Luke 2

fullscreen25 ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।

fullscreen26 ପବିତ୍ର ଆତ୍ମା ତାହାଙ୍କୁ କହି ଦଇେଥିଲେ ଯେ, ସେ ପ୍ରଭୁ ପରମେଶ୍ବରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନକରିବା ପୂର୍ବରୁ ତାହାଙ୍କର ମୃତ୍ଯୁ ହବେନାହିଁ।

fullscreen27 ଆତ୍ମାଶିମିଯୋନଙ୍କୁ ମନ୍ଦିରକୁ କଢଇେ ଆଣିଲେ। ଯିହୂଦୀମାନଙ୍କ ବ୍ଯବସ୍ଥା ଅନୁସାରେ କାର୍ୟ୍ଯ କରିବା ପାଇଁ ୟୋ ସଫେ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗ ରେ ନଇେ ମନ୍ଦିରକୁ ଗଲେ।

fullscreen28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନଇେ ପରମେଶ୍ବରଙ୍କ ସ୍ତୁତିଗାନ କରି କହିଲେ:

fullscreen29 ପ୍ରଭୁ! ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତି ରେ ମରିବାକୁ ଦିଅ।

fullscreen30 ମୁଁ ମାେ ଅଖି ରେ ତୁମ୍ଭର ପରିତ୍ରାଣକୁ ଦେଖିଛି।

fullscreen31 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗ ରେ ପ୍ରସ୍ତୁତ କରିଛ।

fullscreen32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।

fullscreen33 ଯୀଶୁଙ୍କ ବାପାମାଆ ଯୀଶୁଙ୍କ ବିଷୟ ରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।

fullscreen34 ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।

fullscreen35 ଲୋକମାନଙ୍କ ମନ ଭିତ ରେ ଥିବା ଗୋପନକଥା ପ୍ରକାଶିତ ହବେ। ସହେି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।

25 And, behold, there was a man in Jerusalem, whose name was Simeon; and the same man was just and devout, waiting for the consolation of Israel: and the Holy Ghost was upon him.

26 And it was revealed unto him by the Holy Ghost, that he should not see death, before he had seen the Lord’s Christ.

27 And he came by the Spirit into the temple: and when the parents brought in the child Jesus, to do for him after the custom of the law,

28 Then took he him up in his arms, and blessed God, and said,

29 Lord, now lettest thou thy servant depart in peace, according to thy word:

30 For mine eyes have seen thy salvation,

31 Which thou hast prepared before the face of all people;

32 A light to lighten the Gentiles, and the glory of thy people Israel.

33 And Joseph and his mother marvelled at those things which were spoken of him.

34 And Simeon blessed them, and said unto Mary his mother, Behold, this child is set for the fall and rising again of many in Israel; and for a sign which shall be spoken against;

35 (Yea, a sword shall pierce through thy own soul also,) that the thoughts of many hearts may be revealed.

Luke 2 in Tamil and English

25 ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।
And, behold, there was a man in Jerusalem, whose name was Simeon; and the same man was just and devout, waiting for the consolation of Israel: and the Holy Ghost was upon him.

26 ପବିତ୍ର ଆତ୍ମା ତାହାଙ୍କୁ କହି ଦଇେଥିଲେ ଯେ, ସେ ପ୍ରଭୁ ପରମେଶ୍ବରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନକରିବା ପୂର୍ବରୁ ତାହାଙ୍କର ମୃତ୍ଯୁ ହବେନାହିଁ।
And it was revealed unto him by the Holy Ghost, that he should not see death, before he had seen the Lord’s Christ.

27 ଆତ୍ମାଶିମିଯୋନଙ୍କୁ ମନ୍ଦିରକୁ କଢଇେ ଆଣିଲେ। ଯିହୂଦୀମାନଙ୍କ ବ୍ଯବସ୍ଥା ଅନୁସାରେ କାର୍ୟ୍ଯ କରିବା ପାଇଁ ୟୋ ସଫେ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗ ରେ ନଇେ ମନ୍ଦିରକୁ ଗଲେ।
And he came by the Spirit into the temple: and when the parents brought in the child Jesus, to do for him after the custom of the law,

28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନଇେ ପରମେଶ୍ବରଙ୍କ ସ୍ତୁତିଗାନ କରି କହିଲେ:
Then took he him up in his arms, and blessed God, and said,

29 ପ୍ରଭୁ! ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତି ରେ ମରିବାକୁ ଦିଅ।
Lord, now lettest thou thy servant depart in peace, according to thy word:

30 ମୁଁ ମାେ ଅଖି ରେ ତୁମ୍ଭର ପରିତ୍ରାଣକୁ ଦେଖିଛି।
For mine eyes have seen thy salvation,

31 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗ ରେ ପ୍ରସ୍ତୁତ କରିଛ।
Which thou hast prepared before the face of all people;

32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।
A light to lighten the Gentiles, and the glory of thy people Israel.

33 ଯୀଶୁଙ୍କ ବାପାମାଆ ଯୀଶୁଙ୍କ ବିଷୟ ରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।
And Joseph and his mother marvelled at those things which were spoken of him.

34 ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।
And Simeon blessed them, and said unto Mary his mother, Behold, this child is set for the fall and rising again of many in Israel; and for a sign which shall be spoken against;

35 ଲୋକମାନଙ୍କ ମନ ଭିତ ରେ ଥିବା ଗୋପନକଥା ପ୍ରକାଶିତ ହବେ। ସହେି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।
(Yea, a sword shall pierce through thy own soul also,) that the thoughts of many hearts may be revealed.