Luke 8 - WEB (Oriya)
1 It happened soon afterwards, that he went about through cities and villages, preaching and bringing the good news of the Kingdom of God. With him were the twelve,ଶିଷ୍ଯମାନଙ୍କ ସହିତ ଯୀଶୁ ଏହାପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ ରରେିତ ମଧ୍ଯ ରହିଥିଲେ।
2 and certain women who had been healed of evil spirits and infirmities: Mary who was called Magdalene, from whom seven demons had gone out;କେତକେ ସ୍ତ୍ରୀଲୋକ ମଧ୍ଯ ତାହାଙ୍କ ସାଙ୍ଗ ରେ ଥିଲେ। ସମାନଙ୍କେୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସମାନଙ୍କେ ମଧ୍ଯରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତଟି ଭୁତ ବାହାର କରା ଯାଇଥିଲା।
3 and Joanna, the wife of Chuzas, Herod's steward; Susanna; and many others; who ministered to them{TR reads "him" instead of "them"} from their possessions.େ ହରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ୟୋହାନ୍ନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନକେ ସ୍ତ୍ରୀ ଲୋକ ମଧ୍ଯ ଯାଉଥିଲେ। ସହେି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ ରରେିତମାନଙ୍କୁ ସାହାୟ୍ଯ କରିବା ପାଇଁ ସମାନଙ୍କେ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ।
4 When a great multitude came together, and people from every city were coming to him, he spoke by a parable.ବହୁ ଲୋକ ଆସି ଜମା ହାଇଗେଲେ। ପ୍ରେତ୍ୟକକ ନଗରରୁ ଲୋକେ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ଏହି ଦୃଷ୍ଟାନ୍ତ କହିଲେ:
5 "The farmer went out to sow his seed. As he sowed, some fell along the road, and it was trampled under foot, and the birds of the sky devoured it.ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ ରେ ଯାଇ ପଡିଲା। ଏହି ବୀଜଗୁଡିକ ଲୋକଙ୍କ ପାଦ ରେ ଚକଟି ହାଇଗେଲା ଓ ଚଢଇମାନେେ ସଗେୁଡିକୁ ଖାଇଗଲେ।
6 Other seed fell on the rock, and as soon as it grew, it withered away, because it had no moisture.କିଛି ବୀଜ ପଥର ଉପରେ ପଡିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା।
7 Other fell amid the thorns, and the thorns grew with it, and choked it.କିଛି ବୀଜ କଣ୍ଟା ବୁଦା ରେ ପଡିଲା। ବୀଜ ଗଜାହାଇେ ଗଛ ବଢିଲା। କିନ୍ତୁ କଣ୍ଟା ବୁଦା ମଧ୍ଯ ତା' ସହିତ ବଢିଲା ଓ ଶଷେ ରେ ତାକୁ ଚାପି ପକାଇଲା।
8 Other fell into the good ground, and grew, and brought forth fruit one hundred times." As he said these things, he called out, "He who has ears to hear, let him hear!"ଅନ୍ୟ ବୀଜତକ ଭଲ ମାଟି ରେ ପଡିଲା। ତାହା ଗଛ ହାଇେ ବଢିଲା। ଏଥିରୁ ଶ ହେ ଗୁଣ ଅଧିକ ଶସ୍ଯ ମିଳିଲା।
9 Then his disciples asked him, "What does this parable mean?"ତାହାଙ୍କ ଶିଷ୍ଯମାନେ ତାହାଙ୍କୁ ପଚାରିଲେ, ଏହି ଦୃଷ୍ଟାନ୍ତର ଅର୍ଥ କ'ଣ?
10 He said, "To you it is given to know the mysteries of the Kingdom of God, but to the rest in parables; that 'seeing they may not see, and hearing they may not understand.'ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯର ନିଗୁଢ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହାଇେଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ଯ ବିଷୟ ରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ଯବହାର କରୁଛି।
11 Now the parable is this: The seed is the word of God.ଦୃଷ୍ଟାନ୍ତର ଏହାହିଁ ଅର୍ଥ: ବୀଜ ଦେଉଛି ପରମେଶ୍ବରଙ୍କ ଉପଦେଶ।
12 Those along the road are those who hear, then the devil comes, and takes away the word from their heart, that they may not believe and be saved.ଯେଉଁ ବୀଜ ରାସ୍ତା କଡ ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି, କିନ୍ତୁ ତା'ପରେ ଶୟତାନ ଆ ସେ ତାହାଙ୍କ ହୃଦୟରୁ ଉପଦେଶ ବାହାର କରି ନଇଯାେଏ। ତେଣୁ ସହେି ଲୋକମାନେ ବିଶ୍ବାସ କରି ନପାରି ଉଦ୍ଧାର ପାଆନ୍ତି ନାହିଁ।
13 Those on the rock are they who, when they hear, receive the word with joy; but these have no root, who believe for a while, then fall away in time of temptation.ଯେଉଁ ବୀଜ ପଥର ଉପରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦ ରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚରେ ସହେି ଲୋକମାନଙ୍କ ହୃଦୟ ମଧିଅରେ ଗଭୀରକୁ ପ୍ରବେଶ କରିପା ରନୋହିଁ। ସମାନେେ କିଛି ସମୟ ପର୍ୟ୍ଯନ୍ତ ବିଶ୍ବାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସମାନେେ ବିଶ୍ବାସ କରିବା ବନ୍ଦ କରନ୍ତି। ସମାନେେ ବିଶ୍ବାସ ହ ରଇେ ବସନ୍ତି ଓ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଆନ୍ତି।
14 That which fell among the thorns, these are those who have heard, and as they go on their way they are choked with cares, riches, and pleasures of life, and bring no fruit to maturity.ଯେଉଁ ବୀଜ କଣ୍ଟା ବୁଦା ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସମାନଙ୍କେୁ ବଢିବାରୁ ବାଧାଦିଏ। ତା' ଫଳ ରେ ସେଥିରୁ ଭଲ ଫଳ ମିଳି ପା ରନୋହିଁ।
15 That in the good ground, these are such as in an honest and good heart, having heard the word, hold it tightly, and bring forth fruit with patience.ଏବଂ ଯେଉଁ ବୀଜ ଭଲ ମାଟି ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ସ୍ବଚ୍ଛ ଓ ପବିତ୍ର ହୃଦୟ ରେ ଶୁଣନ୍ତି, ତାହା ହୃଦୟ ରେ ଗ୍ରହଣ କରନ୍ତି, କାର୍ୟ୍ଯ ରେ ପାଳନ କରନ୍ତି ଓ ର୍ଧୈୟ୍ଯ ପୂର୍ବକ ଉତ୍ତମ ଫଳ ଫଳନ୍ତି।
16 "No one, when he has lit a lamp, covers it with a container, or puts it under a bed; but puts it on a stand, that those who enter in may see the light.କହେି କବେେ ଦୀପଟିଏ ହାଣ୍ଡିତଳେ ଘୋଡଇେ ରଖିବା ପାଇଁ ବା ଖଟ ତଳେ ଲୁଚଇେ ରଖିବା ପାଇଁ ଜଳଇେ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୁଖା ଉପରେ ରେଖ। ତାହା ହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସମାନେେ ଦେଖି ପାରିବା ପାଇଁ ୟଥେଷ୍ଟ ଆଲୁଅ ପାଇବେ।
17 For nothing is hidden, that will not be revealed; nor anything secret, that will not be known and come to light.ପ୍ରେତ୍ୟକକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହବେ ଓ ପ୍ରକାଶ୍ଯକୁ ଅଣାୟିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାୟିବ ନାହିଁ, ଜ୍ଞାତ ହବେ ନାହିଁ ଓ ପ୍ରକାଶ୍ଯକୁ ଅଣା ୟିବ ନାହିଁ।
18 Be careful therefore how you hear. For whoever has, to him will be given; and whoever doesn't have, from him will be taken away even that which he thinks he has."ତୁମ୍ଭମାନେେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସତକେ ମଧ୍ଯ ତା'ଠାରୁ ଛଡାଇ ନିଆୟିବ।
19 His mother and brothers came to him, and they could not come near him for the crowd.ଯୀଶୁଙ୍କ ମାଆ ଓ ଭାଇମାନେ ତାହାଙ୍କୁ ଦେଖିବାକୁ ଆସିଲେ। କିନ୍ତୁ ବହୁତ ଲୋକ ଗହଳି ହାଇେଥିବା ହତେୁ ସମାନେେ ତାହାଙ୍କ ପାଖକୁ ଯାଇ ପାରୁନଥିଲେ।
20 It was told him by some saying, "Your mother and your brothers stand outside, desiring to see you."କହେି ଜଣେ ଯୀଶୁଙ୍କୁ କହିଲା, ତୁମ୍ଭର ମା ଓ ଭାଇମାନେ ବାହା ରେ ଠିଆ ହାଇେଛନ୍ତି। ସମାନେେ ତୁମ୍ଭକୁ ଦେଖିବାକୁ ଚାହୁଁଛନ୍ତି।
21 But he answered them, "My mother and my brothers are these who hear the word of God, and do it."କିନ୍ତୁ ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ମାରେ ମାଆ ଏ ଭାଇମାନେ ହେଉଛନ୍ତି ସହେିମାନେ, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।
22 Now it happened on one of those days, that he entered into a boat, himself and his disciples, and he said to them, "Let's go over to the other side of the lake." So they launched out.ଦିନେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗୋଟିଏ ଡଙ୍ଗା ରେ ଚଢି଼ଲେ। ଯୀଶୁ ସମାନଙ୍କେୁ କହିଲେ, ଆସ, ଆମ୍ଭମାନେେ ହ୍ରଦ ଆରପାରିକି ୟିବା। ଶିଷ୍ଯମାନେ ଡଙ୍ଗା ଖାଲିେ ଦେଲେ।
23 But as they sailed, he fell asleep. A wind storm came down on the lake, and they were taking on dangerous amounts of water.ସମାନେେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡିଲେ। ହ୍ରଦ ରେ ଝଡତାଫୋନ ମାଡି ଆସିଲା। ଡଙ୍ଗା ରେ ପାଣି ପଶିବାକୁ ଲାଗିଲା। ସମାନେେ ବିପଦ ରେ ପଡିଗଲେ।
24 They came to him, and awoke him, saying, "Master, master, we are dying!" He awoke, and rebuked the wind and the raging of the water, and they ceased, and it was calm.ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉେଠଇ କହିବାକୁ ଲାଗିଲେ, ଗୁରୁ, ହେ ଗୁରୁ, ଆମ୍ଭେ ବୁଡିୟିବା।
25 He said to them, "Where is your faith?" Being afraid they marveled, saying one to another, "Who is this, then, that he commands even the winds and the water, and they obey him?"ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ବିଶ୍ବାସ କେଉଁଆଡେ ଗଲା?
26 They arrived at the country of the Gadarenes, which is opposite Galilee.ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗାଲିଲୀରୁ ହ୍ରଦର ଅପର ପାଶର୍ବକୁ ଗଲେ। ସମାନେେ ଗରାଶିୟମାନେ ରହୁଥିବା ଅଞ୍ଚଳ ରେ ପହନ୍ଚିଲେ।
27 When Jesus stepped ashore, a certain man out of the city who had demons for a long time met him. He wore no clothes, and didn't live in a house, but in the tombs.ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦହେ ରେ ଭୂତଟିଏ ପ୍ରବେଶ କରିଥିଲା। ଅନକେ ଦିନ ଧରି ସେ ଲୁଗା ପିନ୍ଧୁ ନଥିଲା କି ଘ ରେ ମଧ୍ଯ ରହୁନଥିଲା। ସେ କବର ସ୍ଥାନ ରେ ରହୁଥିଲା।
28 When he saw Jesus, he cried out, and fell down before him, and with a loud voice said, "What do I have to do with you, Jesus, you Son of the Most High God? I beg you, don't torment me!"ଭୂତ ଅନକେ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା' ହାତ ରେ ହାତକଡି ଓ ଗୋଡ ରେ ବଡେି ପକାଇ ପହରା ଭିତ ରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା' ଦହେ ରେ ଥିବା ଭୂତ ତାହାକୁ ଲୋକେ ରହୁ ନଥିବା ନିଛାଟିଆ ଜାଗାକୁ ତଡି ନେଉଥିଲା।
29 For Jesus was commanding the unclean spirit to come out of the man. For the unclean spirit had often seized the man. He was kept under guard, and bound with chains and fetters. Breaking the bands apart, he was driven by the demon into the desert.ଯୀଶୁ ଭୂତକୁ ସହେି ଲୋକଟି ଦହରେୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗ ରେ ପଡିଯାଇ ଉଚ୍ଚ ସ୍ବର ରେ ପାଟି କରି କହିଲା, ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମାେ'ଠାରୁ କ'ଣ ଚାହୁଁଛ? ମୁଁ ଅନୁ ରୋଧ କରୁଛି, ମାେତେ ଦଣ୍ଡ ଦିଅ ନାହିଁ।
30 Jesus asked him, "What is your name?" He said, "Legion," for many demons had entered into him.ଯୀଶୁ ତା'କୁ ପଚାରିଲେ, ତୋର ନାମ କ'ଣ?
31 They begged him that he would not command them to go into the abyss.ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସମାନଙ୍କେୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ।
32 Now there was there a herd of many pigs feeding on the mountain, and they begged him that he would allow them to enter into those. He allowed them.ସେତବେେଳେ ସହେି ପାହାଡ ଉପରେ ଏକ ବଡ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସମାନଙ୍କେୁ ଘୁଷୁରିମାନଙ୍କ ଦହକେୁ ୟିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସମାନଙ୍କେୁ ତାହା କରିବାକୁ ଅନୁମତି ଦଇେ ଦେଲେ।
33 The demons came out from the man, and entered into the pigs, and the herd rushed down the steep bank into the lake, and were drowned.ତା'ପରେ ଭୂତମାନେ ଲୋକଟି ଦହରେୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ଦଳକଯାକ ଘୁଷୁରି ସହେି ପାହାଡ ଉପରୁ ହ୍ରଦ ଭିତରକୁ ଦୌଡିଗଲେ ଓ ସମସ୍ତେ ବୁଡିଗଲେ।
34 When those who fed them saw what had happened, they fled, and told it in the city and in the country.ଏ ଘଟଣା ଦେଖି ଘୁଷୁରି ଜଗୁଆଳମାନେ ସଠାରୁେ ପଳାଇଲେ। ସମାନେେ ଯାଇ ନଗର ଓ ପଲ୍ଲୀ ରେ ଥିବା ଲୋକମାନଙ୍କୁ ଏହି କଥା କହିଲେ।
35 People went out to see what had happened. They came to Jesus, and found the man from whom the demons had gone out, sitting at Jesus' feet, clothed and in his right mind; and they were afraid.ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସମାନେେ ଯୀଶୁଙ୍କ ପାଦତଳେ ସହେି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା' ଦହରେୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ।
36 Those who saw it told them how he who had been possessed by demons was healed.ଯେଉଁମାନେ ଏହି ଘଟଣା ଦେଖିଥିଲେ, ସମାନେେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହାଇଗେଲା।
37 All the people of the surrounding country of the Gadarenes asked him to depart from them, for they were very much afraid. He entered into the boat, and returned.ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସହେି ସ୍ଥାନରୁ ଚାଲିୟିବାପାଇଁ ଅନୁ ରୋଧ କଲେ। କାରଣ ସମାନେେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗା ରେ ବସି ଗାଲିଲୀ ଫରେିଗଲେ।
38 But the man from whom the demons had gone out begged him that he might go with him, but Jesus sent him away, saying,କିନ୍ତୁ ଯେଉଁ ଲୋକଠାରୁ ଦହରେୁ ଭୂତଗୁଡିକ ବାହାରି ସାରିଥିଲେ, ସେ ଯୀଶୁଙ୍କ ସହିତ ୟିବାକୁ ଅନୁ ରୋଧ କଲା।
39 "Return to your house, and declare what great things God has done for you." He went his way, proclaiming throughout the whole city what great things Jesus had done for him.ଘରକୁ ଫରେିଯାଅ। ପରମେଶ୍ବର ତୁମ୍ଭ ପାଇଁ ଯାହା କରିଛନ୍ତି ତାହା ଲୋକମାନଙ୍କୁ କୁହ।
40 It happened, when Jesus returned, that the multitude welcomed him, for they were all waiting for him.ଯୀଶୁ ଗାଲିଲୀ ଫରେିୟିବା ପରେ ଲୋକମାନେ ତାହାଙ୍କୁ ସ୍ବାଗତ କଲେ। ସମସ୍ତେ ତାହାଙ୍କୁ ଅପେକ୍ଷା କରି ରହିଥିଲେ।
41 Behold, there came a man named Jairus, and he was a ruler of the synagogue. He fell down at Jesus' feet, and begged him to come into his house,ଯାଈରସ ନାମ ରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସଠାେକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ।
42 for he had an only daughter, about twelve years of age, and she was dying. But as he went, the multitudes pressed against him.ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହାଇେଥିଲା। ସେ ମରିୟିବା ଅବସ୍ଥା ରେ ପଡିଥିଲା। ଯୀଶୁ ଯେତବେେଳେ ଯାଈରସର ଘରକୁ ଯାଉଥିଲେ, ସେତବେେଳେ ବହୁ ସଂଖ୍ଯା ରେ ଲୋକ ତାହାଙ୍କ ଘର ଚାରିପାଖକୁ ଆସିଗଲେ।
43 A woman who had a flow of blood for twelve years, who had spent all her living on physicians, and could not be healed by any,ସଠାେରେ ଜଣେ ସ୍ତ୍ରୀ ଲୋକ ମଧ୍ଯ ଥିଲା। ତା'ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତାର ସମସ୍ତ ଅର୍ଥ ଔଷଧ ରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦବୋ ପାଇଁ ସମର୍ଥ ହାଇେ ନଥିଲେ।
44 came behind him, and touched the fringe of his cloak, and immediately the flow of her blood stopped.ସହେି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁ ଦଲୋ। ତତ୍କ୍ଷଣାତ୍ ତାର ରକ୍ତସ୍ରାବ ବନ୍ଦ ହାଇଗେଲା।
45 Jesus said, "Who touched me?" When all denied it, Peter and those with him said, "Master, the multitudes press and jostle you, and you say, 'Who touched me?'"ସେତବେେଳେ ଯୀଶୁ ପଚାରିଲେ, ମାେତେ କିଏ ଛୁଇଁଲା?
46 But Jesus said, "Someone did touch me, for I perceived that power has gone out of me."କିନ୍ତୁ ଯୀଶୁ କହିଲେ, ଜଣେ କହେି ମାେତେ ଛୁଇଁଛି। କାରଣ ମାଠାରୁେ ଶକ୍ତି ବାହାରି ଯାଇଥିବା ମୁଁ ଅନୁଭବ କରିଛି।
47 When the woman saw that she was not hidden, she came trembling, and falling down before him declared to him in the presence of all the people the reason why she had touched him, and how she was healed immediately.ସ୍ତ୍ରୀ ଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିବ ନାହିଁ, ତେଣୁ ସେ ଥରି ଥରି ଆଗକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ମୁଣ୍ଡ ନୁଆଇଲା। ସେ ଯୀଶୁଙ୍କୁ କାହିଁକି ଛୁଇଁ ଦଲୋ, ସଇେ କଥା ସବୁ ଲୋକମାନଙ୍କ ଆଗ ରେ କହିଲା। ସେ କହିଲା ଯେ, ଯେତବେେଳେ ସେ ଯୀଶୁଙ୍କୁ ଛୁଇଁ ଦଲୋ, ତତ୍କ୍ଷଣାତ୍ ସେ ସୁସ୍ଥ ହାଇଗେଲା।
48 He said to her, "Daughter, cheer up. Your faith has made you well. Go in peace."ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, ହେ ଝିଅ, ତୁମ୍ଭେ ବିଶ୍ବାସ କଲ ସେଥିପାଇଁ ସୁସ୍ଥ ହାଇଗେଲ। ଏଥର ଶାନ୍ତି ରେ ଯାଅ।
49 While he still spoke, one from the ruler of the synagogue's house came, saying to him, "Your daughter is dead. Don't trouble the Teacher."ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅନାହିଁ।
50 But Jesus hearing it, answered him, "Don't be afraid. Only believe, and she will be healed."ଯୀଶୁ ଏକଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, ଭୟ କରନାହିଁ। ବିଶ୍ବାସ ରଖ, ତୁମ୍ଭ ଝିଅ ସୁସ୍ଥ ହାଇଯେିବ।
51 When he came to the house, he didn't allow anyone to enter in, except Peter, John, James, the father of the child, and her mother.ଯୀଶୁ ଘରକୁ ଆସିଲେ। ସେ କବଳେ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପାମାଆଙ୍କୁ ତାହାଙ୍କ ସହିତ ଭିତରକୁ ୟିବାକୁ ଦେଲେ।
52 All were weeping and mourning her, but he said, "Don't weep. She isn't dead, but sleeping."ସମସ୍ତେ ସହେି ଝିଅଟିର ମୃତ୍ଯୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, କନ୍ଦନାହିଁ, ସେ ମରି ନାହିଁ, ସେ କବଳେ ଶାଇେଛି ମାତ୍ର।
53 They were ridiculing him, knowing that she was dead.ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। କାରଣ ସମାନେେ ଜାଣିଥିଲେ ଯେ ଝିଅଟି ମରିଯାଇଛି।
54 But he put them all outside, and taking her by the hand, he called, saying, "Child, arise!"କିନ୍ତୁ ଯୀଶୁ ଝିଅଟିର ହାତ ଧରି ତାକୁ ଡାକିଲେ, ହେ ଝିଅ, ଉଠିପଡ।
55 Her spirit returned, and she rose up immediately. He commanded that something be given to her to eat.ସହେିକ୍ଷଣି ତା' ଶରୀର ଭିତରୁକ ତାର ଆତ୍ମା ଫରେି ଆସିଲା ଓ ସେ ସଙ୍ଗେ ସଙ୍ଗେ ଠିଆ ହାଇେ ପଡିଲା। ଯୀଶୁ ଆଜ୍ଞା ଦେଲେ, ତାକୁ କିଛି ଖାଇବାକୁ ଦିଅ।
56 Her parents were amazed, but he charged them to tell no one what had been done.ତା' ବାପାମାଆ ବିସ୍ମିତ ହାଇଗେଲେ। ଯୀଶୁ ସମାନଙ୍କେୁ ଏ ଘଟଣା କାହାରି ଆଗ ରେ ନ କହିବାକୁ କହିଲେ।
Oriya Bible