Matthew 9:36
ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।
Matthew 9:36 in Other Translations
King James Version (KJV)
But when he saw the multitudes, he was moved with compassion on them, because they fainted, and were scattered abroad, as sheep having no shepherd.
American Standard Version (ASV)
But when he saw the multitudes, he was moved with compassion for them, because they were distressed and scattered, as sheep not having a shepherd.
Bible in Basic English (BBE)
But when he saw all the people he was moved with pity for them, because they were troubled and wandering like sheep without a keeper.
Darby English Bible (DBY)
But when he saw the crowds he was moved with compassion for them, because they were harassed, and cast away as sheep not having a shepherd.
World English Bible (WEB)
But when he saw the multitudes, he was moved with compassion for them, because they were harassed{TR reads "weary" instead of "harassed"} and scattered, like sheep without a shepherd.
Young's Literal Translation (YLT)
And having seen the multitudes, he was moved with compassion for them, that they were faint and cast aside, as sheep not having a shepherd,
| But | Ἰδὼν | idōn | ee-THONE |
| when he saw | δὲ | de | thay |
| the | τοὺς | tous | toos |
| multitudes, | ὄχλους | ochlous | OH-hloos |
| compassion with moved was he | ἐσπλαγχνίσθη | esplanchnisthē | ay-splahng-HNEE-sthay |
| on | περὶ | peri | pay-REE |
| them, | αὐτῶν | autōn | af-TONE |
| because | ὅτι | hoti | OH-tee |
| they fainted, were | ἦσαν | ēsan | A-sahn |
| ἐκλελυμένοι | eklelymenoi | ake-lay-lyoo-MAY-noo | |
| and | καὶ | kai | kay |
| abroad, scattered | ἐῤῥιμμένοι | errhimmenoi | are-reem-MAY-noo |
| as | ὡσεὶ | hōsei | oh-SEE |
| sheep | πρόβατα | probata | PROH-va-ta |
| having | μὴ | mē | may |
| no | ἔχοντα | echonta | A-hone-ta |
| shepherd. | ποιμένα | poimena | poo-MAY-na |
Cross Reference
Mark 6:34
ଯୀଶୁ ଯେତବେେଳେ ସଠାେରେ ପହନ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସମାନଙ୍କେ ପାଇଁ ଦୁଃଖ ଅନୁଭବ କଲେ। କାରଣ ସମାନେେ ମଷେପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସମାନଙ୍କେୁ ଅନକେ ଉପଦେଶ ଦେଲେ।
Numbers 27:17
ମୁଁ ତୁମ୍ଭଙ୍କୁ ବିନଯ କରୁଛ ଏକ ପ୍ରତିନିଧି ବାଛିବାକୁ, ୟିଏ ସମାନଙ୍କେୁ ଆଗଇେ ନବେ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହିପ୍ରକା ରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମଷେପଲ ତୁଲ୍ଯ ହବେେ ନାହିଁ।
Matthew 14:14
ଡଙ୍ଗାରୁ ବାହାରି ଆସିବା ବଳକେୁ ଯୀଶୁ ଦେଖିଲେ, ସଠାେରେ ବହୁତ ଲୋକ ଜମା ହାଇେଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ।
Zechariah 10:2
କାରଣ ମୂର୍ତ୍ତିଗୁଡିକ ପ୍ରବଞ୍ଚନା ପୂର୍ଣ୍ଣ ବାକ୍ଯ କହିଥିଲେ ଏବଂ ଭବିଷ୍ଯଦ୍ବକ୍ତାମାନେ ମିଥ୍ଯା ଦର୍ଶନ ଦେଖିଥିଲେ। ସମାନେେ ମୂଲ୍ଯହୀନ ସ୍ବପ୍ନ ଏବଂ ସମାନେେ ମିଥ୍ଯା ସାନ୍ତ୍ବନା ଦେଲେ। ସେଥିପାଇଁ ସମାନେେ ମଷେ ତୁଲ୍ଯ ବୁଲିବେ, ଆଉ କଷ୍ଟ ଭୋଗିବେ କାରଣ ସମାନଙ୍କେର କୌଣସି ମଷେପାଳକ ନାହାନ୍ତି।
Matthew 15:32
ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ ଡାକି କହିଲେ, ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସମାନେେ ସୋ ସାଙ୍ଗ ରେ ତିନି ଦିନ ହେଲା ରହିଲଣେି। କିନ୍ତୁ ଏବେ ସମାନଙ୍କେର ଖାଇବାକୁ କିଛି ନାହିଁ। ସମାନେେ ଏଠାରୁ ଭୋକିଲା ଚାଲିୟିବାଟା ମୁଁ ଆଦୌ ଚାହୁଁନି। ସେସାନେ ଘରକୁ ଗଲା ବେଳେ ମୂର୍ଚ୍ଛା ହାଇେ ଯାଇ ପାରନ୍ତି।
Ezekiel 34:3
ତୁମ୍ଭମାନେେ କ୍ଷୀର ପିଉଅଛ, ପଶମକୁ ପରିଧାନ କରୁଅଛି। ତୁମ୍ଭମାନେେ ସହେି ହୃଷ୍ଟପୁଷ୍ଟ ପଶୁମାନଙ୍କୁ ହତ୍ଯା କର କିନ୍ତୁ ତୁମ୍ଭେ ପଲର ୟନ୍ତ୍ର ନେଉ ନାହିଁ।
Hebrews 5:2
ଅନ୍ୟ ଲୋକମାନଙ୍କ ଭଳି ମହାୟାଜକର ମଧ୍ଯ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦଖାଇବୋକୁ ସମର୍ଥ।
Jeremiah 50:6
ଆମ୍ଭର ଲୋକମାନେ ହଜିଲା ମଷେ ସଦୃଶ ହାଇେଅଛନ୍ତି। ସମାନଙ୍କେର ପାଳକମାନେ ସମାନଙ୍କେୁ ବିପଥରେ ଗମନ କରାଇଅଛନ୍ତି। ବିଭିନ୍ନ ପର୍ବତ ରେ ସମାନଙ୍କେୁ ବାଟ ଭୁଲାଇ ଭ୍ରମଣ କରାଇ ଅଛନ୍ତି। ସମାନେେ ପର୍ବତରୁ ଉପପର୍ବତକୁ ଗମନ କରିଛନ୍ତି। ଆଉ ସମାନେେ ନିଜର ବିଶ୍ରାମ ସ୍ଥାନ ପାଶୋରି ଅଛନ୍ତି।
1 Kings 22:17
ମୀଖାଯ ଉତ୍ତର କଲେ, ମୁଁ ସମଗ୍ର ଇଶ୍ରାୟେଲକୁ ମାଲିକହୀନ ମଷେପଲ ସଦୃଶ ଏଣେ ତଣେେ ପର୍ବତମାନଙ୍କ ରେ ବୁଲୁଥିବାର ଦେଖିଲି, ଆଉ ସଦାପ୍ରଭୁ କହିଲେ, ' ସମାନଙ୍କେର ମୂଖ୍ଯ ନାହିଁନ୍ତି, ସମାନେେ ୟୁଦ୍ଧ ନ କରି କୁଶଳ ରେ ନିଜ ନିଜ ଗୃହକୁ ଫରେି ୟାଆନ୍ତୁ।'
Hebrews 4:15
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।
Matthew 15:24
ଯୀଶୁ କହିଲେ, ପରମେଶ୍ବର ମାେତେ କବଳେ ଇଶ୍ରାୟେଲର ହଜିଯାଇଥିବା ଲୋକ(ଯିହୂଦୀ)ମାନଙ୍କ ପାଇଁ ପଠାଇଛନ୍ତି।
Matthew 10:6
ବରଂ ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କ ପାଖକୁ ୟିବ। ସମାନେେ ହଜିଯାଇଥିବା ମଷେ ଭଳି।
Zechariah 13:7
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ହେ ଖଡ୍ଗ, ୟାଅ! ଏବଂ ମଷେପାଳକ ଆମ୍ଭର ଘନିଷ୍ଠ ବନ୍ଧୁଙ୍କୁ ଆଘାତ କର। ମଷେପାଳକଙ୍କୁ ଆଘାତ କର, ଯେପରି ମଷେପଲ ପଳାଯନ କରିବେ। ଆମ୍ଭେ ଆପଣା ହସ୍ତ ସହେି କ୍ଷୁଦ୍ରମାନଙ୍କ ବିରୁଦ୍ଧ ରେ ଉଠାଇବା।
Zechariah 11:16
କାରଣ ଏହି ଦେଶ ରେ ଆମ୍ଭେ ଏକ ମଷେପାଳକ ଉତ୍ଥାପିତ କରୁଛୁ। ସେ ହଜିୟାଇଥିବା ମଷଗେୁଡିକ ନିମନ୍ତେ ଯତ୍ନ ନବେ ନାହିଁ। ବିପଥଗାମୀମାନଙ୍କୁ ସେ ଖାଜେିବ ନାହିଁ। ସେ କ୍ଷତିଗ୍ରସ୍ଥ ଲୋକଙ୍କୁ ସୁସ୍ଥ କରିବ ନାହିଁ। ଯେଉଁମାନେ ଜୀବନ୍ତ ଅଛନ୍ତି, ସମାନଙ୍କେୁ ସେ ଖୁଆଇବ ନାହିଁ। ସେ ସଗେୁଡିକର ଖୁରାକୁ ଛିଣ୍ତାଇ ହୃଷ୍ଟପୃଷ୍ଟ ମଷେମାନଙ୍କୁ ଭକ୍ଷଣ କରିବ।
Isaiah 56:9
ହେ କ୍ଷେତ୍ରସ୍ଥ ସମସ୍ତ ପଶୁ ଓ ବନସ୍ତ ପଶୁଗଣ ତୁମ୍ଭମାନେେ ଆସ ଓ ଭକ୍ଷଣ କର।
2 Chronicles 18:16
ଏହାପରେ ମୀଖାଯ କହିଲେ, ମୁଁ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ପର୍ବତ ଉପରେ ଛିନ୍ନବିଚ୍ଛିନ୍ନ ଦେଖିଲି। ସମାନେେ ମଷେପାଳକ ବିହୀନ ମଷେତୁଲ୍ଯ ଥିଲେ। ସଦାପ୍ରଭୁ କହିଲେ, ' ସମାନଙ୍କେର କୌଣସି ନେତା ନାହାନ୍ତି। ପ୍ରେତ୍ୟକକ ଲୋକ ନିରାପଦ ରେ ନିଜ ଗୃହକୁ ଫରେିଯାଉ।'