Matthew 12:10 ସଠାେରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସଠାେରେ ଥିବା କେତକେ ଯିହୂଦୀ ଯୀଶୁଙ୍କ ଉପରେ ଦୋଷରୋପ କରିବା ପାଇଁ ସୁଯୋଗ ଖାଜେୁଥିଲେ। ସମାନେେ ତାହାଙ୍କୁ ପଚାରିଲେ, ମାଶାଙ୍କେ ନିୟମ ଅନୁସାରେ ବିଶ୍ରାମଦିବସ ରେ କାହାରିକୁ ଭଲ କରିଦବୋ କ'ଣ ବିଧିସଙ୍ଗତ?
Matthew 12:10 in Other Translations
King James Version (KJV) And, behold, there was a man which had his hand withered. And they asked him, saying, Is it lawful to heal on the sabbath days? that they might accuse him.
American Standard Version (ASV) and behold, a man having a withered hand. And they asked him, saying, Is it lawful to heal on the sabbath day? that they might accuse him.
Bible in Basic English (BBE) And there was a man with a dead hand. And they put a question to him, saying, Is it right to make a man well on the Sabbath day? so that they might have something against him.
Darby English Bible (DBY) And behold, there was a man having his hand withered. And they asked him, saying, Is it lawful to heal on the sabbath? that they might accuse him.
World English Bible (WEB) And behold there was a man with a withered hand. They asked him, "Is it lawful to heal on the Sabbath day?" that they might accuse him.
Young's Literal Translation (YLT) and lo, there was a man having the hand withered, and they questioned him, saying, `Is it lawful to heal on the sabbaths?' that they might accuse him.
And,
καὶ
kai
kay
behold,
ἰδού,
idou
ee-THOO
a man
ἄνθρωπος
anthrōpos
AN-throh-pose
there was
ἦν
ēn
ane
τὴν
ho
oh
hand
χεῖρα
cheir
heer
which had
ἔχων
echō
A-hoh
withered.
ξηράν,
xēros
ksay-ROSE
And
καὶ
kai
kay
they asked
ἐπηρώτησαν
eperōtaō
ape-ay-roh-TA-oh
him,
αὐτὸν
autos
af-TOSE
saying,
λέγοντες
legō
LAY-goh
Εἰ
ei
ee
Is it lawful
ἔξεστιν
exesti
AYKS-ay-stee
the
τοῖς
ho
oh
on sabbath days?
σάββασιν
sabbaton
SAHV-va-tone
to heal
θεραπεύειν
therapeuō
thay-ra-PAVE-oh
that
ἵνα
hina
EE-na
they might accuse
κατηγορήσωσιν
katēgoreō
ka-tay-goh-RAY-oh
him.
αὐτοῦ
autos
af-TOSE
Read Full Chapter :
Matthew 12
Cross Reference
ଲୂକଲିଖିତ ସୁସମାଚାର 13:14
ଯୀଶୁ ବିଶ୍ରାମ ବାର ରେ ସ୍ତ୍ରୀ ଲୋକଟିକୁ ସୁସ୍ଥ କରିଦବୋରୁ ଯିହୂଦୀ ପ୍ରାର୍ଥନାଗୃହର ନେତା ରାଗିଗଲେ। ନେତା ଜଣକ ଲୋକମାନଙ୍କୁ କହିଲେ, ସପ୍ତାହ ରେ କାମ କରିବାକୁ ଛଅ ଦିନ ରହିଛି। ତେଣୁ ତୁମ୍ଭମାନେେ ସୁସ୍ଥ ହବୋ ପାଇଁ ସେ ଭିତରୁ କୌଣସି ଦିନ ଆସ। ବିଶ୍ରାମବାର ରେ କବେେ ହେଲେ ସୁସ୍ଥ ହବୋପାଇଁ ଆସନାହିଁ।
ଯୋହନଲିଖିତ ସୁସମାଚାର 9:16
କେତକେ ଫାରୂଶୀମାନେ କହିଲେ, ଏ ଲୋକ ବିଶ୍ରାମବାରର ନିୟମ ମାନୁ ନାହିଁ। ତେଣୁ ସେ ପରମେଶ୍ବରଙ୍କ ପାଖରୁ ଆସି ନାହିଁ।
ମାଥିଉଲିଖିତ ସୁସମାଚାର 12:2
ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, ଦେଖ, ତୁମ୍ଭର ଶିଷ୍ଯମାନେ ବିଶ୍ରାମଦିବସ ରେ ଏଭଳି ଯାହା କରୁଛନ୍ତି, ତାହା ମାଶାଙ୍କେ ବ୍ଯବସ୍ଥାର ବିରୋଧୀ।
ମାଥିଉଲିଖିତ ସୁସମାଚାର 22:17
ଏ ବିଷୟ ରେ ତୁମ୍ଭ ମତାମତ କ'ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦବୋ ଉଚ଼ିତ ହବେ, ନା ନାହିଁ?
ପ୍ରଥମ ରାଜାବଳୀ 13:4
ବୈଥଲେ ରେ ୟଜ୍ଞବଦେୀ ବିଷଯ ରେ ପରମେଶ୍ବରଙ୍କ ଲୋକ ମୁହଁରୁ ରାଜା ୟାରବଯାମ ଏହି ବାର୍ତ୍ତା ଶୁଣିଲେ। ସେ ସହେି ଲୋକକୁ ଧରିବା ପାଇଁ ହସ୍ତ ବିସ୍ତାର କଲେ। ସେ ଆଦେଶ ଦେଲେ, ତାକୁ ବନ୍ଦୀ କର! ମାତ୍ର ରାଜା ତାହା ବିରୁଦ୍ଧ ରେ ଯେଉଁ ବାହୁ ବିସ୍ତାର କରିଥିଲେ ତାହା ଆଉ ସଙ୍କୁଚିତ କରି ପାରିଲା ନାହିଁ। ତେଣୁ ତାଙ୍କର ବାହୁ ତତ୍କ୍ଷଣାତ୍ ପକ୍ଷଘାତ ହାଇଗେଲା।
ଯୋହନଲିଖିତ ସୁସମାଚାର 5:10
ତେଣୁ ଯିହୂଦୀମାନେ ସୁସ୍ଥ ହାଇେଥିବା ଲୋକକୁ କହିଲେ, ଆଜି ବିଶ୍ରାମବାର। ବିଶ୍ରାମବାର ରେ ତୁମ୍ଭେ ବିଛଣା ବୋହି ନଇେ ୟିବା ଆମ୍ଭର ନିୟମ ବିରୁଦ୍ଧ କାର୍ୟ୍ଯ।
ଯୋହନଲିଖିତ ସୁସମାଚାର 8:6
ଯିହୂଦୀୟମାନେ ଯୀଶୁଙ୍କୁ ହଇରାଣ କରିବା ପାଇଁ ଏଭଳି ପ୍ରଶ୍ନ ପଚାରୁଥିଲେ। ସମାନେେ ଯୀଶୁଙ୍କର ଭୁଲ ଧରିବାକୁ ଚାହୁଁଥିଲେ। ତାହାହେଲେ ସମାନେେ ତାହାଙ୍କ ବିରୁଦ୍ଧ ରେ ଅଭିଯୋଗ ଆଣିପାରିବେ। କିନ୍ତୁ ଯୀଶୁ ଆଣ୍ଠଇେ ଆଙ୍ଗୁଳି ସାହାୟ୍ଯ ରେ ଭୂମି ଉପରେ କିଛି ଲେଖିବା ରେ ଲାଗିଲେ।
ଲୂକଲିଖିତ ସୁସମାଚାର 11:54
କାରଣ ସମାନେେ ଯୀଶୁଙ୍କୁ କିଛି ଭୁଲ କଥା କୁହାଇ ଫାନ୍ଦ ରେ ପକଇବୋକୁ ବାଟ ଖାଜେୁଥିଲେ।
ଯିଖରିୟ 11:17
ଯେ ଅ ଯୋଗ୍ଯ ମଷେପାଳକ, ସେ ପଲକୁ ତ୍ଯାଗ କରେ। ତାକୁ ଧ୍କ୍! ଖଡ୍ଗ ତା'ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚଯ ଶୁଷ୍କ ହବେ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚଯ ଅନ୍ଧ ହାଇଯେିବ।
ଯିଶାଇୟ 32:6
କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦଯ ରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ୟ୍ଯ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦବେ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।
ଯୋହନଲିଖିତ ସୁସମାଚାର 5:3
ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପଗୁଡିକରେ ପଡିରହୁଥିଲେ। ସମାନଙ୍କେ ମଧ୍ଯରୁ କେତକେ ଅନ୍ଧ, େଛାଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।
ଯିଶାଇୟ 59:4
କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।
ଯିଶାଇୟ 59:13
ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।
ମାଥିଉଲିଖିତ ସୁସମାଚାର 19:3
କେତକେ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଜଣେ ପୁରୁଷ କୌଣସି କାରଣରୁ ତାର ସ୍ତ୍ରୀକୁ ଛାଡି ଦବୋ ନ୍ଯାୟସଙ୍ଗତ କି?
ଲୂକଲିଖିତ ସୁସମାଚାର 6:6
ଆଉ ଗୋଟିଏ ବିଶ୍ରାମବାର ରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସଠାେରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସଠାେରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହାଇେ ଯାଇଥିଲା।
ଲୂକଲିଖିତ ସୁସମାଚାର 14:3
ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଚାରିଲେ, ବାଶ୍ରାମବାର ରେ ଭଲ କରିଦବୋ ଠିକ୍ ନା ଭୁଲ?
ଲୂକଲିଖିତ ସୁସମାଚାର 20:22
ଆମ୍ଭକୁ କୁହ। କାଇସରଙ୍କୁ କର ଦବୋ ଆମ୍ଭ ପକ୍ଷେ ଠିକ୍ ହବେ କି ନାହିଁ?
ଲୂକଲିଖିତ ସୁସମାଚାର 23:2
ସମାନେେ ଯୀଶୁଙ୍କୁ ଦୋଷ ଦବୋକୁ ଲାଗିଲେ। ସମାନେେ ପୀଲାତଙ୍କୁ କହିଲେ, ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭମାନେେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦବୋ ଉଚିତ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।
ଲୂକଲିଖିତ ସୁସମାଚାର 23:14
ପୀଲାତ ସମାନଙ୍କେୁ କହିଲେ, ତୁମ୍ଭମାନେେ ଯୀଶୁଙ୍କୁ ମାେ ପାଖକୁ ଆଣିଛ। ତୁମ୍ଭମାମେେ କହୁଛ ଯେ ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। କିନ୍ତୁ ମୁଁ ତୁମ୍ଭମାନଙ୍କ ସମସ୍ତଙ୍କ ଉପସ୍ଥିତି ରେ ତାହାଙ୍କୁ ପ୍ରଶ୍ନ କରିଛି। ତାହାଙ୍କ ଠା ରେ ମୁଁ କୌଣସି ଭୁଲ ଦେଖିପାରିଲି ନାହିଁ। ତୁମ୍ଭମାନେେ ଯାହା କହୁଛ, ଯୀଶୁ ସେଥି ରେ ଦୋଷୀ ନୁହଁନ୍ତି।