Micah 4

fullscreen1 ଭବିଷ୍ଯତ ରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପ ରେ ସ୍ଥାପିତ ହବେ। ଏହା ସମସ୍ତ ପର୍ବତଗୁଡିକ ଅପେକ୍ଷା ଉଚ୍ଚତର ହବେ। ଲଗାତାର ଗୋଷ୍ଠୀଗଣ ଷୋର୍ତ ପରି ସଠାେକୁ ଯାଉଥିବେ।

fullscreen2 ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସଠାେକୁ ଯିବେ ଏବଂ କହିବେ,

fullscreen3 ତା'ପ ରେ ଅନକେ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ବର ବିଗ୍ଭରକ ହବେେ ଓ ଦୂରଦେଶୀଯ ଅନକେ ଲୋକମାନଙ୍କୁ ତାଙ୍କର ଶଷେ ନିଷ୍ପତ୍ତି ଜଣାଇବେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ତ୍ଯାଗ କରିବେ। ସମାନେେ ସମାନଙ୍କେର ଖଡ୍ଗ ରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ଯ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ୟୁଦ୍ଧ କରିବା ବନ୍ଦ କରିବେ। ଆଉ ୟୁଦ୍ଧ ପାଇଁ ତାଲିମ ମଧ୍ଯ କବେେ ନବେେ ନାହିଁ।

fullscreen4 ପ୍ରେତ୍ୟକକ ବ୍ଯକ୍ତି ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବସିବେ ଓ କହେି ସମାନଙ୍କେୁ ଭୟଭୀତ କରାଇବେ ନାହିଁ। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହାହିଁ ଘଟିବ ବୋଲି କହିଲେ।

fullscreen5 ଅନ୍ୟ ଗୋଷ୍ଠୀର ଲୋକମାନେ ସମାନଙ୍କେର ନିଜର ଦବେତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭମାନେେ ଚିରକାଳ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହବୋ।

1 But in the last days it shall come to pass, that the mountain of the house of the Lord shall be established in the top of the mountains, and it shall be exalted above the hills; and people shall flow unto it.

2 And many nations shall come, and say, Come, and let us go up to the mountain of the Lord, and to the house of the God of Jacob; and he will teach us of his ways, and we will walk in his paths: for the law shall go forth of Zion, and the word of the Lord from Jerusalem.

3 And he shall judge among many people, and rebuke strong nations afar off; and they shall beat their swords into plowshares, and their spears into pruninghooks: nation shall not lift up a sword against nation, neither shall they learn war any more.

4 But they shall sit every man under his vine and under his fig tree; and none shall make them afraid: for the mouth of the Lord of hosts hath spoken it.

5 For all people will walk every one in the name of his god, and we will walk in the name of the Lord our God for ever and ever.

Micah 4 in Tamil and English

1 ଭବିଷ୍ଯତ ରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପ ରେ ସ୍ଥାପିତ ହବେ। ଏହା ସମସ୍ତ ପର୍ବତଗୁଡିକ ଅପେକ୍ଷା ଉଚ୍ଚତର ହବେ। ଲଗାତାର ଗୋଷ୍ଠୀଗଣ ଷୋର୍ତ ପରି ସଠାେକୁ ଯାଉଥିବେ।
But in the last days it shall come to pass, that the mountain of the house of the Lord shall be established in the top of the mountains, and it shall be exalted above the hills; and people shall flow unto it.

2 ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସଠାେକୁ ଯିବେ ଏବଂ କହିବେ,
And many nations shall come, and say, Come, and let us go up to the mountain of the Lord, and to the house of the God of Jacob; and he will teach us of his ways, and we will walk in his paths: for the law shall go forth of Zion, and the word of the Lord from Jerusalem.

3 ତା'ପ ରେ ଅନକେ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ବର ବିଗ୍ଭରକ ହବେେ ଓ ଦୂରଦେଶୀଯ ଅନକେ ଲୋକମାନଙ୍କୁ ତାଙ୍କର ଶଷେ ନିଷ୍ପତ୍ତି ଜଣାଇବେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ତ୍ଯାଗ କରିବେ। ସମାନେେ ସମାନଙ୍କେର ଖଡ୍ଗ ରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ଯ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ୟୁଦ୍ଧ କରିବା ବନ୍ଦ କରିବେ। ଆଉ ୟୁଦ୍ଧ ପାଇଁ ତାଲିମ ମଧ୍ଯ କବେେ ନବେେ ନାହିଁ।
And he shall judge among many people, and rebuke strong nations afar off; and they shall beat their swords into plowshares, and their spears into pruninghooks: nation shall not lift up a sword against nation, neither shall they learn war any more.

4 ପ୍ରେତ୍ୟକକ ବ୍ଯକ୍ତି ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବସିବେ ଓ କହେି ସମାନଙ୍କେୁ ଭୟଭୀତ କରାଇବେ ନାହିଁ। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହାହିଁ ଘଟିବ ବୋଲି କହିଲେ।
But they shall sit every man under his vine and under his fig tree; and none shall make them afraid: for the mouth of the Lord of hosts hath spoken it.

5 ଅନ୍ୟ ଗୋଷ୍ଠୀର ଲୋକମାନେ ସମାନଙ୍କେର ନିଜର ଦବେତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭମାନେେ ଚିରକାଳ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହବୋ।
For all people will walk every one in the name of his god, and we will walk in the name of the Lord our God for ever and ever.