Matthew 15:19 କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।
Matthew 15:19 in Other Translations
King James Version (KJV) For out of the heart proceed evil thoughts, murders, adulteries, fornications, thefts, false witness, blasphemies:
American Standard Version (ASV) For out of the heart come forth evil thoughts, murders, adulteries, fornications, thefts, false witness, railings:
Bible in Basic English (BBE) For out of the heart come evil thoughts, the taking of life, broken faith between the married, unclean desires of the flesh, taking of property, false witness, bitter words:
Darby English Bible (DBY) For out of the heart come forth evil thoughts, murders, adulteries, fornications, thefts, false witnessings, blasphemies;
World English Bible (WEB) For out of the heart come forth evil thoughts, murders, adulteries, sexual sins, thefts, false testimony, and blasphemies.
Young's Literal Translation (YLT) for out of the heart come forth evil thoughts, murders, adulteries, whoredoms, thefts, false witnessings, evil speakings:
out
ἐκ
ek
ake
For
γὰρ
gar
gahr
the
τῆς
ho
oh
of heart
καρδίας
kardia
kahr-THEE-ah
proceed
ἐξέρχονται
exerchomai
ayks-ARE-hoh-may
thoughts,
διαλογισμοὶ
dialogismos
thee-ah-loh-gee-SMOSE
evil
πονηροί
ponēros
poh-nay-ROSE
murders,
φόνοι
phonos
FOH-nose
adulteries,
μοιχεῖαι
moicheia
moo-HEE-ah
fornications,
πορνεῖαι
porneia
pore-NEE-ah
thefts,
κλοπαί
klopē
kloh-PAY
false witness,
ψευδομαρτυρίαι
pseudomartyria
psave-thoh-mahr-tyoo-REE-ah
blasphemies:
βλασφημίαι
blasphēmia
vla-sfay-MEE-ah
Read Full Chapter :
Matthew 15
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:19
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,
ଯାକୁବଙ୍କ ପତ୍ 1:13
ଯେତବେେଳେ ଜଣେ ବ୍ଯକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ ନୁହେଁ ଯେ, ପରମେଶ୍ବର ମାେତେ ପରୀକ୍ଷା କରୁଛନ୍ତି। କାରଣ ମନ୍ଦତା ପରମେଶ୍ବରଙ୍କୁ ପରୀକ୍ଷା କରିପା ରେ ନାହିଁ। ଏବଂ ପରମେଶ୍ବର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:22
ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହାଇେ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ବର ତୁମ୍ଭର ହୃଦୟ ରେ ଥିବା ପାପ ଚ଼ିନ୍ତାକୁ କ୍ଷମା କରିପାରନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10
ଶାସ୍ତ୍ର ରେ ଏହିପରି ଲଖାେ ଅଛି,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:2
ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ।
ଯିରିମିୟ 17:9
ଯାହାର ଅନ୍ତଃକରଣ ସବୁଠାରୁ କପଟମଯ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କହେି ଜାଣିପାରିବେ ନାହିଁ।
ଗୀତସଂହିତା 119:113
ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ଯିଶାଇୟ 55:7
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ଯିଶାଇୟ 59:7
ସମାନଙ୍କେର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସମାନେେ ନିର୍ଦ୍ ଦୋଷ ରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସମାନଙ୍କେର ଚିନ୍ତାସବୁ ଅଧର୍ମର ଚିନ୍ତା। ସମାନଙ୍କେ ପଥରେ ଧ୍ବଂସ ଓ ବିନାଶ ଥାଏ।
ମାଥିଉଲିଖିତ ସୁସମାଚାର 9:4
ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?
ମାର୍କଲିଖିତ ସୁସମାଚାର 7:21
ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:18
ମୁଁ ଏହା ଜାଣେ ଯେ ମାେ ଭିତ ରେ କିଛି ଭଲ ନାହିଁ। ମାେ କହିବା ଅର୍ଥ ଯେ, ମାରେଶରୀର ରେ କୌଣସି ଭଲ ବିଷୟ ନାହିଁ।
ଯିରିମିୟ 4:14
ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।
ଆଦି ପୁସ୍ତକ 6:5
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।
ଆଦି ପୁସ୍ତକ 8:21
ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।
ହିତୋପଦେଶ 4:23
ତୁମ୍ଭର ହୃଦଯକୁ ଅତି ଯତ୍ନର ସହ ପରିଚାଳିତ କର। ଯେ ହତେୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।
ହିତୋପଦେଶ 6:14
ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
ହିତୋପଦେଶ 22:15
ପିଲାର ମନ ରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
ହିତୋପଦେଶ 24:9
ନିର୍ବୋଧ ଲୋକମାନେ ଯାହାସବୁ ଯୋଜନା କରନ୍ତି, ତାହା ପାପ। ଲୋକମାନେ ସହେି ଲୋକକୁ ଘୃଣା କରନ୍ତି ୟିଏ ଅନ୍ୟମାନଙ୍କଠାରୁ ନିଜକୁ ଉତ୍ତମ ବୋଲି ବିବଚେନା କରେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:7
ଏହା କାହିଁକି ସତ୍ଯ? କାରଣ ଯଦି ଜଣେ ଲୋକର ବିଚାର ତାହାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ସେ ଲୋକ ପରମେଶ୍ବରଙ୍କର ବିରୋଧୀ। ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବାକୁ ମନା କରେ।ପ୍ରକୃତ ରେ ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବା ପାଇଁ ଅସମର୍ଥ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:1
ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।