Luke 19:37 ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,
Luke 19:37 in Other Translations
King James Version (KJV) And when he was come nigh, even now at the descent of the mount of Olives, the whole multitude of the disciples began to rejoice and praise God with a loud voice for all the mighty works that they had seen;
American Standard Version (ASV) And as he was now drawing nigh, `even' at the descent of the mount of Olives, the whole multitude of the disciples began to rejoice and praise God with a loud voice for all the mighty works which they had seen;
Bible in Basic English (BBE) And when he came near the foot of the Mountain of Olives, all the disciples with loud voices gave praise to God with joy, because of all the great works which they had seen;
Darby English Bible (DBY) And as he drew near, already at the descent of the mount of Olives, all the multitude of the disciples began, rejoicing, to praise God with a loud voice for all the works of power which they had seen,
World English Bible (WEB) As he was now getting near, at the descent of the Mount of Olives, the whole multitude of the disciples began to rejoice and praise God with a loud voice for all the mighty works which they had seen,
Young's Literal Translation (YLT) and as he is coming nigh now, at the descent of the mount of the Olives, the whole multitude of the disciples began rejoicing to praise God with a great voice for all the mighty works they had seen,
was come nigh,
Ἐγγίζοντος
engizō
ayng-GEE-zoh
And
δὲ
de
thay
when he
αὐτοῦ
autos
af-TOSE
even now
ἤδη
ēdē
A-thay
at
πρὸς
pros
prose
the
τῇ
ho
oh
descent
καταβάσει
katabasis
ka-TA-va-sees
the
τοῦ
ho
oh
of mount
Ὄρους
oros
OH-rose
τῶν
ho
oh
of Olives,
Ἐλαιῶν
elaia
ay-LAY-ah
began
ἤρξαντο
archomai
AR-hoh-may
the whole
ἅπαν
hapas
A-pahs
τὸ
ho
oh
multitude
πλῆθος
plēthos
PLAY-those
the
τῶν
ho
oh
of disciples
μαθητῶν
mathētēs
ma-thay-TASE
to rejoice
χαίροντες
chairō
HAY-roh
and praise
αἰνεῖν
aineō
ay-NAY-oh
τὸν
ho
oh
God
θεὸν
theos
thay-OSE
voice
φωνῇ
phōnē
foh-NAY
with a loud
μεγάλῃ
megas
MAY-gahs
for
περὶ
peri
pay-REE
all
πασῶν
pas
pahs
that
ὧν
hos
ose
they had seen;
εἶδον
eidō
EE-thoh
the mighty works
δυνάμεων
dynamis
THYOO-na-mees
Read Full Chapter :
Luke 19
Cross Reference
ଯାତ୍ରା ପୁସ୍ତକ 15:1
ଏହାପରେ ମାଶାେ ଓ ଇଶ୍ରାୟେଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ, ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଏବଂ ଅଶ୍ବାରୋହୀଙ୍କୁ ସମୁଦ୍ର ରେ ନିକ୍ଷପେ କଲେ।
ବିଚାରକର୍ତାମାନଙ୍କ ବିବରଣ 5:1
ଇଶ୍ରାୟେଲ ସନ୍ତାନଗଣ ଯେଉଁଦିନ ସୀଷରାକକ୍ସ୍ଟ ପରାସ୍ତ କଲେ। ସହେିଦିନ ଦବୋରା ଓ ବାରକ୍ ଅବୀନୋଯମର ପକ୍ସ୍ଟତ୍ର ଏହି ସଂଗୀତ ଗାନ କଲେ।
ଦିତୀୟ ଶାମୁୟେଲ 6:2
ଦାଉଦ ଏବଂ ତାଙ୍କର ଲୋକମାନେ ୟକ୍ସ୍ଟହକ୍ସ୍ଟଦା ରେ ବାଲିକକ୍ସ୍ଟ ଗଲେ। ସମାନେେ ବାଲିର ୟିହକ୍ସ୍ଟଦାଠାରକ୍ସ୍ଟ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକ ଯିରୁଶାଲମକୁ ଆଣିବାକକ୍ସ୍ଟ ଗଲେ। ସହେି ପବିତ୍ର ସିନ୍ଦକ୍ସ୍ଟକ ସଦାପ୍ରଭୁଙ୍କର ସିଂହାସନ ତକ୍ସ୍ଟଲ୍ଯ ଥିଲା। ସହେି ପବିତ୍ର ସିନ୍ଦକ୍ସ୍ଟକ ଉପରେ କିରକ୍ସ୍ଟବ ଦୂତମାନଙ୍କର ପ୍ରତିମୂର୍ତ୍ତୀମାନ ଥିଲା ଏବଂ ସଦାପ୍ରଭୁ ସମାନଙ୍କେ ଉପରେ ବସକ୍ସ୍ଟଥିଲେ।
ପ୍ରଥମ ରାଜାବଳୀ 8:55
ତତ୍ପରେ ସେ ଉଚ୍ଚ ସ୍ବର ରେ ପରମେଶ୍ବରଙ୍କୁ ସମସ୍ତ ଇଶ୍ରାୟେଲ ଲୋକଙ୍କୁ ଆଶୀର୍ବାଦ କରିବାକୁ ପ୍ରାର୍ଥନା କରି ଏହା କହିଲେ,
ପ୍ରଥମ ବଂଶାବଳୀ 15:28
ଏହିପରି, ଇଶ୍ରାୟେଲର ସମସ୍ତ ଲୋକ ନିଯମସିନ୍ଦୁକକୁ ନଇେଆସିଲେ। ସମାନେେ ଉଚ୍ଚସ୍ବର କଲେ, ସମାନେେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ଯ ଓ ତୂରୀ ବଜାଇଲେ, ଆହୁରି ମଧ୍ଯ ସମାନେେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।
ପ୍ରଥମ ବଂଶାବଳୀ 16:4
ଏହାପରେ ନିଯମସିନ୍ଦୁକ ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଦାଉଦ କେତଜେଣ ଲବେୀୟଙ୍କୁ ମନୋନୀତ କଲେ। ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଓ ଧନ୍ଯବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସହେି ଲବେୀୟମାନଙ୍କ କାର୍ୟ୍ଯ ଥିଲା।
ଦିତୀୟ ବଂଶାବଳୀ 29:28
ହାମବେଳି ଉପହାରର ଉତ୍ସର୍ଗୀକରଣ ଶଷେ ନ ହବୋ ପର୍ୟ୍ଯନ୍ତ ସମସ୍ତ ଜନତା ନତ ମସ୍ତକ ହେଲେ, ଗାଯକମାନେ ଗୀତଗାନ କଲେ ଓ ତୂରୀବାଦ୍ଯକାରୀମାନେ ତୂରୀ ବଜାଇଲେ।
ଦିତୀୟ ବଂଶାବଳୀ 29:36
ପରମେଶ୍ବର ତାଙ୍କର ଲୋକମାନଙ୍କ ନିମନ୍ତେ ଯେଉଁସବୁ ବିଷଯ ପ୍ରସ୍ତୁତ କରିଥିଲେ, ସେଥିନିମନ୍ତେ ହିଜକିଯ ଓ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ। ଆଉ ସେ ତାହା ଏତେ ଶୀଘ୍ର କଲେ, ଯେ ସେଥିନିମନ୍ତେ ସମାନେେ ଆନନ୍ଦିତ ଥିଲେ।
ଏଜ୍ରା 3:10
ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସମାନେେ ଇଶ୍ରାୟେଲର ରାଜା ଦାଉଦଙ୍କ ନିର୍ଣ୍ଣଯ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୁରୀ ସହିତ ଓ ଆସଫର ସନ୍ତାନ ଲବେୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
ଗୀତସଂହିତା 106:12
ଏହାପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ବର ୟାହା କଲେ ତାହା ବିଶ୍ବାସ କଲେ। ସମାନେେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
ମାଥିଉଲିଖିତ ସୁସମାଚାର 21:1
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।
ମାର୍କଲିଖିତ ସୁସମାଚାର 13:3
ପରେ ଯୀଶୁ ମନ୍ଦିର ସାମନା ରେ ଥିବା ଜୀତ ପର୍ବତ ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସମାନେେ ଯୀଶୁଙ୍କୁ ବ୍ଯକ୍ତିଗତଭାବେ ପଚାରିଲେ,
ମାର୍କଲିଖିତ ସୁସମାଚାର 14:26
ସବୁ ଶିଷ୍ଯମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା'ପରେ ଜୀତ ପର୍ବତ ଉପରକୁ ଚାଲିଗଲେ।
ଲୂକଲିଖିତ ସୁସମାଚାର 7:16
ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।
ଲୂକଲିଖିତ ସୁସମାଚାର 18:43
ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫରେିପାଇଲା। ସେ ପରମେଶ୍ବରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ବରଙ୍କୁ ସ୍ତୃତିଗାନ କଲେ।
ଲୂକଲିଖିତ ସୁସମାଚାର 19:20
ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।
ଯୋହନଲିଖିତ ସୁସମାଚାର 12:12
ତହିଁ ଆରଦିନ ଲୋକମାନେ ୟିରୂଶାଲମ ରେ ଶୁଣିଲେ ଯେ, ଯୀଶୁ ସଠାେକୁ ଆସୁଛନ୍ତି। ଏହି ଲୋକମାନେ ଅନକେ ସଂଖ୍ଯା ରେ ନିସ୍ତାରପର୍ବ ପାଇଁ ଆସିଥିଲେ।