Matthew 2
1 ହରେୋଦ ଙ୍କ ରାଜତ୍ବକାଳ ରେ ୟିହୂଦା ରାଜ୍ଯର ବେଥ୍ଲହେିମ ନଗର ରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହବୋ ପରେ ପୂର୍ବ ଦେଶର କେତକେ ପଣ୍ଡିତ ୟିରୁଶାଲମକୁ ଆସିଲେ.
2 ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।
3 ରାଜା ହରେୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ। ସେଥିପାଇଁ ସେ ଉଦ୍ ବିଗ୍ନ ହେଲେ। ୟିରୂଶାଲମର ସବୁ ଲୋକେ ମଧ୍ଯ ଚିନ୍ତିତ ହାଇେ ପଡିଲେ।
4 େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?
5 ସମାନେେ କହିଲେ, ୟିହୂଦା ପ୍ରଦେଶର ବେଥ୍ଲହେିମ ନଗର ରେ। ଭବିଷ୍ଯଦ୍ବକ୍ତା ଶାସ୍ତ୍ର ରେ ଏସଂପର୍କ ରେ ଲେଖିଛନ୍ତି.
6 ' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2
7 ତା'ପରେ େ ହରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସମାନେେ କେତବେେଳେ ପ୍ରଥମେ ସହେି ତାରା ଦେଖିଥିଲେ, ତାହାର ସଠିକ୍ ସମୟ େ ହରୋଦ ପଣ୍ଡିତମାନଙ୍କଠାରୁ ବୁଝି ନେଲେ।
8 େ ହରୋଦ ସମାନଙ୍କେୁ ବେଥ୍ଲହେିମ ପଠାଇଲେ ଓ କହିଲେ, ତୁମ୍ଭମାନେେ ବେଥ୍ଲହେିମ ଯାଇ ଶିଶୁଟି ବିଷୟ ରେ ଯତ୍ନ ଭାବରେ ଖାଜେ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତବେେ ମାେତେ ଜଣାଅ। ତା'ପରେ ମୁଁ ମଧ୍ଯ ଯାଇ ତାହାଙ୍କୁ ପ୍ରଣାମ କରିବି।
9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସମାନେେ ଆଗରୁ ପୂର୍ବ ଦେଶ ରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସହେି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠା ରେ ପିଲାଟି ଥିଲା, ସହେି ସ୍ଥାନ ଉପରେ ସ୍ଥିର ହାଇେ ରହିଗଲା।
10 ତାରା ଦେଖି ପଣ୍ଡିତମାନେ ବହୁତ ଖୁସି ହେଲ. ସମାନେେ ଆନନ୍ଦ ରେ ପରିପୂର୍ଣ ହେଲ।
11 ସମାନେେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖ ରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସମାନେେ ଶିଶୁ ପାଇଁ ଆଣିଥିବା ଉପହାର ପଡେିଟି ଖାଲିେଲେ। ସମାନେେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
12 କିନ୍ତୁ ପରମେଶ୍ବର ସମାନଙ୍କେୁ େ ହରୋଦଙ୍କ ପାଖକୁ ଫରେି ନ ୟିବାକୁ ସ୍ବପ୍ନ ରେ ସାବଧାନ କରାଇ ଦେଲେ। ତେଣୁ ସମାନେେ ଅନ୍ୟ ଏକ ପଥ ଦଇେ ନିଜ ଦେଶକୁ ଫରେିଗଲେ।
1 Now when Jesus was born in Bethlehem of Judaea in the days of Herod the king, behold, there came wise men from the east to Jerusalem,
2 Saying, Where is he that is born King of the Jews? for we have seen his star in the east, and are come to worship him.
3 When Herod the king had heard these things, he was troubled, and all Jerusalem with him.
4 And when he had gathered all the chief priests and scribes of the people together, he demanded of them where Christ should be born.
5 And they said unto him, In Bethlehem of Judaea: for thus it is written by the prophet,
6 And thou Bethlehem, in the land of Juda, art not the least among the princes of Juda: for out of thee shall come a Governor, that shall rule my people Israel.
7 Then Herod, when he had privily called the wise men, inquired of them diligently what time the star appeared.
8 And he sent them to Bethlehem, and said, Go and search diligently for the young child; and when ye have found him, bring me word again, that I may come and worship him also.
9 When they had heard the king, they departed; and, lo, the star, which they saw in the east, went before them, till it came and stood over where the young child was.
10 When they saw the star, they rejoiced with exceeding great joy.
11 And when they were come into the house, they saw the young child with Mary his mother, and fell down, and worshipped him: and when they had opened their treasures, they presented unto him gifts; gold, and frankincense, and myrrh.
12 And being warned of God in a dream that they should not return to Herod, they departed into their own country another way.
Matthew 2 in Tamil and English
1 ହରେୋଦ ଙ୍କ ରାଜତ୍ବକାଳ ରେ ୟିହୂଦା ରାଜ୍ଯର ବେଥ୍ଲହେିମ ନଗର ରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହବୋ ପରେ ପୂର୍ବ ଦେଶର କେତକେ ପଣ୍ଡିତ ୟିରୁଶାଲମକୁ ଆସିଲେ.
Now when Jesus was born in Bethlehem of Judaea in the days of Herod the king, behold, there came wise men from the east to Jerusalem,
2 ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।
Saying, Where is he that is born King of the Jews? for we have seen his star in the east, and are come to worship him.
3 ରାଜା ହରେୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ। ସେଥିପାଇଁ ସେ ଉଦ୍ ବିଗ୍ନ ହେଲେ। ୟିରୂଶାଲମର ସବୁ ଲୋକେ ମଧ୍ଯ ଚିନ୍ତିତ ହାଇେ ପଡିଲେ।
When Herod the king had heard these things, he was troubled, and all Jerusalem with him.
4 େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?
And when he had gathered all the chief priests and scribes of the people together, he demanded of them where Christ should be born.
5 ସମାନେେ କହିଲେ, ୟିହୂଦା ପ୍ରଦେଶର ବେଥ୍ଲହେିମ ନଗର ରେ। ଭବିଷ୍ଯଦ୍ବକ୍ତା ଶାସ୍ତ୍ର ରେ ଏସଂପର୍କ ରେ ଲେଖିଛନ୍ତି.
And they said unto him, In Bethlehem of Judaea: for thus it is written by the prophet,
6 ' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2
And thou Bethlehem, in the land of Juda, art not the least among the princes of Juda: for out of thee shall come a Governor, that shall rule my people Israel.
7 ତା'ପରେ େ ହରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସମାନେେ କେତବେେଳେ ପ୍ରଥମେ ସହେି ତାରା ଦେଖିଥିଲେ, ତାହାର ସଠିକ୍ ସମୟ େ ହରୋଦ ପଣ୍ଡିତମାନଙ୍କଠାରୁ ବୁଝି ନେଲେ।
Then Herod, when he had privily called the wise men, inquired of them diligently what time the star appeared.
8 େ ହରୋଦ ସମାନଙ୍କେୁ ବେଥ୍ଲହେିମ ପଠାଇଲେ ଓ କହିଲେ, ତୁମ୍ଭମାନେେ ବେଥ୍ଲହେିମ ଯାଇ ଶିଶୁଟି ବିଷୟ ରେ ଯତ୍ନ ଭାବରେ ଖାଜେ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତବେେ ମାେତେ ଜଣାଅ। ତା'ପରେ ମୁଁ ମଧ୍ଯ ଯାଇ ତାହାଙ୍କୁ ପ୍ରଣାମ କରିବି।
And he sent them to Bethlehem, and said, Go and search diligently for the young child; and when ye have found him, bring me word again, that I may come and worship him also.
9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସମାନେେ ଆଗରୁ ପୂର୍ବ ଦେଶ ରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସହେି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠା ରେ ପିଲାଟି ଥିଲା, ସହେି ସ୍ଥାନ ଉପରେ ସ୍ଥିର ହାଇେ ରହିଗଲା।
When they had heard the king, they departed; and, lo, the star, which they saw in the east, went before them, till it came and stood over where the young child was.
10 ତାରା ଦେଖି ପଣ୍ଡିତମାନେ ବହୁତ ଖୁସି ହେଲ. ସମାନେେ ଆନନ୍ଦ ରେ ପରିପୂର୍ଣ ହେଲ।
When they saw the star, they rejoiced with exceeding great joy.
11 ସମାନେେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖ ରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସମାନେେ ଶିଶୁ ପାଇଁ ଆଣିଥିବା ଉପହାର ପଡେିଟି ଖାଲିେଲେ। ସମାନେେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
And when they were come into the house, they saw the young child with Mary his mother, and fell down, and worshipped him: and when they had opened their treasures, they presented unto him gifts; gold, and frankincense, and myrrh.
12 କିନ୍ତୁ ପରମେଶ୍ବର ସମାନଙ୍କେୁ େ ହରୋଦଙ୍କ ପାଖକୁ ଫରେି ନ ୟିବାକୁ ସ୍ବପ୍ନ ରେ ସାବଧାନ କରାଇ ଦେଲେ। ତେଣୁ ସମାନେେ ଅନ୍ୟ ଏକ ପଥ ଦଇେ ନିଜ ଦେଶକୁ ଫରେିଗଲେ।
And being warned of God in a dream that they should not return to Herod, they departed into their own country another way.