Matthew 20:2 ସେ ଶ୍ରମିକମାନଙ୍କୁ ସଦେିନ କାମ କରିବା ବାବଦ ରେ ଗୋଟିଏ ଗୋଟିଏ ରେ ୗପ୍ୟ ମୁଦ୍ରା ଦବୋ ପାଇଁ ରାଜି ହେଲେ। ତା'ପରେ ସେ ଶ୍ରମିକମାନଙ୍କୁ ବଗିଚ଼ାକୁ କାମ କରିବାକୁ ପଠାଇ ଦେଲେ।
Matthew 20:2 in Other Translations
King James Version (KJV) And when he had agreed with the labourers for a penny a day, he sent them into his vineyard.
American Standard Version (ASV) And when he had agreed with the laborers for a shilling a day, he sent them into his vineyard.
Bible in Basic English (BBE) And when he had made an agreement with the workmen for a penny a day, he sent them into his vine-garden.
Darby English Bible (DBY) And having agreed with the workmen for a denarius the day, he sent them into his vineyard.
World English Bible (WEB) When he had agreed with the laborers for a denarius{A denarius is a silver Roman coin worth 1/25th of a Roman aureus. This was a common wage for a day of farm labor.} a day, he sent them into his vineyard.
Young's Literal Translation (YLT) and having agreed with the workmen for a denary a day, he sent them into his vineyard.
when he had agreed
συμφωνήσας
symphōneō
syoom-foh-NAY-oh
And
δὲ
de
thay
with
μετὰ
meta
may-TA
the
τῶν
ho
oh
labourers
ἐργατῶν
ergatēs
are-GA-tase
for
ἐκ
ek
ake
a penny
δηναρίου
dēnarion
thay-NA-ree-one
a
τὴν
ho
oh
day,
ἡμέραν
hēmera
ay-MAY-ra
he sent
ἀπέστειλεν
apostellō
ah-poh-STALE-loh
them
αὐτοὺς
autos
af-TOSE
into
εἰς
eis
ees
τὸν
ho
oh
vineyard.
ἀμπελῶνα
ampelōn
am-pay-LONE
his
αὐτοῦ
autos
af-TOSE
Read Full Chapter :
Matthew 20
Cross Reference
Exodus 19:5
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
Deuteronomy 5:27
ହେ ମାଶାେ ୟାଅ ଓ ଶକ୍ସ୍ଟଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ବର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କଠାରକ୍ସ୍ଟ ଯାହା ଶକ୍ସ୍ଟଣିଛକ୍ସ୍ଟ, ତାହା ଆମ୍ଭମାନଙ୍କୁ କକ୍ସ୍ଟହ ଏବଂ ଆମ୍ଭମାନେେ ତାହା ପାଳନ କରିବକ୍ସ୍ଟ।'
1 Samuel 2:18
ସେ ସମୟରେ ବାଳକ ଶାମକ୍ସ୍ଟଯଲେ ଶକ୍ସ୍ଟକ୍ଲ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପରିଚର୍ୟ୍ଯା କଲେ।
1 Samuel 2:26
କିନ୍ତୁ ବାଳକ ଶାମକ୍ସ୍ଟଯଲେ କ୍ରମେ କ୍ରମେ ବଡ ହେଲା ଆଉ ପରମେଶ୍ବରଙ୍କର ଓ ଲୋକମାନଙ୍କର ଅନକ୍ସ୍ଟଗ୍ରହ ପାତ୍ର ହେଲା।
1 Samuel 3:1
ବାଳକ ଶାମକ୍ସ୍ଟଯଲେ ଏଲିଙ୍କ ଅଧିନ ରେ ସଦାପ୍ରଭୁଙ୍କର ସବୋ କଲେ। ସହେି ସମୟରେ ସଦାପ୍ରଭୁଙ୍କ ବାକ୍ଯ ଓ ଦର୍ଶନ ଦକ୍ସ୍ଟର୍ଲଭ ଥିଲା।
1 Samuel 3:21
ଆହକ୍ସ୍ଟରି ସଦାପ୍ରଭୁ ଶୀଲୋ ରେ ପକ୍ସ୍ଟନର୍ବାର ଶାମକ୍ସ୍ଟଯଲକେକ୍ସ୍ଟ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋ ରେ ଶାମକ୍ସ୍ଟଯଲେ ନିକଟରେ ତାଙ୍କ ବାକ୍ଯ ଦ୍ବାରା ଆପଣାକକ୍ସ୍ଟ ପ୍ରକାଶ କଲେ।
1 Samuel 16:11
ଶାମକ୍ସ୍ଟଯଲେ ୟିଶୀଙ୍କକ୍ସ୍ଟ କହିଲେ, ତୁମ୍ଭର ସବୁ ସନ୍ତାନ କ'ଣ ଏଠା ରେ ଅଛନ୍ତି?
1 Kings 3:6
ଶ ଲୋମନ ଉତ୍ତର କଲେ, ତୁମ୍ଭେ ମାରେ ପିତା ତୁମ୍ଭର ଦାସ ଦାଉଦଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲ। ସେ ଧାର୍ମିକତା ଓ ନ୍ଯାଯ ପଥରେ ୟାଇ ତୁମ୍ଭକୁ ଅନୁସରଣ କରୁଥିବାରୁ ତୁମ୍ଭେ ତାଙ୍କୁ ମହାଦୟା କରିଥିଲ। ଆଉ ମଧ୍ଯ ତୁମ୍ଭେ ତାହାପାଇଁ ଏହି ମହାଦୟା ରଖିଅଛ ଯେ ଆଜିର ନ୍ଯାଯ ରେ ତାଙ୍କର ପୁତ୍ରକୁ ସିଂହାସନ ରେ ବସାଇଛ।
1 Kings 18:12
ଯଦି ମୁଁ ୟାଇ ତୁମ୍ଭ ବିଷଯ ରେ ରାଜା ଆହାବ୍ଙ୍କୁ ଜଣାଏ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭରୁ ମାରେ ଅଜଣା ସ୍ଥାନକୁ ନଇେଯିବେ। ଯେତବେେଳେ ଆହାବ୍ ତୁମ୍ଭକୁ ନ ପାଇବେ ସେ ମାେତେ ହତ୍ଯା କରିବେ। ମାତ୍ର ମୁଁ ବାଲ୍ଯ କାଳରୁ ସଦାପ୍ରଭୁଙ୍କ ଅନୁଗାମୀ ହାଇେ ଆସୁଛି।
2 Chronicles 34:3
ଯୋଶିୟ ପରମେଶ୍ବରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ବର ଅଷ୍ଟମ ବର୍ଷ ରେ ଅନୁସରଣ କରିଥିଲେ। ଯୋଶିୟଯ ପରମେଶ୍ବରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ତଥାପି ଅଳ୍ପବଯସ୍କ ଥିଲେ। ଯୋଶିୟଯଙ୍କ ରାଜତ୍ବର ଦ୍ବାଦଶ ବର୍ଷ ରେ ସେ ଯିହୁଦା ଓ ୟିରୁଶାଲମ ରେ ଥିବା ଉଚ୍ଚସ୍ଥାନ, ଆଶରୋ ସ୍ତମ୍ଭ ଖାଦେିତ ପ୍ରତିମା ଓ ଢ଼ାଞ୍ଚା ରେ ଢ଼ଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ।
Ecclesiastes 12:1
ତୁମ୍ଭେ ୟୌବନ କାଳ ରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ ମୁଁ ଆଉ ଜୀବନକୁ ଉପ ଭୋଗ କରିବାକୁ ଚା ହେଁ ନାହିଁ।
Matthew 18:28
ଚ଼ାକର ବାହାରୁଥିବା ସମୟରେ ରାସ୍ତା ରେ ସେ ତା'ର ଜଣେ ସଙ୍ଗୀ ଚ଼ାକରକୁ ଦେଖିଲା। ସେ ଜଣକ ତାଠାରୁ ଶ ହେ ମୁଦ୍ରା ଋଣ କରିଥିଲା। ପ୍ରଥମେ ଚ଼ାକର ଦ୍ବିତୀୟ ଚ଼ାକରର ତଣ୍ଟି ଚ଼ିପି ଧରି କହିଲା, 'ମାେ ଠାରୁ ଯେଉଁ ଋଣ ନଇେଛୁ, ତାହାକୁ ଶୁଝି ଦେ।'
Matthew 20:13
ଜମିଦାର ସହେି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, 'ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ଯାୟ କରିନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରେ ୗପ୍ୟମୁଦ୍ରା ନଇେ କାମ କରିବ ବୋଲି ମାେ ସାଙ୍ଗ ରେ ରାଜି ହାଇେ ନଥିଲ କି?
Matthew 22:19
କର ଦବୋ ପାଇଁ ବ୍ଯବହୃତ ହେଉଥିବା ଗୋଟେ ମୁଦ୍ର ମାେତେ ଦଖାେଅ। ସମାନେେ ଯୀଶୁଙ୍କୁ ଗୋଟିଏ ରେ ୗପ୍ୟମୁଦ୍ରା ଦଖାଇେଲେ।
Luke 1:15
ପ୍ରଭୁଙ୍କ ପାଇଁ ଯୋହନ ମହାନ ହବେେ। ସେ କବେେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହବେେ।
Luke 10:35
ତା'ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପ୍ରାନ୍ଥଶାଳାର ଦାଯିତ୍ବ ରେ ଥିବା ଲୋକଟିକୁ ଦଇେ କହିଲେ, 'ଏହି ଆହତ ଲୋକଟିର ଯତ୍ନ ନବେ। ତା' ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫରେିଲା ବେଳେ ତୁମ୍ଭକୁ ସତକେ ପରିଶାଧେ କରି ଦବେି।
2 Timothy 3:15
ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।
Revelation 6:6
ତା'ପରେ ଚାରି ଜୀବିତପ୍ରାଣୀଙ୍କ ମଧ୍ଯରୁ କହେି ଜଣେ କହିଲା ପରି ମାେତେ ଗୋଟିଏ ସ୍ବର ଶୁଭିଲା। ସେ ସ୍ବର କହୁଥିଲା, ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ୟବ ହବେ। କିନ୍ତୁ ତଲେ ଓ ଅଙ୍ଗୁରରସର କ୍ଷତି କରି ନାହିଁ।