Bible

Numbers 12 - BBE (Oriya)

1 Now Miriam and Aaron said evil against Moses, because of the Cushite woman to whom he was married, for he had taken a Cushite woman as his wife.ମାଶାେ ଏକ କୁଶୀଯା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିଯମ ଓ ହାରୋଣ ସହେି କୁଶୀଯା ସ୍ତ୍ରୀ ସକାଶୁ ମାଶାଙ୍କେ ବିରୁଦ୍ଧ ରେ କଥା କହିଲେ।

2 And they said, Have the words of the Lord been given to Moses only? have they not come to us? And the Lord took note of it.ସମାନେେ କହିଲେ, ସଦାପ୍ରଭୁ କ'ଣ ମାଶାଙ୍କେ ସହିତ କବଳେ କଥା କହିଅଛନ୍ତି? ସେ କ'ଣ ଆମ୍ଭମାନଙ୍କ ସହିତ କଥା କହିନାହାଁନ୍ତି?

3 Now the man Moses was more gentle than any other man on earth.ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।

4 And suddenly the Lord said to Moses and Aaron and Miriam, Come out, you three, to the Tent of meeting. And the three of them went out.ହଠାତ୍ ସଦାପ୍ରଭୁ ମାଶାଙ୍କେୁ, ହାରୋଣଙ୍କୁ, ମରିଯମଙ୍କୁ କହିଲେ, ତୁମ୍ଭେ ତିନିଜଣ ବାହାର ହାଇେ ସମାଗମ ତମ୍ବୁ ନିକଟକୁ ଆସ।

5 And the Lord came down in a pillar of cloud, taking his place at the door of the Tent, and made Aaron and Miriam come before him.ସେତବେେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ ତମ୍ବୁ ନିକଟରେ ଛିଡା ହେଲେ। ସେ ଡାକିଲେ, ହାରୋଣ ଓ ମରିଯମ! ତହୁଁ ସମାନେେ ବାହାର ହାଇେ ଆସିଲେ।

6 And he said, Now give ear to my words: if there is a prophet among you I will give him knowledge of myself in a vision and will let my words come to him in a dream.ସଦାପ୍ରଭୁ କହିଲେ, ମାରେ ବାକ୍ଯ ଶୁଣ, ଯଦି ତୁମ୍ଭମାନଙ୍କ ମଧିଅରେ କହେି ଭବିଷ୍ଯଦ୍ ବକ୍ତା ଥାଏ, ତବେେ ମୁଁ ସଦାପ୍ରଭୁ ଦର୍ଶନ ଦ୍ବାରା ତାହାପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ବପ୍ନଦ୍ବାରା ତାହା ସହିତ କଥା କହିବି।

7 My servant Moses is not so; he is true to me in all my house:ମାତ୍ର ମାଶାେ ମାରେ ସବେକ, ସପରେି ନୁହେଁ। ସେ ହିଁ ମାରେ ସମଗ୍ର ଗୃହ ରେ ଜଣେ ସବୁଠାରୁ ବିଶ୍ବସ୍ତ ଅଟେ।

8 With him I will have talk mouth to mouth, openly and not in dark sayings; and with his eyes he will see the form of the Lord: why then had you no fear of saying evil against my servant Moses?ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?

9 And burning with wrath against them, the Lord went away.ଏହିରୂପେ ସମାନଙ୍କେ ପ୍ରତି ସଦାପ୍ରଭୁଙ୍କ କୋରଧ ପ୍ରଜ୍ବଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।

10 And the cloud was moved from over the Tent; and straight away Miriam became a leper, as white as snow: and Aaron, looking at Miriam, saw that she was a leper.ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।

11 Then Aaron said to Moses, O my lord, let not our sin be on our heads, for we have done foolishly and are sinners.ତହିଁରେ ହାରୋଣ ମାଶାଙ୍କେୁ କହିଲେ, ହେ ମାହେର ମହାଶୟ, ଆମ୍ଭମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭମାନେେ ପାପ କରିଅଛୁ; ଏଣୁ ବିନଯ କରୁଅଛି, ଆମ୍ଭମାନଙ୍କ ଉପରେ ସହେି ପାପ ଥୁଅ ନାହିଁ।

12 Let her not be as one dead, whose flesh is half wasted when he comes out from the body of his mother.ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।

13 And Moses, crying to the Lord, said, Let my prayer come before you, O God, and make her well.ତେଣୁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ବର, ବିନଯ କରୁଅଛି, ତାହାକୁ ସୁସ୍ଥ କର।

14 And the Lord said to Moses, If her father had put a mark of shame on her, would she not be shamed for seven days? Let her be shut up outside the tent-circle for seven days, and after that she may come in again.ସଦାପ୍ରଭୁ ମାଶାଙ୍କେୁ କହିଲେ, ଯଦି ତା'ର ପିତା ତା'ର ମୁଁହ ରେ ଛପେ ପକାଇଥାନ୍ତା, ସେ କ'ଣ ସାତଦିନ ଲଜ୍ଜିତା ହାଇେ ନ ଥାନ୍ତା? ତେଣୁ ସେ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ଅନ୍ୟମାନଙ୍କଠାରୁ ହାଇେ ରହୁ, ତା'ପରେ ସେ ଛାଉଣୀ ଭିତରକୁ ଆସିପାରିବ।

15 So Miriam was shut up outside the tent-circle for seven days: and the people did not go forward on their journey till Miriam had come in again.ତହୁଁ ମିରଯମ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ୟାଏ ଲୋକମାନେ ୟାତ୍ରା କଲେ ନାହିଁ।

16 After that, the people went on from Hazeroth and put up their tents in the waste land of Paran.ତା'ପରେ ଲୋକମାନେ ହତ୍ ସରେୋତଠାରୁ ୟାତ୍ରାକରି ପାରଣ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।

Oriya Bible