Bible

Luke 2 - WEB (Oriya)

1 Now it happened in those days, that a decree went out from Caesar Augustus that all the world should be enrolled.ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।

2 This was the first enrollment made when Quirinius was governor of Syria.ଏହା ପ୍ରଥମ ଜନଗଣନା ଥିଲା। କ୍ବିରୀଣିୟ ସୁରିଯାର ରାଜ୍ଯପାଳ ଥିବା ସମୟରେ ଏହା ହେଲା।

3 All went to enroll themselves, everyone to his own city.ତେଣୁ ପ୍ରେତ୍ୟକକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।

4 Joseph also went up from Galilee, out of the city of Nazareth, into Judea, to the city of David, which is called Bethlehem, because he was of the house and family of David;ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।

5 to enroll himself with Mary, who was pledged to be married to him as wife, being pregnant.ୟୋ ସଫେ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ମରିୟମ ସେତବେେଳେ ଗର୍ଭବତୀ ଥିଲେ।

6 It happened, while they were there, that the day had come that she should give birth.ୟୋ ସଫେ ଓ ମରିୟମ ବେଥ୍ଲହେିମ ରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।

7 She brought forth her firstborn son, and she wrapped him in bands of cloth, and laid him in a feeding trough, because there was no room for them in the inn.ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସମାନେେ ରହିବାକୁ ଚଟିଘ ରେ ଆଉ ଜାଗା ନଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟା ରେ ଗୁଡାଇ ଗୁହାଳ ରେ ଗୋରୁକୁଣ୍ଡ ରେ ରଖି ଦେଲେ।

8 There were shepherds in the same country staying in the field, and keeping watch by night over their flock.ସହେି ରାତି ରେ କେତକେ ମଷେପାଳକ ସମାନଙ୍କେର ମାଣ୍ଢାଗୁଡିକୁ ରାତିସାରା ପଦା ରେ ଜଗି ରହିଥିଲେ।

9 Behold, an angel of the Lord stood by them, and the glory of the Lord shone around them, and they were terrified.ପ୍ରଭୁଙ୍କର ଜଣେ ଦୂତ ମଷେପାଳକମାନଙ୍କ ସମ୍ମୁଖ ରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ଯୋତିଃ ସମାନଙ୍କେର ଚତୁର୍ଦ୍ଦିଗ ରେ ଝଲକି ଉଠିଲା।

10 The angel said to them, "Don't be afraid, for behold, I bring you good news of great joy which will be to all the people.ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।

11 For there is born to you, this day, in the city of David, a Savior, who is Christ the Lord.କାରଣ ଆଜି ଦାଉଦଙ୍କ ନଗର ରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।

12 This is the sign to you: you will find a baby wrapped in strips of cloth, lying in a feeding trough."ତୁମ୍ଭମାନେେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କତେ: ତୁମ୍ଭମାନେେ ଗୋଟିଏ ଶିଶୁକୁ କନା ରେ ଗୁଡାଇ ହାଇେ ଗୋରୁକୁଣ୍ଡ ରେ ଶାଇେଥିବାର ଦେଖିବ।

13 Suddenly, there was with the angel a multitude of the heavenly host praising God, and saying,ସହେି ସମୟରେ ସ୍ବର୍ଗରୁ ବହୁସଂଖ୍ଯା ରେ ସ୍ବର୍ଗଦୂତମାନେ ଆସି ସହେି ସ୍ବର୍ଗଦୂତଙ୍କ ସହିତ ୟୋଗ ଦେଲେ। ସମସ୍ତ ସ୍ବର୍ଗଦୂତ ଏହିପରି ପରମେଶ୍ବରଙ୍କ ସ୍ତୁତି କରୁଥିଲେ:

14 "Glory to God in the highest, On earth peace, good will toward men."ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।

15 It happened, when the angels went away from them into the sky, that the shepherds said one to another, "Let's go to Bethlehem, now, and see this thing that has happened, which the Lord has made known to us."ସ୍ବର୍ଗଦୂତମାନେ ମଷେପାଳକମାନଙ୍କୁ ଛାଡି ସ୍ବର୍ଗକୁ ଫରେିଗଲେ। ମଷେପାଳକମାନେ ପରସ୍ପର କୁହାକୁହି ହେଲେ: ଆମ୍ଭମାନେେ ବେଥ୍ଲହେିମ ୟିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।

16 They came with haste, and found both Mary and Joseph, and the baby was lying in the feeding trough.ତେଣୁ ସମାନେେ ଶୀଘ୍ର ଗଲେ ଓ ମରିୟମ ଏବଂ ୟୋ ସଫଙ୍କେୁ ଖାଜେି ପାଇଲେ। ସହେି ଶିଶୁ ଗୋଟିଏ ଗୋରୁ କୁଣ୍ଡ ରେ ଶାଇେଥିଲେ।

17 When they saw it, they publicized widely the saying which was spoken to them about this child.ମଷେପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟ ରେ ସ୍ବର୍ଗଦୂତମାନେ ଯାହା କରିଥିଲେ, ତାହା ସମାନେେ ସମସ୍ତଙ୍କୁ କହିଲେ।

18 All who heard it wondered at the things which were spoken to them by the shepherds.ମଷେପାଳକମାନେ ଯାହା କହିଲେ ତାହା ଶୁଣି, ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।

19 But Mary kept all these sayings, pondering them in her heart.କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତ ରେ ଗୋପନ ରଖି ନିରନ୍ତର ଚିନ୍ତା କରିବାକୁ ଲାଗିଲେ।

20 The shepherds returned, glorifying and praising God for all the things that they had heard and seen, just as it was told them.ମଷେପାଳକମାନେ ନିଜ ମଷେମାନଙ୍କ ନିକଟକୁ ଫରେିଗଲେ ଏବଂ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ବରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ବର୍ଗଦୂତମାନେ ଯେପରି କହିଥିଲେ, ସମାନେେ ପ୍ରେତ୍ୟକକ ଜିନିଷକୁ ସହେିପରି ଦେଖିଲେ।

21 When eight days were fulfilled for the circumcision of the child, his name was called Jesus, which was given by the angel before he was conceived in the womb.ଶିଶୁଟି ଆଠ ଦିନର ହବୋରୁ ତାର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭ ରେ ରହି ବଢିବା ପୂର୍ବରୁ ସ୍ବର୍ଗଦୂତ ତାହାଙ୍କୁ ଏହି ନାମ ଦଇେଥିଲେ।

22 When the days of their purification according to the law of Moses were fulfilled, they brought him up to Jerusalem, to present him to the Lordମାଶାଙ୍କେ ବ୍ଯବସ୍ଥା ଅନୁସାରେ ଶୁଚି ହବୋର ସମୟ ଆସିଲା। ଏହାପରେ ୟୋ ସଫେ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ବରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ନଇେ ଆସିଲେ।

23 (as it is written in the law of the Lord, "Every male who opens the womb shall be called holy to the Lord"),ପ୍ରଭୁଙ୍କ 'ନିୟମ' ରେ ଲଖାେଅଛି: ପରିବାର ରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ 'ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ' ହବେ।

24 and to offer a sacrifice according to that which is said in the law of the Lord, "A pair of turtledoves, or two young pigeons."ପ୍ରଭୁଙ୍କ ନିୟମ ରେ ଆହୁରି ମଧ୍ଯ ଲଖାେଅଛି: ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ଯ ବଳି ଦବୋକୁ ହବେ। ତେଣୁ ଏହି ବ୍ଯବସ୍ଥା ଅନୁସାରେ ବଳି ଦବୋ ନିମନ୍ତେ ୟୋ ସଫେ ଓ ମରିୟମ ୟିରୂଶାଲମକୁ ଗଲେ।

25 Behold, there was a man in Jerusalem whose name was Simeon. This man was righteous and devout, looking for the consolation of Israel, and the Holy Spirit was on him.ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।

26 It had been revealed to him by the Holy Spirit that he should not see death before he had seen the Lord's Christ.{"Christ" (Greek) and "Messiah" (Hebrew) both mean "Anointed One"}ପବିତ୍ର ଆତ୍ମା ତାହାଙ୍କୁ କହି ଦଇେଥିଲେ ଯେ, ସେ ପ୍ରଭୁ ପରମେଶ୍ବରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନକରିବା ପୂର୍ବରୁ ତାହାଙ୍କର ମୃତ୍ଯୁ ହବେନାହିଁ।

27 He came in the Spirit into the temple. When the parents brought in the child, Jesus, that they might do concerning him according to the custom of the law,ଆତ୍ମାଶିମିଯୋନଙ୍କୁ ମନ୍ଦିରକୁ କଢଇେ ଆଣିଲେ। ଯିହୂଦୀମାନଙ୍କ ବ୍ଯବସ୍ଥା ଅନୁସାରେ କାର୍ୟ୍ଯ କରିବା ପାଇଁ ୟୋ ସଫେ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗ ରେ ନଇେ ମନ୍ଦିରକୁ ଗଲେ।

28 then he received him into his arms, and blessed God, and said,ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନଇେ ପରମେଶ୍ବରଙ୍କ ସ୍ତୁତିଗାନ କରି କହିଲେ:

29 "Now you are releasing your servant, Master, According to your word, in peace;ପ୍ରଭୁ! ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତି ରେ ମରିବାକୁ ଦିଅ।

30 For my eyes have seen your salvation,ମୁଁ ମାେ ଅଖି ରେ ତୁମ୍ଭର ପରିତ୍ରାଣକୁ ଦେଖିଛି।

31 Which you have prepared before the face of all peoples;ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗ ରେ ପ୍ରସ୍ତୁତ କରିଛ।

32 A light for revelation to the Gentiles, And the glory of your people Israel."ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।

33 Joseph and his mother were marveling at the things which were spoken concerning him,ଯୀଶୁଙ୍କ ବାପାମାଆ ଯୀଶୁଙ୍କ ବିଷୟ ରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।

34 and Simeon blessed them, and said to Mary, his mother, "Behold, this child is set for the falling and the rising of many in Israel, and for a sign which is spoken against.ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।

35 Yes, a sword will pierce through your own soul, that the thoughts of many hearts may be revealed."ଲୋକମାନଙ୍କ ମନ ଭିତ ରେ ଥିବା ଗୋପନକଥା ପ୍ରକାଶିତ ହବେ। ସହେି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।

36 There was one Anna, a prophetess, the daughter of Phanuel, of the tribe of Asher (she was of a great age, having lived with a husband seven years from her virginity,ସେତବେେଳେ ହାନ୍ନା ନାମ ରେ ଜଣେ ମହିଳା ଭବିଷ୍ଯଦ୍ବକ୍ତୀ ମନ୍ଦିର ଭିତ ରେ ଥିଲେ। ସେ ଆଶରେ ବଂଶର ଫିନୂଯଲଙ୍କେ ଝିଅ ଥିଲେ। ହାନ୍ନା ବହୁତ ବୁଢୀ ହାଇେ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ୟ୍ଯନ୍ତ ସେ ସ୍ବାମୀଙ୍କ ସହିତ ରହିଥିଲେ।

37 and she had been a widow for about eighty-four years), who didn't depart from the temple, worshipping with fastings and petitions night and day.ତା'ପରେ ତାହାଙ୍କର ସ୍ବାମୀ ମରିଗଲେ ଓ ସେ ବିଧବା ହାଇେ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହାଇେଥିଲା। ହାନ୍ନା ସବୁବେଳେ ମନ୍ଦିର ରେ ରହୁଥିଲେ। କବେେ ହେଲେ ସେ ମନ୍ଦିର ଛାଡି ଯାଇ ନଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ବରଙ୍କ ଉପାସନା କରୁଥିଲେ।

38 Coming up at that very hour, she gave thanks to the Lord, and spoke of him to all those who were looking for redemption in Jerusalem.ସେ ସହେି ସମୟରେ ଶିଶୁ ଓ ତା'ର ବାପାମାଆଙ୍କ ପାଖକୁ ଆସିଲେ। ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ଯେଉଁମାନେ ୟିରୁଶାଲମର ମୁକ୍ତିର ଅପେକ୍ଷା ରେ ଥିଲେ, ସହେି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟ ରେ କହିଲେ।

39 When they had accomplished all things that were according to the law of the Lord, they returned into Galilee, to their own city, Nazareth.ୟୋ ସଫେ ଓ ମରିୟମ ପ୍ରଭୁଙ୍କ ବ୍ଯବସ୍ଥାନୁଯାଯୀ ସମସ୍ତ କାର୍ୟ୍ଯ ସମ୍ପୂର୍ଣ୍ଣ କଲେ। ତା'ପରେ ସମାନେେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫରେିଗଲେ।

40 The child was growing, and was becoming strong in spirit, being filled with wisdom, and the grace of God was upon him.ସାନ ଶିଶୁଟି ଦିନକୁ ଦିନ ବଢିବାକୁ ଲାଗିଲେ। ସେ ହୃଷ୍ଟପୃଷ୍ଟ ଓ ବୁଦ୍ଧିମାନ ହବୋକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ବରଙ୍କର ଆଶୀର୍ବାଦ ଥିଲା।

41 His parents went every year to Jerusalem at the feast of the Passover.ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ୟିରୂଶାଲମ ଯାଉଥିଲେ।

42 When he was twelve years old, they went up to Jerusalem according to the custom of the feast,ଯୀଶୁଙ୍କୁ ବାରବର୍ଷ ବୟସ ହାଇେଥିବା ସମୟରେ ସବୁଥର ଭଳି ସମାନେେ ପର୍ବକୁ ଗଲେ।

43 and when they had fulfilled the days, as they were returning, the boy Jesus stayed behind in Jerusalem. Joseph and his mother didn't know it,ପର୍ବ ଦିନତକ ଶଷେ ହାଇଯେିବା ପରେ ସମାନେେ ଘରକୁ ଫରେୁଥିଲେ। କିନ୍ତୁ ବାଳକ ଯୀଶୁ ଯୀରୁଶାଲମ ରେ ରହିଗଲେ। ତାହାଙ୍କ ବାପାମାଆ ଏକଥା ଜାଣିନଥିଲେ।

44 but supposing him to be in the company, they went a day's journey, and they looked for him among their relatives and acquaintances.ଦଳ ଭିତ ରେ ପୁଅ ଅଛି ଭାବି ୟୋ ସଫେ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା'ପରେ ସମାନେେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତ ରେ ଯୀଶୁଙ୍କୁ ଖାଜେିଲେ।

45 When they didn't find him, they returned to Jerusalem, looking for him.କିନ୍ତୁ ସମାନେେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସମାନେେ ଯୀଶୁଙ୍କୁ ଖାଜେି ଖାଜେି ୟିରୁଶାଲମ ଫରେି ଆସିଲେ।

46 It happened after three days they found him in the temple, sitting in the midst of the teachers, both listening to them, and asking them questions.ତିନିଦିନ ପରେ ସମାନେେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତ ରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସମାନଙ୍କେ କଥା ଶୁଣୁଥିଲେ ଓ ସମାନଙ୍କେୁ ପ୍ରଶ୍ନ ସବୁ ପଚାରୁଥିଲେ।

47 All who heard him were amazed at his understanding and his answers.ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡିକ ଶୁଣି ସମାନେେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ।

48 When they saw him, they were astonished, and his mother said to him, "Son, why have you treated us this way? Behold, your father and I were anxiously looking for you."ଯୀଶୁଙ୍କ ବାପାମାଆ ତାହାଙ୍କୁ ଦେଖି ବିସ୍ମିତ ହାଇଗେଲେ। ତାହାଙ୍କ ମାଆ ତାହାଙ୍କୁ ପଚାରିଲେ, ପୁଅ ରେ! ତୁ ଆମ ସାଙ୍ଗ ରେ ଏପରି କାହିଁକି କଲୁ? ତାେ ବାପା ଓ ମୁଁ ତାେତେ ଖାଜେି ଖାଜେି ବହୁତ ଚିନ୍ତିତ ହାଇେ ପଡିଲୁଣି।

49 He said to them, "Why were you looking for me? Didn't you know that I must be in my Father's house?"ଏହି ଶୁଣି ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେତେ କାହିଁକୁ ଖୋଜୁଥିଲ? ଯେଉଁଠା ରେ ମାରେ ପରମପିତାଙ୍କର କାର୍ୟ୍ଯ ଅଛି, ମୁଁ ସଠାେରେ ନିଶ୍ଚୟ ଥିବି ବୋଲି ତୁମ୍ଭମାନେେ କ'ଣ ଜାଣିନାହଁ?

50 They didn't understand the saying which he spoke to them.କିନ୍ତୁ ସମାନେେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।

51 And he went down with them, and came to Nazareth. He was subject to them, and his mother kept all these sayings in her heart.ଯୀଶୁ ସମାନଙ୍କେ ସହିତ ନାଜରିତକୁ ଗଲେ। ସେ ବାପାମାଆଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମାଆ ତଥାପି ଏହି ସବୁ କଥା ନିଜ ମନ ଭିତ ରେ ରଖି ଚିନ୍ତା କରୁଥିଲେ।

52 And Jesus increased in wisdom and stature, and in favor with God and men.ଯୀଶୁ ଜ୍ଞାନ ରେ, ଶରୀର ରେ ଏବଂ ପରମେଶ୍ବର ଓ ମନୁଷ୍ଯମାନଙ୍କ ଅନୁଗ୍ରହ ରେ ବଢିବାକୁ ଲାଗିଲେ।

Oriya Bible