Home Bible Nehemiah Nehemiah 1 Nehemiah 1:11 Nehemiah 1:11 Image ଓଡ଼ିଆ

Nehemiah 1:11 Image in Oriya

ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Click consecutive words to select a phrase. Click again to deselect.
Nehemiah 1:11

ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

Nehemiah 1:11 Picture in Oriya