Matthew 10:17 କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସମାନେେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଚାରାଳୟ ହାତ ରେ ଦଇେ ଦବେେ ଓ ତାହାଙ୍କର ପ୍ରାର୍ଥନାଗୃହ ରେ ତୁମ୍ଭକୁ ଛାଟ ରେ ପିଟିବେ।
Matthew 10:17 in Other Translations
King James Version (KJV) But beware of men: for they will deliver you up to the councils, and they will scourge you in their synagogues;
American Standard Version (ASV) But beware of men: for they will deliver you up to councils, and in theirs synagogues they will scourge you;
Bible in Basic English (BBE) But be on the watch against men: for they will give you up to the Sanhedrins, and in their Synagogues they will give you blows;
Darby English Bible (DBY) But beware of men; for they will deliver you up to sanhedrims, and scourge you in their synagogues;
World English Bible (WEB) But beware of men: for they will deliver you up to councils, and in their synagogues they will scourge you.
Young's Literal Translation (YLT) And, take ye heed of men, for they will give you up to sanhedrims, and in their synagogues they will scourge you,
Read Full Chapter :
Matthew 10
Cross Reference
ମାର୍କଲିଖିତ ସୁସମାଚାର 13:9
ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।
ମାଥିଉଲିଖିତ ସୁସମାଚାର 23:34
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
ମାଥିଉଲିଖିତ ସୁସମାଚାର 5:22
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଅନ୍ୟ
ଲୂକଲିଖିତ ସୁସମାଚାର 12:11
ଯେତବେେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ଯାନ୍ଯ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତବେେଳେ ତୁମ୍ଭମାନେେ କିପରି ଉତ୍ତର ଦବେ, ଓ କ'ଣ କହିବ, ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 26:11
ମୁଁ ସମାନଙ୍କେୁ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ କହିବା ପାଇଁ ବାଧ୍ଯ କରିଥିଲି। ମୁଁ ସମାନଙ୍କେ ବିରୁଦ୍ଧ ରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସମାନଙ୍କେୁ ଅତ୍ଯାଚ଼ାର କରିବା ପାଇଁ ବିଦେଶୀ ନଗରଗୁଡ଼ିକୁ ମଧ୍ଯ ଯାଇଥିଲି।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:19
କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରେତ୍ୟକକ ସମାଜଗୃହକୁ ଯାଇ ସଠାେରେ ତୁମ୍ଭକୁ ବିଶ୍ବାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।
ମାର୍କଲିଖିତ ସୁସମାଚାର 13:12
ଭାଇ, ଭାଇକୁ ମରଣ ମୁହଁକୁ ଠଲେି ଦବେ। ବାପା ତା' ସନ୍ତାନକୁ ମରିବା ପାଇଁ ଦଇେ ଦବେ। ପିଲାମାନେ ବାପାମାଆଙ୍କ ବିରୁଦ୍ଧ ରେ ଠିଆ ହବେେ ଓ ସମାନଙ୍କେୁ ମାରି ଦବେେ।
ଲୂକଲିଖିତ ସୁସମାଚାର 21:12
କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନବେେ, ଓ ତୁମ୍ଭମାନଙ୍କୁ ୟନ୍ତ୍ରଣା ଦବେେ। ଲୋକମାନେ ସମାନଙ୍କେର ସମାଜଗୃହମାନଙ୍କ ରେ ତୁମ୍ଭମାନଙ୍କର ବିଚାର କରିବେ ଓ ତୁମ୍ଭମାନଙ୍କୁ କାରାଗାର ରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନା ରେ ତୁମ୍ଭମାନଙ୍କୁ ହାଜର କରାୟିବ। ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ଯବହାର କରିବେ।
ଯୋହନଲିଖିତ ସୁସମାଚାର 11:47
ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।
ଯୋହନଲିଖିତ ସୁସମାଚାର 16:2
ତୁମ୍ଭମାନଙ୍କୁ ଲୋକମାନେ ସମାନଙ୍କେର ସମାଜଗୃହଗୁଡିକରୁ ବାହାର କରି ଦବେେ। ହଁ, ଏପରି ସମୟ ଆସୁଛି ଯେତବେେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ବାରା ସମାନେେ ପରମେଶ୍ବରଙ୍କ ସବୋ କରୁଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:6
ସଠାେରେ ହାନାନ ମହାୟାଜକ, କଯାଫା, ଯୋହନ, ଆଲେକ୍ଜାଣ୍ଡର ଓ ମହାୟାଜକୀୟ ପରିବାରର ସମସ୍ତେ ମଧ୍ଯ ଉପସ୍ଥିତ ଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5:26
ତେଣୁ ସନୋପତି ସହେି ଲୋକମାନଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କୁ ନଇେ ଆସିଲେ। ସମାନେେ ପ୍ ରରେିତମାନଙ୍କୁ ଜାରେ ଜବରଦସ୍ତି କରି ଆଣିଲେ ନାହିଁ କାରଣ ସମାନେେ ଭୟ କଲେ, ଯଦି ସମାନେେ ଏପରି କରିବେ, ତବେେ ଲୋକମାନେ ହୁଏତ ସମାନଙ୍କେୁ ପଥର ଫୋପାଡ଼ିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:5
ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସମାନଙ୍କେ ସହ ଖରାପ ବ୍ଯବହାର କରିବାପାଇଁ ଓ ସମାନଙ୍କେ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:14
ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇ ଦେଲେ, କିନ୍ତୁ ଶୀଲା ଓ ତୀମଥି ସଠାେରେ ରହିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:1
ପାଉଲ ଏକ ଲୟ ରେ ସହାସଭାକୁ ଚ଼ାହିଁ କହିଲେ, ହେ ମାରେ ଭାଇମାନେ! ମୁଁ ଆଜି ପର୍ୟ୍ଯନ୍ତ ଉତ୍ତମ ବିବକେ ଅନୁସାରେ କର୍ମ କରି ପରମେଶ୍ବରଙ୍କ ସମ୍ମୁଖ ରେ ଜୀବନ ଅତିବାହିତ କରିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:24
ମୁଁ ୟିହୁଦୀମାନଙ୍କ ଠାରୁ ପାଞ୍ଚ ଥର ରେ ଅଣଚାଳିଶି ଥର ଚାବୁକ ମାଡ଼ ଖାଇଛି।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:2
ଯେଉଁମାନେ ମନ୍ଦକର୍ମ ରେ ଲିପ୍ତ, ସମାନଙ୍କେଠାରୁ ସାବଧାନ ହାଇେ ରୁହ, ସମାନେେ କୁକୁରମାନଙ୍କ ପରି। ସମାନେେ ଲୋକମାନଙ୍କୁ ସୁନ୍ନତ287 ହବୋପାଇଁ ଦାବୀ କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:15
ତୁମ୍ଭେ ମଧ୍ଯ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘାରେ ପ୍ରତିରୋଧ କରିଥିଲା।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:36
କେତେ ଲୋକ ହାସ୍ଯର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘ ରେ ରଖା ଗଲେ।
ମୀଖା 7:5
ତୁମ୍ଭର ପ୍ରତିବେଶୀ କି ମିତ୍ରଙ୍କୁ ବିଶ୍ବାସ କରନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖ ରେ ମୁଖ ଖାେଲ ନାହିଁ।
ଦିତୀୟ ବିବରଣ 25:2
ଯଦି ଦୋଷୀଲୋକ ପ୍ରହାରିତ ହବୋର ଯୋଗ୍ଯ ହକ୍ସ୍ଟଏ, ତବେେ ବିଗ୍ଭରକର୍ତ୍ତା ତାହାକକ୍ସ୍ଟ ଶକ୍ସ୍ଟଣାଇବ, ପକ୍ସ୍ଟଣି ତାହାର ଦୋଷ ଅନକ୍ସ୍ଟସା ରେ ଗଣି ଗଣି ଆପଣା ସମ୍ମକ୍ସ୍ଟଖ ରେ ତାହାକକ୍ସ୍ଟ ପ୍ରହାର କରାଇବ।
ମାଥିଉଲିଖିତ ସୁସମାଚାର 20:19
ସମାନେେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତ ରେ ଦଇେ ଦବେେ। ସହେି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ା ରେ ପିଟିବେ ଏବଂ ଗୋଟିଏ କୃଶ ରେ ଚ଼ଢ଼ଇେ ତାହାଙ୍କୁ ମାରି ଦବେେ। କିନ୍ତୁ ମୃତ୍ଯୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।
ମାଥିଉଲିଖିତ ସୁସମାଚାର 24:9
ସେତବେେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ଯବହାର କରିବେ। ସମାନେେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ ପାଇଁ ଧରାଇ ଦବେେ। ସମାନେେ ତୁମ୍ଭମାନଙ୍କୁ ମାରି ଦବେେ। ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।
ମାଥିଉଲିଖିତ ସୁସମାଚାର 26:59
ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।