Matthew 9

1 ଯୀଶୁ ନେ ୗକା ରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫରେିଗଲେ।

2 କେତକେ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶୟେ ରେ ଶାଇେଥିଲା। ଯୀଶୁ ସହେି ଲୋକମାନଙ୍କର ଗଭୀର ବିଶ୍ବାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, ହେ ୟୁବକ! ସାହସ ରଖ। ତୁମ୍ଭର ସବୁ ପାପ କ୍ଷମା କରାଗଲା।

3 କେତକେ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସମାନେେ ନିଜ ନିଜ ଭିତ ରେ କୁହାକୁହି ହେଲେ, ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ବର। ଏହାଦ୍ବାରା ସେ ପରମେଶ୍ବରଙ୍କ ନିନ୍ଦା କରୁଛି।

4 ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?

5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହବେ: 'ତୁମ୍ଭର ପାପ କ୍ଷମା କରି ଦିଆଗଲା' ନା 'ଉଠ, ଚାଲିବା ଆରମ୍ଭ କର'?

6 ମୁଁ ତୁମ୍ଭକୁ ଦେଖଇେ ଦବେି ଯେ, ଏ ଜଗତ ରେ ମନୁଷ୍ଯ ପୁତ୍ରଙ୍କର ପାପ କ୍ଷମା କରିଦବୋର ଶକ୍ତି ଅଛି। ତା'ପରେ ଯୀଶୁ ସହେି ପକ୍ଷାଘାତ ରୋଗୀଟିକୁ କହିଲେ, ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।'

7 ପକ୍ଷାଘାତ ରୋଗୀଟି ଉଠି ଘରକୁ ଚାଲିଗଲା।

8 ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।

9 ଯୀଶୁ ସଠାରୁେ ଯାଉଯାଉ ଦେଖିଲେ ଯେ କର ଆଦାୟ କନ୍େଦ୍ର ରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, ମାରେ ଅନୁସରଣ କର। ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।

10 ଯୀଶୁ ମାଥିଉଙ୍କ ଘ ରେ ଖାଉଥିଲେ। ସେ ଖାଇବା ବେଳେ ଅନକେ କର ଆଦାୟକାରୀ ଓ ଅନ୍ୟ ପାପୀମାନେ ସଠାେରେ ପହଁଞ୍ଚିଲେ। ସମାନେେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।

11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଚାରିଲେ, ତୁମ୍ଭର ଗୁରୁ କର ଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?

12 ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, ଜଣେ ସୁସ୍ଥ ଲୋକ ପାଇଁ ଡାକ୍ତର ଆବଶ୍ଯକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।

13 ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।

14 ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ। କିନ୍ତୁ ଆପଣଙ୍କ ଶିଷ୍ଯମାନେ ଉପବାସ କରନ୍ତି ନାହିଁ କାହିଁକି?

15 ଯୀଶୁ ସମାନଙ୍କେୁ କହିଲେ, ବର ଯେପର୍ୟ୍ଯନ୍େତ ବରଯାତ୍ରୀମାନଙ୍କ ସହିତ ଥିବ, ସେ ପର୍ୟ୍ଯନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡଇେ ନିଆୟିବ। ସେତବେେଳେ ବରଯାତ୍ରୀମାନେ ଦୁଃଖୀ ହବେେ। ତାପରେ ସମାନେେ ଉପବାସ କରିବେ।

16 କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।

17 ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ର ରେ ଢାଳନ୍ତି ନାହିଁ।

18 ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।

19 ଯୀଶୁ ଉଠିଲେ। ସେ ଅଧ୍ଯକ୍ଷଙ୍କ ସହିତ ସଠାେକୁ ବାହାରିଲେ। ତାହାଙ୍କ ଶିଷ୍ଯମାନେ ମଧ୍ଯ ତାହାଙ୍କ ସହିତ ସଠାେକୁ ଗଲେ।

20 ସଠାେରେ ଜଣେ ସ୍ତ୍ରୀ ଲୋକ ଥିଲା। ତାର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀ ଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁ ଦଲୋ।

21 ଏହା କଲା ବେଳେ ସେ ମନେ ମନେ ଭାବୁଥିଲା, ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁ ଦେଲେ ସୁସ୍ଥ ହାଇଯେିବି।

22 ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।

23 ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।

24 ଯୀଶୁ ସମସ୍ତଙ୍କୁ କହିଲେ, 'ବାହାରିଯାଅ। ଝିଅଟି ମରିନାହିଁ। ସେ କବଳେ ଶାଇେ ପଡିଛି। ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ।

25 ଲୋକଙ୍କୁ ଘର ଭିତରୁ ବାହାର କରି ଦିଆୟିବା ପରେ ଯୀଶୁ ଭତରକୁ ଗଲେ। ଝିଅଟିର ହାତ ଧରିଲେ। ଝିଅଟି ଉଠି ଠିଆ ହେଲା।

26 ଏ ଖବର ସହେି ଅଞ୍ଚଳ ସାରା ବ୍ଯାପିଗଲା।

27 ଯୀଶୁ ସହେି ସ୍ଥାନ ଛାଡି ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସମାନେେ ପାଟି କରି କହୁଥିଲେ, ହେ ଦାଉଦଙ୍କ ପୁତ୍ର , ଆମ୍ଭମାନଙ୍କୁ ଦୟା କର।

28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।

29 ତା'ପରେ ଯୀଶୁ ସମାନଙ୍କେ ଆଖିକୁ ଛୁଇଁଲେ। ସେ କହିଲେ, ତୁମ୍ଭେ ଯେପରି ବିଶ୍ବାସ କରିଅଛ, ତୁମ୍ଭ ପ୍ରତି ସପରେି ହେଉ।

30 ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସମାନଙ୍କେୁ ଦୃଢଭାବରେ ଚତାବେନୀ ଦଇେ କହିଲେ, ଏ ବିଷୟ ଅନ୍ୟକୁ କହିବ ନାହିଁ।

31 କିନ୍ତୁ ଅନ୍ଧ ଦୁ ହେଁ ଓ ଖବର ସେ ଅଞ୍ଚଳ ସାରା ପ୍ରଚାର କରି ଦେଲେ।

32 ସେ ଅନ୍ଧ ଦୁଇଜଣ ଗଲାପରେ କେତକେ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପିରୁ ନଥିଲା। କାରଣ ତା ଦହେ ରେ ଭୂତ ପ୍ରବେଶ କରି ରହିଥିଲା।

33 ଯୀଶୁ ତା' ଦହରେୁ ଭୂତକୁ ତଡି ଦେଲେ। କିଛି କହି ପାରୁ ନଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫରେି ପାଇଲା। ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଇଶ୍ରାଯାଲ ରେ ଏଭଳି ଘଟଣା ଘଟିବା ଆମ୍ଭେ କବେେ ହେଲେ ଦେଖି ନଥିଲୁ।

34 କିନ୍ତୁ ଫାରୂଶୀମାନେ କହିଲେ, ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାୟ୍ଯ ରେ ଅନ୍ୟ ଭୂତଙ୍କୁ ତଡି ଦେଉଛନ୍ତି।

35 ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କ ରେ ଉପଦେଶ ଦେଲେ, ଓ ପରମେଶ୍ବରଙ୍କ ରାଜ୍ଯର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରି ଦେଲେ।

36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।

37 ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଫସଲ(ଲୋକ) ବହୁତ। କିନ୍ତୁ ମୂଲିଆ ( ସବେକ) କମ୍ ଅଛନ୍ତି।

38 ଫସଲ ଅମଳ(ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର।

1 And he entered into a ship, and passed over, and came into his own city.

2 And, behold, they brought to him a man sick of the palsy, lying on a bed: and Jesus seeing their faith said unto the sick of the palsy; Son, be of good cheer; thy sins be forgiven thee.

3 And, behold, certain of the scribes said within themselves, This man blasphemeth.

4 And Jesus knowing their thoughts said, Wherefore think ye evil in your hearts?

5 For whether is easier, to say, Thy sins be forgiven thee; or to say, Arise, and walk?

6 But that ye may know that the Son of man hath power on earth to forgive sins, (then saith he to the sick of the palsy,) Arise, take up thy bed, and go unto thine house.

7 And he arose, and departed to his house.

8 But when the multitudes saw it, they marvelled, and glorified God, which had given such power unto men.

9 And as Jesus passed forth from thence, he saw a man, named Matthew, sitting at the receipt of custom: and he saith unto him, Follow me. And he arose, and followed him.

10 And it came to pass, as Jesus sat at meat in the house, behold, many publicans and sinners came and sat down with him and his disciples.

11 And when the Pharisees saw it, they said unto his disciples, Why eateth your Master with publicans and sinners?

12 But when Jesus heard that, he said unto them, They that be whole need not a physician, but they that are sick.

13 But go ye and learn what that meaneth, I will have mercy, and not sacrifice: for I am not come to call the righteous, but sinners to repentance.

14 Then came to him the disciples of John, saying, Why do we and the Pharisees fast oft, but thy disciples fast not?

15 And Jesus said unto them, Can the children of the bridechamber mourn, as long as the bridegroom is with them? but the days will come, when the bridegroom shall be taken from them, and then shall they fast.

16 No man putteth a piece of new cloth unto an old garment, for that which is put in to fill it up taketh from the garment, and the rent is made worse.

17 Neither do men put new wine into old bottles: else the bottles break, and the wine runneth out, and the bottles perish: but they put new wine into new bottles, and both are preserved.

18 While he spake these things unto them, behold, there came a certain ruler, and worshipped him, saying, My daughter is even now dead: but come and lay thy hand upon her, and she shall live.

19 And Jesus arose, and followed him, and so did his disciples.

20 And, behold, a woman, which was diseased with an issue of blood twelve years, came behind him, and touched the hem of his garment:

21 For she said within herself, If I may but touch his garment, I shall be whole.

22 But Jesus turned him about, and when he saw her, he said, Daughter, be of good comfort; thy faith hath made thee whole. And the woman was made whole from that hour.

23 And when Jesus came into the ruler’s house, and saw the minstrels and the people making a noise,

24 He said unto them, Give place: for the maid is not dead, but sleepeth. And they laughed him to scorn.

25 But when the people were put forth, he went in, and took her by the hand, and the maid arose.

26 And the fame hereof went abroad into all that land.

27 And when Jesus departed thence, two blind men followed him, crying, and saying, Thou Son of David, have mercy on us.

28 And when he was come into the house, the blind men came to him: and Jesus saith unto them, Believe ye that I am able to do this? They said unto him, Yea, Lord.

29 Then touched he their eyes, saying, According to your faith be it unto you.

30 And their eyes were opened; and Jesus straitly charged them, saying, See that no man know it.

31 But they, when they were departed, spread abroad his fame in all that country.

32 As they went out, behold, they brought to him a dumb man possessed with a devil.

33 And when the devil was cast out, the dumb spake: and the multitudes marvelled, saying, It was never so seen in Israel.

34 But the Pharisees said, He casteth out devils through the prince of the devils.

35 And Jesus went about all the cities and villages, teaching in their synagogues, and preaching the gospel of the kingdom, and healing every sickness and every disease among the people.

36 But when he saw the multitudes, he was moved with compassion on them, because they fainted, and were scattered abroad, as sheep having no shepherd.

37 Then saith he unto his disciples, The harvest truly is plenteous, but the labourers are few;

38 Pray ye therefore the Lord of the harvest, that he will send forth labourers into his harvest.

Job 38 in Tamil and English

1 ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,
Then the Lord answered Job out of the whirlwind, and said,

2 କିଏ ଏହି ଅଜ୍ଞାନୀ ବ୍ଯକ୍ତି ୟିଏ କି ଏଭଳି ନିର୍ବୋଧ କଥା କହୁଛି ?
Who is this that darkeneth counsel by words without knowledge?

3 ଆୟୁବ, ଜଣେ ମଣିଷ ପରି ଛିଡ଼ା ହାଇୟୋଅ, ଯାହା ଫଳ ରେ ମୁଁ ତୁମ୍ଭକୁ ପ୍ରଶ୍ନ ପଚାରି ପାରିବି ଏବଂ ତୁମ୍ଭେ ମାେତେ ଉତ୍ତର ଦଇପୋରିବ।
Gird up now thy loins like a man; for I will demand of thee, and answer thou me.

4 ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।
Where wast thou when I laid the foundations of the earth? declare, if thou hast understanding.

5 ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହବେ ? କିଏ ଏହି ପୃଥିବୀକୁ ମାପଚୁପ କରିଥିଲା ଏକ ମାପିବା ରଖାେ ଦ୍ବାରା ।
Who hath laid the measures thereof, if thou knowest? or who hath stretched the line upon it?

6 ପୃଥିବୀ କାହା ଉପରେ ସ୍ଥିର ରହିଛି ? କିଏ ଏହି ସ୍ଥାନ ରେ ପ୍ରଥମ ପଥର ରଖିଲା ?
Whereupon are the foundations thereof fastened? or who laid the corner stone thereof;

7 ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ ଏବଂ ଏହା ଯେତବେେଳେ ହେଲା ସ୍ବର୍ଗଦୂତଗଣ ଆନନ୍ଦ ରେ ଚିତ୍କାର କଲେ।
When the morning stars sang together, and all the sons of God shouted for joy?

8 ଆୟୁବ, କିଏ ସମୁଦ୍ରକୁ ବନ୍ଦ କରିବା ପାଇଁ ଫାଟକ ବନ୍ଦ କଲା, ଯେତବେେଳେ ଏହା ଗଭୀର ଭାବରେ ପୃଥିବୀ ରେ ପ୍ରବାହିତ ହେଲା ?
Or who shut up the sea with doors, when it brake forth, as if it had issued out of the womb?

9 ସେତବେେଳେ ମୁଁ ତାକୁ ମେଘଦ୍ବାରା ଆବୃତ କଲି ଓ ଏହାକୁ ନିବିଡ଼ ଅନ୍ଧକାର ମଧିଅରେ ଗୁଡ଼ାଇ ରଖିଲି।
When I made the cloud the garment thereof, and thick darkness a swaddlingband for it,

10 ମୁଁ ସମୁଦ୍ର ପାଇଁ ସୀମା ନିରୁପିତ କଲି ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦିଅ।
And brake up for it my decreed place, and set bars and doors,

11 ମୁଁ ସମୁଦ୍ରକୁ କହିଲି, 'ତୁମ୍ଭେ ଏତିକି ବାଟ ପର୍ୟ୍ଯନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନ ରେ ତୁମ୍ଭେ ଗର୍ବି ଢ଼େଉ ଆସି ବନ୍ଦ ହବେ।'
And said, Hitherto shalt thou come, but no further: and here shall thy proud waves be stayed?

12 ଆୟୁବ, ତୁମ୍ଭେ କବେେ ତୁମ୍ଭର ଜୀବନକାଳ ମଧିଅରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହବୋ ପାଇଁ କି ଦିନ ଆରମ୍ଭ ହବୋ ପାଇଁ ?
Hast thou commanded the morning since thy days; and caused the dayspring to know his place;

13 ଆୟୁବ ତୁମ୍ଭେ କବେେ ସକାଳର ସୂର୍ୟ୍ଯ କିରଣକୁ ପୃଥିବୀକୁ ଆଚ୍ଛାଦିତ କରିବାକୁ କହିଛ ? ଏବଂ ଦୁଷ୍ଟ ଲୋକମାନଙ୍କୁ ହଲାଇ ଲୁଚିବା ଜାଗାରୁ ଖାଜେି ବାହାର କରିଛ ?
That it might take hold of the ends of the earth, that the wicked might be shaken out of it?

14 ସମାନଙ୍କେ ଆଲୋକ ଦ୍ବାରା ପୃଥିବୀ ଏକ ମାଟିଗୁଳା ପରି ପରିବର୍ତ୍ତିତ ହେଲା। ଯେତବେେଳେ ଏହା ଏକ ମାହେର ଦ୍ବାରା ମାହେରାଙ୍କିତ ହେଲା। ଏହାର ଆକାର କୋଟର ଭାଙ୍ଗ ଭଳି ଛିଡ଼ା ହୁଏ।
It is turned as clay to the seal; and they stand as a garment.

15 ଦୁଷ୍ଟ ଲୋକମାନେ ଦିନର ଆଲୁଅକୁ ଭଲ ପାଆନ୍ତି ନାହିଁ। କାରଣ ଏହାର ପ୍ରଖର କିରଣ ସମାନଙ୍କେୁ ମନ୍ଦ କରିବାକୁ ମନା କରେ।
And from the wicked their light is withholden, and the high arm shall be broken.

16 ଆୟୁବ ତୁମ୍ଭେ କବେେ ସମୁଦ୍ରର ଗଭୀର ସ୍ଥାନକୁ ୟାଇଛ କି। ଯେଉଁଠାରୁ ସମୁଦ୍ରର ଆରମ୍ଭ। ତୁମ୍ଭେ କବେେ ସମୁଦ୍ରର ନିମ୍ନ ଦେଶ ରେ ଚାଲିଛ କି ?
Hast thou entered into the springs of the sea? or hast thou walked in the search of the depth?

17 ଆୟୁବ ତୁମ୍ଭେ କବେେ ମୃତ୍ଯୁ ଦେଶର ଦ୍ବାରକୁ ଦେଖିଛ କି ? ତୁମ୍ଭେ କବେେ ସହେି ଫାଟକକୁ ଦେଖିଛ କି ଯାହା ଅନ୍ଧକାର ମରଣ ସ୍ଥାନକୁ ନଇୟୋଏ।
Have the gates of death been opened unto thee? or hast thou seen the doors of the shadow of death?

18 ଆୟୁବ ତୁମ୍ଭେ ବୁଝିପାରୁଛ କି ପୃଥିବୀ କେତେ ବଡ଼ ଅଟେ ? ଯଦି ତୁମ୍ଭେ ଜାଣ ଉତ୍ତର ଦିଅ।
Hast thou perceived the breadth of the earth? declare if thou knowest it all.

19 ଆୟୁବ, ଆଲୋକ କେଉଁଠାରୁ ଆ ସେ ? ଅନ୍ଧକାର କେଉଁଠାରୁ ଆ ସେ।
Where is the way where light dwelleth? and as for darkness, where is the place thereof,

20 ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା'ର ପୂର୍ବ ସ୍ଥାନକୁ ଫରୋଇ ଦଇପୋରିବ କି ? ତୁମ୍ଭେ ସେ ସ୍ଥାନକୁ କିପରି ୟାଇପାରିବ ଜାଣିଛ କି ?
That thou shouldest take it to the bound thereof, and that thou shouldest know the paths to the house thereof?

21 ନିଶ୍ଚଯ ତୁମ୍ଭେ ଏକଥା ସବୁ ଜାଣିଛ। ତୁମ୍ଭେ ଅତି ବୃଦ୍ଧ ଓ ଜ୍ଞାନୀ ମଧ୍ଯ ଅଟ। ତୁମ୍ଭେ ବଞ୍ଚିଥିଲ ମୁଁ ଯେତବେେଳେ ଏହିସବୁ ଗଢ଼ିଥିଲି, ନୁହେଁ କି ?
Knowest thou it, because thou wast then born? or because the number of thy days is great?

22 ଆୟୁବ, ତୁମ୍ଭେ କବେେ ମାରେ ଭଣ୍ଡାର ଘରକୁ ୟାଇଛ କି, ଯେଉଁଠା ରେ କି ମୁଁ ବରଫ ଏବଂ କୁଆପଥର ରଖିଛି।
Hast thou entered into the treasures of the snow? or hast thou seen the treasures of the hail,

23 ମୁଁ ବରଫ ଓ କୁଆପଥର ଖଣ୍ଡଗୁଡ଼ିକୁ, କଷ୍ଟ ସମୟ ପାଇଁ ୟୁଦ୍ଧ ଓ ସଂଗ୍ରାମ ସମୟ ପାଇଁ ସଞ୍ଚଯ କରିଛି।
Which I have reserved against the time of trouble, against the day of battle and war?

24 ତୁମ୍ଭେ ସହେି ସ୍ଥାନକୁ ୟାଇଛ କି ଯେଉଁଠାରୁ ସୂର୍ୟ୍ଯ ଉଦଯ ହୁଏ ଏବଂ ଯେଉଁଠାରୁ ପୂର୍ବବାଯୁ ସାରା ପୃଥିବୀ ରେ ଚାରିଆଡ଼େ ବିଚ୍ଛୁରିତ ହାଇୟୋଏ।
By what way is the light parted, which scattereth the east wind upon the earth?

25 ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।
Who hath divided a watercourse for the overflowing of waters, or a way for the lightning of thunder;

26 କିଏ ବର୍ଷା ତିଆରି କରନ୍ତି ଏପରି ଜାଗା ରେ ଯେଉଁଠା ରେ କହେି ମନୁଷ୍ଯ ରହନ୍ତି ନାହିଁ।
To cause it to rain on the earth, where no man is; on the wilderness, wherein there is no man;

27 ସହେି ବର୍ଷାଜଳ ଖାଲି ସ୍ଥାନମାନଙ୍କୁ ପ୍ରଚୁର ପାଣି ଦିଏ। ଘାସ ଉଠିବାକୁ ଆରମ୍ଭ କରେ।
To satisfy the desolate and waste ground; and to cause the bud of the tender herb to spring forth?

28 ବର୍ଷାର କ'ଣ ପିତା ଅଛି ? କିଏ କାକର ବୁନ୍ଦା ତିଆରି କରେ।
Hath the rain a father? or who hath begotten the drops of dew?

29 ବରଫର କ'ଣ ମାତା ଅଛି ? କିଏ କୁଆପଥରର ଜନ୍ମଦାତା ଅଟେ।
Out of whose womb came the ice? and the hoary frost of heaven, who hath gendered it?

30 ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ। ଏପରିକି ସମୁଦ୍ର ଜଳ ମଧ୍ଯ ଜମାଟ ବାନ୍ଧି ୟାଏ।
The waters are hid as with a stone, and the face of the deep is frozen.

31 ଆୟୁବ, ତୁମ୍ଭେ ସପ୍ତର୍ଷି ନକ୍ଷତ୍ରକୁ ବାନ୍ଧି ପାରିବ କି ? ତୁମ୍ଭେ ମୃଗଶିରା ନକ୍ଷତ୍ରର ବନ୍ଧନ ଫିଟାଇ ପାରିବ କି ?
Canst thou bind the sweet influences of Pleiades, or loose the bands of Orion?

32 ତୁମ୍ଭେ କ'ଣ ନକ୍ଷତ୍ର ମଣ୍ଡଳକୁ ଠିକ୍ ସମୟରେ ବାହାରକୁ ଆଣିପାରିବ ? କି ତୁମ୍ଭେ କ'ଣ ଭାଲୁକୁ ତା'ର ଛୁଆମାନଙ୍କ ସହିତ କଢ଼ଇେ ନବେ।
Canst thou bring forth Mazzaroth in his season? or canst thou guide Arcturus with his sons?

33 ତୁମ୍ଭେ ଆକାଶ ମଣ୍ଡଳର ନିଯମସବୁ ଜାଣ କି ? ତୁମ୍ଭେ ତାକୁ ପୃଥିବୀକୁ ଶାସନ କରିବାକୁ କହିପାରିବ କି ?
Knowest thou the ordinances of heaven? canst thou set the dominion thereof in the earth?

34 ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦଇପୋରିବ, ସମାନେେ ବର୍ଷା ରେ ତୁମ୍ଭକୁ ଘାଡ଼ୋଇ ପାରିବେ ?
Canst thou lift up thy voice to the clouds, that abundance of waters may cover thee?

35 ତୁମ୍ଭେ ବିଜୁଳି କି ଡ଼ାକି ପାରିବ କି? ସେ ତୁମ୍ଭ ନିକଟକୁ ଆସି କହିବ କି? ଆମ୍ଭେ ଏଠା ରେ ଅଛୁ। ମହାଶୟ ଆପଣ କ'ଣ ଚାହାଁନ୍ତି।' ଏହା କ'ଣ ତୁମ୍ଭେ ଯେଉଁଠାକୁ ୟିବ ତୁମ୍ଭ ସାଥି ରେ ୟାଇପାରିବ କି ?
Canst thou send lightnings, that they may go, and say unto thee, Here we are?

36 ଆୟୁବ କିଏ ମଣିଷକୁ ବୁଦ୍ଧିମାନ କରେ ? କିଏ ତାଙ୍କ ଭିତ ରେ ଜ୍ଞାନ ଭର୍ତ୍ତୀ କରେ।
Who hath put wisdom in the inward parts? or who hath given understanding to the heart?

37 ଏପରି କିଏ ବୁଦ୍ଧିମାନ ଅଛି, ୟିଏ ମେଘକୁ ଗଣିପା ରେ ଏବଂ କିଏ ତାଙ୍କୁ ବକ୍ସିସ ଦଇେ ତାଙ୍କ ବୃଷ୍ଟି ଢ଼ାଳି ଦବେ।
Who can number the clouds in wisdom? or who can stay the bottles of heaven,

38 ତେଣୁ ଧୂଳି ରାସ୍ତା କାଦୁଅ ରେ ପରିଣତ ହୁଏ ଏବଂ ମାଟିମୁଣ୍ଡା ଲାଗିୟାଆନ୍ତା।
When the dust groweth into hardness, and the clods cleave fast together?

39 ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି ? ତୁମ୍ଭେ ସମାନଙ୍କେ ଭୋକିଲା ଶାବକକୁ ଖାଦ୍ୟ ଦିଅ କି ?
Wilt thou hunt the prey for the lion? or fill the appetite of the young lions,

40 ସହେି ସିଂହମାନେ ତାଙ୍କ ଗୁମ୍ଫା ଭିତ ରେ। ସମାନେେ ଘାସ ଭିତ ରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହାଇେଥାଆନ୍ତା।
When they couch in their dens, and abide in the covert to lie in wait?

41 କିଏ ଡ଼ାମରା କାଉକୁ ଖାଦ୍ୟ ଯୋଗଇ ଦିଏ। ଯେତବେେଳେ ତା'ର ଶାବକମାନେ ପରମେଶ୍ବରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲା ବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ।
Who provideth for the raven his food? when his young ones cry unto God, they wander for lack of meat.