Matthew 25

1 ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,

2 ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚ଼ତୁର ଥିଲେ।

3 ବୋକୀ ଝିଅ ପାଞ୍ଚଜଣ ସମାନଙ୍କେ ସାଥିଲେ ଦୀପ ସିନା ନଇେଥିଲେ, କିନ୍ତୁ ଦୀପ ଜାଳିବାପାଇଁ ବେଶୀ ତଲେ ଆଣି ନଥିଲେ।

4 ଚ଼ତୁର ଝିଅ ପାଞ୍ଚଜଣ ଦୀପ ତ ନଇେଥିଲେ, ତା'ଛଡ଼ା କାଚ଼ ପାତ୍ର ରେ ଅଧିକ ତଲେ ନଇେଥିଲେ।

5 ବରର ଆସିବା ଡ଼ରେି ହାଇଗେଲା। ସବୁ ଝିଅଯାକ କ୍ଲାନ୍ତ ହାଇେ ଶଷେ ରେ ଶୋଇ ପଡ଼ିଲେ।

6 ଅଧ ରାତି ରେ ଜଣେ କହେି ଘାଷେଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।

7 ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।

8 ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'

9 ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'

10 ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।

11 ସହେି ସମୟରେ ବାକିତକ ଝିଅ ପହନ୍ଚିଲେ। ସମାନେକହେିଲେ, 'ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,'

12 କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'

13 ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।

14 ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।

15 କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।

16 ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।

17 ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।

18 କିନ୍ତୁ ଯେଉଁ ଲୋକଟି କବଳେ ଗୋଟିଏ ମାତ୍ର ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ଯାଇ ତା' ମାଲିକର ଧନକୁ ନଇେ ମାଟି ରେ ଗୋଟିଏ ଗାତ ଖାେଳି ସେଥିଲେ ଲୁଚାଇ ରଖିଲା।

19 ବହୁତ ଦିନ ପରେ ମାଲିକ ଘରକୁ ଫରେି ଆସିଲେ। ସେ ଚ଼ାକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କା ରେ କ'ଣ କଲେ, ତାହା ସମାନଙ୍କେୁ ପଚାରିଲେ।

20 ଯେଉଁ ଚାକରଟି ପାଞ୍ଚ ତୋଡା ରୂପା ଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦଲୋ, ଚ଼ାକରଟି କହି 'ଆପଣ ମାେତେ ପାଞ୍ଚ ତୋଡ଼ା ରୂପା ଟଙ୍କା ଦଇେଥିଲେ। ମୁଁ ତା' ଦ୍ବାରା ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ରୋଜଗାର କରିଛ।'

21 ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'

22 ତା'ପରେ ଦୁଇ ତୋଡ଼ା ରୂପା ଟଙ୍କା ପାଇଥିବା ଚାକରଟି ମାଲିକ ପାଖକୁ ଆସିଲା। ଚ଼ାକରଟି କହିଲା, 'ଆପଣ ମାେତେ ଦୁଇ ତୋଡ଼ା ଟଙ୍କାର ଦାଯିତ୍ବ ଦଇେଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ଯବହାର କରିଛି।'

23 ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'

24 ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, 'ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠାେର ବ୍ଯକ୍ତି। ରୋପଣ ନକରି ମଧ୍ଯ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ଯ ଶସ୍ଯ ଏକାଠି କରନ୍ତି।

25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚଇେ ଦଲେି। ଆପଣ ମାେତେ ଦଇେଥିବା ତୋଡ଼ା ଟଙ୍କା ନିଅନ୍ତୁ।'

26 ତା ମାଲିକ ତାକୁ କହିଲେ, 'ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଚ଼ାକର। ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନଥାଏ ସଠାେରେ ମଧ୍ଯ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନଥାଏ, ସଠାେରେ ଶସ୍ଯ ଏକାଠି କରେ।

27 ତେଣୁ ତୁମ୍ଭେ ମାେ ଟଙ୍କାକୁ ବ୍ଯାଙ୍କ ରେ ଜମା ରଖିଦବୋ ଉଚ଼ିତ ଥିଲା। ତା ହାଇେଥିଲେ ମୁଁ ଘରକୁ ଫରେିବା ପରେ ମାେ ଟଙ୍କା ଫରେି ପାଇଥାନ୍ତି। ତା ସହିତ ମାେ ଟଙ୍କାର ସୁଧ ମଧ୍ଯ ପାଇଥାନ୍ତି।'

28 ତାପରେ ମାଲିକ ତାହାଙ୍କର ଅନ୍ୟ ଚ଼ାକରମାନଙ୍କୁ କହିଲେ, ' ସହେି ଚ଼ାକରଠାରୁ ଟଙ୍କାର ଥଳିଟି ନଇେ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦଇଦେିଅ।

29 ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'

30 ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'

31 ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।

32 ମନୁଷ୍ଯପୁତ୍ରଙ୍କ ଆଗ ରେ ଜଗତର ସବୁ ଲୋକେ ଏକାଠି ହବେେ। ତାପରେ ମନୁଷ୍ଯପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳ ରେ ବାଣ୍ଟି ଦବେେ। ଜଣେ ଜଗୁଆଳ ଯେପରି ଛଳେିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସହେିପରି ଅଟେ।

33 ମନୁଷ୍ଯପୁତ୍ର ମଷେମାନଙ୍କୁ ତାହାଙ୍କ ଡ଼ାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।

34 ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

35 ତୁମ୍ଭେ ଏହି ରାଜ୍ଯ ଲାଭ କରିବ କାରଣ ମୁଁ ଯେତବେେଳେ ଭୋକିଲା ଥିଲି, ସେତବେେଳେ ତୁମେ ମାେତେ ଖାଇବାକୁ ଦଇେଥିଲ। ମାେତେ ଶୋଷ ଲାଗୁଥିବା ସମୟରେ ମାେତେ କିଛି ପିଇବାକୁ ଦଇେଛ। ମୁଁ ଘରଠାରୁ ଦୂର ରେ ଏକୁଟିଆ ଥିଲି। ତୁମ୍ଭେ ମାେତେ ତୁମ୍ଭ ଘରକୁ ଡ଼ାକିଥିଲ।

36 ମାରେ କୌଣସି ଲୁଗାପଟା ନଥିଲା, ଏବଂ ତୁମ୍ଭେ ମାେତେ ପିନ୍ଧିବାକୁ ଦଇେଥିଲ। ମୁଁ ଅସୁସ୍ଥ ଥିଲି। ତୁମ୍ଭେ ମାରେ ଯତ୍ନ ନଇେଥିଲ। ମୁଁ କାରାଗାର ରେ ଥିଲି। ତୁମ୍ଭେ ମାେତେ ଦେଖିବାକୁ ଆସିଥିଲ।'

37 ସେତବେେଳେ ଭଲ ଲୋକମାନେ ଉତ୍ତର ଦବେେ, ' ହେ ପ୍ରଭୁ! ଆମ୍ଭେ କେତବେେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦଇେଥିଲୁ? କେତବେେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦଇେଥିଲୁ?

38 କେତବେେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂର ରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡ଼ାକିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ପୋଷାକ ନଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦଇେଥିଲୁ?

39 କେତବେେଳେ ଆପଣଙ୍କୁ ଆମ୍ଭେ ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ ଓ ଆପଣଙ୍କର ଯତ୍ନ ନଇେଥିଲୁ?'

40 ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'

41 ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

42 କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ଖାଇବାକୁ ଦଇେ ନଥିଲ,

43 ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ପିଇବାକୁ ଦଇେ ନଥିଲ। ମୁଁ ଏକୁଟିଆ ଘରଠାରୁ ଦୂର ରେ ଥିଲି, କିନ୍ତୁ ତୁମ୍ଭେ ମାେତେ ଘର ଭିତରକୁ ଡ଼ାକିଲ ନାହିଁ, ମାରେ ଲୁଗାପଟା ନଥିଲା, ମାେତେ ତୁମ୍ଭେ ପିନ୍ଧିବାକୁ କିଛି ଦଇେ ନଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାର ରେ ଥିଲି ଓ ତୁମ୍ଭେ ମାେ ପାଇଁ ଚିନ୍ତା କରି ନଥିଲ।'

44 ତା'ପରେ ସମାନେେ ମଧ୍ଯ ଉତ୍ତର ଦବେେ, 'ପ୍ରଭୁ, ଆପଣଙ୍କୁ କେତବେେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତବେେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂର ରେ ଦିଖିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନଥିବା ଅବସ୍ଥା ରେ ବା ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ? କବେେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାୟ୍ଯ କଲୁନାହିଁ?

45 ତାପରେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଅଛି, ଯେତବେେଳେ ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଲୋକଙ୍କ ଭିତରୁ ଯେ କୌଣସି ଲୋକକୁ ସାହାୟ୍ଯ କରିବାକୁ ମନା କଲ, ତୁମ୍ଭେ ମାେତେ ସାହାୟ୍ଯ କରିବା ପାଇଁ ମନା କଲ!'

46 ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।

1 Then shall the kingdom of heaven be likened unto ten virgins, which took their lamps, and went forth to meet the bridegroom.

2 And five of them were wise, and five were foolish.

3 They that were foolish took their lamps, and took no oil with them:

4 But the wise took oil in their vessels with their lamps.

5 While the bridegroom tarried, they all slumbered and slept.

6 And at midnight there was a cry made, Behold, the bridegroom cometh; go ye out to meet him.

7 Then all those virgins arose, and trimmed their lamps.

8 And the foolish said unto the wise, Give us of your oil; for our lamps are gone out.

9 But the wise answered, saying, Not so; lest there be not enough for us and you: but go ye rather to them that sell, and buy for yourselves.

10 And while they went to buy, the bridegroom came; and they that were ready went in with him to the marriage: and the door was shut.

11 Afterward came also the other virgins, saying, Lord, Lord, open to us.

12 But he answered and said, Verily I say unto you, I know you not.

13 Watch therefore, for ye know neither the day nor the hour wherein the Son of man cometh.

14 For the kingdom of heaven is as a man travelling into a far country, who called his own servants, and delivered unto them his goods.

15 And unto one he gave five talents, to another two, and to another one; to every man according to his several ability; and straightway took his journey.

16 Then he that had received the five talents went and traded with the same, and made them other five talents.

17 And likewise he that had received two, he also gained other two.

18 But he that had received one went and digged in the earth, and hid his lord’s money.

19 After a long time the lord of those servants cometh, and reckoneth with them.

20 And so he that had received five talents came and brought other five talents, saying, Lord, thou deliveredst unto me five talents: behold, I have gained beside them five talents more.

21 His lord said unto him, Well done, thou good and faithful servant: thou hast been faithful over a few things, I will make thee ruler over many things: enter thou into the joy of thy lord.

22 He also that had received two talents came and said, Lord, thou deliveredst unto me two talents: behold, I have gained two other talents beside them.

23 His lord said unto him, Well done, good and faithful servant; thou hast been faithful over a few things, I will make thee ruler over many things: enter thou into the joy of thy lord.

24 Then he which had received the one talent came and said, Lord, I knew thee that thou art an hard man, reaping where thou hast not sown, and gathering where thou hast not strawed:

25 And I was afraid, and went and hid thy talent in the earth: lo, there thou hast that is thine.

26 His lord answered and said unto him, Thou wicked and slothful servant, thou knewest that I reap where I sowed not, and gather where I have not strawed:

27 Thou oughtest therefore to have put my money to the exchangers, and then at my coming I should have received mine own with usury.

28 Take therefore the talent from him, and give it unto him which hath ten talents.

29 For unto every one that hath shall be given, and he shall have abundance: but from him that hath not shall be taken away even that which he hath.

30 And cast ye the unprofitable servant into outer darkness: there shall be weeping and gnashing of teeth.

31 When the Son of man shall come in his glory, and all the holy angels with him, then shall he sit upon the throne of his glory:

32 And before him shall be gathered all nations: and he shall separate them one from another, as a shepherd divideth his sheep from the goats:

33 And he shall set the sheep on his right hand, but the goats on the left.

34 Then shall the King say unto them on his right hand, Come, ye blessed of my Father, inherit the kingdom prepared for you from the foundation of the world:

35 For I was an hungred, and ye gave me meat: I was thirsty, and ye gave me drink: I was a stranger, and ye took me in:

36 Naked, and ye clothed me: I was sick, and ye visited me: I was in prison, and ye came unto me.

37 Then shall the righteous answer him, saying, Lord, when saw we thee an hungred, and fed thee? or thirsty, and gave thee drink?

38 When saw we thee a stranger, and took thee in? or naked, and clothed thee?

39 Or when saw we thee sick, or in prison, and came unto thee?

40 And the King shall answer and say unto them, Verily I say unto you, Inasmuch as ye have done it unto one of the least of these my brethren, ye have done it unto me.

41 Then shall he say also unto them on the left hand, Depart from me, ye cursed, into everlasting fire, prepared for the devil and his angels:

42 For I was an hungred, and ye gave me no meat: I was thirsty, and ye gave me no drink:

43 I was a stranger, and ye took me not in: naked, and ye clothed me not: sick, and in prison, and ye visited me not.

44 Then shall they also answer him, saying, Lord, when saw we thee an hungred, or athirst, or a stranger, or naked, or sick, or in prison, and did not minister unto thee?

45 Then shall he answer them, saying, Verily I say unto you, Inasmuch as ye did it not to one of the least of these, ye did it not to me.

46 And these shall go away into everlasting punishment: but the righteous into life eternal.

Numbers 29 in Tamil and English

1 ஏழாம் மாதம் முதல்தேதி பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; அது உங்களுக்கு எக்காளமூதும் நாளாயிருக்கவேண்டும்.
And in the seventh month, on the first day of the month, ye shall have an holy convocation; ye shall do no servile work: it is a day of blowing the trumpets unto you.

2 அப்பொழுது நீங்கள் கர்த்தருக்குச் சுகந்த வாசனையான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
And ye shall offer a burnt offering for a sweet savour unto the Lord; one young bullock, one ram, and seven lambs of the first year without blemish:

3 அவைகளுக்கு அடுத்த போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals for a bullock, and two tenth deals for a ram,

4 ஏழு ஆட்டுக்குட்டிகளில் ஒவ்வொன்றிற்காக ஒரு பங்கையும்,
And one tenth deal for one lamb, throughout the seven lambs:

5 உங்கள் பாவநிவர்த்திக்கான பலியாக ஒரு வெள்ளாட்டுக்கடாவையும் செலுத்தி,
And one kid of the goats for a sin offering, to make an atonement for you:

6 மாதப்பிறப்பின் சர்வாங்க தகனபலியையும் அதின் போஜனபலியையும் தினந்தோறும் இடும் சர்வாங்க தகன பலியையும் அதன் போஜனபலியையும், அவைகளின் முறைமைக்கேற்ற பானபலிகளையும் அன்றி, இவைகளையும் கர்த்தருக்குச் சுகந்த வாசனையான சர்வாங்க தகனபலியாகச் செலுத்தக்கடவீர்கள்.
Beside the burnt offering of the month, and his meat offering, and the daily burnt offering, and his meat offering, and their drink offerings, according unto their manner, for a sweet savour, a sacrifice made by fire unto the Lord.

7 இந்த ஏழாம் மாதம் பத்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதிலே நீங்கள் யாதொரு வேலையும் செய்யாமல், உங்கள் ஆத்துமாக்களைத் தாழ்மைப்படுத்தο,
And ye shall have on the tenth day of this seventh month an holy convocation; and ye shall afflict your souls: ye shall not do any work therein:

8 ர்த்தக்க`் சுகந்த சனையான சர்வξங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering unto the Lord for a sweet savour; one young bullock, one ram, and seven lambs of the first year; they shall be unto you without blemish:

9 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், அந்த ஒரு ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals to a bullock, and two tenth deals to one ram,

10 ஏழு ஆட்டுக்குட்டிகளில் ஒவ்வொன்றிற்காகப் பத்தில் ஒரு பங்கையும்,
A several tenth deal for one lamb, throughout the seven lambs:

11 பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தி, பாவநிவாரனபலியையும், நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, இவைகளையும் செலுத்தக்கடவீர்கள்.
One kid of the goats for a sin offering; beside the sin offering of atonement, and the continual burnt offering, and the meat offering of it, and their drink offerings.

12 ஏழாம் மாதம் பதினைந்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; ஏழுநாள் கர்த்தருக்குப் பண்டிகை ஆசரிக்கக்கடவீர்கள்.
And on the fifteenth day of the seventh month ye shall have an holy convocation; ye shall do no servile work, and ye shall keep a feast unto the Lord seven days:

13 நீங்கள் கர்த்தருக்குச் சுகந்த வாசனையுள்ள சர்வாங்க தகனபலியாக பதின்மூன்று காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And ye shall offer a burnt offering, a sacrifice made by fire, of a sweet savour unto the Lord; thirteen young bullocks, two rams, and fourteen lambs of the first year; they shall be without blemish:

14 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே அந்தப் பதின்மூன்று காளைகளில் ஒவ்வொன்றிற்காகப் பத்தில் மூன்று பங்கையும், அந்த இரண்டு ஆட்டுக்கடாக்களில் ஒவ்வொன்றிற்காக இரண்டு பங்கையும்,
And their meat offering shall be of flour mingled with oil, three tenth deals unto every bullock of the thirteen bullocks, two tenth deals to each ram of the two rams,

15 பதினான்கு ஆட்டுக்குட்டிகளின் ஒவ்வொன்றிற்காக ஒரு பங்கையும்.
And a several tenth deal to each lamb of the fourteen lambs:

16 நித்திய தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

17 இரண்டாம் நாளிலே பன்னிரண்டு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the second day ye shall offer twelve young bullocks, two rams, fourteen lambs of the first year without spot:

18 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத் தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

19 நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, and the meat offering thereof, and their drink offerings.

20 மூன்றாம் நாளிலே பதினொரு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the third day eleven bullocks, two rams, fourteen lambs of the first year without blemish;

21 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

22 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

23 நான்காம் நாளிலே பத்துக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fourth day ten bullocks, two rams, and fourteen lambs of the first year without blemish:

24 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

25 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

26 ஐந்தாம் நாளிலே ஒன்பது காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fifth day nine bullocks, two rams, and fourteen lambs of the first year without spot:

27 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

28 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

29 ஆறாம் நாளிலே எட்டுக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the sixth day eight bullocks, two rams, and fourteen lambs of the first year without blemish:

30 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

31 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலிகளையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

32 ஏழாம் நாளிலே ஏழு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the seventh day seven bullocks, two rams, and fourteen lambs of the first year without blemish:

33 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

34 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

35 எட்டாம் நாள் உங்களுக்கு விசேஷித்த ஆசரிப்பு நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது.
On the eighth day ye shall have a solemn assembly: ye shall do no servile work therein:

36 அப்பொழுது நீங்கள் கர்த்தருக்குச் சுகந்த வாசனையுள்ள தகனமான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering, a sacrifice made by fire, of a sweet savour unto the Lord: one bullock, one ram, seven lambs of the first year without blemish:

37 காளையும் ஆட்டுக்கடாவும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullock, for the ram, and for the lambs, shall be according to their number, after the manner:

38 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

39 உங்கள் பொருத்தனைகளையும், உங்கள் உற்சாகபலிகளையும், உங்கள் சர்வாங்க தகனபலிகளையும், உங்கள் போஜனபலிகளையும், உங்கள் பானபலிகளையும், உங்கள் சமாதானபலிகளையும் அன்றி, நீங்கள் உங்கள் பண்டிகைகளிலே கர்த்தருக்குச் செலுத்தவேண்டியவைகள் இவைகளே என்று சொல் என்றார்.
These things ye shall do unto the Lord in your set feasts, beside your vows, and your freewill offerings, for your burnt offerings, and for your meat offerings, and for your drink offerings, and for your peace offerings.

40 கர்த்தர் மோசேக்குக் கட்டளையிட்டபடியெல்லாம் மோசே இஸ்ரவேல் புத்திரருக்குச் சொன்னான்.
And Moses told the children of Israel according to all that the Lord commanded Moses.