Matthew 21

1 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।

2 ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।

3 ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।'

4 ଭବିଷ୍ଯଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହବୋ ପାଇଁ ଏସବୁ ଘଟିଲା। ଭବିଷ୍ଯଦ୍ବକ୍ତା କହିଥିଲେ:

5 ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ 9:9

6 ଶିଷ୍ଯମାନେ ଚ଼ାଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସମାନେେ କାମ କଲେ।

7 ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।

8 ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।

9 ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:

10 ଯୀଶୁ ଯେତବେେଳେ ୟିରୁଶାଲମ ରେ ପ୍ରବେଶ କଲେ, ସେତବେେଳେ ସାରା ନଗର ରେ ଚହଳ ପଡ଼ିଗଲା। ଲୋକେ ପଚ଼ାରିଲେ, ଏ ଲୋକଟି କିଏ?

11 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।

12 ଯୀଶୁ ମନ୍ଦିର ପରିସର ରେ ପ୍ରବେଶ କଲେ। ସଠାେରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼ଇେ ଦେଲେ। ସେ ମୁଦ୍ରା ବ୍ଯବସାଯୀଙ୍କ ମଜେ ଓ କାପ୍ତା ବ୍ଯବସାଯୀଙ୍କ ଆସନ ଓଲଟଇେ ଦେଲେ।

13 ଯୀଶୁ ସମାନଙ୍କେୁ କହିଲେ, ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।

14 ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

15 ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସର ରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସମାନେେ ଶୁଣିଲେ। ପିଲାମାନେ କହୁଥିଲେ, ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର। ଏସବୁ ଘଟଣା ରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।

16 ସମାନେେ ଯୀଶୁଙ୍କୁ ପଚାରିଲେ, ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?

17 ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।

18 ତା'ପର ଦିନ ଅତି ସକାଳୁ ଯୀଶୁ ୟିରୂଶାଲମ ନଗରକୁ ଫରେୁଥିଲେ। ତାହାଙ୍କୁ ଭୋକ ଲାଗିଲା।

19 ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।

20 ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଏତେ ଶୀଘ୍ର ଡ଼ିମ୍ବିରି ଗଛଟି କିପରି ଶୁଖି ମରିଗଲା?

21 ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।

22 ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।

23 ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

24 ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।

25 କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?

26 କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ.

27 ତେଣୁ ସମାନେେ ଯୀଶୁଙ୍କୁ ଉତ୍ତର ଦେଲେ, ଯୋହନଙ୍କ ବାପ୍ତିସ୍ମ କେଉଁଛାରୁ ଆସିଥିଲା, ଆମ୍ଭେ ତାହା ଜାଣିନାହୁଁ।

28 କୁହତ ଦେଖି, ତୁମ୍ଭେ ଏବିଷୟ ରେ କ'ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲା, 'ପୁଅ ଆଜି ଯା ଓ ଅଙ୍ଗୁର ବଗିଚ଼ା ରେ କାମ କର।'

29 ପୁଅ କହିଲା, 'ମୁଁ ୟିବି ନାହିଁ।' କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।

30 ତା'ପରେ ତା ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସହେି କଥା କହିଲେ। ସେ କହିଲା, 'ହଁ, ଆଜ୍ଞା ମୁଁ ୟିବି।' କିନ୍ତୁ ଗଲାନାହିଁ।

31 ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?

32 ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।

33 ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।

34 କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।

35 କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

36 ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।

37 ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'

38 କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'

39 କୃଷକମାନେ ପୁଅକୁ ଧରି ନଇେ ଦ୍ରାକ୍ଷା ବଗିଚ଼ା ବାହାରକୁ ଫିଙ୍ଗି ମାରି ଦେଲେ।

40 ଅତଏବ, ଯେତବେେଳେ ନିଜେ ଜମିମାଲିକ ଆସିବେ, ସେତବେେଳେ ଏହି କୃଷକମାନଙ୍କୁ କ'ଣ କରିବେ?

41 ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।

42 ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

43 ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।

44 ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହାଇଯେିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତବେେ ପଥରଟି ତାକୁ ଚୁନା କରିଦବେ।

45 ପ୍ରଧାନ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସମାନେେ ଜାଣି ପା ରେଲେ ଯେ, ଯୀଶୁ ଏକଥା ସହେିମାନଙ୍କ ବିଷୟ ରେ କହୁଛନ୍ତୁ।

46 ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।

1 And when they drew nigh unto Jerusalem, and were come to Bethphage, unto the mount of Olives, then sent Jesus two disciples,

2 Saying unto them, Go into the village over against you, and straightway ye shall find an ass tied, and a colt with her: loose them, and bring them unto me.

3 And if any man say ought unto you, ye shall say, The Lord hath need of them; and straightway he will send them.

4 All this was done, that it might be fulfilled which was spoken by the prophet, saying,

5 Tell ye the daughter of Sion, Behold, thy King cometh unto thee, meek, and sitting upon an ass, and a colt the foal of an ass.

6 And the disciples went, and did as Jesus commanded them,

7 And brought the ass, and the colt, and put on them their clothes, and they set him thereon.

8 And a very great multitude spread their garments in the way; others cut down branches from the trees, and strawed them in the way.

9 And the multitudes that went before, and that followed, cried, saying, Hosanna to the Son of David: Blessed is he that cometh in the name of the Lord; Hosanna in the highest.

10 And when he was come into Jerusalem, all the city was moved, saying, Who is this?

11 And the multitude said, This is Jesus the prophet of Nazareth of Galilee.

12 And Jesus went into the temple of God, and cast out all them that sold and bought in the temple, and overthrew the tables of the moneychangers, and the seats of them that sold doves,

13 And said unto them, It is written, My house shall be called the house of prayer; but ye have made it a den of thieves.

14 And the blind and the lame came to him in the temple; and he healed them.

15 And when the chief priests and scribes saw the wonderful things that he did, and the children crying in the temple, and saying, Hosanna to the Son of David; they were sore displeased,

16 And said unto him, Hearest thou what these say? And Jesus saith unto them, Yea; have ye never read, Out of the mouth of babes and sucklings thou hast perfected praise?

17 And he left them, and went out of the city into Bethany; and he lodged there.

18 Now in the morning as he returned into the city, he hungered.

19 And when he saw a fig tree in the way, he came to it, and found nothing thereon, but leaves only, and said unto it, Let no fruit grow on thee henceforward for ever. And presently the fig tree withered away.

20 And when the disciples saw it, they marvelled, saying, How soon is the fig tree withered away!

21 Jesus answered and said unto them, Verily I say unto you, If ye have faith, and doubt not, ye shall not only do this which is done to the fig tree, but also if ye shall say unto this mountain, Be thou removed, and be thou cast into the sea; it shall be done.

22 And all things, whatsoever ye shall ask in prayer, believing, ye shall receive.

23 And when he was come into the temple, the chief priests and the elders of the people came unto him as he was teaching, and said, By what authority doest thou these things? and who gave thee this authority?

24 And Jesus answered and said unto them, I also will ask you one thing, which if ye tell me, I in like wise will tell you by what authority I do these things.

25 The baptism of John, whence was it? from heaven, or of men? And they reasoned with themselves, saying, If we shall say, From heaven; he will say unto us, Why did ye not then believe him?

26 But if we shall say, Of men; we fear the people; for all hold John as a prophet.

27 And they answered Jesus, and said, We cannot tell. And he said unto them, Neither tell I you by what authority I do these things.

28 But what think ye? A certain man had two sons; and he came to the first, and said, Son, go work to day in my vineyard.

29 He answered and said, I will not: but afterward he repented, and went.

30 And he came to the second, and said likewise. And he answered and said, I go, sir: and went not.

31 Whether of them twain did the will of his father? They say unto him, The first. Jesus saith unto them, Verily I say unto you, That the publicans and the harlots go into the kingdom of God before you.

32 For John came unto you in the way of righteousness, and ye believed him not: but the publicans and the harlots believed him: and ye, when ye had seen it, repented not afterward, that ye might believe him.

33 Hear another parable: There was a certain householder, which planted a vineyard, and hedged it round about, and digged a winepress in it, and built a tower, and let it out to husbandmen, and went into a far country:

34 And when the time of the fruit drew near, he sent his servants to the husbandmen, that they might receive the fruits of it.

35 And the husbandmen took his servants, and beat one, and killed another, and stoned another.

36 Again, he sent other servants more than the first: and they did unto them likewise.

37 But last of all he sent unto them his son, saying, They will reverence my son.

38 But when the husbandmen saw the son, they said among themselves, This is the heir; come, let us kill him, and let us seize on his inheritance.

39 And they caught him, and cast him out of the vineyard, and slew him.

40 When the lord therefore of the vineyard cometh, what will he do unto those husbandmen?

41 They say unto him, He will miserably destroy those wicked men, and will let out his vineyard unto other husbandmen, which shall render him the fruits in their seasons.

42 Jesus saith unto them, Did ye never read in the scriptures, The stone which the builders rejected, the same is become the head of the corner: this is the Lord’s doing, and it is marvellous in our eyes?

43 Therefore say I unto you, The kingdom of God shall be taken from you, and given to a nation bringing forth the fruits thereof.

44 And whosoever shall fall on this stone shall be broken: but on whomsoever it shall fall, it will grind him to powder.

45 And when the chief priests and Pharisees had heard his parables, they perceived that he spake of them.

46 But when they sought to lay hands on him, they feared the multitude, because they took him for a prophet.

Numbers 29 in Tamil and English

1 ஏழாம் மாதம் முதல்தேதி பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; அது உங்களுக்கு எக்காளமூதும் நாளாயிருக்கவேண்டும்.
And in the seventh month, on the first day of the month, ye shall have an holy convocation; ye shall do no servile work: it is a day of blowing the trumpets unto you.

2 அப்பொழுது நீங்கள் கர்த்தருக்குச் சுகந்த வாசனையான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
And ye shall offer a burnt offering for a sweet savour unto the Lord; one young bullock, one ram, and seven lambs of the first year without blemish:

3 அவைகளுக்கு அடுத்த போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals for a bullock, and two tenth deals for a ram,

4 ஏழு ஆட்டுக்குட்டிகளில் ஒவ்வொன்றிற்காக ஒரு பங்கையும்,
And one tenth deal for one lamb, throughout the seven lambs:

5 உங்கள் பாவநிவர்த்திக்கான பலியாக ஒரு வெள்ளாட்டுக்கடாவையும் செலுத்தி,
And one kid of the goats for a sin offering, to make an atonement for you:

6 மாதப்பிறப்பின் சர்வாங்க தகனபலியையும் அதின் போஜனபலியையும் தினந்தோறும் இடும் சர்வாங்க தகன பலியையும் அதன் போஜனபலியையும், அவைகளின் முறைமைக்கேற்ற பானபலிகளையும் அன்றி, இவைகளையும் கர்த்தருக்குச் சுகந்த வாசனையான சர்வாங்க தகனபலியாகச் செலுத்தக்கடவீர்கள்.
Beside the burnt offering of the month, and his meat offering, and the daily burnt offering, and his meat offering, and their drink offerings, according unto their manner, for a sweet savour, a sacrifice made by fire unto the Lord.

7 இந்த ஏழாம் மாதம் பத்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதிலே நீங்கள் யாதொரு வேலையும் செய்யாமல், உங்கள் ஆத்துமாக்களைத் தாழ்மைப்படுத்தο,
And ye shall have on the tenth day of this seventh month an holy convocation; and ye shall afflict your souls: ye shall not do any work therein:

8 ர்த்தக்க`் சுகந்த சனையான சர்வξங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering unto the Lord for a sweet savour; one young bullock, one ram, and seven lambs of the first year; they shall be unto you without blemish:

9 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், அந்த ஒரு ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals to a bullock, and two tenth deals to one ram,

10 ஏழு ஆட்டுக்குட்டிகளில் ஒவ்வொன்றிற்காகப் பத்தில் ஒரு பங்கையும்,
A several tenth deal for one lamb, throughout the seven lambs:

11 பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தி, பாவநிவாரனபலியையும், நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, இவைகளையும் செலுத்தக்கடவீர்கள்.
One kid of the goats for a sin offering; beside the sin offering of atonement, and the continual burnt offering, and the meat offering of it, and their drink offerings.

12 ஏழாம் மாதம் பதினைந்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; ஏழுநாள் கர்த்தருக்குப் பண்டிகை ஆசரிக்கக்கடவீர்கள்.
And on the fifteenth day of the seventh month ye shall have an holy convocation; ye shall do no servile work, and ye shall keep a feast unto the Lord seven days:

13 நீங்கள் கர்த்தருக்குச் சுகந்த வாசனையுள்ள சர்வாங்க தகனபலியாக பதின்மூன்று காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And ye shall offer a burnt offering, a sacrifice made by fire, of a sweet savour unto the Lord; thirteen young bullocks, two rams, and fourteen lambs of the first year; they shall be without blemish:

14 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே அந்தப் பதின்மூன்று காளைகளில் ஒவ்வொன்றிற்காகப் பத்தில் மூன்று பங்கையும், அந்த இரண்டு ஆட்டுக்கடாக்களில் ஒவ்வொன்றிற்காக இரண்டு பங்கையும்,
And their meat offering shall be of flour mingled with oil, three tenth deals unto every bullock of the thirteen bullocks, two tenth deals to each ram of the two rams,

15 பதினான்கு ஆட்டுக்குட்டிகளின் ஒவ்வொன்றிற்காக ஒரு பங்கையும்.
And a several tenth deal to each lamb of the fourteen lambs:

16 நித்திய தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

17 இரண்டாம் நாளிலே பன்னிரண்டு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the second day ye shall offer twelve young bullocks, two rams, fourteen lambs of the first year without spot:

18 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத் தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

19 நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, and the meat offering thereof, and their drink offerings.

20 மூன்றாம் நாளிலே பதினொரு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the third day eleven bullocks, two rams, fourteen lambs of the first year without blemish;

21 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

22 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

23 நான்காம் நாளிலே பத்துக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fourth day ten bullocks, two rams, and fourteen lambs of the first year without blemish:

24 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

25 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

26 ஐந்தாம் நாளிலே ஒன்பது காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fifth day nine bullocks, two rams, and fourteen lambs of the first year without spot:

27 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

28 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

29 ஆறாம் நாளிலே எட்டுக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the sixth day eight bullocks, two rams, and fourteen lambs of the first year without blemish:

30 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

31 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலிகளையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

32 ஏழாம் நாளிலே ஏழு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the seventh day seven bullocks, two rams, and fourteen lambs of the first year without blemish:

33 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

34 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

35 எட்டாம் நாள் உங்களுக்கு விசேஷித்த ஆசரிப்பு நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது.
On the eighth day ye shall have a solemn assembly: ye shall do no servile work therein:

36 அப்பொழுது நீங்கள் கர்த்தருக்குச் சுகந்த வாசனையுள்ள தகனமான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering, a sacrifice made by fire, of a sweet savour unto the Lord: one bullock, one ram, seven lambs of the first year without blemish:

37 காளையும் ஆட்டுக்கடாவும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullock, for the ram, and for the lambs, shall be according to their number, after the manner:

38 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

39 உங்கள் பொருத்தனைகளையும், உங்கள் உற்சாகபலிகளையும், உங்கள் சர்வாங்க தகனபலிகளையும், உங்கள் போஜனபலிகளையும், உங்கள் பானபலிகளையும், உங்கள் சமாதானபலிகளையும் அன்றி, நீங்கள் உங்கள் பண்டிகைகளிலே கர்த்தருக்குச் செலுத்தவேண்டியவைகள் இவைகளே என்று சொல் என்றார்.
These things ye shall do unto the Lord in your set feasts, beside your vows, and your freewill offerings, for your burnt offerings, and for your meat offerings, and for your drink offerings, and for your peace offerings.

40 கர்த்தர் மோசேக்குக் கட்டளையிட்டபடியெல்லாம் மோசே இஸ்ரவேல் புத்திரருக்குச் சொன்னான்.
And Moses told the children of Israel according to all that the Lord commanded Moses.