Luke 23:1 in Oriya

Oriya Oriya Bible Luke Luke 23 Luke 23:1

Luke 23:1
ସମସ୍ତେ ଉଠି ଠିଆ ହେଲେ। ସମାନେେ ଯୀଶୁଙ୍କ ପୀଲାତଙ୍କ ପାଖକୁ ନଇଗେଲେ।

Luke 23Luke 23:2

Luke 23:1 in Other Translations

King James Version (KJV)
And the whole multitude of them arose, and led him unto Pilate.

American Standard Version (ASV)
And the whole company of them rose up, and brought him before Pilate.

Bible in Basic English (BBE)
And they all went and took him before Pilate.

Darby English Bible (DBY)
And the whole multitude of them, rising up, led him to Pilate.

World English Bible (WEB)
The whole company of them rose up and brought him before Pilate.

Young's Literal Translation (YLT)
And having risen, the whole multitude of them did lead him to Pilate,

And
Καὶkaikay
the
ἀναστὰνanastanah-na-STAHN
whole
ἅπανhapanA-pahn
multitude
τὸtotoh
of
them
πλῆθοςplēthosPLAY-those
arose,
αὐτῶνautōnaf-TONE
and
led
ἤγαγενēgagenA-ga-gane
him
αὐτὸνautonaf-TONE
unto
ἐπὶepiay-PEE

τὸνtontone
Pilate.
Πιλᾶτονpilatonpee-LA-tone

Cross Reference

Matthew 27:1
ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।

Matthew 27:11
ଏହି ସମୟରେ ଯୀଶୁ ରାଜ୍ଯପାଳ ପୀଲାତ ଆଗ ରେ ଠିଆ ହେଲେ। ରାଜ୍ଯପାଳ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?

Mark 15:1
ସକାଳ ହବେ ମାତ୍ ରେ ପ୍ରଧାନ ଯାଜକ, ପ୍ରାଚୀନ ଯିହୂଦୀ ନେତାଗଣ ଓ ଧର୍ମଶାସ୍ତ୍ରୀ ତଥା ସମଗ୍ର ଯିହୂଦୀ ମହାସଭା ଯୀଶୁଙ୍କ ପ୍ରତି କ'ଣ ବିଚାର କରାୟିବ, ତାହା ସ୍ଥିର କଲେ। ସମାନେେ ଯୀଶୁଙ୍କୁ ବାନ୍ଧି ଶାସନ କର୍ତ୍ତା ପୀଲାତଙ୍କ ପାଖକୁ ନଇଗେଲେ ଓ ତାହାଙ୍କ ହାତ ରେ ସମର୍ପଣ କରି ଦେଲେ।

Luke 22:66
ତା'ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସମାନେେ ଯୀଶୁଙ୍କୁ ସମାନଙ୍କେର ସର୍ବୋଚ୍ଚ ନ୍ଯାଯାଳୟକୁ ନଇଗେଲେ।

John 18:28
ତା'ପରେ ସମାନେେ ଯୀଶୁଙ୍କୁ କଯାଫାଙ୍କ ଘରୁ ରୋମୀୟ ରାଜ୍ଯପାଳଙ୍କ ପ୍ରାସାଦକୁ ନଇଗେଲେ। ସେତବେେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସମାନେେ ନିଜକୁ ଅପବିତ୍ର କରିବା ପାଇଁ ଚାହୁଁ ନଥିଲେ, କାରଣ ସମାନେେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଚାହୁଁଥିଲେ।