Mark 2:28
ଏଣୁ ମନୁଷ୍ଯପୁତ୍ର ପ୍ରେତ୍ୟକକ ଦିନର ମାଲିକ, ଏପରିକି ବିଶ୍ରାମ ଦିନର ମଧ୍ଯ।
Cross Reference
Matthew 28:1
ବିଶ୍ରାମଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ୍ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।
Luke 24:1
ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସହେି ସ୍ତ୍ରୀ ଲୋକମାନେ ଯେଉଁଠା ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ଆସିଲେ। ସମାନେେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ଯ ସଙ୍ଗ ରେ ଆଣିଥିଲେ।
John 20:1
ରବିବାର ଦିନ ପାହାନ୍ତିଆ ରେ ମଗ୍ଦଲୀନୀ ମରିୟମ ଯୀଶୁଙ୍କର କବର ନିକଟକୁ ଆସିଲେ। ସେତବେେଳେ ତଥାପି ଅନ୍ଧାର ଥିଲା। ସେ ଦେଖିଲେ ଯେ, ବହୂତ ବଡ ପଥରଟି କବର ଦ୍ବାରା ପାଖରୁ ଦୂରକୁ ଘୁଞ୍ଚି ଯାଇଛି।
Therefore | ὥστε | hōste | OH-stay |
the | κύριός | kyrios | KYOO-ree-OSE |
Son | ἐστιν | estin | ay-steen |
ὁ | ho | oh | |
of man | υἱὸς | huios | yoo-OSE |
is | τοῦ | tou | too |
Lord | ἀνθρώπου | anthrōpou | an-THROH-poo |
also | καὶ | kai | kay |
of the | τοῦ | tou | too |
sabbath. | σαββάτου | sabbatou | sahv-VA-too |