Luke 22

fullscreen35 ତା'ପରେ ଯୀଶୁ ପ୍ ରରେିତମାନଙ୍କୁ କହିଲେ, ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦବୋପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ୟୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟି ରେ ଅଭାବ ଥିଲା କି?

fullscreen36 ଯୀଶୁ ସମାନଙ୍କେୁ କହିଲେ, କିନ୍ତୁ ଏବେ ଯଦି ତୁମ୍ଭମାନଙ୍କ ପାଖ ରେ ଟଙ୍କା କି ଥଳି ଥାଏ, ତବେେ ତାହା ନିଜ ସାଙ୍ଗ ରେ ନିଅ। ଯଦି ତୁମ୍ଭମାନଙ୍କର ଖଣ୍ଡାଟିଏ ନଥାଏ, ତବେେ ତୁମ୍ଭମାନେେ ନିଜର କୋଟ ମଧ୍ଯ ବିକିଦଇେ ଖଣ୍ଡା କିଣ।

fullscreen37 ଶାସ୍ତ୍ର କ ହେ:

fullscreen38 ଶିଷ୍ଯମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠା ରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, ଦୁଇଟି ଖଣ୍ଡା ୟଥେଷ୍ଟ।

fullscreen39 ଯୀଶୁ ଯୀରୂଶାଲମ ନଗର ଛାଡି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ସହିତ ଗଲେ।

fullscreen40 ସଠାେରେ ପହଞ୍ଚି ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ଯେପରି ପରୀକ୍ଷା ରେ ନ ପଡ ଏଥିପାଇଁ ପ୍ରାର୍ଥନା କର।

fullscreen41 ତା'ପରେ ଯୀଶୁ ସମାନଙ୍କେଠାରୁ ପ୍ରାୟ ପଚାଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡି ବସି ପଡି ପାର୍ଥନା କଲେ,

fullscreen42 ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତବେେ ଦୁଃଖ 'ଯାତନାର ଏହି ପାନ ପାତ୍ର' ମାେ ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମାେ ଇଚ୍ଛା ରେ ନୁହେଁ।

fullscreen43 ତା'ପରେ ସ୍ବର୍ଗରୁ ଜଣେ ଦୂତ ଆସି ଦଖାଦେେଲେ। ସହେି ସ୍ବର୍ଗଦୁତଙ୍କୁ ଯୀଶୁଙ୍କୁ ସାହାୟ୍ଯ କରିବା ପାଇଁ ପଠାଯାଇଥିଲା।

fullscreen44 ଯୀଶୁ ମର୍ମାନ୍ତକ ପୀଡା ରେ ବୁଡି ରହି ଆହୁରି ଦୃଢ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁ ରେ ପଡିଲା।

fullscreen45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ଯମାନଙ୍କ ପାଖକୁ ଫରେିଗଲେ। ସମାନେେ ସମସ୍ତେ ଶାଇେ ପଡିଥିଲେ, ସମାନଙ୍କେ ଦୁଃଖ ସମାନଙ୍କେୁ ବହୁତ କ୍ଲାନ୍ତ କରି ପକାଇଥିଲା।

fullscreen46 ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ଶାଇେ ପଡିଛ? ଉଠ ଓ ପରୀକ୍ଷା ରେ ନ ପଡିବାକୁ ତଥା ଶକ୍ତିଲାଭ ପାଇଁ ପାର୍ଥନା କର।

fullscreen47 ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସଠାେକୁ ଆସିଲେ। ବାରଜଣ ପ୍ ରରେିତଙ୍କ ମଧ୍ଯରୁ ଜଣେ ପ୍ ରରେିତ ସହେି ଲୋକମାନଙ୍କ ଦଳର ନତେୃତ୍ବ ନଇେଥିଲା। ସେ ଥିଲା ୟିହୂଦା। ଯୀଶୁଙ୍କୁ ଚୁମ୍ବନ ଦବୋ ପାଇଁ ୟିହୂଦା ଯୀଶୁଙ୍କ ପାଖକୁ ଆସିଲା।

fullscreen48 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ୟିହୂଦା, ତୁମ୍ଭେ କ'ଣ ମନୁଷ୍ଯପୁତ୍ରଙ୍କୁ ତାହାଙ୍କ ଶତୃମାନଙ୍କ ହାତ ରେ ଦଇେ ଦବୋପାଇଁ ବଂଧୁତାର ଚୁମ୍ବନକୁ ବ୍ଯବହାର କରୁଛ?

fullscreen49 ଯୀଶୁଙ୍କର ଶିଷ୍ଯମାନେ ମଧ୍ଯ ସଠାେରେ ଠିଆ ହାଇେଥିଲେ। ଯାହା ଘଟୁଥିଲା, ସମାନେେ ସେ ସବୁ ଦେଖୁଥିଲେ, ସମାନେେ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭେ କ'ଣ ଆମ୍ଭର ଖଣ୍ଡାର ପ୍ରଯୋଗ କରିବୁ?

fullscreen50 ଏବଂ ଜଣେ ଶିଷ୍ଯ ଖଣ୍ଡା ବ୍ଯବହାର କଲା। ମହାୟାଜକଙ୍କର ଚାକରର ଡାହାଣ କାନଟି ସେ କାଟି ପକାଇଲା।

fullscreen51 ଯୀଶୁ କହିଲେ, ବନ୍ଦ କର! ତାପରେ ଯୀଶୁ ସହେି ଚାକରଟିର କାନ ଛୁଇଁ ସୁସ୍ଥ କରି ଦେଲେ।

fullscreen52 ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥି ରେ ପ୍ରଧାନ ଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ଯମାନେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?

fullscreen53 ମନ୍ଦିର ରେ ମୁଁ ପ୍ରେତ୍ୟକକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭମାନେେ ମାେତେ ସଠାେରେ ବନ୍ଦୀ କରିନବୋକୁ କାହିଁକି ଚେଷ୍ଟା କଲନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତବେେଳେ ଅନ୍ଧକାର ରାଜତ୍ବ କରିଥାଏ।

fullscreen54 ସମାନେେ ଯୀଶୁଙ୍କ ବନ୍ଦୀ କରି ମହାୟାଜକଙ୍କ ଘର ଭିତରକୁ ନଇଗେଲେ। ପିତର ସମାନଙ୍କେ ପେଛପେଛ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନଥିଲେ।

fullscreen55 ସୈନ୍ଯମାନେ ଅଗଣା ମଝି ରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ଯ ସମାନଙ୍କେ ସହିତ ବସିଲେ।

fullscreen56 ଜଣେ ଦାସୀ ପିତରଙ୍କୁ ସଠାେରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅ ରେ ଦେଖିପାରିଲା। କନ୍ଯାଦାସୀଟି ମନ ଧ୍ଯାନ ଦଇେ ପିତରଙ୍କ ମୁହଁକୁ ଚାହିଁଲା। ତା'ପରେ ସେ କହିଲା, ଏ ଲୋକ ମଧ୍ଯ ତାହାଙ୍କ ସହିତ ଥିଲା।

fullscreen57 କିନ୍ତୁ ପିତର ଏକଥା ଅସ୍ବୀକାର କଲେ। ସେ କହିଲେ, ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।

fullscreen58 ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ଯରୁ ତୁମ୍ଭେ ମଧ୍ଯ ଜଣେ।

fullscreen59 ପ୍ରାୟ ଘଣ୍ଟାଏ ପରେ ଆଉ ଜଣେ ଲୋକ ଦୃଢ ଭାବରେ କହିଲା, ଏହା ସତ୍ଯ। ଏ ଲୋକ ନିଶ୍ଚୟ ତାହାଙ୍କ ସହିତ ଥିଲା। କାରଣ ସେ ତ ଗାଲିଲୀୟ। ସହେି ଲୋକ କହିଲା ଯେ ସେ ଏ ବିଷୟ ରେ ସମ୍ପୂର୍ଣ୍ଣ ନିଃସନ୍ଦହେ।

fullscreen60 କିନ୍ତୁ ପିତର କହିଲେ, ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ।

fullscreen61 ତାପରେ ପ୍ରଭୁ ବୁଲିପଡି ପିତରଙ୍କୁ ଏକ ଲୟ ରେ ଚାହିଁଲେ। ପିତରଙ୍କର ମନେ ପଡିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, ସକଳେେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣି ନାହଁ ବୋଲି ତିନିଥର କହିବ।

fullscreen62 ତା'ପରେ ପିତର ବାହାରକୁ ବାହାରିଯାଇ ବ୍ଯାକୁଳ ଭାବରେ କାନ୍ଦିବାକୁ ଲାଗିଲେ।

fullscreen63 କେତକେ ଲୋକ ଯୀଶୁଙ୍କୁ ଜଗିଥିଲେ। ସମାନେେ ଯୀଶୁଙ୍କୁ ଥଟ୍ଟା କଲେ। ଯୀଶୁ ଯେପରି ସମାନଙ୍କେୁ ଦେଖି ନପାରନ୍ତି, ଏଥିପାଇଁ ସମାନେେ ତାହାଙ୍କ ମୁହଁ ଘୋଡାଇ ଦେଲେ।

fullscreen64 ସମାନେେ ଯୀଶୁଙ୍କୁ ପିଟିବାକୁ ଲାଗିଲେ। ସମାନେେ ତାହାଙ୍କୁ ପଚାରିଲେ, ତୁମ୍ଭେ ପରା ଭବିଷ୍ଯଦ୍ବକ୍ତା। କୁହ ତ ଦେଖି, ତୁମ୍ଭକୁ କିଏ ମାରିଲା?

fullscreen65 ଲୋକମାନେ ଯୀଶୁଙ୍କୁ ଅନକେ କଦର୍ୟ୍ଯ କଥା କହିବାକୁ ଲାଗିଲେ।

fullscreen66 ତା'ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସମାନେେ ଯୀଶୁଙ୍କୁ ସମାନଙ୍କେର ସର୍ବୋଚ୍ଚ ନ୍ଯାଯାଳୟକୁ ନଇଗେଲେ।

fullscreen67 ସମାନେେ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତବେେ ତାହା ଆମ୍ଭକୁ କୁହ।

fullscreen68 ଏବଂ ମୁଁ ଯଦି ତୁମ୍ଭମାନଙ୍କୁ ପ୍ରଶ୍ନ ପଚା ରେ, ତବେେ ତୁମ୍ଭମାନେେ ତା'ର ଉତ୍ତର ଦବନୋହିଁ।

fullscreen69 କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ଯପୁତ୍ର ପରମେଶ୍ବରଙ୍କ ସିଂହାସନ ରେ ଡାହାଣ ପଟେ ବସିବେ।

fullscreen70 ସମାନେେ ସମସ୍ତେ କହିଲେ, ତବେେ କ'ଣ ତୁମ୍ଭେ ପରମେଶ୍ବରଙ୍କ ପୁତ୍ର? ଯୀଶୁ ସମାନଙ୍କେୁ କହିଲେ, ହଁ, ତୁମ୍ଭେ ଯାହା କହିଛ. ତାହା ଠିକ୍।

35 And he said unto them, When I sent you without purse, and scrip, and shoes, lacked ye any thing? And they said, Nothing.

36 Then said he unto them, But now, he that hath a purse, let him take it, and likewise his scrip: and he that hath no sword, let him sell his garment, and buy one.

37 For I say unto you, that this that is written must yet be accomplished in me, And he was reckoned among the transgressors: for the things concerning me have an end.

38 And they said, Lord, behold, here are two swords. And he said unto them, It is enough.

39 And he came out, and went, as he was wont, to the mount of Olives; and his disciples also followed him.

40 And when he was at the place, he said unto them, Pray that ye enter not into temptation.

41 And he was withdrawn from them about a stone’s cast, and kneeled down, and prayed,

42 Saying, Father, if thou be willing, remove this cup from me: nevertheless not my will, but thine, be done.

43 And there appeared an angel unto him from heaven, strengthening him.

44 And being in an agony he prayed more earnestly: and his sweat was as it were great drops of blood falling down to the ground.

45 And when he rose up from prayer, and was come to his disciples, he found them sleeping for sorrow,

46 And said unto them, Why sleep ye? rise and pray, lest ye enter into temptation.

47 And while he yet spake, behold a multitude, and he that was called Judas, one of the twelve, went before them, and drew near unto Jesus to kiss him.

48 But Jesus said unto him, Judas, betrayest thou the Son of man with a kiss?

49 When they which were about him saw what would follow, they said unto him, Lord, shall we smite with the sword?

50 And one of them smote the servant of the high priest, and cut off his right ear.

51 And Jesus answered and said, Suffer ye thus far. And he touched his ear, and healed him.

52 Then Jesus said unto the chief priests, and captains of the temple, and the elders, which were come to him, Be ye come out, as against a thief, with swords and staves?

53 When I was daily with you in the temple, ye stretched forth no hands against me: but this is your hour, and the power of darkness.

54 Then took they him, and led him, and brought him into the high priest’s house. And Peter followed afar off.

55 And when they had kindled a fire in the midst of the hall, and were set down together, Peter sat down among them.

56 But a certain maid beheld him as he sat by the fire, and earnestly looked upon him, and said, This man was also with him.

57 And he denied him, saying, Woman, I know him not.

58 And after a little while another saw him, and said, Thou art also of them. And Peter said, Man, I am not.

59 And about the space of one hour after another confidently affirmed, saying, Of a truth this fellow also was with him: for he is a Galilaean.

60 And Peter said, Man, I know not what thou sayest. And immediately, while he yet spake, the cock crew.

61 And the Lord turned, and looked upon Peter. And Peter remembered the word of the Lord, how he had said unto him, Before the cock crow, thou shalt deny me thrice.

62 And Peter went out, and wept bitterly.

63 And the men that held Jesus mocked him, and smote him.

64 And when they had blindfolded him, they struck him on the face, and asked him, saying, Prophesy, who is it that smote thee?

65 And many other things blasphemously spake they against him.

66 And as soon as it was day, the elders of the people and the chief priests and the scribes came together, and led him into their council, saying,

67 Art thou the Christ? tell us. And he said unto them, If I tell you, ye will not believe:

68 And if I also ask you, ye will not answer me, nor let me go.

69 Hereafter shall the Son of man sit on the right hand of the power of God.

70 Then said they all, Art thou then the Son of God? And he said unto them, Ye say that I am.

Luke 22 in Tamil and English

35 ତା'ପରେ ଯୀଶୁ ପ୍ ରରେିତମାନଙ୍କୁ କହିଲେ, ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦବୋପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ୟୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟି ରେ ଅଭାବ ଥିଲା କି?
And he said unto them, When I sent you without purse, and scrip, and shoes, lacked ye any thing? And they said, Nothing.

36 ଯୀଶୁ ସମାନଙ୍କେୁ କହିଲେ, କିନ୍ତୁ ଏବେ ଯଦି ତୁମ୍ଭମାନଙ୍କ ପାଖ ରେ ଟଙ୍କା କି ଥଳି ଥାଏ, ତବେେ ତାହା ନିଜ ସାଙ୍ଗ ରେ ନିଅ। ଯଦି ତୁମ୍ଭମାନଙ୍କର ଖଣ୍ଡାଟିଏ ନଥାଏ, ତବେେ ତୁମ୍ଭମାନେେ ନିଜର କୋଟ ମଧ୍ଯ ବିକିଦଇେ ଖଣ୍ଡା କିଣ।
Then said he unto them, But now, he that hath a purse, let him take it, and likewise his scrip: and he that hath no sword, let him sell his garment, and buy one.

37 ଶାସ୍ତ୍ର କ ହେ:
For I say unto you, that this that is written must yet be accomplished in me, And he was reckoned among the transgressors: for the things concerning me have an end.

38 ଶିଷ୍ଯମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠା ରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, ଦୁଇଟି ଖଣ୍ଡା ୟଥେଷ୍ଟ।
And they said, Lord, behold, here are two swords. And he said unto them, It is enough.

39 ଯୀଶୁ ଯୀରୂଶାଲମ ନଗର ଛାଡି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ସହିତ ଗଲେ।
And he came out, and went, as he was wont, to the mount of Olives; and his disciples also followed him.

40 ସଠାେରେ ପହଞ୍ଚି ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ଯେପରି ପରୀକ୍ଷା ରେ ନ ପଡ ଏଥିପାଇଁ ପ୍ରାର୍ଥନା କର।
And when he was at the place, he said unto them, Pray that ye enter not into temptation.

41 ତା'ପରେ ଯୀଶୁ ସମାନଙ୍କେଠାରୁ ପ୍ରାୟ ପଚାଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡି ବସି ପଡି ପାର୍ଥନା କଲେ,
And he was withdrawn from them about a stone’s cast, and kneeled down, and prayed,

42 ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତବେେ ଦୁଃଖ 'ଯାତନାର ଏହି ପାନ ପାତ୍ର' ମାେ ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମାେ ଇଚ୍ଛା ରେ ନୁହେଁ।
Saying, Father, if thou be willing, remove this cup from me: nevertheless not my will, but thine, be done.

43 ତା'ପରେ ସ୍ବର୍ଗରୁ ଜଣେ ଦୂତ ଆସି ଦଖାଦେେଲେ। ସହେି ସ୍ବର୍ଗଦୁତଙ୍କୁ ଯୀଶୁଙ୍କୁ ସାହାୟ୍ଯ କରିବା ପାଇଁ ପଠାଯାଇଥିଲା।
And there appeared an angel unto him from heaven, strengthening him.

44 ଯୀଶୁ ମର୍ମାନ୍ତକ ପୀଡା ରେ ବୁଡି ରହି ଆହୁରି ଦୃଢ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁ ରେ ପଡିଲା।
And being in an agony he prayed more earnestly: and his sweat was as it were great drops of blood falling down to the ground.

45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ଯମାନଙ୍କ ପାଖକୁ ଫରେିଗଲେ। ସମାନେେ ସମସ୍ତେ ଶାଇେ ପଡିଥିଲେ, ସମାନଙ୍କେ ଦୁଃଖ ସମାନଙ୍କେୁ ବହୁତ କ୍ଲାନ୍ତ କରି ପକାଇଥିଲା।
And when he rose up from prayer, and was come to his disciples, he found them sleeping for sorrow,

46 ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ଶାଇେ ପଡିଛ? ଉଠ ଓ ପରୀକ୍ଷା ରେ ନ ପଡିବାକୁ ତଥା ଶକ୍ତିଲାଭ ପାଇଁ ପାର୍ଥନା କର।
And said unto them, Why sleep ye? rise and pray, lest ye enter into temptation.

47 ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସଠାେକୁ ଆସିଲେ। ବାରଜଣ ପ୍ ରରେିତଙ୍କ ମଧ୍ଯରୁ ଜଣେ ପ୍ ରରେିତ ସହେି ଲୋକମାନଙ୍କ ଦଳର ନତେୃତ୍ବ ନଇେଥିଲା। ସେ ଥିଲା ୟିହୂଦା। ଯୀଶୁଙ୍କୁ ଚୁମ୍ବନ ଦବୋ ପାଇଁ ୟିହୂଦା ଯୀଶୁଙ୍କ ପାଖକୁ ଆସିଲା।
And while he yet spake, behold a multitude, and he that was called Judas, one of the twelve, went before them, and drew near unto Jesus to kiss him.

48 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ୟିହୂଦା, ତୁମ୍ଭେ କ'ଣ ମନୁଷ୍ଯପୁତ୍ରଙ୍କୁ ତାହାଙ୍କ ଶତୃମାନଙ୍କ ହାତ ରେ ଦଇେ ଦବୋପାଇଁ ବଂଧୁତାର ଚୁମ୍ବନକୁ ବ୍ଯବହାର କରୁଛ?
But Jesus said unto him, Judas, betrayest thou the Son of man with a kiss?

49 ଯୀଶୁଙ୍କର ଶିଷ୍ଯମାନେ ମଧ୍ଯ ସଠାେରେ ଠିଆ ହାଇେଥିଲେ। ଯାହା ଘଟୁଥିଲା, ସମାନେେ ସେ ସବୁ ଦେଖୁଥିଲେ, ସମାନେେ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭେ କ'ଣ ଆମ୍ଭର ଖଣ୍ଡାର ପ୍ରଯୋଗ କରିବୁ?
When they which were about him saw what would follow, they said unto him, Lord, shall we smite with the sword?

50 ଏବଂ ଜଣେ ଶିଷ୍ଯ ଖଣ୍ଡା ବ୍ଯବହାର କଲା। ମହାୟାଜକଙ୍କର ଚାକରର ଡାହାଣ କାନଟି ସେ କାଟି ପକାଇଲା।
And one of them smote the servant of the high priest, and cut off his right ear.

51 ଯୀଶୁ କହିଲେ, ବନ୍ଦ କର! ତାପରେ ଯୀଶୁ ସହେି ଚାକରଟିର କାନ ଛୁଇଁ ସୁସ୍ଥ କରି ଦେଲେ।
And Jesus answered and said, Suffer ye thus far. And he touched his ear, and healed him.

52 ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥି ରେ ପ୍ରଧାନ ଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ଯମାନେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?
Then Jesus said unto the chief priests, and captains of the temple, and the elders, which were come to him, Be ye come out, as against a thief, with swords and staves?

53 ମନ୍ଦିର ରେ ମୁଁ ପ୍ରେତ୍ୟକକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭମାନେେ ମାେତେ ସଠାେରେ ବନ୍ଦୀ କରିନବୋକୁ କାହିଁକି ଚେଷ୍ଟା କଲନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତବେେଳେ ଅନ୍ଧକାର ରାଜତ୍ବ କରିଥାଏ।
When I was daily with you in the temple, ye stretched forth no hands against me: but this is your hour, and the power of darkness.

54 ସମାନେେ ଯୀଶୁଙ୍କ ବନ୍ଦୀ କରି ମହାୟାଜକଙ୍କ ଘର ଭିତରକୁ ନଇଗେଲେ। ପିତର ସମାନଙ୍କେ ପେଛପେଛ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନଥିଲେ।
Then took they him, and led him, and brought him into the high priest’s house. And Peter followed afar off.

55 ସୈନ୍ଯମାନେ ଅଗଣା ମଝି ରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ଯ ସମାନଙ୍କେ ସହିତ ବସିଲେ।
And when they had kindled a fire in the midst of the hall, and were set down together, Peter sat down among them.

56 ଜଣେ ଦାସୀ ପିତରଙ୍କୁ ସଠାେରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅ ରେ ଦେଖିପାରିଲା। କନ୍ଯାଦାସୀଟି ମନ ଧ୍ଯାନ ଦଇେ ପିତରଙ୍କ ମୁହଁକୁ ଚାହିଁଲା। ତା'ପରେ ସେ କହିଲା, ଏ ଲୋକ ମଧ୍ଯ ତାହାଙ୍କ ସହିତ ଥିଲା।
But a certain maid beheld him as he sat by the fire, and earnestly looked upon him, and said, This man was also with him.

57 କିନ୍ତୁ ପିତର ଏକଥା ଅସ୍ବୀକାର କଲେ। ସେ କହିଲେ, ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।
And he denied him, saying, Woman, I know him not.

58 ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ଯରୁ ତୁମ୍ଭେ ମଧ୍ଯ ଜଣେ।
And after a little while another saw him, and said, Thou art also of them. And Peter said, Man, I am not.

59 ପ୍ରାୟ ଘଣ୍ଟାଏ ପରେ ଆଉ ଜଣେ ଲୋକ ଦୃଢ ଭାବରେ କହିଲା, ଏହା ସତ୍ଯ। ଏ ଲୋକ ନିଶ୍ଚୟ ତାହାଙ୍କ ସହିତ ଥିଲା। କାରଣ ସେ ତ ଗାଲିଲୀୟ। ସହେି ଲୋକ କହିଲା ଯେ ସେ ଏ ବିଷୟ ରେ ସମ୍ପୂର୍ଣ୍ଣ ନିଃସନ୍ଦହେ।
And about the space of one hour after another confidently affirmed, saying, Of a truth this fellow also was with him: for he is a Galilaean.

60 କିନ୍ତୁ ପିତର କହିଲେ, ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ।
And Peter said, Man, I know not what thou sayest. And immediately, while he yet spake, the cock crew.

61 ତାପରେ ପ୍ରଭୁ ବୁଲିପଡି ପିତରଙ୍କୁ ଏକ ଲୟ ରେ ଚାହିଁଲେ। ପିତରଙ୍କର ମନେ ପଡିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, ସକଳେେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣି ନାହଁ ବୋଲି ତିନିଥର କହିବ।
And the Lord turned, and looked upon Peter. And Peter remembered the word of the Lord, how he had said unto him, Before the cock crow, thou shalt deny me thrice.

62 ତା'ପରେ ପିତର ବାହାରକୁ ବାହାରିଯାଇ ବ୍ଯାକୁଳ ଭାବରେ କାନ୍ଦିବାକୁ ଲାଗିଲେ।
And Peter went out, and wept bitterly.

63 କେତକେ ଲୋକ ଯୀଶୁଙ୍କୁ ଜଗିଥିଲେ। ସମାନେେ ଯୀଶୁଙ୍କୁ ଥଟ୍ଟା କଲେ। ଯୀଶୁ ଯେପରି ସମାନଙ୍କେୁ ଦେଖି ନପାରନ୍ତି, ଏଥିପାଇଁ ସମାନେେ ତାହାଙ୍କ ମୁହଁ ଘୋଡାଇ ଦେଲେ।
And the men that held Jesus mocked him, and smote him.

64 ସମାନେେ ଯୀଶୁଙ୍କୁ ପିଟିବାକୁ ଲାଗିଲେ। ସମାନେେ ତାହାଙ୍କୁ ପଚାରିଲେ, ତୁମ୍ଭେ ପରା ଭବିଷ୍ଯଦ୍ବକ୍ତା। କୁହ ତ ଦେଖି, ତୁମ୍ଭକୁ କିଏ ମାରିଲା?
And when they had blindfolded him, they struck him on the face, and asked him, saying, Prophesy, who is it that smote thee?

65 ଲୋକମାନେ ଯୀଶୁଙ୍କୁ ଅନକେ କଦର୍ୟ୍ଯ କଥା କହିବାକୁ ଲାଗିଲେ।
And many other things blasphemously spake they against him.

66 ତା'ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସମାନେେ ଯୀଶୁଙ୍କୁ ସମାନଙ୍କେର ସର୍ବୋଚ୍ଚ ନ୍ଯାଯାଳୟକୁ ନଇଗେଲେ।
And as soon as it was day, the elders of the people and the chief priests and the scribes came together, and led him into their council, saying,

67 ସମାନେେ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତବେେ ତାହା ଆମ୍ଭକୁ କୁହ।
Art thou the Christ? tell us. And he said unto them, If I tell you, ye will not believe:

68 ଏବଂ ମୁଁ ଯଦି ତୁମ୍ଭମାନଙ୍କୁ ପ୍ରଶ୍ନ ପଚା ରେ, ତବେେ ତୁମ୍ଭମାନେେ ତା'ର ଉତ୍ତର ଦବନୋହିଁ।
And if I also ask you, ye will not answer me, nor let me go.

69 କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ଯପୁତ୍ର ପରମେଶ୍ବରଙ୍କ ସିଂହାସନ ରେ ଡାହାଣ ପଟେ ବସିବେ।
Hereafter shall the Son of man sit on the right hand of the power of God.

70 ସମାନେେ ସମସ୍ତେ କହିଲେ, ତବେେ କ'ଣ ତୁମ୍ଭେ ପରମେଶ୍ବରଙ୍କ ପୁତ୍ର? ଯୀଶୁ ସମାନଙ୍କେୁ କହିଲେ, ହଁ, ତୁମ୍ଭେ ଯାହା କହିଛ. ତାହା ଠିକ୍।
Then said they all, Art thou then the Son of God? And he said unto them, Ye say that I am.