Nahum 2

fullscreen1 କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।

fullscreen2 ସଦାପ୍ରଭୁ ଯାକୁବର ଶାେଭା ପୂର୍ଣ୍ଣ ପ୍ରତିଷ୍ଠା କରିଛନ୍ତି, ଯାହାକି ଇଶ୍ରାୟେଲର ଶାେଭା ସଦୃଶ। ଶତୃ ସମାନଙ୍କେୁ ଧ୍ବଂସ କଲେ ଓ ସମାନଙ୍କେର ଦ୍ରାକ୍ଷାଲତା ସବୁ ନଷ୍ଟ କଲେ।

fullscreen3 ସହେି ସୈନ୍ଯମାନଙ୍କର ମାହେରଗୁଡିକ ଲାଲ। ସମାନଙ୍କେର ପୋଷାକ ଅତି ଲାଲ। ସମାନଙ୍କେର ରଥଗୁଡିକ ୟୁଦ୍ଧ ପାଇଁ ଧାଡି ରେ ପ୍ରସ୍ତୁତ ହାଇେ ରହିଛି, ସଗେୁଡିକ ଅଗ୍ନିଶିଖା ପରି ଉଜ୍ଜ୍ବଳ ଦଖାେ ଯାଉଛି। ସମାନଙ୍କେର ବର୍ଚ୍ଛାସବୁ ଉେତ୍ତାଳିତ।

fullscreen4 ଅଶ୍ବଗ୍ଭଳିତ ରଥଗୁଡିକ ରାସ୍ତା ରେ ଧାଉଁଛନ୍ତି। ସମାନେେ ଖାେଲାଛକରେ ଏଣତେଣେେ ଭିଡ କରୁଛନ୍ତି। ସଗେୁଡିକ ମଶାଲପରି ଓ ବିଜୁଳି ପରି ଦଖାଯାେଉଛି।

fullscreen5 ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତବେେଳେ ସମାନେେ ଆଗକୁ ଗତି କରନ୍ତି, ସମାନେେ ଝୁଣ୍ଟି ପଡନ୍ତି। ସମାନେେ କାନ୍ଥ ନିକଟକୁ ୟାଆନ୍ତି ଏବଂ ସମାନଙ୍କେର ଢାଲଗୁଡିକ ଠିକ୍ କରନ୍ତି।

fullscreen6 ନଦୀର ଫାଟକଗୁଡିକ ଖାେଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,

fullscreen7 ରାଣୀ ଶତୃମାନଙ୍କ ଦ୍ବାରା ଧରା ପଡିଛନ୍ତି ଓ ଦୂରକୁ ନିଆ ହାଇେଛନ୍ତି। ଏବଂ ତାଙ୍କର ଦାସୀମାନେ ଦୁଃଖ ରେ କପୋତ ପରି କ୍ରନ୍ଦନ କରୁଛନ୍ତି। ସମାନେେ ସମାନଙ୍କେର ଦୁଃଖ ଜଣାଇବାକୁ ଛାତିକୁ ପ୍ରହାର କରୁଛନ୍ତି।

fullscreen8 ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, ଦୌଡୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି! କିନ୍ତୁ କହେି ମଧ୍ଯ ସମାନଙ୍କେର କ୍ରନ୍ଦନକୁ ଧ୍ଯାନ ଦେଉ ନାହାନ୍ତି।

fullscreen9 ତାଙ୍କ ପାଖ ରେ ବହୁ ଧନସମ୍ପତ୍ତି ନବୋକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।

fullscreen10 ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।

fullscreen11 ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।

fullscreen12 ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାର ରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସ ରେ ପୂର୍ଣ୍ଣ କଲା।

1 He that dasheth in pieces is come up before thy face: keep the munition, watch the way, make thy loins strong, fortify thy power mightily.

2 For the Lord hath turned away the excellency of Jacob, as the excellency of Israel: for the emptiers have emptied them out, and marred their vine branches.

3 The shield of his mighty men is made red, the valiant men are in scarlet: the chariots shall be with flaming torches in the day of his preparation, and the fir trees shall be terribly shaken.

4 The chariots shall rage in the streets, they shall justle one against another in the broad ways: they shall seem like torches, they shall run like the lightnings.

5 He shall recount his worthies: they shall stumble in their walk; they shall make haste to the wall thereof, and the defence shall be prepared.

6 The gates of the rivers shall be opened, and the palace shall be dissolved.

7 And Huzzab shall be led away captive, she shall be brought up, and her maids shall lead her as with the voice of doves, tabering upon their breasts.

8 But Nineveh is of old like a pool of water: yet they shall flee away. Stand, stand, shall they cry; but none shall look back.

9 Take ye the spoil of silver, take the spoil of gold: for there is none end of the store and glory out of all the pleasant furniture.

10 She is empty, and void, and waste: and the heart melteth, and the knees smite together, and much pain is in all loins, and the faces of them all gather blackness.

11 Where is the dwelling of the lions, and the feedingplace of the young lions, where the lion, even the old lion, walked, and the lion’s whelp, and none made them afraid?

12 The lion did tear in pieces enough for his whelps, and strangled for his lionesses, and filled his holes with prey, and his dens with ravin.

Nahum 2 in Tamil and English

1 କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।
He that dasheth in pieces is come up before thy face: keep the munition, watch the way, make thy loins strong, fortify thy power mightily.

2 ସଦାପ୍ରଭୁ ଯାକୁବର ଶାେଭା ପୂର୍ଣ୍ଣ ପ୍ରତିଷ୍ଠା କରିଛନ୍ତି, ଯାହାକି ଇଶ୍ରାୟେଲର ଶାେଭା ସଦୃଶ। ଶତୃ ସମାନଙ୍କେୁ ଧ୍ବଂସ କଲେ ଓ ସମାନଙ୍କେର ଦ୍ରାକ୍ଷାଲତା ସବୁ ନଷ୍ଟ କଲେ।
For the Lord hath turned away the excellency of Jacob, as the excellency of Israel: for the emptiers have emptied them out, and marred their vine branches.

3 ସହେି ସୈନ୍ଯମାନଙ୍କର ମାହେରଗୁଡିକ ଲାଲ। ସମାନଙ୍କେର ପୋଷାକ ଅତି ଲାଲ। ସମାନଙ୍କେର ରଥଗୁଡିକ ୟୁଦ୍ଧ ପାଇଁ ଧାଡି ରେ ପ୍ରସ୍ତୁତ ହାଇେ ରହିଛି, ସଗେୁଡିକ ଅଗ୍ନିଶିଖା ପରି ଉଜ୍ଜ୍ବଳ ଦଖାେ ଯାଉଛି। ସମାନଙ୍କେର ବର୍ଚ୍ଛାସବୁ ଉେତ୍ତାଳିତ।
The shield of his mighty men is made red, the valiant men are in scarlet: the chariots shall be with flaming torches in the day of his preparation, and the fir trees shall be terribly shaken.

4 ଅଶ୍ବଗ୍ଭଳିତ ରଥଗୁଡିକ ରାସ୍ତା ରେ ଧାଉଁଛନ୍ତି। ସମାନେେ ଖାେଲାଛକରେ ଏଣତେଣେେ ଭିଡ କରୁଛନ୍ତି। ସଗେୁଡିକ ମଶାଲପରି ଓ ବିଜୁଳି ପରି ଦଖାଯାେଉଛି।
The chariots shall rage in the streets, they shall justle one against another in the broad ways: they shall seem like torches, they shall run like the lightnings.

5 ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତବେେଳେ ସମାନେେ ଆଗକୁ ଗତି କରନ୍ତି, ସମାନେେ ଝୁଣ୍ଟି ପଡନ୍ତି। ସମାନେେ କାନ୍ଥ ନିକଟକୁ ୟାଆନ୍ତି ଏବଂ ସମାନଙ୍କେର ଢାଲଗୁଡିକ ଠିକ୍ କରନ୍ତି।
He shall recount his worthies: they shall stumble in their walk; they shall make haste to the wall thereof, and the defence shall be prepared.

6 ନଦୀର ଫାଟକଗୁଡିକ ଖାେଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,
The gates of the rivers shall be opened, and the palace shall be dissolved.

7 ରାଣୀ ଶତୃମାନଙ୍କ ଦ୍ବାରା ଧରା ପଡିଛନ୍ତି ଓ ଦୂରକୁ ନିଆ ହାଇେଛନ୍ତି। ଏବଂ ତାଙ୍କର ଦାସୀମାନେ ଦୁଃଖ ରେ କପୋତ ପରି କ୍ରନ୍ଦନ କରୁଛନ୍ତି। ସମାନେେ ସମାନଙ୍କେର ଦୁଃଖ ଜଣାଇବାକୁ ଛାତିକୁ ପ୍ରହାର କରୁଛନ୍ତି।
And Huzzab shall be led away captive, she shall be brought up, and her maids shall lead her as with the voice of doves, tabering upon their breasts.

8 ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, ଦୌଡୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି! କିନ୍ତୁ କହେି ମଧ୍ଯ ସମାନଙ୍କେର କ୍ରନ୍ଦନକୁ ଧ୍ଯାନ ଦେଉ ନାହାନ୍ତି।
But Nineveh is of old like a pool of water: yet they shall flee away. Stand, stand, shall they cry; but none shall look back.

9 ତାଙ୍କ ପାଖ ରେ ବହୁ ଧନସମ୍ପତ୍ତି ନବୋକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।
Take ye the spoil of silver, take the spoil of gold: for there is none end of the store and glory out of all the pleasant furniture.

10 ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।
She is empty, and void, and waste: and the heart melteth, and the knees smite together, and much pain is in all loins, and the faces of them all gather blackness.

11 ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।
Where is the dwelling of the lions, and the feedingplace of the young lions, where the lion, even the old lion, walked, and the lion’s whelp, and none made them afraid?

12 ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାର ରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସ ରେ ପୂର୍ଣ୍ଣ କଲା।
The lion did tear in pieces enough for his whelps, and strangled for his lionesses, and filled his holes with prey, and his dens with ravin.