Matthew 14
1 ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।
2 ସେ ତାହାଙ୍କ ଚାକରମାନଙ୍କୁ କହିଲେ, ଏହି ବ୍ଯକ୍ତି ପ୍ରକୃତ ରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖ ରେ କାମ କରୁଛି ଓ ସେ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବାକୁ ସକ୍ଷମ ହେଉଛି।
3 ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।
4 େ ହରୋଦିଆ ଯୋହନଙ୍କୁ ବନ୍ଦୀ କରିବାର କାରଣ ହେଲା, ଯୋହନ ବାରମ୍ବାର େ ହରୋଦଙ୍କୁ କହୁଥିଲେ, ତୁମ୍ଭେ େ ହରୋଦିଆଙ୍କୁ ନିଜ ସ୍ତ୍ରୀ ଭାବରେ ରଖିବା ଠିକ୍ କାମ ନୁହେଁ।
5 ତେଣୁ େ ହରୋଦ ଯୋହନଙ୍କୁ ମାରିଦବୋକୁ ଚାହିଁଲେ। କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।
6 ହରେୋଦଙ୍କ ଜନ୍ମ ଦିନ ଅବସର ରେ େ ହରୋଦିଆଙ୍କ ଝିଅ, ହରେୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗ ରେ ନାଚିଲା। ଏଥି ରେ େ ହରୋଦ ବହୁତ ମୁଗ୍ଧ ହାଇଗେଲେ।
7 ତେଣୁ ସେ ଶପଥ ପୂର୍ବକ େ ହରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, ତୁମ୍ଭେ ଯାହା କିଛି ମାଗିବ, ତାହା ତୁମ୍ଭକୁ ଦିଆୟିବ।
8 େ ହରୋଦିଆଙ୍କ ପ୍ରରୋଚନା ରେ ଝିଅ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ଆଣି ଏହିଠା ରେ ଦିଅନ୍ତୁ।
9 ଏହା ଶୁଣି ହରେୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦବେେ। ତା' ଛଡା େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ଶପଥ ଶୁଣିଥିଲେ। ତେଣୁ ହରେୋଦ ଝିଅକୁ ଯାହା କିଛି ସେ ମାଗିଥିଲେ ତାହା ଦବୋପାଇଁ ଆଦେଶ ଦେଲେ।
10 ସେ କାରାଗାର ରେ ଯୋହନଙ୍କ ମୁଣ୍ଡକାଟ କରିବା ପାଇଁ ଲୋକ ପଠାଇଲେ।
11 ତାପରେ ଗୋଟିଏ ଥାଳି ରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦଇେ ଦିଆଗଲା। ଝିଅ କଟାମୁଣ୍ଡ ତା ମାଆ େ ହରୋଦିଆଙ୍କ ପାଖକୁ ନଇଗେଲା।
12 ଯୋହନଙ୍କ ଶିଷ୍ଯମାନେ ଆସି ଯୋହନଙ୍କ ମୃତ ଦହେ ନଇଯାେଇ ସମଧି ଦେଲେ। ତା'ପରେ ସମାନେେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।
13 ଯୀଶୁ ଯୋହନଙ୍କ ବିଷୟ ରେ ଘଟିଥିବା ସବୁକଥା ଶୁଣିସାରିବା ପରେ ସେ ସ୍ଥାନ ଛାଡି ଦେଲେ ଓ ଏକୁଟିଆ ଡଙ୍ଗା ରେ ବସି ଗୋଟିଏ ନିଛାଟିଆ ଜାଗାକୁ ଚାଲିଗଲେ। ଯୀଶୁ ଚାଲିଯାଇଥିବା ଖବର ଶୁଣି ଲୋକମାନେ ନିଜ ନଗରମାନ ଛାଡି ଯୀଶୁଙ୍କୁ ଅନୁସରଣ କଲେ। ଯୀଶୁ ଯେଉଁଠାକୁ ଯାଉଥିଲେ, ସମାନେେ ସ୍ଥଳ ପଥରେ ଚାଲି ଚାଲି ସଠାେରେ ଯାଇ ପହନ୍ଚିଲେ।
14 ଡଙ୍ଗାରୁ ବାହାରି ଆସିବା ବଳକେୁ ଯୀଶୁ ଦେଖିଲେ, ସଠାେରେ ବହୁତ ଲୋକ ଜମା ହାଇେଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ।
15 ସନ୍ଧ୍ଯା ବଳକେୁ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି କହିଲେ, ଏହା ଅତ୍ଯନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠଇେ ଦିଅ। ତା' ହେଲେ ସମାନେେ ଗାଁମାନଙ୍କୁ ଯାଇ ସମାନଙ୍କେ ପାଇଁ ଖାଦ୍ୟ କିଣି ପାରିବେ।
16 କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ସମାନଙ୍କେର ୟିବା ଦରକାର ନାହିଁ। ତୁମ୍ଭେ ସମାନଙ୍କେୁ କିଛି ଖାଇବାକୁ ଦିଅ।
17 ଶିଷ୍ଯମାନେ କହିଲେ, ଆମ୍ଭ ପାଖ ରେ ଏଠା ରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।
18 ଯୀଶୁ କହିଲେ, ସଗେୁଡିକୁ ମାେ ପାଖକୁ ଆଣ।
19 ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଘାସ ଉପରେ ବସିୟିବାପାଇଁ କହିଲେ. ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଚାହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ଯମାନଙ୍କ ହାତକୁ ଦେଲେ। ଶିଷ୍ଯମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।
20 ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତାଷେ ଲାଭ କଲେ। ଲୋକେ ଖାଇସାରିବା ପରେ ଶିଷ୍ଯମାନେ ବଳକା ଖାଦ୍ୟତକ ବାରଟି ଝୁଡି ରେ ଭର୍ତ୍ତି କଲେ।
21 ସଠାେରେ ପ୍ରାୟ କବଳେ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡା ସ୍ତ୍ରୀ ଲୋକ ଓ ପିଲାମାନେ ମଧ୍ଯ ଖାଇଥିଲେ।
22 ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ଡଙ୍ଗା ରେ ଚଢି ହ୍ରଦର ଅପର ପାଶର୍ବକୁ ୟିବାକୁ କହିଲେ। ଯୀଶୁ ନିଜେ ସଠାେକୁ ପରେ ଯିବେ ବୋଲି କହିଲେ।
23 ତା'ପରେ ଜମା ହାଇେଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ ଉପରକୁ ଗଲେ। ସନ୍ଧ୍ଯା ହାଇେ ସାରିଥିଲା, ଯୀଶୁ ସଠାେରେ ଏକୁଟିଆ ଥିଲେ।
24 ସେତବେେଳକେୁ ହ୍ରଦ ଭିତ ରେ ଡଙ୍ଗା ଅନକେ ଦୂରକୁ ଚାଲିଯାଇଥିଲା। ଢେଉ ରେ ଧକ୍କା ଖାଇ ଡଙ୍ଗଟି ଟଳମଳ ହେଉଥିଲା। ଖୁବ୍ ଜାରେ ରେ ପ୍ରତିକୂଳ ପବନ ବହୁଥିଲା।
25 ଯୀଶୁ ହ୍ରଦ ଉପରେ ଚାଲିକରି ରାତ୍ରିର ଚତୁର୍ଥ ପ୍ରହର ରେ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ।
26 ଶିଷ୍ଯମାନେ ତାହାଙ୍କୁ ହ୍ରଦ ଉପରେ ଚାଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସମାନେେ କୁହାକୁହି ହେଲେ, ଏତ ଗୋଟିଏ ଭୂତ। ସମାନେେ ଭୟ ରେ ଚିତ୍କାର କଲେ।
27 ସଙ୍ଗେ ସଙ୍ଗେ ଯୀଶୁ ସମାନଙ୍କେୁ କହିଲେ, ସାହାସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।
28 ପିତର କହିଲେ, ପ୍ରଭୁ, ଏହା ଯଦି ତୁମ୍ଭେ, ତବେେ ମାେତେ ପାଣି ଉପରେ ଚାଲି ତୁମ୍ଭ ନିକଟକୁ ୟିବାକୁ ଆଦେଶ ଦିଅ।
29 ଯୀଶୁ କହିଲେ, ଚାଲି ଆସ। ପିତର ଡଙ୍ଗାରୁ ବାହାରକୁ ଆସିଲେ। ସେ ପାଣି ଉପରେ ଚାଲି ଯୀଶୁଙ୍କ ଆଡକୁ ଗଲେ।
30 ପିତର ଯୀଶୁଙ୍କ ଆଡକୁ ପାଣି ଉପରେ ଚାଲିକରି ଯାଉଥିବା ସମୟରେ ଜୋର୍ ରେ ପବନ ବହୁଥିଲା। ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡି ୟିବାକୁ ଲାଗିଲେ। ସେ ପାଟି କରି ଡାକିଲେ, ପ୍ରଭୁ, ମାେତେ ରକ୍ଷା କର।
31 ଯୀଶୁ ସଙ୍ଗେ ସଙ୍ଗେ ତାହାଙ୍କ ପାଖ ରେ ପହଞ୍ଚି ତାହାଙ୍କୁ ଧରି ପକାଇଲେ। ସେ ପିତରଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଅଳ୍ପ। ତୁମ୍ଭେ କାହିଁକି ସନ୍ଦହେ କଲ?
32 ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିୟିବା ପରେ ପବନ ବନ୍ଦ ହାଇଗେଲା।
33 ଯେଉଁମାନେ ଡଙ୍ଗା ଉପରେ ଥିଲେ, ସମାନେେ ଯୀଶୁଙ୍କୁ ପ୍ରମାମ କଲେ ଓ କହିଲେ, ପ୍ରକୃତ ରେ ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।
34 ସମାନେେ ହ୍ରଦ ପାର ହାଇେ ଗିନ୍ନସରେତ୍ କୂଳ ରେ ପହନ୍ଚିଲେ।
35 ସଠାେକାର ଲୋକେ ଚିହ୍ନିପାରିଲେ ଓ ଆଖପାଖ ଅଞ୍ଚଳକୁ ଯୀଶୁଙ୍କ ଆସିବା ଖବର ପଠାଇଲେ। ଲୋକେ ରୋଗୀଙ୍କୁ ତାହାଙ୍କ ପାଖକୁ ଆଣିଲେ।
36 ଲୋକମାନେ ଯୀଶୁଙ୍କୁ ଅନୁ ରୋଧ କଲେ ଯେ, ରୋଗୀମାନେ ଯେପରି ସୁସ୍ଥ ହାଇଯୋଆନ୍ତି, ସେଥିପାଇଁ ସେ ସମାନଙ୍କେୁ ତାହାଙ୍କୁ ବସ୍ତ୍ରର ଧାରଟି କବଳେ ଛୁଇଁବାକୁ ଅନୁମତି ଦିଅନ୍ତୁ। ଯେଉଁ ରୋଗୀମାନେ ତାହା ଛୁଇଁଲେ, ସମାନେେ ସମସ୍ତେ ସୁସ୍ତ ହାଇଗେଲେ।
1 At that time Herod the tetrarch heard of the fame of Jesus,
2 And said unto his servants, This is John the Baptist; he is risen from the dead; and therefore mighty works do shew forth themselves in him.
3 For Herod had laid hold on John, and bound him, and put him in prison for Herodias’ sake, his brother Philip’s wife.
4 For John said unto him, It is not lawful for thee to have her.
5 And when he would have put him to death, he feared the multitude, because they counted him as a prophet.
6 But when Herod’s birthday was kept, the daughter of Herodias danced before them, and pleased Herod.
7 Whereupon he promised with an oath to give her whatsoever she would ask.
8 And she, being before instructed of her mother, said, Give me here John Baptist’s head in a charger.
9 And the king was sorry: nevertheless for the oath’s sake, and them which sat with him at meat, he commanded it to be given her.
10 And he sent, and beheaded John in the prison.
11 And his head was brought in a charger, and given to the damsel: and she brought it to her mother.
12 And his disciples came, and took up the body, and buried it, and went and told Jesus.
13 When Jesus heard of it, he departed thence by ship into a desert place apart: and when the people had heard thereof, they followed him on foot out of the cities.
14 And Jesus went forth, and saw a great multitude, and was moved with compassion toward them, and he healed their sick.
15 And when it was evening, his disciples came to him, saying, This is a desert place, and the time is now past; send the multitude away, that they may go into the villages, and buy themselves victuals.
16 But Jesus said unto them, They need not depart; give ye them to eat.
17 And they say unto him, We have here but five loaves, and two fishes.
18 He said, Bring them hither to me.
19 And he commanded the multitude to sit down on the grass, and took the five loaves, and the two fishes, and looking up to heaven, he blessed, and brake, and gave the loaves to his disciples, and the disciples to the multitude.
20 And they did all eat, and were filled: and they took up of the fragments that remained twelve baskets full.
21 And they that had eaten were about five thousand men, beside women and children.
22 And straightway Jesus constrained his disciples to get into a ship, and to go before him unto the other side, while he sent the multitudes away.
23 And when he had sent the multitudes away, he went up into a mountain apart to pray: and when the evening was come, he was there alone.
24 But the ship was now in the midst of the sea, tossed with waves: for the wind was contrary.
25 And in the fourth watch of the night Jesus went unto them, walking on the sea.
26 And when the disciples saw him walking on the sea, they were troubled, saying, It is a spirit; and they cried out for fear.
27 But straightway Jesus spake unto them, saying, Be of good cheer; it is I; be not afraid.
28 And Peter answered him and said, Lord, if it be thou, bid me come unto thee on the water.
29 And he said, Come. And when Peter was come down out of the ship, he walked on the water, to go to Jesus.
30 But when he saw the wind boisterous, he was afraid; and beginning to sink, he cried, saying, Lord, save me.
31 And immediately Jesus stretched forth his hand, and caught him, and said unto him, O thou of little faith, wherefore didst thou doubt?
32 And when they were come into the ship, the wind ceased.
33 Then they that were in the ship came and worshipped him, saying, Of a truth thou art the Son of God.
34 And when they were gone over, they came into the land of Gennesaret.
35 And when the men of that place had knowledge of him, they sent out into all that country round about, and brought unto him all that were diseased;
36 And besought him that they might only touch the hem of his garment: and as many as touched were made perfectly whole.
1 Moreover, when ye shall divide by lot the land for inheritance, ye shall offer an oblation unto the Lord, an holy portion of the land: the length shall be the length of five and twenty thousand reeds, and the breadth shall be ten thousand. This shall be holy in all the borders thereof round about.
2 Of this there shall be for the sanctuary five hundred in length, with five hundred in breadth, square round about; and fifty cubits round about for the suburbs thereof.
3 And of this measure shalt thou measure the length of five and twenty thousand, and the breadth of ten thousand: and in it shall be the sanctuary and the most holy place.
4 The holy portion of the land shall be for the priests the ministers of the sanctuary, which shall come near to minister unto the Lord: and it shall be a place for their houses, and an holy place for the sanctuary.
5 And the five and twenty thousand of length, and the ten thousand of breadth, shall also the Levites, the ministers of the house, have for themselves, for a possession for twenty chambers.
6 And ye shall appoint the possession of the city five thousand broad, and five and twenty thousand long, over against the oblation of the holy portion: it shall be for the whole house of Israel.
7 And a portion shall be for the prince on the one side and on the other side of the oblation of the holy portion, and of the possession of the city, before the oblation of the holy portion, and before the possession of the city, from the west side westward, and from the east side eastward: and the length shall be over against one of the portions, from the west border unto the east border.
8 In the land shall be his possession in Israel: and my princes shall no more oppress my people; and the rest of the land shall they give to the house of Israel according to their tribes.
9 Thus saith the Lord God; Let it suffice you, O princes of Israel: remove violence and spoil, and execute judgment and justice, take away your exactions from my people, saith the Lord God.
10 Ye shall have just balances, and a just ephah, and a just bath.
11 The ephah and the bath shall be of one measure, that the bath may contain the tenth part of an homer, and the ephah the tenth part of an homer: the measure thereof shall be after the homer.
12 And the shekel shall be twenty gerahs: twenty shekels, five and twenty shekels, fifteen shekels, shall be your maneh.
13 This is the oblation that ye shall offer; the sixth part of an ephah of an homer of wheat, and ye shall give the sixth part of an ephah of an homer of barley:
14 Concerning the ordinance of oil, the bath of oil, ye shall offer the tenth part of a bath out of the cor, which is an homer of ten baths; for ten baths are an homer:
15 And one lamb out of the flock, out of two hundred, out of the fat pastures of Israel; for a meat offering, and for a burnt offering, and for peace offerings, to make reconciliation for them, saith the Lord God.
16 All the people of the land shall give this oblation for the prince in Israel.
17 And it shall be the prince’s part to give burnt offerings, and meat offerings, and drink offerings, in the feasts, and in the new moons, and in the sabbaths, in all solemnities of the house of Israel: he shall prepare the sin offering, and the meat offering, and the burnt offering, and the peace offerings, to make reconciliation for the house of Israel.
18 Thus saith the Lord God; In the first month, in the first day of the month, thou shalt take a young bullock without blemish, and cleanse the sanctuary:
19 And the priest shall take of the blood of the sin offering, and put it upon the posts of the house, and upon the four corners of the settle of the altar, and upon the posts of the gate of the inner court.
20 And so thou shalt do the seventh day of the month for every one that erreth, and for him that is simple: so shall ye reconcile the house.
21 In the first month, in the fourteenth day of the month, ye shall have the passover, a feast of seven days; unleavened bread shall be eaten.
22 And upon that day shall the prince prepare for himself and for all the people of the land a bullock for a sin offering.
23 And seven days of the feast he shall prepare a burnt offering to the Lord, seven bullocks and seven rams without blemish daily the seven days; and a kid of the goats daily for a sin offering.
24 And he shall prepare a meat offering of an ephah for a bullock, and an ephah for a ram, and an hin of oil for an ephah.
25 In the seventh month, in the fifteenth day of the month, shall he do the like in the feast of the seven days, according to the sin offering, according to the burnt offering, and according to the meat offering, and according to the oil.