Matthew 27

1 ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।

2 ସମାନେେ ଯୀଶୁଙ୍କୁ ବନ୍ଧି ପକାଇଲେ। ତାପରେ ତାହାଙ୍କୁ ରାଜ୍ଯପାଳ ପୀଲାତଙ୍କ ପାଖକୁ ନଇଗେଲେ, ଓ ତାହାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦେଲେ।

3 ୟିହୂଦା ଦେଖିଲା ଯେ, ସମାନେେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ୟିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତୃମାନଙ୍କ ହାତ ରେ ଦଇେ ଦଇେଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନଙ୍କୁ ସହେି ତିରିଶଟି ରେ ୗପ୍ୟମୁଦ୍ରା ଫରୋଇ ଦଲୋ।

4 ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।

5 ୟିହୂଦା ମନ୍ଦିର ଭିତ ରେ ସହେି ରୂପାଟଙ୍କାତକ ଫିଙ୍ଗି ଦଲୋ। ତାପରେ ସହେି ଜାଗା ଛାଡ଼ି ୟିହୂଦା ଚାଲିଗଲେ ଓ ନିଜକୁ ଫାଶି ଦଲୋ।

6 ପ୍ରଧାନ ଯାଜକମାନେ ମନ୍ଦିର ଭିତ ରେ ସହେି ରୂପା ଟଙ୍କାତକ ଗୋଟାଇ ନେଲେ। ସମାନେେ କହିଲେ, ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହବେ। କାରଣ ଏ ଟଙ୍କା ଜଣକର ମୃତ୍ଯୁ ପାଇଁ ଦିଆଯାଇଛି।

7 ବାହାରୁ ୟିରୂଶାଲମକୁ ଭ୍ରମଣ ରେ ଆସୁଥିବା ଲୋକମାନଙ୍କ ମୃତ୍ଯୁ ହେଲେ ସମାନଙ୍କେୁ ସମାଧି ଦବୋ ନିମନ୍ତେ ସମାନେେ ଏ ଟଙ୍କା ରେ 'କୁମ୍ଭାର ଜମି' ନାମ ରେ ନାମିତ ଜମି ଖଣ୍ଡିଏ କିଣିବାକୁ ସ୍ଥିର କଲେ।

8 ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷାତ୍ର ବୋଲି କୁହାଯାଉଛି।

9 ଏଭଳି ଭାବରେ ଭବିଷ୍ଯଦ୍ବକ୍ତା ୟିରିମିୟଙ୍କ ମାଧ୍ଯମ ରେ କୁହାୟାଇଥିବା ବାଣୀ ସଫଳ ହେଲା। ୟିରିମିୟ କହିଥିଲେ,

10 ପ୍ରଭୁ ମାେତେ ଦଇେଥିବା ଆଦେଶ ଅନୁସାରେ ସମାନେେ ସହେି ଟଙ୍କା ରେ କୁମ୍ଭାର ଜମି ଖଣ୍ଡିକ କିଣିଲେ।

11 ଏହି ସମୟରେ ଯୀଶୁ ରାଜ୍ଯପାଳ ପୀଲାତ ଆଗ ରେ ଠିଆ ହେଲେ। ରାଜ୍ଯପାଳ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?

12 କିନ୍ତୁ ଯେତବେେଳେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ତାହାଙ୍କୁ ଅଭିୟୁକ୍ତ କଲେ ସେ କିଛି ଉତ୍ତର ଦେଲନୋହିଁ।

13 ତେଣୁ ପୀଲାତ ଯୀଶୁଙ୍କୁ ପଚାରିଲେ, ସମାନେେ ତୁମ୍ଭ ବିରୁଦ୍ଧ ରେ ଯେଉଁ ସବୁ ଅଭିଯୋଗ କରୁଛନ୍ତି ତାହା ତୁମ୍ଭେ ଶୁଣିଛ। କାହିଁକି ଉତ୍ତର ଦେଉନାହଁ?

14 କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦବୋକୁ ମନାକଲେ। ଏଥି ରେ ପୀଲାତ ବଡ଼ ଆଶ୍ଚର୍ୟ୍ଯ ହାଇଗେଲେ।

15 ପ୍ରେତ୍ୟକକ ବର୍ଷ ନିସ୍ତାର ପର୍ବ ଅବସର ରେ ରାଜ୍ଯପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକର ମୁକ୍ତ ହବୋ ଚାହୁଁଥିଲେ, କବେଳେ ସହେି ଲୋକକୁ ମୁକ୍ତ କରାଯାଉଥିଲା।

16 ସହେି ସମୟରେ ବାରବ୍ବା ନାମ ରେ ଜଣେ କୁଖ୍ଯାତ ବନ୍ଦୀ ଥିଲା।

17 ତେଣୁ ଯେତବେେଳେ ସବୁଲୋକେ ଏକାଠି ଜମା ହେଲେ, ସେତବେେଳେ ପୀଲାତ ସମାନଙ୍କେୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ଯରୁ କାହାକୁ ମୁକ୍ତ କରିବାକୁ ଚାହୁଁଛ?

18 ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଇର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତ ରେ ଯୀଶୁଙ୍କୁ ସମର୍ପି ଦଇେଛନ୍ତି।

19 ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।

20 କିନ୍ତୁ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସମାନେେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ୟିଶୁଙ୍କୁ ମାରିଦବୋ ପାଇଁ ଅନୁ ରୋଧ କରନ୍ତୁ।

21 ରାଜ୍ଯପାଳ ପୀଲାତ ପଚ଼ାରିଲେ, ବାରବ୍ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ଯରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦବୋ ତୁମ୍ଭମାନେେ ଚାହୁଁଛ?

22 ତା'ପରେ ପୀଲାତ ସମାନଙ୍କେୁ ପଚ଼ାରିଲେ, ତବେେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାୟାଏ ତାହାଙ୍କ ପ୍ରତି ମୁଁ କ'ଣ କରିବି?

23 ପୀଲାତ ପଚ଼ାରିଲେ, କାହିଁକି? ସେ କ'ଣ ଅପରାଧ କରିଛନ୍ତି? କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, ତାହାଙ୍କୁ କୃଶ ରେ ଚ଼ଢ଼ଇେ ଦିଆଯାଉ।

24 ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳଇବୋକୁ କିଛି କରିପାରିବେ ନାହିଁ ବରଂ ଲୋକେ ବଳକେୁ ବଳେ ଉତ୍ତଜେିତ ହାଇେ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, ଏ ଲୋକର ମୃତ୍ଯୁ ପାଇଁ ମୁଁ ତାଯୀ ନୁହେଁ। ତୁମ୍ଭମାନେେ କବଳେ ଏସବୁ କରୁଛ।

25 ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।

26 ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ ଓ ଯୀଶୁଙ୍କୁ ବତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢ଼ାଇବା ପାଇଁ ସୈନ୍ଯମାନଙ୍କୁ ହାତ ରେ ଅର୍ପଣ କଲେ।

27 ତା'ପରେ ପୀଲାତଙ୍କ ସୈନ୍ଯମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନଇଗେଲେ। ସବୁ ସୈନ୍ଯତକ ଯୀଶୁଙ୍କ ଚାରିପଟେ ଜମା ହାଇଗେଲେ।

28 ସୈନ୍ଯମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ।

29 ସମାନେେ କଣ୍ଟାଡ଼ାଳ ରେ ଗୋଟିଏ ମୁକୁଟ ତିଆରି କଲେ ଓ ସହେି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡ ରେ ପିନ୍ଧାଇ ଦେଲେ। ତାହାଙ୍କର ଡ଼ାହାଣ ହାତ ରେ ବାଡ଼ିଟି ଧ ରଇେ ଦେଲେ। ତା'ପରେ ତାହାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ି ତାହାଙ୍କୁ ଥଟ୍ଟା କଲେ। ସମାନେେ କହିଲେ, ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।

30 ତା'ପରେ ସମାନେେ ତାହାଙ୍କ ମୁହଁ ଉପରକୁ ଛପେ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନଇେ ସେଥି ରେ ତାହାଙ୍କର ମୁଣ୍ଡକୁ ପୁଟିବାକୁ ଲାଗିଲେ।

31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କୃଶ ରେ ଚଢ଼ାଇବା ପାଇଁ ନଇଗେଲେ।

32 ସୈନ୍ଯମାନେ ଯୀଶୁଙ୍କୁ ନଇେ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମାନେ ନାମ ରେ ଜଣେ ଲୋକକୁ ଦେଖିଲେ। ସମାନେେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କୃଶ ବୋହି ନବୋ ପାଇଁ ବାଧ୍ଯ କଲେ।

33 ସମାନେେ ଗଲ୍ଗଥା ନାମକ ସ୍ଥାନ ରେ (ଯାହାର ଅର୍ଥ କପାଳସ୍ଥାନ) ପହନ୍ଚିଲେ।

34 ସମାନେେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଚାଖିବା ପରେ ପିଇବା ପାଇଁ ମନା କଲେ।

35 ସମାନେେ ଯୀଶୁଙ୍କୁ କୃଶ ରେ କଣ୍ଟାମାରିସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତ ରେ ଗୁଳାବାଣ୍ଟ କରି ବାଣ୍ଟି ନେଲେ।

36 ତା'ପରେ ସୈନ୍ଯମାନେ ସଠାେରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ।

37 ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।

38 ସହେି ସମୟରେ ଦୁଇଜଣ ଡ଼କାୟତଙ୍କୁ ମଧ୍ଯ ଯୀଶୁଙ୍କ ପାଖ ରେ କୃଶ ରେ ଚଢ଼ଇେ ଦିଆଗଲା। ଜଣକୁ ତାହାଙ୍କ ଡ଼ାହାଣ ପଟେ ଓ ଆର ଜଣକୁ ବାମ ପଟେ।

39 ସହେି ପାଖ ଦଇେ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସମାନେେ ସମେମାନଙ୍କ ମୁଣ୍ଡ ହଲଇେ କହୁଥିଲେ,

40 ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦରକୁ ଭାଙ୍ଗି ଦଇେ ପାରିବଓ ପୁଣି ତାକୁ ତିନିଦିନ ମଧିଅରେ ତିଆରି କରିଦଇେ ପାରିବା ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ତବେେ କୃଶ ଉପରୁ ତଳକୁ ଚ଼ାଲିଆସ।

41 ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚ଼ୀନମାନେ ମଧ୍ଯ ସଠାେରେ ଥିଲେ। ସମାନେେ ମଧ୍ଯ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ।

42 ସମାନେେ କହୁଥିଲେ, ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ। ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁନାହାନ୍ତି। ଲୋକେ କହନ୍ତୁ ଯେ ସେ ଇଶ୍ରାୟେଲର ରାଜା। ଏକଥା ଯଦି ସତ, ତବେେ ସେ ବର୍ତ୍ତମାନ କୃଶ ଉପରୁ ତଳକୁ ଓହ୍ଲଇେ ଆସନ୍ତୁ। ତବେେ ଅମ୍ଭେ ତାହାଙ୍କୁ ବିଶ୍ବାସ କରିବୁ।

43 ସେ ପରମେଶ୍ବରଙ୍କଠା ରେ ବିଶ୍ବାସ କରୁଥିଲେ। ଯଦି ପ୍ରକୃତ ରେ ପରମେଶ୍ବର ତାହାଙ୍କୁ ଚାହୁଁଥାଆନ୍ତି, ତବେେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, 'ମୁଁ ପରମେଶ୍ବରଙ୍କ ପୁତ୍ର।'

44 ଯେଉଁ ଡ଼କାୟତମାନଙ୍କୁ ଯୀଶୁଙ୍କ ପାଖ ରେ କୃଶ ରେ ଚ଼ଢ଼ଇେ ଦିଆଯାଉଥିଲା, ସମାନେେ ମଧ୍ଯ ଯୀଶୁଙ୍କୁ ସହେିଭଳି ଥଟ୍ଟା କରିବା ରେ ଲାଗିଲେ।

45 ଦ୍ବପ୍ରହରଠାରୁ ତିନିଟା ବାଜିବା ପର୍ୟ୍ଯନ୍ତ ସାରା ଦେଶ ରେ ଅନ୍ଧକାର ଘୋଟିଗଲା।

46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଏଲି, ଏଲି, ଲାମା ସବକ୍ଥାନୀ? ଅର୍ଥାତ୍ ହେ ମାରେ ପରମେଶ୍ବର, ହେ ମାରେ ପରମେଶ୍ବର, ତୁମ୍ଭେ ମାେତେ କାହିଁକି ପରିତ୍ଯାଗ କଲ?

47 ସଠାେରେ ଠିଆହାଇେଥିବା କେତକେ ଲୋକ ଏକଥା ଶୁଣିଲେ ଓ କହିଲେ, ସେ ଏଲିୟଙ୍କୁ ଡ଼ାକୁଛି।

48 ସହେିକ୍ଷଣି ସହେି ଲୋକମାନଙ୍କ ମଧ୍ଯରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜଟିଏ ନଇେ ଆସିଲା। ତାକୁ ଅସ୍ଲରସ ରେ ବୁଡ଼ାଇ ଗୋଟିଏ ବାଡ଼ି ରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦଲୋ।

49 କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଆସି ତାହାଙ୍କୁ ରକ୍ଷା କରୁଛନ୍ତି କି ନାହିଁ ଏବେ ଦେଖିବା।

50 ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା'ପରେ ସେ ପ୍ରାଣତ୍ଯାଗ କଲେ।

51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,

52 କବରଗୁଡ଼ିକ ଖାଲିଗେଲା, ଆଗରୁ ମରିଯାଇଥିବା ପରମେଶ୍ବରଙ୍କର ଅନକଗେୁଡ଼ିଏ ଲୋକ ମୃତ୍ଯୁରୁ ପୁଣି ଉତ୍ଥାନ କଲେେ। ସମାନେେ କବର ଭିତରୁ ବାହରି ଆସିଲେ।

53 ଯୀଶୁଙ୍କ ମୃତ୍ଯୁରୁ ବଞ୍ଚି ଉଠିବା ପରେ ସମାନେେ ପବିତ୍ରନଗରକୁ ଯାଇ ଅନକେ ଲୋକଙ୍କୁ ଦଖାଦେେଲେ।

54 ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।

55 କିଛି ଦୁର ରେ ଅନକେ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନବୋ ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।

56 ସମାନଙ୍କେ ମଧିଅରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷଫଙ୍କେ ମାଆ ମରିୟମ ଓ ଜବଦେୀଙ୍କ ପୁତ୍ରମାନ(ଯାକୁବ ଓ ଯହେନ)ଙ୍କ ମାଆ ଥିଲେ।

57 ସନ୍ଧ୍ଯା ହବୋ ବଳକେୁ ଯୋଷଫେ ନାମକ ହାରାମଥିଯାର ଜଣେ ଧନୀ ଲୋକ ୟିରୁଶାଲମ ରେ ଆସି ପହନ୍ଚିଲେ। ସେ ମଧ୍ଯ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ।

58 ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ଯମାନଙ୍କୁ ଆଜ୍ଞା ଦଇେ କହିଲେ ଶରୀରକୁ ତାହାଙ୍କୁ ଦଇଦେିଅ।

59 ଯୋଷଫେ ଶରୀରକୁ ନେଲେ ଓ ତାହାଙ୍କୁ ନୂଆ ରେଶମ ବସ୍ତ୍ର ଦ୍ବାରା ଘାଡ଼ଇେେ ଦେଲେ।

60 ଯୋଷଫେ ଯୀଶୁଙ୍କ ଶରୀରକୁ ତାହାଙ୍କୁ ନୂଆ କବର ମଧିଅରେ ରଖିଲେ। ସହେି କବରକୁ ୟୋ ସଫେ ପଥରର କାନ୍ଥ କାଟି ତିଆରି କରିଥିଲେ। ତାପରେ ସେ ଗୋଟିଏ ବହୁତ ବଡ ପଥର ଗଡ଼ଇେ ଆଣି ପ୍ରବେଶଦ୍ବାରକୁ ବନ୍ଦ କରି ଦେଲେ। ଏସବୁ କଲପରେେ ୟୋ ସଫେ ଚାଲିଗଲେ।

61 ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସଠାେରେ କବର ଆଗ ରେ ବସି ରହିଥିଲେ।

62 ସହେି ଦିନଟି ପ୍ରସ୍ତୁତି ଦିବସ ଥିଲା, ସହେି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭଟେିଲେ।

63 ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'

64 ତେଣୁ ତୃତୀୟ ଦିନ ପର୍ୟ୍ଯନ୍ତ କବରକୁ ପହରା ଦବୋ ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ଯମାନେ ସଠାେକୁ ଆସି ତାହାଙ୍କ ମୃତ ଦହକେୁ ଚେ଼ାରୀ କରି ନବୋପାଇଁ ଚେଷ୍ଟା କରିବେ। ତା'ପରେ ସମାନେେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ଯୁରୁ ଉଠିଛନ୍ତି। ତାହାହେଲେ ଏହୀ ଶଷେ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହବେ।

65 ପୀଲାତ ସମାନଙ୍କେୁ କହିଲେ, ତୁମ୍ଭେ ପହରା ପାଇଁ ସୈନ୍ଯ ନଇଯାେଇପାର। ତୁମ୍ଭେ ଯଭେଳି ଭଳ ଭାବୁଛ, ଯାଅ ଓ ସହେିପରି କବରସ୍ଥାନକୁ ପହରା ଦଇେ ନିରାପଦ ରେ ରଖ।

66 ତା'ପରେ ସମାନେେ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ରେ ମାହେର ଲଗଇେଲେ। ସଠାେରେ ସୈନ୍ଯମାନଙ୍କୁ ପହରା ଦବୋପାଇଁ ଆଦେଶ ଦଇେ ଚୋରମାନଙ୍କ କବଳରୁ କପରକୁ ନିରାପଦ ରଖିବାର ବ୍ଯବସ୍ଥା କଲେ।

1 When the morning was come, all the chief priests and elders of the people took counsel against Jesus to put him to death:

2 And when they had bound him, they led him away, and delivered him to Pontius Pilate the governor.

3 Then Judas, which had betrayed him, when he saw that he was condemned, repented himself, and brought again the thirty pieces of silver to the chief priests and elders,

4 Saying, I have sinned in that I have betrayed the innocent blood. And they said, What is that to us? see thou to that.

5 And he cast down the pieces of silver in the temple, and departed, and went and hanged himself.

6 And the chief priests took the silver pieces, and said, It is not lawful for to put them into the treasury, because it is the price of blood.

7 And they took counsel, and bought with them the potter’s field, to bury strangers in.

8 Wherefore that field was called, The field of blood, unto this day.

9 Then was fulfilled that which was spoken by Jeremy the prophet, saying, And they took the thirty pieces of silver, the price of him that was valued, whom they of the children of Israel did value;

10 And gave them for the potter’s field, as the Lord appointed me.

11 And Jesus stood before the governor: and the governor asked him, saying, Art thou the King of the Jews? And Jesus said unto him, Thou sayest.

12 And when he was accused of the chief priests and elders, he answered nothing.

13 Then said Pilate unto him, Hearest thou not how many things they witness against thee?

14 And he answered him to never a word; insomuch that the governor marvelled greatly.

15 Now at that feast the governor was wont to release unto the people a prisoner, whom they would.

16 And they had then a notable prisoner, called Barabbas.

17 Therefore when they were gathered together, Pilate said unto them, Whom will ye that I release unto you? Barabbas, or Jesus which is called Christ?

18 For he knew that for envy they had delivered him.

19 When he was set down on the judgment seat, his wife sent unto him, saying, Have thou nothing to do with that just man: for I have suffered many things this day in a dream because of him.

20 But the chief priests and elders persuaded the multitude that they should ask Barabbas, and destroy Jesus.

21 The governor answered and said unto them, Whether of the twain will ye that I release unto you? They said, Barabbas.

22 Pilate saith unto them, What shall I do then with Jesus which is called Christ? They all say unto him, Let him be crucified.

23 And the governor said, Why, what evil hath he done? But they cried out the more, saying, Let him be crucified.

24 When Pilate saw that he could prevail nothing, but that rather a tumult was made, he took water, and washed his hands before the multitude, saying, I am innocent of the blood of this just person: see ye to it.

25 Then answered all the people, and said, His blood be on us, and on our children.

26 Then released he Barabbas unto them: and when he had scourged Jesus, he delivered him to be crucified.

27 Then the soldiers of the governor took Jesus into the common hall, and gathered unto him the whole band of soldiers.

28 And they stripped him, and put on him a scarlet robe.

29 And when they had platted a crown of thorns, they put it upon his head, and a reed in his right hand: and they bowed the knee before him, and mocked him, saying, Hail, King of the Jews!

30 And they spit upon him, and took the reed, and smote him on the head.

31 And after that they had mocked him, they took the robe off from him, and put his own raiment on him, and led him away to crucify him.

32 And as they came out, they found a man of Cyrene, Simon by name: him they compelled to bear his cross.

33 And when they were come unto a place called Golgotha, that is to say, a place of a skull,

34 They gave him vinegar to drink mingled with gall: and when he had tasted thereof, he would not drink.

35 And they crucified him, and parted his garments, casting lots: that it might be fulfilled which was spoken by the prophet, They parted my garments among them, and upon my vesture did they cast lots.

36 And sitting down they watched him there;

37 And set up over his head his accusation written, THIS IS JESUS THE KING OF THE JEWS.

38 Then were there two thieves crucified with him, one on the right hand, and another on the left.

39 And they that passed by reviled him, wagging their heads,

40 And saying, Thou that destroyest the temple, and buildest it in three days, save thyself. If thou be the Son of God, come down from the cross.

41 Likewise also the chief priests mocking him, with the scribes and elders, said,

42 He saved others; himself he cannot save. If he be the King of Israel, let him now come down from the cross, and we will believe him.

43 He trusted in God; let him deliver him now, if he will have him: for he said, I am the Son of God.

44 The thieves also, which were crucified with him, cast the same in his teeth.

45 Now from the sixth hour there was darkness over all the land unto the ninth hour.

46 And about the ninth hour Jesus cried with a loud voice, saying, Eli, Eli, lama sabachthani? that is to say, My God, my God, why hast thou forsaken me?

47 Some of them that stood there, when they heard that, said, This man calleth for Elias.

48 And straightway one of them ran, and took a spunge, and filled it with vinegar, and put it on a reed, and gave him to drink.

49 The rest said, Let be, let us see whether Elias will come to save him.

50 Jesus, when he had cried again with a loud voice, yielded up the ghost.

51 And, behold, the veil of the temple was rent in twain from the top to the bottom; and the earth did quake, and the rocks rent;

52 And the graves were opened; and many bodies of the saints which slept arose,

53 And came out of the graves after his resurrection, and went into the holy city, and appeared unto many.

54 Now when the centurion, and they that were with him, watching Jesus, saw the earthquake, and those things that were done, they feared greatly, saying, Truly this was the Son of God.

55 And many women were there beholding afar off, which followed Jesus from Galilee, ministering unto him:

56 Among which was Mary Magdalene, and Mary the mother of James and Joses, and the mother of Zebedee’s children.

57 When the even was come, there came a rich man of Arimathaea, named Joseph, who also himself was Jesus’ disciple:

58 He went to Pilate, and begged the body of Jesus. Then Pilate commanded the body to be delivered.

59 And when Joseph had taken the body, he wrapped it in a clean linen cloth,

60 And laid it in his own new tomb, which he had hewn out in the rock: and he rolled a great stone to the door of the sepulchre, and departed.

61 And there was Mary Magdalene, and the other Mary, sitting over against the sepulchre.

62 Now the next day, that followed the day of the preparation, the chief priests and Pharisees came together unto Pilate,

63 Saying, Sir, we remember that that deceiver said, while he was yet alive, After three days I will rise again.

64 Command therefore that the sepulchre be made sure until the third day, lest his disciples come by night, and steal him away, and say unto the people, He is risen from the dead: so the last error shall be worse than the first.

65 Pilate said unto them, Ye have a watch: go your way, make it as sure as ye can.

66 So they went, and made the sepulchre sure, sealing the stone, and setting a watch.

Numbers 29 in Tamil and English

1 ஏழாம் மாதம் முதல்தேதி பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; அது உங்களுக்கு எக்காளமூதும் நாளாயிருக்கவேண்டும்.
And in the seventh month, on the first day of the month, ye shall have an holy convocation; ye shall do no servile work: it is a day of blowing the trumpets unto you.

2 அப்பொழுது நீங்கள் கர்த்தருக்குச் சுகந்த வாசனையான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
And ye shall offer a burnt offering for a sweet savour unto the Lord; one young bullock, one ram, and seven lambs of the first year without blemish:

3 அவைகளுக்கு அடுத்த போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals for a bullock, and two tenth deals for a ram,

4 ஏழு ஆட்டுக்குட்டிகளில் ஒவ்வொன்றிற்காக ஒரு பங்கையும்,
And one tenth deal for one lamb, throughout the seven lambs:

5 உங்கள் பாவநிவர்த்திக்கான பலியாக ஒரு வெள்ளாட்டுக்கடாவையும் செலுத்தி,
And one kid of the goats for a sin offering, to make an atonement for you:

6 மாதப்பிறப்பின் சர்வாங்க தகனபலியையும் அதின் போஜனபலியையும் தினந்தோறும் இடும் சர்வாங்க தகன பலியையும் அதன் போஜனபலியையும், அவைகளின் முறைமைக்கேற்ற பானபலிகளையும் அன்றி, இவைகளையும் கர்த்தருக்குச் சுகந்த வாசனையான சர்வாங்க தகனபலியாகச் செலுத்தக்கடவீர்கள்.
Beside the burnt offering of the month, and his meat offering, and the daily burnt offering, and his meat offering, and their drink offerings, according unto their manner, for a sweet savour, a sacrifice made by fire unto the Lord.

7 இந்த ஏழாம் மாதம் பத்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதிலே நீங்கள் யாதொரு வேலையும் செய்யாமல், உங்கள் ஆத்துமாக்களைத் தாழ்மைப்படுத்தο,
And ye shall have on the tenth day of this seventh month an holy convocation; and ye shall afflict your souls: ye shall not do any work therein:

8 ர்த்தக்க`் சுகந்த சனையான சர்வξங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering unto the Lord for a sweet savour; one young bullock, one ram, and seven lambs of the first year; they shall be unto you without blemish:

9 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே காளைக்காகப் பத்தில் மூன்று பங்கையும், அந்த ஒரு ஆட்டுக்கடாவுக்காக இரண்டு பங்கையும்,
And their meat offering shall be of flour mingled with oil, three tenth deals to a bullock, and two tenth deals to one ram,

10 ஏழு ஆட்டுக்குட்டிகளில் ஒவ்வொன்றிற்காகப் பத்தில் ஒரு பங்கையும்,
A several tenth deal for one lamb, throughout the seven lambs:

11 பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தி, பாவநிவாரனபலியையும், நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, இவைகளையும் செலுத்தக்கடவீர்கள்.
One kid of the goats for a sin offering; beside the sin offering of atonement, and the continual burnt offering, and the meat offering of it, and their drink offerings.

12 ஏழாம் மாதம் பதினைந்தாம் தேதி உங்களுக்குப் பரிசுத்த சபைகூடும் நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது; ஏழுநாள் கர்த்தருக்குப் பண்டிகை ஆசரிக்கக்கடவீர்கள்.
And on the fifteenth day of the seventh month ye shall have an holy convocation; ye shall do no servile work, and ye shall keep a feast unto the Lord seven days:

13 நீங்கள் கர்த்தருக்குச் சுகந்த வாசனையுள்ள சர்வாங்க தகனபலியாக பதின்மூன்று காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And ye shall offer a burnt offering, a sacrifice made by fire, of a sweet savour unto the Lord; thirteen young bullocks, two rams, and fourteen lambs of the first year; they shall be without blemish:

14 அவைகளின் போஜனபலியாக எண்ணெயிலே பிசைந்த மெல்லிய மாவிலே அந்தப் பதின்மூன்று காளைகளில் ஒவ்வொன்றிற்காகப் பத்தில் மூன்று பங்கையும், அந்த இரண்டு ஆட்டுக்கடாக்களில் ஒவ்வொன்றிற்காக இரண்டு பங்கையும்,
And their meat offering shall be of flour mingled with oil, three tenth deals unto every bullock of the thirteen bullocks, two tenth deals to each ram of the two rams,

15 பதினான்கு ஆட்டுக்குட்டிகளின் ஒவ்வொன்றிற்காக ஒரு பங்கையும்.
And a several tenth deal to each lamb of the fourteen lambs:

16 நித்திய தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

17 இரண்டாம் நாளிலே பன்னிரண்டு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the second day ye shall offer twelve young bullocks, two rams, fourteen lambs of the first year without spot:

18 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத் தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

19 நித்திய சர்வாங்க தகனபலியையும், அதின் போஜனபலியையும், அவைகளின் பானபலிகளையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, and the meat offering thereof, and their drink offerings.

20 மூன்றாம் நாளிலே பதினொரு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the third day eleven bullocks, two rams, fourteen lambs of the first year without blemish;

21 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

22 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரணபலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

23 நான்காம் நாளிலே பத்துக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fourth day ten bullocks, two rams, and fourteen lambs of the first year without blemish:

24 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

25 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one kid of the goats for a sin offering; beside the continual burnt offering, his meat offering, and his drink offering.

26 ஐந்தாம் நாளிலே ஒன்பது காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the fifth day nine bullocks, two rams, and fourteen lambs of the first year without spot:

27 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

28 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

29 ஆறாம் நாளிலே எட்டுக் காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the sixth day eight bullocks, two rams, and fourteen lambs of the first year without blemish:

30 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

31 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலிகளையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

32 ஏழாம் நாளிலே ஏழு காளைகளையும், இரண்டு ஆட்டுக்கடாக்களையும், ஒரு வயதான பழுதற்ற பதினான்கு ஆட்டுக்குட்டிகளையும்,
And on the seventh day seven bullocks, two rams, and fourteen lambs of the first year without blemish:

33 காளைகளும் ஆட்டுக்கடாக்களும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
And their meat offering and their drink offerings for the bullocks, for the rams, and for the lambs, shall be according to their number, after the manner:

34 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, his meat offering, and his drink offering.

35 எட்டாம் நாள் உங்களுக்கு விசேஷித்த ஆசரிப்பு நாளாயிருக்கக்கடவது; அதில் சாதாரணமான யாதொரு வேலையும் செய்யலாகாது.
On the eighth day ye shall have a solemn assembly: ye shall do no servile work therein:

36 அப்பொழுது நீங்கள் கர்த்தருக்குச் சுகந்த வாசனையுள்ள தகனமான சர்வாங்க தகனபலியாக ஒரு காளையையும், ஒரு ஆட்டுக்கடாவையும், ஒரு வயதான பழுதற்ற ஏழு ஆட்டுக்குட்டிகளையும்,
But ye shall offer a burnt offering, a sacrifice made by fire, of a sweet savour unto the Lord: one bullock, one ram, seven lambs of the first year without blemish:

37 காளையும் ஆட்டுக்கடாவும் ஆட்டுக்குட்டிகளும் இருக்கிற இலக்கத்திற்குத்தக்கதாக முறைமையின்படி அவைகளின் போஜனபலியையும், அவைகளின் பானபலிகளையும்,
Their meat offering and their drink offerings for the bullock, for the ram, and for the lambs, shall be according to their number, after the manner:

38 நித்திய சர்வாங்க தகனபலியையும், அதின் போஜனபலியையும், அதின் பானபலியையும் அன்றி, பாவநிவாரண பலியாக ஒரு வெள்ளாட்டுக்கடாவையும் செலுத்தக்கடவீர்கள்.
And one goat for a sin offering; beside the continual burnt offering, and his meat offering, and his drink offering.

39 உங்கள் பொருத்தனைகளையும், உங்கள் உற்சாகபலிகளையும், உங்கள் சர்வாங்க தகனபலிகளையும், உங்கள் போஜனபலிகளையும், உங்கள் பானபலிகளையும், உங்கள் சமாதானபலிகளையும் அன்றி, நீங்கள் உங்கள் பண்டிகைகளிலே கர்த்தருக்குச் செலுத்தவேண்டியவைகள் இவைகளே என்று சொல் என்றார்.
These things ye shall do unto the Lord in your set feasts, beside your vows, and your freewill offerings, for your burnt offerings, and for your meat offerings, and for your drink offerings, and for your peace offerings.

40 கர்த்தர் மோசேக்குக் கட்டளையிட்டபடியெல்லாம் மோசே இஸ்ரவேல் புத்திரருக்குச் சொன்னான்.
And Moses told the children of Israel according to all that the Lord commanded Moses.