାରପତି ଜଣକ ମନେ ମନେ ଭାବିଲେ, 'ମୁଁ ପରମେଶ୍ବରଙ୍କୁ ଡରୁନାହିଁ କି ଲୋକମାନେ ମାେ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର ବି କରୁନାହିଁ।
And he would not for a while: but afterward he said within himself, Though I fear not God, nor regard man;
5 କିନ୍ତୁ ଏହି ସ୍ତ୍ରୀଲୋକଟି ମାେତେ ସବୁବେଳେ ବ୍ଯସ୍ତ କରି ପକାଉଛି। ମୁଁ ତାକୁ ନ୍ଯାୟ ଅଧିକାର ଦଇେ ଦେଲେ ସେ ମାେ ପିଛା ଛାଡିଦବେ। ନଚତେ ସେ ମାେତେ ହଇକାଣ କରୁଥିବ।'
Yet because this widow troubleth me, I will avenge her, lest by her continual coming she weary me.
6 ପ୍ରଭୁ! କହିଲେ, ଶୁଣ, ସହେି ଦୁଷ୍ଟ ବିଚାରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି।
And the Lord said, Hear what the unjust judge saith.
7 ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥାନ୍ତି। ଯାହା ଠିକ୍, ତାହା ପରମେଶ୍ବର ତାହାଙ୍କ ଲୋକଙ୍କୁ ସ ଦବେଳେେ ଦଇେଥାନ୍ତି। ନିଜ ଲୋକଙ୍କୁ ଉତ୍ତର ଦବୋ ରେ ପରମେଶ୍ବର ଆଦୌ ବିଳମ୍ବ କରିବେ ନାହିଁ।
And shall not God avenge his own elect, which cry day and night unto him, though he bear long with them?
8 ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ବର ତାହାଙ୍କ ଲୋକଙ୍କୁ ସାହାୟ୍ଯ କରିବେ। କିନ୍ତୁ ମନୁଷ୍ଯପୁତ୍ର ପୁଣିଥରେ ଫରେି ଆସିବା ପରେ ସେ ଏ ପୃଥିବୀ ରେ ତାହାଙ୍କର ବିଶ୍ବାସୀମାନଙ୍କୁ ପାଇ ପାରିବେ କି?
I tell you that he will avenge them speedily. Nevertheless when the Son of man cometh, shall he find faith on the earth?