Matthew 26:18 ଯୀଶୁ କହିଲେ, ନଗର ରେ ଥିବା ମାରଜେଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ 'ଗୁରୁ କହିଛନ୍ତି 'ମନୋନୀତ ସମୟ ଆସି ପାଖଇେ ଗଲାଣି ଓ ମୁଁ ତୁମ୍ଭ ଘ ରେ ମାେ ଶିଷ୍ଯମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।'
Matthew 26:18 in Other Translations
King James Version (KJV) And he said, Go into the city to such a man, and say unto him, The Master saith, My time is at hand; I will keep the passover at thy house with my disciples.
American Standard Version (ASV) And he said, Go into the city to such a man, and say unto him, The Teacher saith, My time is at hand; I keep the passover at thy house with my disciples.
Bible in Basic English (BBE) And he said to them, Go into the town to such a man, and say to him, The Master says, My time is near: I will keep the Passover at your house with my disciples.
Darby English Bible (DBY) And he said, Go into the city unto such a one, and say to him, The Teacher says, My time is near, I will keep the passover in thy house with my disciples.
World English Bible (WEB) He said, "Go into the city to a certain person, and tell him, 'The Teacher says, "My time is at hand. I will keep the Passover at your house with my disciples."'"
Young's Literal Translation (YLT) and he said, `Go away to the city, unto such a one, and say to him, The Teacher saith, My time is nigh; near thee I keep the passover, with my disciples;'
he
ὁ
ho
oh
And
δὲ
de
thay
said,
εἶπεν
epō
APE-oh
Go
Ὑπάγετε
hypagō
yoo-PA-goh
into
εἰς
eis
ees
the
τὴν
ho
oh
city
πόλιν
polis
POH-lees
to
πρὸς
pros
prose
a
τὸν
ho
oh
such man,
δεῖνα
deina
THEE-na
and
καὶ
kai
kay
say
εἴπατε
epō
APE-oh
unto him,
αὐτῷ
autos
af-TOSE
The
Ὁ
ho
oh
Master
διδάσκαλος
didaskalos
thee-THA-ska-lose
saith,
λέγει
legō
LAY-goh
Ὁ
ho
oh
time
καιρός
kairos
kay-ROSE
My
μου
mou
moo
at hand;
ἐγγύς
engys
ayng-GYOOS
is
ἐστιν
esti
ay-STEE
at
πρὸς
pros
prose
thy house
σὲ
se
say
I will keep
ποιῶ
poieō
poo-A-oh
the
τὸ
ho
oh
passover
πάσχα
pascha
PA-ska
with
μετὰ
meta
may-TA
τῶν
ho
oh
disciples.
μαθητῶν
mathētēs
ma-thay-TASE
my
μου
mou
moo
Read Full Chapter :
Matthew 26
Cross Reference
ଯୋହନଲିଖିତ ସୁସମାଚାର 7:6
ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ୟିବା) ପାଇଁ ସମସ୍ତ ସମୟ ଉପୟୁକ୍ତ।
ଯୋହନଲିଖିତ ସୁସମାଚାର 13:1
ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।
ଯୋହନଲିଖିତ ସୁସମାଚାର 7:8
ତେଣୁ ତୁମ୍ଭମାନେେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ୟିବି ନାହିଁ। ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ।
ଯୋହନଲିଖିତ ସୁସମାଚାର 7:30
ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କହେି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତବେେଳେ ମଧ୍ଯ ତାହାଙ୍କୁ ହତ୍ଯା କରିବାର ଉଚିତ୍ ସମୟ ହାଇନେଥିଲା।
ଯୋହନଲିଖିତ ସୁସମାଚାର 17:1
ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ବର୍ଗ ଆଡେ ଚାହିଁଲେ। ସେ ପ୍ରାର୍ଥାନା କଲେ, ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହାଇେଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ବିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବନ୍ବିତ ଦଇେ ପାରିବେ।
ଲୂକଲିଖିତ ସୁସମାଚାର 22:53
ମନ୍ଦିର ରେ ମୁଁ ପ୍ରେତ୍ୟକକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭମାନେେ ମାେତେ ସଠାେରେ ବନ୍ଦୀ କରିନବୋକୁ କାହିଁକି ଚେଷ୍ଟା କଲନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତବେେଳେ ଅନ୍ଧକାର ରାଜତ୍ବ କରିଥାଏ।
ଯୋହନଲିଖିତ ସୁସମାଚାର 12:23
ଯୀଶୁ ସମାନଙ୍କେୁ କହିଲେ, ବର୍ତ୍ତମାନ ମନୁଷ୍ଯ ପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।
ମାର୍କଲିଖିତ ସୁସମାଚାର 14:13
ତା'ପରେ ଯୀଶୁ ନିଜର ଦୁଇଜଣ ଶିଷ୍ଯଙ୍କୁ ନଗରକୁ ପଠାଇଲେ। ଯୀଶୁ ସମାନଙ୍କେୁ କହିଲେ, ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନଇଯାେଉଥିବାର ଦେଖିବ। ସହେି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା'ର ପେଛ ପେଛ ୟିବ।
ଯୋହନଲିଖିତ ସୁସମାଚାର 11:28
ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, ଏଠା ରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖାଜେୁଛନ୍ତି।
ମାଥିଉଲିଖିତ ସୁସମାଚାର 21:3
ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।'
ମାଥିଉଲିଖିତ ସୁସମାଚାର 23:8
କିନ୍ତୁ ତୁମ୍ଭ ଭିତରୁ କହେି ନିଜକୁ ରାବ୍ବୀ ବୋଲଇବେ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।
ମାଥିଉଲିଖିତ ସୁସମାଚାର 23:10
ତୁମ୍ଭେ ନିଜକୁ ମାଲିକ ବୋଲାଇବ ନାହିଁ। କାରଣ ତୁମ୍ଭର କବଳେ ଜଣେ ମାତ୍ର ମାଲିକ। ସେ ହେଉଛନ୍ତି ଯୀଶୁ।
ମାଥିଉଲିଖିତ ସୁସମାଚାର 26:2
ଦୁଇଦିନ ପରେ ନିସ୍ତାରପର୍ବ ହବୋ କଥା ତୁମ୍ଭେ ଜାଣ। ସହେି ଦିନ କୃଶ ରେ ଚ଼ଢ଼ାଇ ମନୁଷ୍ଯପୁତ୍ରଙ୍କୁ ମାରି ଦବୋ ପାଇଁ ତାହାଙ୍କ ଶତୃମାନଙ୍କ ହାତ ରେ ଦଇେ ଦିଆୟିବ।
ମାର୍କଲିଖିତ ସୁସମାଚାର 5:35
ଯୀଶୁ ସଠାେରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜ ଗୃହର ଅଧିକାରୀ ଯାଈରସଙ୍କ ଘରୁ କେତକେ ଲୋକ ଆସି ତାହାଙ୍କୁ କହିଲେ, ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ(ଯୀଶୁ)ଙ୍କୁ ଅଯଥା ରେ ଆଉ କାହିଁକି ହଇରାଣ କରିବ?
ଲୂକଲିଖିତ ସୁସମାଚାର 22:10
ଶୁଣ! ତୁମ୍ଭମାନେେ ନଗର ଭିତରକୁ ୟିବା ପରେ ଜଣେ ଲୋକକୁ ପାଣି ମାଠିଆଟିଏ ନଇେ ଯାଉଥିବାର ଦେଖିବ। ତୁମ୍ଭମାନେେ ତା ପେଛ ପେଛ ୟିବ। ସେ ଗୋଟିଏ ଘର ଭିତରକୁ ୟିବ। ତୁମ୍ଭମାନେେ ତା' ସହିତ ୟିବ।
ମାଥିଉଲିଖିତ ସୁସମାଚାର 26:49
ତା'ପରେ ୟିହୂଦା ଯୀଶୁଙ୍କ ପାଖ ରେ ପହଞ୍ଚି ତାହାଙ୍କୁ କହିଲେ, ହେ ଗୁରୁ, ନମସ୍କାର ତାପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।
ଯୋହନଲିଖିତ ସୁସମାଚାର 20:16
ଯୀଶୁ ତାହାଙ୍କୁ କହିଲେ, ମରିୟମ,।