Matthew 28:10 ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ତୁମ୍ଭମାନେେ ଯାଇ ମାେ ଭାଇମାନଙ୍କୁ କୁହ ଯେ, ସମାନେେ ଗାଲିଲୀ ଯାଆନ୍ତୁ। ସମାନେେ ମାେତେ ସହେିଠା ରେ ଦେଖିବେ।
Matthew 28:10 in Other Translations
King James Version (KJV) Then said Jesus unto them, Be not afraid: go tell my brethren that they go into Galilee, and there shall they see me.
American Standard Version (ASV) Then saith Jesus unto them, Fear not: go tell my brethren that they depart into Galilee, and there shall they see me.
Bible in Basic English (BBE) Then said Jesus to them, Have no fear: go and give word to my brothers to go into Galilee, and there they will see me.
Darby English Bible (DBY) Then Jesus says to them, Fear not; go, bring word to my brethren that they go into Galilee, and there they shall see me.
World English Bible (WEB) Then Jesus said to them, "Don't be afraid. Go tell my brothers{The word for "brothers" here may be also correctly translated "brothers and sisters" or "siblings."} that they should go into Galilee, and there they will see me."
Young's Literal Translation (YLT) Then saith Jesus to them, `Fear ye not, go away, tell to my brethren that they may go away to Galilee, and there they shall see me.'
Then
τότε
tote
TOH-tay
said
λέγει
legō
LAY-goh
unto them,
αὐταῖς
autos
af-TOSE
ὁ
ho
oh
Jesus
Ἰησοῦς
iēsous
ee-ay-SOOS
not
Μὴ
mē
may
Be afraid:
φοβεῖσθε·
phobeō
foh-VAY-oh
go
ὑπάγετε
hypagō
yoo-PA-goh
tell
ἀπαγγείλατε
apangellō
ah-pahng-GALE-loh
τοῖς
ho
oh
brethren
ἀδελφοῖς
adelphos
ah-thale-FOSE
my
μου
mou
moo
that
ἵνα
hina
EE-na
they go
ἀπέλθωσιν
aperchomai
ah-PARE-hoh-may
into
εἰς
eis
ees
τὴν
ho
oh
Galilee,
Γαλιλαίαν
galilaia
ga-lee-LAY-ah
and there
κἀκεῖ
kakei
ka-KEE
me.
με
me
may
shall they see
ὄψονται
optanomai
oh-PTA-noh-may
Read Full Chapter :
Matthew 28
Cross Reference
ଯୋହନଲିଖିତ ସୁସମାଚାର 20:17
ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:29
ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।
ମାଥିଉଲିଖିତ ସୁସମାଚାର 14:27
ସଙ୍ଗେ ସଙ୍ଗେ ଯୀଶୁ ସମାନଙ୍କେୁ କହିଲେ, ସାହାସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।
ମାଥିଉଲିଖିତ ସୁସମାଚାର 28:5
ସ୍ବର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, ଭୟକର ନାହିଁ। ଯେଉଁ ଯୀଶୁଙ୍କୁ କୃଶ ରେ ଚ଼ଢ଼ାଇ ମାରି ଦିଆଯାଇଛି ତୁମ୍ଭେ ତାହାଙ୍କୁ ଖାଜେୁଥିବା କଥା ମୁଁ ଜାଣିଛି।
ମାଥିଉଲିଖିତ ସୁସମାଚାର 28:7
ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଜଣାଅ: 'ଯୀଶୁ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସଠାେରେ ଥିବେ। ତୁମ୍ଭମାନେେ ତାହାଙ୍କୁ ସଠାେରେ ଦେଖିବ।' ତା'ପରେ ସ୍ବର୍ଗଦୂତ ଆଉ ଥରେ କହିଲେ, ଏହି ସବୁକଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।
ମାର୍କଲିଖିତ ସୁସମାଚାର 3:33
ଯୀଶୁ ପଚାରିଲେ, କିଏ ମାରେ ମାଆ? କେଉଁମାନେ ମାରେ ଭାଇ?
ମାର୍କଲିଖିତ ସୁସମାଚାର 16:7
ଏବେ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଏବଂ ପିତରଙ୍କୁ କୁହ ଯେ ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁ ଭଳି କହିଥିଲେ, ତୁମ୍ଭମାନେେ ତାହାଙ୍କୁ ସହେିଭଳି ସଠାେରେ ଦେଖିବ।
ବିଚାରକର୍ତାମାନଙ୍କ ବିବରଣ 10:16
ଏହାପରେ ସମାନେେ ନିଜ ମଧ୍ଯରକ୍ସ୍ଟ ବିଦେଶୀ ଦବଗେଣଙ୍କକ୍ସ୍ଟ ଦୂର କରି ଦେଲେ ଏବଂ ସଦାପ୍ରଭୁଙ୍କର ସବୋ କଲେ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କର ଦକ୍ସ୍ଟଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ।
ଯୋହନଲିଖିତ ସୁସମାଚାର 6:20
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ଏହିତ ମୁଁ ନିଜେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:11
ତେଣୁ ୟିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁ ହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସମାନଙ୍କେୁ ନିଜ ଭାଇ ଓ ଭଉଣୀ ଡ଼ାକିବା ରେ ଲଜ୍ଜା ବୋଧ କରନ୍ତି ନାହିଁ। ଯୀଶୁ କୁହନ୍ତି :
ଲୂକଲିଖିତ ସୁସମାଚାର 24:36
ଏହି ଦୁଇଜଣ ଲୋକ ଏହି ସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ଯଦଳଙ୍କ ଭିତ ରେ ଠିଆ ହାଇେଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।
ଗୀତସଂହିତା 103:8
ସଦାପ୍ରଭୁ ସ୍ନହେଶୀଳ ଓ କୃପାମଯ, ସେ ଧୈର୍ଯଶୀଳ ଏବଂ େପ୍ରମରେ ପରିପୂର୍ଣ୍ଣ।
ମାଥିଉଲିଖିତ ସୁସମାଚାର 12:48
ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ମାରେ ମାଆ କିଏ? ମାରେ ଭାଇମାନେ କିଏ?
ମାଥିଉଲିଖିତ ସୁସମାଚାର 25:40
ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'
ମାଥିଉଲିଖିତ ସୁସମାଚାର 25:45
ତାପରେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଅଛି, ଯେତବେେଳେ ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଲୋକଙ୍କ ଭିତରୁ ଯେ କୌଣସି ଲୋକକୁ ସାହାୟ୍ଯ କରିବାକୁ ମନା କଲ, ତୁମ୍ଭେ ମାେତେ ସାହାୟ୍ଯ କରିବା ପାଇଁ ମନା କଲ!'