Bible

Matthew 9 - WEB (Oriya)

1 He entered into a boat, and crossed over, and came into his own city.ଯୀଶୁ ନେ ୗକା ରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫରେିଗଲେ।

2 Behold, they brought to him a man who was paralyzed, lying on a bed. Jesus, seeing their faith, said to the paralytic, "Son, cheer up! Your sins are forgiven you."କେତକେ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶୟେ ରେ ଶାଇେଥିଲା। ଯୀଶୁ ସହେି ଲୋକମାନଙ୍କର ଗଭୀର ବିଶ୍ବାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, ହେ ୟୁବକ! ସାହସ ରଖ। ତୁମ୍ଭର ସବୁ ପାପ କ୍ଷମା କରାଗଲା।

3 Behold, some of the scribes said to themselves, "This man blasphemes."କେତକେ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସମାନେେ ନିଜ ନିଜ ଭିତ ରେ କୁହାକୁହି ହେଲେ, ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ବର। ଏହାଦ୍ବାରା ସେ ପରମେଶ୍ବରଙ୍କ ନିନ୍ଦା କରୁଛି।

4 Jesus, knowing their thoughts, said, "Why do you think evil in your hearts?ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?

5 For which is easier, to say, 'Your sins are forgiven;' or to say, 'Get up, and walk?'ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହବେ: 'ତୁମ୍ଭର ପାପ କ୍ଷମା କରି ଦିଆଗଲା' ନା 'ଉଠ, ଚାଲିବା ଆରମ୍ଭ କର'?

6 But that you may know that the Son of Man has authority on earth to forgive sins..." (then he said to the paralytic), "Get up, and take up your mat, and go up to your house."ମୁଁ ତୁମ୍ଭକୁ ଦେଖଇେ ଦବେି ଯେ, ଏ ଜଗତ ରେ ମନୁଷ୍ଯ ପୁତ୍ରଙ୍କର ପାପ କ୍ଷମା କରିଦବୋର ଶକ୍ତି ଅଛି। ତା'ପରେ ଯୀଶୁ ସହେି ପକ୍ଷାଘାତ ରୋଗୀଟିକୁ କହିଲେ, ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।'

7 He arose and departed to his house.ପକ୍ଷାଘାତ ରୋଗୀଟି ଉଠି ଘରକୁ ଚାଲିଗଲା।

8 But when the multitudes saw it, they marveled and glorified God, who had given such authority to men.ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।

9 As Jesus passed by from there, he saw a man called Matthew sitting at the tax collection office. He said to him, "Follow me." He got up and followed him.ଯୀଶୁ ସଠାରୁେ ଯାଉଯାଉ ଦେଖିଲେ ଯେ କର ଆଦାୟ କନ୍େଦ୍ର ରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, ମାରେ ଅନୁସରଣ କର। ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।

10 It happened as he sat in the house, behold, many tax collectors and sinners came and sat down with Jesus and his disciples.ଯୀଶୁ ମାଥିଉଙ୍କ ଘ ରେ ଖାଉଥିଲେ। ସେ ଖାଇବା ବେଳେ ଅନକେ କର ଆଦାୟକାରୀ ଓ ଅନ୍ୟ ପାପୀମାନେ ସଠାେରେ ପହଁଞ୍ଚିଲେ। ସମାନେେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।

11 When the Pharisees saw it, they said to his disciples, "Why does your teacher eat with tax collectors and sinners?"ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଚାରିଲେ, ତୁମ୍ଭର ଗୁରୁ କର ଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?

12 When Jesus heard it, he said to them, "Those who are healthy have no need for a physician, but those who are sick do.ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, ଜଣେ ସୁସ୍ଥ ଲୋକ ପାଇଁ ଡାକ୍ତର ଆବଶ୍ଯକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।

13 But you go and learn what this means: 'I desire mercy, and not sacrifice,' for I came not to call the righteous, but sinners to repentance."ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।

14 Then John's disciples came to him, saying, "Why do we and the Pharisees fast often, but your disciples don't fast?"ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ। କିନ୍ତୁ ଆପଣଙ୍କ ଶିଷ୍ଯମାନେ ଉପବାସ କରନ୍ତି ନାହିଁ କାହିଁକି?

15 Jesus said to them, "Can the friends of the bridegroom mourn, as long as the bridegroom is with them? But the days will come when the bridegroom will be taken away from them, and then they will fast.ଯୀଶୁ ସମାନଙ୍କେୁ କହିଲେ, ବର ଯେପର୍ୟ୍ଯନ୍େତ ବରଯାତ୍ରୀମାନଙ୍କ ସହିତ ଥିବ, ସେ ପର୍ୟ୍ଯନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡଇେ ନିଆୟିବ। ସେତବେେଳେ ବରଯାତ୍ରୀମାନେ ଦୁଃଖୀ ହବେେ। ତାପରେ ସମାନେେ ଉପବାସ କରିବେ।

16 No one puts a piece of unshrunk cloth on an old garment; for the patch would tear away from the garment, and a worse hole is made.କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।

17 Neither do people put new wine into old wineskins, or else the skins would burst, and the wine be spilled, and the skins ruined. No, they put new wine into fresh wineskins, and both are preserved."ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ର ରେ ଢାଳନ୍ତି ନାହିଁ।

18 While he told these things to them, behold, a ruler came and worshiped him, saying, "My daughter has just died, but come and lay your hand on her, and she will live."ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।

19 Jesus got up and followed him, as did his disciples.ଯୀଶୁ ଉଠିଲେ। ସେ ଅଧ୍ଯକ୍ଷଙ୍କ ସହିତ ସଠାେକୁ ବାହାରିଲେ। ତାହାଙ୍କ ଶିଷ୍ଯମାନେ ମଧ୍ଯ ତାହାଙ୍କ ସହିତ ସଠାେକୁ ଗଲେ।

20 Behold, a woman who had an issue of blood for twelve years came behind him, and touched the tassels of his garment;ସଠାେରେ ଜଣେ ସ୍ତ୍ରୀ ଲୋକ ଥିଲା। ତାର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀ ଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁ ଦଲୋ।

21 for she said within herself, "If I just touch his garment, I will be made well."ଏହା କଲା ବେଳେ ସେ ମନେ ମନେ ଭାବୁଥିଲା, ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁ ଦେଲେ ସୁସ୍ଥ ହାଇଯେିବି।

22 But Jesus, turning around and seeing her, said, "Daughter, cheer up! Your faith has made you well." And the woman was made well from that hour.ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।

23 When Jesus came into the ruler's house, and saw the flute players, and the crowd in noisy disorder,ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।

24 he said to them, "Make room, because the girl isn't dead, but sleeping." They were ridiculing him.ଯୀଶୁ ସମସ୍ତଙ୍କୁ କହିଲେ, 'ବାହାରିଯାଅ। ଝିଅଟି ମରିନାହିଁ। ସେ କବଳେ ଶାଇେ ପଡିଛି। ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ।

25 But when the crowd was put out, he entered in, took her by the hand, and the girl arose.ଲୋକଙ୍କୁ ଘର ଭିତରୁ ବାହାର କରି ଦିଆୟିବା ପରେ ଯୀଶୁ ଭତରକୁ ଗଲେ। ଝିଅଟିର ହାତ ଧରିଲେ। ଝିଅଟି ଉଠି ଠିଆ ହେଲା।

26 The report of this went out into all that land.ଏ ଖବର ସହେି ଅଞ୍ଚଳ ସାରା ବ୍ଯାପିଗଲା।

27 As Jesus passed by from there, two blind men followed him, calling out and saying, "Have mercy on us, son of David!"ଯୀଶୁ ସହେି ସ୍ଥାନ ଛାଡି ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସମାନେେ ପାଟି କରି କହୁଥିଲେ, ହେ ଦାଉଦଙ୍କ ପୁତ୍ର , ଆମ୍ଭମାନଙ୍କୁ ଦୟା କର।

28 When he had come into the house, the blind men came to him. Jesus said to them, "Do you believe that I am able to do this?" They told him, "Yes, Lord."ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।

29 Then he touched their eyes, saying, "According to your faith be it done to you."ତା'ପରେ ଯୀଶୁ ସମାନଙ୍କେ ଆଖିକୁ ଛୁଇଁଲେ। ସେ କହିଲେ, ତୁମ୍ଭେ ଯେପରି ବିଶ୍ବାସ କରିଅଛ, ତୁମ୍ଭ ପ୍ରତି ସପରେି ହେଉ।

30 Their eyes were opened. Jesus strictly charged them, saying, "See that no one knows about this."ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସମାନଙ୍କେୁ ଦୃଢଭାବରେ ଚତାବେନୀ ଦଇେ କହିଲେ, ଏ ବିଷୟ ଅନ୍ୟକୁ କହିବ ନାହିଁ।

31 But they went out and spread abroad his fame in all that land.କିନ୍ତୁ ଅନ୍ଧ ଦୁ ହେଁ ଓ ଖବର ସେ ଅଞ୍ଚଳ ସାରା ପ୍ରଚାର କରି ଦେଲେ।

32 As they went out, behold, a mute man who was demon possessed was brought to him.ସେ ଅନ୍ଧ ଦୁଇଜଣ ଗଲାପରେ କେତକେ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପିରୁ ନଥିଲା। କାରଣ ତା ଦହେ ରେ ଭୂତ ପ୍ରବେଶ କରି ରହିଥିଲା।

33 When the demon was cast out, the mute man spoke. The multitudes marveled, saying, "Nothing like this has ever been seen in Israel!"ଯୀଶୁ ତା' ଦହରେୁ ଭୂତକୁ ତଡି ଦେଲେ। କିଛି କହି ପାରୁ ନଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫରେି ପାଇଲା। ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଇଶ୍ରାଯାଲ ରେ ଏଭଳି ଘଟଣା ଘଟିବା ଆମ୍ଭେ କବେେ ହେଲେ ଦେଖି ନଥିଲୁ।

34 But the Pharisees said, "By the prince of the demons, he casts out demons."କିନ୍ତୁ ଫାରୂଶୀମାନେ କହିଲେ, ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାୟ୍ଯ ରେ ଅନ୍ୟ ଭୂତଙ୍କୁ ତଡି ଦେଉଛନ୍ତି।

35 Jesus went about all the cities and the villages, teaching in their synagogues, and preaching the Gospel of the Kingdom, and healing every disease and every sickness among the people.ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କ ରେ ଉପଦେଶ ଦେଲେ, ଓ ପରମେଶ୍ବରଙ୍କ ରାଜ୍ଯର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରି ଦେଲେ।

36 But when he saw the multitudes, he was moved with compassion for them, because they were harassed{TR reads "weary" instead of "harassed"} and scattered, like sheep without a shepherd.ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।

37 Then he said to his disciples, "The harvest indeed is plentiful, but the laborers are few.ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଫସଲ(ଲୋକ) ବହୁତ। କିନ୍ତୁ ମୂଲିଆ ( ସବେକ) କମ୍ ଅଛନ୍ତି।

38 Pray therefore that the Lord of the harvest will send out laborers into his harvest."ଫସଲ ଅମଳ(ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର।

Oriya Bible