Matthew 7

1 ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।

2 ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।

3 ତୁମ୍ଭେ ତୁମ୍ଭ ଭାଇ ଆଖି ରେ ପଡିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖି ରେ ପଡିଥିବା କାଠଗୁଣ୍ଡଟି ଦେଖିପାରୁନାହଁ?

4 ତୁମ୍ଭ ନିଜ ଆଖି ରେ କାଠଗୁଣ୍ଡଟି ପଡିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହିପାରୁଛ ଯେ, ଦଖାେଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢି ଦବେି!

5 ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର। ତା' ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତାପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢି ଆଣି ପାରିବ।

6 'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।

7 ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

8 କାରଣ ଯେଉଁଲୋକ ମାଗୁଥାଏ, ସେ ପାଏ। ଯେଉଁଲୋକ ଖାଜେୁଥାଏ, ସେ ପାଏ ଓ ଯାଉଁ ଲୋକ ଦ୍ବାର ଠକ୍ ଠକ୍ କରୁଥାଏ, ତା ପାଇଁ କବାଟ ଲିଯାଏ।

9 'ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ ତୁମ୍ଭେ କଣ ତାକୁ ପଥରଟିଏ ଦବେ।

10 ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ'ଣ ତାକୁ ସାପଟିଏ ଦବେ? ନା! ତୁମ୍ଭେ ଦବନୋହିଁ?

11 ଏପରିକି ତୁମ୍ଭେ ମନ୍ଦ ଲୋକ ହାଇେ ମଧ୍ଯ ପିଲାମାନଙ୍କୁ କିଭଳି ଭଲ ଉପହାର ଦବୋକୁ ହୁଏ, ତାହା ତୁମ୍ଭେ ଜାଣ। ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ଦବେେ!

12 ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଚାହୁଁଛ, ତୁମ୍ଭେ ନିଜେ ସମାନଙ୍କେ ପାଇଁ ସହେିଭଳି କର। ଏହା ହିଁ ମାଶାଙ୍କେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।

13 ସ୍ବର୍ଗ ପଥରେ କଢାଇ ନେଉଥିବା ଅଣଓସାରିଆ ଫାଟକ ଦଇେ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପଶସ୍ତ ରାସ୍ତା ନର୍କ ଆଡକୁ ଯାଏ। ବହୁତ ଲୋକ ସହେି ରାସ୍ତା ରେ ଯାଆନ୍ତି।

14 ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ େଛାଟ। ବାସ୍ତବ ଜୀବନ ଆଡକୁ ୟିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖାଜେି ପାଆନ୍ତି।

15 ଭଣ୍ଡ ଭବିଷ୍ଯଦ୍ବକ୍ତାଙ୍କଠାରୁ ଦୂର ରେ ରୁହ। ସମାନେେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କନ୍ତୁ ସମାନେେ ପ୍ରକୃତ ରେ ହିଂସ୍ର ଗଧିଆ ଭଳି ଅଟନ୍ତି।

16 ତୁମ୍ଭେ ତାହାଙ୍କୁ ସମାନଙ୍କେର କାର୍ୟ୍ଯରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡମ୍ବିରି ଫଳ ଫଳେ ନାହିଁ, ସହେିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନଥାଏ।

17 ପ୍ରେତ୍ୟକକ ଭଲ ଗଛ ରେ ଭଲ ଫଳ ଫଳେ। କିନ୍ତୁ ଗୋଟିଏ ମନ୍ଦ ଗଛ ରେ ମନ୍ଦ ଫଳ ଫଳେ,

18 ଗୋଟିଏ ଭଲ ଗଛ ରେ ମନ୍ଦ ଫଳି ପାରିବନାହିଁ। କି ଗୋଟିଏ ମନ୍ଦ ଗଛ ରେ ଭଲ ଫଳ ଫଳି ପାରିବନାହିଁ।

19 ଯେଉଁ ଗଛ ରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।

20 ତେଣୁ ମୁଁ ପୁଣିଥରେ କହୁଛି ଯେ ଏହି ଭଣ୍ତ ଲୋକମାନଙ୍କୁ ତୁମ୍ଭେ ତାହାଙ୍କ କାର୍ୟ୍ଯରୁ ଚିହ୍ନି ପାରିବ।

21 ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।

22 ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?

23 ତବେେ ମୁଁ ସମାନଙ୍କେୁ ଖାେଲାଖାଲିେ ଭାବରେ କହିବି ଯେ, 'ମୁଁ ତୁମ୍ଭକୁ ଆଦୌ ଜାଣିନି। ଆ ରେ କୁକର୍ମୀମାନେ, ମାେ ପାଖରୁ ଚାଲିଯାଅ।'

24 ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।

25 ବର୍ଷା ହେଲା, ବଢି ମାଡି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତାର ମୂଳଦୁଆ ପଥର ଉପରେ ରହିଥଲା।

26 କିନ୍ତୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, କିନ୍ତୁ ସଗେୁଡିକୁ ମାନି ଚଳନୋହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ଯକ୍ତି ଭଳି।

27 ବର୍ଷା ହେଲା, ବଢି ମାଡିଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ ଏବଂ ସହେି ଘରଟି ପୁରାପୂରି ଭାଙ୍ଗି ପଡିଲା।

28 ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।

29 କାରଣ ସେ ସମାନଙ୍କେୁ ସମାନଙ୍କେର ଧର୍ମ-ଶାସ୍ତ୍ରୀଙ୍କ ଭଳି ଉପଦେଶ ନଦଇେ ଅଧିକାର ଥିବା ଜଣେ ଲୋକ ଭଳି ଉପଦେଶ ଦେଉଥିଲେ।

1 Judge not, that ye be not judged.

2 For with what judgment ye judge, ye shall be judged: and with what measure ye mete, it shall be measured to you again.

3 And why beholdest thou the mote that is in thy brother’s eye, but considerest not the beam that is in thine own eye?

4 Or how wilt thou say to thy brother, Let me pull out the mote out of thine eye; and, behold, a beam is in thine own eye?

5 Thou hypocrite, first cast out the beam out of thine own eye; and then shalt thou see clearly to cast out the mote out of thy brother’s eye.

6 Give not that which is holy unto the dogs, neither cast ye your pearls before swine, lest they trample them under their feet, and turn again and rend you.

7 Ask, and it shall be given you; seek, and ye shall find; knock, and it shall be opened unto you:

8 For every one that asketh receiveth; and he that seeketh findeth; and to him that knocketh it shall be opened.

9 Or what man is there of you, whom if his son ask bread, will he give him a stone?

10 Or if he ask a fish, will he give him a serpent?

11 If ye then, being evil, know how to give good gifts unto your children, how much more shall your Father which is in heaven give good things to them that ask him?

12 Therefore all things whatsoever ye would that men should do to you, do ye even so to them: for this is the law and the prophets.

13 Enter ye in at the strait gate: for wide is the gate, and broad is the way, that leadeth to destruction, and many there be which go in thereat:

14 Because strait is the gate, and narrow is the way, which leadeth unto life, and few there be that find it.

15 Beware of false prophets, which come to you in sheep’s clothing, but inwardly they are ravening wolves.

16 Ye shall know them by their fruits. Do men gather grapes of thorns, or figs of thistles?

17 Even so every good tree bringeth forth good fruit; but a corrupt tree bringeth forth evil fruit.

18 A good tree cannot bring forth evil fruit, neither can a corrupt tree bring forth good fruit.

19 Every tree that bringeth not forth good fruit is hewn down, and cast into the fire.

20 Wherefore by their fruits ye shall know them.

21 Not every one that saith unto me, Lord, Lord, shall enter into the kingdom of heaven; but he that doeth the will of my Father which is in heaven.

22 Many will say to me in that day, Lord, Lord, have we not prophesied in thy name? and in thy name have cast out devils? and in thy name done many wonderful works?

23 And then will I profess unto them, I never knew you: depart from me, ye that work iniquity.

24 Therefore whosoever heareth these sayings of mine, and doeth them, I will liken him unto a wise man, which built his house upon a rock:

25 And the rain descended, and the floods came, and the winds blew, and beat upon that house; and it fell not: for it was founded upon a rock.

26 And every one that heareth these sayings of mine, and doeth them not, shall be likened unto a foolish man, which built his house upon the sand:

27 And the rain descended, and the floods came, and the winds blew, and beat upon that house; and it fell: and great was the fall of it.

28 And it came to pass, when Jesus had ended these sayings, the people were astonished at his doctrine:

29 For he taught them as one having authority, and not as the scribes.

Acts 14 in Tamil and English

1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.

2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.

3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.

4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.

5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,

6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:

7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.

8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:

9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,

10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.

11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.

12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.

13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.

14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,

15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:

16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.

17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.

18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.

19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.

20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.

21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,

22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.

23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.

24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.

25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:

26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.

27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.

28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.