Luke 20:9
ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, ଗୋଟିଏ ଲୋକ କିଛି ଜମି ରେ ଅଙ୍ଗୁର ଚାଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦଇେ ଦଲୋ। ତା'ପରେ ସେ ଦୀର୍ଘ ସମୟ ପର୍ୟ୍ଯନ୍ତ ସଠାରୁେ ଚାଲିଗଲା।
Luke 20:9 in Other Translations
King James Version (KJV)
Then began he to speak to the people this parable; A certain man planted a vineyard, and let it forth to husbandmen, and went into a far country for a long time.
American Standard Version (ASV)
And he began to speak unto the people this parable: A man planted a vineyard, and let it out to husbandmen, and went into another country for a long time.
Bible in Basic English (BBE)
And he gave the people this story: A man made a vine-garden and gave the use of it to some field-workers and went into another country for a long time.
Darby English Bible (DBY)
And he began to speak to the people this parable: A man planted a vineyard and let it out to husbandmen, and left the country for a long time.
World English Bible (WEB)
He began to tell the people this parable. "A {NU (in brackets) and TR add "certain"}man planted a vineyard, and rented it out to some farmers, and went into another country for a long time.
Young's Literal Translation (YLT)
And he began to speak unto the people this simile: `A certain man planted a vineyard, and gave it out to husbandmen, and went abroad for a long time,
| Then | Ἤρξατο | ērxato | ARE-ksa-toh |
| began he | δὲ | de | thay |
| to speak | πρὸς | pros | prose |
| to | τὸν | ton | tone |
| the | λαὸν | laon | la-ONE |
| people | λέγειν | legein | LAY-geen |
| this | τὴν | tēn | tane |
| parable; | παραβολὴν | parabolēn | pa-ra-voh-LANE |
| A | ταύτην· | tautēn | TAF-tane |
| certain | Ἄνθρωπός | anthrōpos | AN-throh-POSE |
| man | τις | tis | tees |
| planted | ἐφύτευσεν | ephyteusen | ay-FYOO-tayf-sane |
| a vineyard, | ἀμπελῶνα | ampelōna | am-pay-LOH-na |
| and | καὶ | kai | kay |
| let forth | ἐξέδοτο | exedoto | ayks-A-thoh-toh |
| it | αὐτὸν | auton | af-TONE |
| to husbandmen, | γεωργοῖς | geōrgois | gay-ore-GOOS |
| and | καὶ | kai | kay |
| country far a into went | ἀπεδήμησεν | apedēmēsen | ah-pay-THAY-may-sane |
| for a long | χρόνους | chronous | HROH-noos |
| time. | ἱκανούς | hikanous | ee-ka-NOOS |
Cross Reference
Mark 12:1
ଯୀଶୁ ଦୃଷ୍ଟାନ୍ତ ମାଧ୍ଯମ ରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଚାରିପଟେ ପାଚରେୀ କରି ଦଲୋ। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ଯ ତିଆରି କଲା। ସେ କେତକେ କୃଷକଙ୍କୁ ସହେି ବଗିଚାକୁ ଭାଗ ରେ ଦଲୋ, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ଯ ରେ ସେ ସ୍ଥାନ ଛାଡି ଚାଲିଗଲା।
Matthew 21:33
ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।
Isaiah 5:1
ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।
Song of Solomon 8:11
ବାଲ-ହାମାନେ ରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତ ରେ ନ୍ଯସ୍ତ କଲେ। ପ୍ରେତ୍ୟକକ ରକ୍ଷକକୁ ତହିଁର ଫଳ ପାଇଁ 1,000 ରୂପାମୁଦ୍ରା ଦବୋକୁ ପଡ଼ିଲା।
1 Corinthians 3:6
ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ।
John 15:1
ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।
Luke 19:12
ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: ଜଣେ ଅତି ମାନ୍ଯଗଣ୍ଯ ବ୍ଯକ୍ତି ରାଜା ହବୋ ପାଇଁ କୌଣସି ଏକ ଦ୍ବର ରାଜ୍ଯକୁ ୟିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫରେିଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।
Matthew 25:14
ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।
Jeremiah 2:21
ହେ ଯିହୁଦା, ମୁଁ ତୁମ୍ଭକୁ ସ୍ବତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତବେେ ତୁମ୍ଭେ କାହିଁକି ବନ୍ଯ ଦ୍ରାକ୍ଷାଲତା ହେଲ ?
Psalm 80:8
ତୁମ୍ଭେ ମିଶରରୁ ଗୋଟିଏ ପ୍ପଦ୍ରାକ୍ଷାଲତାଗ୍ଦଗ୍ଦ ଆଣିଲ। ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସହେି ସ୍ଥାନରୁ ତଡ଼ି ଦଇେ ତୁମ୍ଭେ ସହେି ଭୂମିରେ ଦ୍ରାକ୍ଷାଲତା ରୋପଣ କର।
Deuteronomy 17:8
ଏପରି କେତକେ ଘଟିପା ରେ ଯାହାକି ତୁମ୍ଭମାନଙ୍କ ବିଗ୍ଭରପାଇଁ ତୁମ୍ଭମାନଙ୍କୁ କଷ୍ଟ ହାଇପୋ ରେ। ଏପରିକି ରକ୍ତପାତ, ଚକ୍ସ୍ଟକ୍ତି ବିବାଦ, ମଧିଅରେ ଆଘାତ ଦଖାୟୋଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହକ୍ସ୍ଟଏ, ତବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିରୂପିତ ସ୍ଥାନକକ୍ସ୍ଟ ସମସ୍ତେ ଆସିବ।
Deuteronomy 16:18
ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ବାରା ଦତ୍ତ ସମସ୍ତ ସହର ପାଇଁ ବିଚାରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରେତ୍ୟକକ ଗୋଷ୍ଠୀଯ ଏପରି କରିବା ଉଚିତ୍। ଏବଂ ସହେି ଲୋକମାନେ ସମାନଙ୍କେୁ ଶାସନ କରିବେ ଓ ନ୍ଯାଯ ସକ୍ସ୍ଟରକ୍ଷିତ କରିବେ।
Deuteronomy 1:15
ତେଣୁ ମୁ ତୁମ୍ଭମାନଙ୍କ ଗୋଷ୍ଠୀ ସମୂହ ମଧ୍ଯରକ୍ସ୍ଟ ଜ୍ଞାନି ଓ ଅଭିଜ୍ଞ ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତାରୂପେ ନିୟକ୍ସ୍ଟକ୍ତି କଲି। ଏହିରୂପେ ତୁମ୍ଭମାନଙ୍କ ଉପରେ ସହସ୍ରପତି, ଶତପତି, ପଞ୍ଚାଶତପତି, ଦଶପତିମାନଙ୍କୁ ନିୟକ୍ସ୍ଟକ୍ତି କଲି, ଏବଂ ପ୍ରେତ୍ୟକକ ଗୋଷ୍ଠୀ ପାଇଁ ଅଧ୍ଯକ୍ଷମାନଙ୍କୁ ମଧ୍ଯ ନିୟକ୍ସ୍ଟକ୍ତି ଦଲେି।