Bible

Matthew 15 - BBE (Oriya)

1 Then there came to Jesus from Jerusalem Pharisees and scribes, saying,କେତକେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯୀରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,

2 Why do your disciples go against the teaching of the fathers? for they take food with unwashed hands.ତୁମ୍ଭ ଶିଷ୍ଯମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡିକୁ କାହିଁକି ମାନୁ ନାହାଁନ୍ତି? ତୁମ୍ଭ ଶିଷ୍ଯମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାଁନ୍ତି।

3 And in answer he said to them, Why do you, yourselves, go against the word of God on account of the teaching which has been handed down to you?ଯୀଶୁ କହିଲେ, ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ବରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛି?

4 For God said, Give honour to your father and mother: and, He who says evil of father or mother will be put to death.ପରମେଶ୍ବର କହିଛନ୍ତି: 'ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, କିନ୍ତୁ ଯେଉଁଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାୟିବା ଉଚିତ।'

5 But you say, If a man says to his father or his mother, That by which you might have had profit from me is given to God;କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳ ରେ ଜଣେ ଲୋକ ତାର ପିତାମାତାଙ୍କୁ କହି ପାରିବ, 'ମୁଁ ତୁମ୍ଭକୁ ସାହାୟ୍ଯ କରି ପାରିବିନାହିଁ। କାରଣ ମାରଯାେରା ସବୁ ଅଛି ସଗେୁଡିକୁ ମୁଁ ପରମେଶ୍ବହଙ୍କୁ ଉତ୍ସର୍ଗ କରିବି।'

6 There is no need for him to give honour to his father. And you have made the word of God without effect because of your teaching.ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା ପିତାମାତାଙ୍କୁ ସମ୍ମାନ ନ ଦବୋ ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡିକୁ ସମ୍ମାନ ଦଇେଛି ଓ ପରମେଶ୍ବରଙ୍କ ଆଦେଶକୁ ଅବମାନନା କରୁଛ।

7 You false ones, well did Isaiah say of you,ତୁମ୍ଭେ ସବୁ କପଟୀ। ୟିଶାଇୟ ତୁମ୍ଭମାନଙ୍କ ବିଷୟ ରେ ଠିକ୍ ଭାବରେ ଏହି ଭବିଷ୍ଯଦ୍ବାଣୀ କହିଥିଲେ।

8 These people give me honour with their lips, but their heart is far from me.ଏମାନେ କବଳେ ମୁହଁ ରେ ମାରେ ଆଦର କରନ୍ତି। କିନ୍ତୁ ସମାନଙ୍କେ ମନକଥା ମାଠାରୁେ ବହୁତ ଦୂର ରେ ରହିଥାଏ।

9 But their worship is to no purpose, while they give as their teaching the rules of men.ସମାନେେ ମାେତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ଯହୀନ। ସମାନେେ ଯେଉଁ ସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କବଳେ ମଣିଷ ତିଆରି ବିଧିବିଧାନ।' ୟିଶାଇୟ 29:13

10 And he got the people together and said to them, Give ear, and let my words be clear to you:ଯୀଶୁ ସମବତେ ହାଇେଥିବା ଲୋକମାନଙ୍କୁ ଡାକିଲେ। ସେ ସମାନଙ୍କେୁ କହିଲେ, ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ।

11 Not that which goes into the mouth makes a man unclean, but that which comes out of the mouth.ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ୟୋଗୁ ଅପବିତ୍ର ହାଇଯୋଏ ନାହିଁ ବରଂ ତାର ମୁହଁରୁ ବାହାରୁଥିବା ବିଷୟ ୟୋଗୁ ସେ ଅପବିତ୍ର ହାଇେଥାଏ।

12 Then the disciples came and said to him, Did you see that the Pharisees were troubled when these words came to their ears?ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, ଏସବୁ କରିବା ଫଳ ରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?

13 But he said in answer, Every plant which my Father in heaven has not put in the earth, will be taken up by the roots.ଯୀଶୁ କହିଲେ, ଯେଉଁ ଚାରା ମାରେ ସ୍ବର୍ଗୀୟ ପିତା ନିଜେ ଲଗଇେ ନାହାଁନ୍ତି, ସଗେୁଡିକୁ ସମୂଳେ ଉପାଡି ଦିଆୟିବ।

14 Let them be: they are blind guides. And if a blind man is guiding a blind man, the two will go falling into a hole together.ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।

15 Then Peter said to him, Make the story clear to us.ଏକଥା ଶୁଣି ପିତର କହିଲେ, ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝା

16 And he said, Are you, like them, still without wisdom?ଯୀଶୁ କହିଲେ, ଏବେ ବି କ'2ଣ ତୁମ୍ଭ ବୁଝିବା ରେ ଅସୁବିଧା ଅଛି?

17 Do you not see that whatever goes into the mouth goes on into the stomach, and is sent out as waste?ତୁମ୍ଭେ କ'ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପଟେ ଭିତରକୁ ଯାଏ ଓ ପରିଶଷେ ରେ ଦହରେୁ ବାହାରିଯାଏ।

18 But the things which come out of the mouth come from the heart; and they make a man unclean.କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟି ରେ କ ହେ, ତାହା ପ୍ରକୃତ ରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।

19 For out of the heart come evil thoughts, the taking of life, broken faith between the married, unclean desires of the flesh, taking of property, false witness, bitter words:କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।

20 These are the things which make a man unclean; but to take food with unwashed hands does not make a man unclean.ଏଗୁଡିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବ ଘଟଣା ମଣିଷକୁ ଅପବିତ୍ର କରି ପା ରେ ନାହିଁ।

21 And Jesus went away from there into the country of Tyre and Sidon.ଯୀଶୁ ସେ ସ୍ଥାନଛାଡି ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।

22 And a woman of Canaan came out from those parts, crying and saying, Have pity on me, O Lord, Son of David; my daughter is greatly troubled with an unclean spirit.ସହେି ଅଞ୍ଚଳର ଜମେ କିଣାନୀଯା ସ୍ତ୍ରୀ ଆସି ବଡପାଟି କରି କହିଲା, ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମାେ ପ୍ରତି ଦୟା କରନ୍ତୁ। ମାେ ଝିଅ ଦହେ ରେ ଗୋଟିଏ ଭୂତ ପଶି ରହିଛି। ମାେ ଝିଅ ଭାରି କଷ୍ଟ ପାଉଛି।

23 But he gave her no answer. And his disciples came and said to him, Send her away, for she is crying after us.ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, ସେ ଆମ୍ଭ ପେଛ ପେଛ ପାଟି କରି ଆସୁଛି। ତାକୁ ଚାଲି ୟିବାକୁ କହି ଦିଅନ୍ତୁ।

24 But he made answer and said, I was sent only to the wandering sheep of the house of Israel.ଯୀଶୁ କହିଲେ, ପରମେଶ୍ବର ମାେତେ କବଳେ ଇଶ୍ରାୟେଲର ହଜିଯାଇଥିବା ଲୋକ(ଯିହୂଦୀ)ମାନଙ୍କ ପାଇଁ ପଠାଇଛନ୍ତି।

25 But she came and gave him worship, saying, Help, Lord.ତା'ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, ହେ ପ୍ରଭୁ! ମାେତେ ସାହାୟ୍ଯ କରନ୍ତୁ।

26 And he made answer and said, It is not right to take the children's bread and give it to the dogs.ଯୀଶୁ କହିଲେ, ପିଲାମାନଙ୍କ ଖାଦ୍ଯନଇେ କୁକୁରଗୁଡିକୁ ଦଇଦେବୋ ଠିକ୍ କାମ ହବେନାହିଁ।

27 But she said, Yes, Lord: but even the dogs take the bits from under their masters' table.ସହେି ସ୍ତ୍ରୀ କହିଲା, ହଁ ପ୍ରଭୁ, ଏହା ଠିକ୍ କଥା। କିନ୍ତୁ ସମାନଙ୍କେ ମାଲିକମାନଙ୍କର ଖାଇବା ଟବେୁଲ ଉପରୁ ଖସି ପଡୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡୁକ ଖାଇଥାନ୍ତି।

28 Then Jesus, answering, said to her, O woman, great is your faith: let your desire be done. And her daughter was made well from that hour.ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।

29 And Jesus went from there and came to the sea of Galilee; and he went up into the mountain, and took his seat there.ତାପରେ ଯୀଶୁ ସେ ସ୍ଥାନ ଛାଡି ଚାଲିଗଲେ ଓ ଗାଲୀଲୀ ହ୍ରଦ କୂଳ ରେ ଯାଇ ପହନ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସଠାେରେ ବସିଲେ।

30 And there came to him great numbers of people having with them those who were broken in body, or blind, or without voice, or wounded, or ill in any way, and a number of others; they put them down at his feet and he made them well:ଅନକେ ସଂଖ୍ଯା ରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଅନକେ ଅନ୍ଧ, ମୂକ ବଧିର, େଛାଟା ଅପାଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

31 So that the people were full of wonder when they saw that those who had no voice were talking, the feeble were made strong, those whose bodies were broken had the power of walking, and the blind were able to see: and they gave glory to the God of Israel.ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁନଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହାଇେଛନ୍ତି; େଛାଟାମାନେ ଚାଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସମାନେେ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଗାନ କଲେ।

32 And Jesus got his disciples together and said, I have pity for the people, because they have now been with me three days and have no food: and I will not send them away without food, or they will have no strength for the journey.ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ ଡାକି କହିଲେ, ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସମାନେେ ସୋ ସାଙ୍ଗ ରେ ତିନି ଦିନ ହେଲା ରହିଲଣେି। କିନ୍ତୁ ଏବେ ସମାନଙ୍କେର ଖାଇବାକୁ କିଛି ନାହିଁ। ସମାନେେ ଏଠାରୁ ଭୋକିଲା ଚାଲିୟିବାଟା ମୁଁ ଆଦୌ ଚାହୁଁନି। ସେସାନେ ଘରକୁ ଗଲା ବେଳେ ମୂର୍ଚ୍ଛା ହାଇେ ଯାଇ ପାରନ୍ତି।

33 And the disciples say to him, How may we get enough bread in a waste place, to give food to such a number of people?ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନ ରେ କେଉଁଠାରୁ ପାଇବା? ଆମ୍ଭେ ନଗର ଠାରୁ ବହୁତ ଦୂର ରେ ଅଛୁ।

34 And Jesus says to them, How much bread have you? And they said, Seven cakes, and some small fishes.ଯୀଶୁ ପଚାରିଲେ, ତୁମ୍ଭ ପାଖ ରେ କେତେ ଖଣ୍ଡ ରୋଟୀ ଅଛି?

35 Then he gave an order to the people to be seated on the earth,ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ:

36 And he took the seven cakes of bread and the fishes; and having given praise, he gave the broken bread to the disciples, and the disciples gave it to the people.ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ବରଙ୍କୁ ଖାଦ୍ୟ ପାଇଁ ଧନ୍ଯବାଦ ଦେଲେ। ଯୀଶୁ ସଗେୁଡିକୁ େଛାଟ େଛାଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ଯମାନଙ୍କୁ ଦେଲେ। ଶିଷ୍ଯମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ।

37 And they all took food, and had enough; and they took up of the broken bits, seven baskets full.ସମସ୍ତେ ଖାଇଲେ ଓ ସନ୍ତଷେ ଲାଭ କଲେ। ତା'ପରେ ଶିଷ୍ଯମାନେ ବଳକା ଖାଦ୍ୟକୁ ସାତଟି ଟୋକଇେ ରେ ଭର୍ତ୍ତି କଲେ।

38 And there were four thousand men who took food, together with women and children.ସଠାେରେ ପ୍ରାୟ ଚ଼ାରି ହାଜାର ପୁରୁଷ ଖାଇଥିଲେ। ସମାନଙ୍କେ ଛଡା ସ୍ତ୍ରୀ ଓ ପିଲାମାନେ ମଧ୍ଯ ଖାଇଥିଲେ।

39 And when he had sent the people away, he got into the boat, and came into the country of Magadan.ସମାନେେ ଖାଇ ସାରିବା ପରେ ଯୀଶୁ ସମାନଙ୍କେୁ ଘରକୁ ଫରେିୟିବା ପାଇଁ କହିଲେ। ସମାନଙ୍କେୁ ବିଦାୟ କରିସାରି ଯୀଶୁ ଡ଼ଙ୍ଗା ରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ।

Oriya Bible