Matthew 13:43 ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।
Matthew 13:43 in Other Translations
King James Version (KJV) Then shall the righteous shine forth as the sun in the kingdom of their Father. Who hath ears to hear, let him hear.
American Standard Version (ASV) Then shall the righteous shine forth as the sun in the kingdom of their Father. He that hath ears, let him hear.
Bible in Basic English (BBE) Then will the upright be shining as the sun in the kingdom of their Father. He who has ears, let him give ear.
Darby English Bible (DBY) Then the righteous shall shine forth as the sun in the kingdom of their Father. He that has ears, let him hear.
World English Bible (WEB) Then the righteous will shine forth like the sun in the Kingdom of their Father. He who has ears to hear, let him hear.
Young's Literal Translation (YLT) `Then shall the righteous shine forth as the sun in the reign of their Father. He who is having ears to hear -- let him hear.
Then
Τότε
tote
TOH-tay
the
οἱ
ho
oh
righteous
δίκαιοι
dikaios
THEE-kay-ose
shall shine forth
ἐκλάμψουσιν
eklampō
ake-LAHM-poh
as
ὡς
hōs
ose
the
ὁ
ho
oh
sun
ἥλιος
hēlios
AY-lee-ose
in
ἐν
en
ane
the
τῇ
ho
oh
kingdom
βασιλείᾳ
basileia
va-see-LEE-ah
τοῦ
ho
oh
of Father.
πατρὸς
patēr
pa-TARE
their
αὐτῶν
autos
af-TOSE
ὁ
ho
oh
Who hath
ἔχων
echō
A-hoh
ears
ὦτα
ous
oos
to hear,
ἀκούειν
akouō
ah-KOO-oh
let him hear.
ἀκουέτω
akouō
ah-KOO-oh
Read Full Chapter :
Matthew 13
Cross Reference
ଦାନିଏଲ 12:3
ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।
ଲୂକଲିଖିତ ସୁସମାଚାର 12:32
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।
ମାଥିଉଲିଖିତ ସୁସମାଚାର 25:34
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
ମାଥିଉଲିଖିତ ସୁସମାଚାର 11:15
ଯେଉଁମାନେ ମାେ କଥା ଶୁଣୁଛ, ଶୁଣ।
ମାଥିଉଲିଖିତ ସୁସମାଚାର 26:29
ମୁଁ ତୁମ୍ଭମାନଙ୍କୁ ଏକଥା କହି ରଖୁଛି: ମାରେ ପରମପିତାଙ୍କ ରାଜ୍ଯ ରେ ଆମ୍ଭେ ସମସ୍ତେ ଏକାଠି ନ ହବୋ ପର୍ୟ୍ଯନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହବୋ ପର୍ୟ୍ଯନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:41
ସୂର୍ୟ୍ଯର ଜ୍ଯୋତିଃ ଗୋଟିଏ ପ୍ରକାରର, ଚନ୍ଦ୍ରର ଜ୍ଯୋତିଃ ଅନ୍ୟ ପ୍ରକାରର ଓ ତାରାମାନଙ୍କର ଜ୍ଯୋତିଃ ଆହୁରି ଅନ୍ୟପ୍ରକାରର, ଗୋଟିଏ ତାରାର ଜ୍ଯୋତିଃ, ଅନ୍ୟ ତାରାମାନଙ୍କ ଠାରୁ ଅଲଗା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:3
ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।
ଲୂକଲିଖିତ ସୁସମାଚାର 22:29
ମାରେ ପରମପିତା ମାେତେ ଗୋଟିଏ ରାଜ୍ଯ ଦଇେଛନ୍ତି। ମାେ ସହିତ ତୁମ୍ଭମାନେେ ମଧ୍ଯ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।
ଯାକୁବଙ୍କ ପତ୍ 2:5
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:22
ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:58
ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।
ମାଥିଉଲିଖିତ ସୁସମାଚାର 25:36
ମାରେ କୌଣସି ଲୁଗାପଟା ନଥିଲା, ଏବଂ ତୁମ୍ଭେ ମାେତେ ପିନ୍ଧିବାକୁ ଦଇେଥିଲ। ମୁଁ ଅସୁସ୍ଥ ଥିଲି। ତୁମ୍ଭେ ମାରେ ଯତ୍ନ ନଇେଥିଲ। ମୁଁ କାରାଗାର ରେ ଥିଲି। ତୁମ୍ଭେ ମାେତେ ଦେଖିବାକୁ ଆସିଥିଲ।'