Index
Full Screen ?
 

Micah 7:20 in Oriya

மீகா 7:20 Oriya Bible Micah Micah 7

Micah 7:20
ହେ ପରମେଶ୍ବର, ଯାକୁବ ପ୍ରତି ସତ୍ଯ ଓ ଅବ୍ରାହାମ ପ୍ରତି ଦୟା ଓ ବିଶ୍ବସ୍ତତା ପ୍ରଦାନ କଲ, ଯାହା ତୁମ୍ଭେ ବହୁବର୍ଷ ପୂର୍ବେ ଆମ୍ଭ ପୂର୍ବପୁରୁଷମାନଙ୍କଠା ରେ ଶପଥ କରିଥିଲ।

Thou
wilt
perform
תִּתֵּ֤ןtittēntee-TANE
the
truth
אֱמֶת֙ʾĕmetay-MET
Jacob,
to
לְיַֽעֲקֹ֔בlĕyaʿăqōbleh-ya-uh-KOVE
and
the
mercy
חֶ֖סֶדḥesedHEH-sed
to
Abraham,
לְאַבְרָהָ֑םlĕʾabrāhāmleh-av-ra-HAHM
which
אֲשֶׁרʾăšeruh-SHER
thou
hast
sworn
נִשְׁבַּ֥עְתָּnišbaʿtāneesh-BA-ta
fathers
our
unto
לַאֲבֹתֵ֖ינוּlaʾăbōtênûla-uh-voh-TAY-noo
from
the
days
מִ֥ימֵיmîmêMEE-may
of
old.
קֶֽדֶם׃qedemKEH-dem

Cross Reference

Luke 1:72
ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।

Genesis 28:13
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।

Hebrews 6:13
ପରମେଶ୍ବର ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ। ପରମେଶ୍ବରଙ୍କ ବ୍ଯତୀତ ମହାନ ଲୋକ ଆଉ କହେି ନାହାଁନ୍ତି। ଅତଏବ ପରମେଶ୍ବର ନିଜ ନାମ ରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।

Romans 11:26
ଏହି ଭଳି ସମଗ୍ର ଇଶ୍ରାୟେଲ ଉଦ୍ଧାର ପାଇବ। ଶାସ୍ତ୍ର ରେ ଲଖାେଅଛି:

Acts 3:25
ତୁମ୍ଭମାନେେ ସହେି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ବର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭମାନେେ ମଧ୍ଯ ତା'ର ଉତ୍ତରାଧିକାରୀ। ସେ ଅବ୍ରାହାମଙ୍କୁ କହିଥିଲେ, 'ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ବାରା ଜଗତ ରେ ସବୁ ଲୋକ ଆଶୀର୍ବାଦ ପାଇବେ।'

Luke 1:54
ତାହାଙ୍କର ସବୋ କରିବାପାଇଁ ସେ ନିଜେ ବାଛିଥିବା ଇଶ୍ରାୟେଲର ଲୋକମାନଙ୍କୁ ସାହାୟ୍ଯ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।

Jeremiah 33:25
ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।

Psalm 105:8
ସେ ଚିରଦିନ ଚୁକ୍ତି ମନେ ରଖନ୍ତି। ଏକ ହଜାର ବଂଶଧର ପର୍ୟ୍ଯନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।

Deuteronomy 7:8
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନହେ କରିବାରକ୍ସ୍ଟ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଛକ୍ସ୍ଟକ ହବୋରକ୍ସ୍ଟ ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ଓ ମିଶରର ରାଜା ଫାରୋଙ୍କ ହସ୍ତରକ୍ସ୍ଟ ରକ୍ଷା କଲେ।

Genesis 26:3
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।

Genesis 22:16
ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,

Genesis 17:7
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

Genesis 12:2
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

Chords Index for Keyboard Guitar