Luke 22:42
ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତବେେ ଦୁଃଖ 'ଯାତନାର ଏହି ପାନ ପାତ୍ର' ମାେ ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମାେ ଇଚ୍ଛା ରେ ନୁହେଁ।
Luke 22:42 in Other Translations
King James Version (KJV)
Saying, Father, if thou be willing, remove this cup from me: nevertheless not my will, but thine, be done.
American Standard Version (ASV)
saying, Father, if thou be willing, remove this cup from me: nevertheless not my will, but thine, be done.
Bible in Basic English (BBE)
Father, if it is your pleasure, take this cup from me: but still, let your pleasure, not mine, be done.
Darby English Bible (DBY)
saying, Father, if thou wilt remove this cup from me: -- but then, not my will, but thine be done.
World English Bible (WEB)
saying, "Father, if you are willing, remove this cup from me. Nevertheless, not my will, but yours, be done."
Young's Literal Translation (YLT)
saying, `Father, if Thou be counselling to make this cup pass from me --; but, not my will, but Thine be done.' --
| Saying, | λέγων, | legōn | LAY-gone |
| Father, | Πάτερ | pater | PA-tare |
| if | εἰ | ei | ee |
| willing, be thou | βούλει | boulei | VOO-lee |
| remove | παρενεγκεῖν | parenenkein | pa-ray-nayng-KEEN |
| this | τὸ | to | toh |
| ποτήριον | potērion | poh-TAY-ree-one | |
| cup | τοῦτο | touto | TOO-toh |
| from | ἀπ' | ap | ap |
| me: | ἐμοῦ· | emou | ay-MOO |
| nevertheless | πλὴν | plēn | plane |
| not | μὴ | mē | may |
| my | τὸ | to | toh |
| θέλημά | thelēma | THAY-lay-MA | |
| will, | μου | mou | moo |
| but | ἀλλὰ | alla | al-LA |
| τὸ | to | toh | |
| thine, | σὸν | son | sone |
| be done. | γενέσθω | genesthō | gay-NAY-sthoh |
Cross Reference
Matthew 20:22
ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ'ଣ ତୁମ୍ଭେ ଭୋଗ କରି ପାରିବ?
John 12:27
ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ'ଣ କହିବି? ' ହେ ପରମପିତା, ମାେତେ ଏ ୟନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର', ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ ୟନ୍ତ୍ରଣା ଭୋଗିବି ବୋଲି ଆସିଛି।
John 6:38
ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।
Mark 14:36
ସେ କହିଲେ, ଆବ୍ବା , ହେ ପରମପିତା ତୁମ୍ଭ ପାଇଁ ସବୁ କିଛି ସମ୍ଭବ। ମାେ ଠାରୁ ୟନ୍ତ୍ରଣାର ଏହି ଗିନାଟି କୁ ଦୂ ରଇେ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମାେ ଇଚ୍ଛା ରେ କିଛି ନୁହେଁ।
Matthew 26:42
ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, ହେ ପରମପିତା, ଯଦି ୟନ୍ତ୍ରଣାର ଏ ପାତ୍ର ମାେ ଠାରୁ ଦୂର ହାଇେ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତବେେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।
Matthew 26:39
ସମାନଙ୍କେ ପାଖରୁ କିଛି ଦୁରକୁ ଚାଲିକରି ୟିବାପରେ ଯୀଶୁ ତଳେ ଉବୁଡ଼ ହାଇେ ପଡ଼ିଲେ ଓ ପ୍ରାର୍ଥନା କଲେ, ହେ ପରମପିତା! ଯଦି ସମ୍ଭବ ହୁଏ, ତବେେ ୟନ୍ତ୍ରଣାର ଏହି ପାତ୍ରଟି ମାଠାରୁେ ଦୂର ହାଇଯୋଉ। କିନ୍ତୁ ମାେ ଇଚ୍ଛା ଅନୁସାରେ ନ ହାଇେ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।
John 5:30
ମୁଁ ଏକୁଟିଆ କିଛି କରିପାରିବି ନାହିଁ। ମୁଁ କବଳେ ପରମେଶ୍ବରଙ୍କ କହିବା ଅନୁସାରେ ବିଚାର କରେ। ତେଣୁ ମାରେ ବିଚାର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ୟିଏ ମାେତେ ପଠାଇଛନ୍ତି।
Hebrews 10:7
ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8
John 18:11
ଯୀଶୁ ପିତରଙ୍କୁ କହିଲେ, ତୁମ୍ଭେ ଖଣ୍ଡା ଖାପରେ ରଖି ଦିଅ। ପରମପିତା ମାେତେ ଏହି ପିଆଲା ପିଇବାକୁ ଦଇେଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ।
John 4:34
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
Isaiah 51:22
ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷ ରେ ସହେି ପରମେଶ୍ବର ଏହି କଥା କୁହନ୍ତି, ଦେଖ, ଆମ୍ଭେ କୋପରୂପକ ପାନପାତ୍ର' ତୁମ୍ଭ ହସ୍ତରୁ କାଢ଼ି ନଇେ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦବେୁ ନାହିଁ।
Psalm 40:8
ହେ ମାରେ ପରମେଶ୍ବର, ତୁମ୍ଭେ ୟାହା ଚାହୁଁଛ, ମୁଁ ତାହା କରିବାକୁ ଚାହୁଁଛି। ତୁମ୍ଭର ନୀତିଶିକ୍ଷା ମାେ' ହୃଦଯରେ ଅଛି।
Matthew 26:44
ଯୀଶୁ ଶିଷ୍ଯମାନଙ୍କୁ ଛାଡ଼ି ପୁଣି ଫରେି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ଯ ସେ ପୂର୍ବଭଳି ସହେି ଏକା କଥା କହିଲେ।
Luke 22:17
ତା'ପରେ ଯୀଶୁ ଗୋଟିଏ ପାତ୍ର ରେ ଅଙ୍ଗୁର ରସ ନେଲେ। ଏଥିପାଇଁ ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ କହିଲେ ଏହି ପାତ୍ର ନିଅ, ଏଥି ରେ ଥିବା ଅଙ୍ଗୁର ରସ ସମସ୍ତଙ୍କୁ ଦିଅ।
Isaiah 51:17
ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।
Jeremiah 25:15
ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।