Luke 2
22 ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଶୁଚି ହବୋର ସମୟ ଆସିଲା। ଏହାପରେ ୟୋ ସଫେ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ବରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ନଇେ ଆସିଲେ।
23 ପ୍ରଭୁଙ୍କ 'ନିୟମ' ରେ ଲଖାେଅଛି: ପରିବାର ରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ 'ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ' ହବେ।
24 ପ୍ରଭୁଙ୍କ ନିୟମ ରେ ଆହୁରି ମଧ୍ଯ ଲଖାେଅଛି: ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ଯ ବଳି ଦବୋକୁ ହବେ। ତେଣୁ ଏହି ବ୍ଯବସ୍ଥା ଅନୁସାରେ ବଳି ଦବୋ ନିମନ୍ତେ ୟୋ ସଫେ ଓ ମରିୟମ ୟିରୂଶାଲମକୁ ଗଲେ।
22 And when the days of her purification according to the law of Moses were accomplished, they brought him to Jerusalem, to present him to the Lord;
23 (As it is written in the law of the Lord, Every male that openeth the womb shall be called holy to the Lord;)
24 And to offer a sacrifice according to that which is said in the law of the Lord, A pair of turtledoves, or two young pigeons.
Luke 2 in Tamil and English
22 ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଶୁଚି ହବୋର ସମୟ ଆସିଲା। ଏହାପରେ ୟୋ ସଫେ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ବରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ନଇେ ଆସିଲେ।
And when the days of her purification according to the law of Moses were accomplished, they brought him to Jerusalem, to present him to the Lord;
23 ପ୍ରଭୁଙ୍କ 'ନିୟମ' ରେ ଲଖାେଅଛି: ପରିବାର ରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ 'ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ' ହବେ।
(As it is written in the law of the Lord, Every male that openeth the womb shall be called holy to the Lord;)
24 ପ୍ରଭୁଙ୍କ ନିୟମ ରେ ଆହୁରି ମଧ୍ଯ ଲଖାେଅଛି: ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ଯ ବଳି ଦବୋକୁ ହବେ। ତେଣୁ ଏହି ବ୍ଯବସ୍ଥା ଅନୁସାରେ ବଳି ଦବୋ ନିମନ୍ତେ ୟୋ ସଫେ ଓ ମରିୟମ ୟିରୂଶାଲମକୁ ଗଲେ।
And to offer a sacrifice according to that which is said in the law of the Lord, A pair of turtledoves, or two young pigeons.