Bible

Numbers 2 - DBY (Oriya)

1 And Jehovah spoke to Moses and to Aaron, saying,ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ;

2 The children of Israel shall encamp every one by his standard, with the ensign of their father's house; round about the tent of meeting, afar off, opposite to it shall they encamp.ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।

3 And [for] those encamping eastward toward the sun-rising [there shall be] the standard of the camp of Judah according to their hosts; and the prince of the sons of Judah shall be Nahshon the son of Amminadab;ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।

4 and his host, even those that were numbered of them, were seventy-four thousand six hundred.ତାଙ୍କର ସୈନ୍ଯ ସଂଖ୍ଯା 74,600

5 And those that encamp next unto him shall be the tribe of Issachar; and the prince of the sons of Issachar shall be Nethaneel the son of Zuar;ଯିହୁଦା ଗୋଷ୍ଠୀର ପାଖ ରେ ଇଷାଖର ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ଜୁଆର ପୁତ୍ର ନେଥନିଯଲ, ଇଷାଖର ଲୋକମାନଙ୍କର ଅଧିପତି ହବେ।

6 and his host, even those that were numbered thereof, fifty-four thousand four hundred.ସହେି ସୈନ୍ଯ ସଂଖ୍ଯା 54,600 ହବେେ।

7 [With them shall be] the tribe of Zebulun; and the prince of the sons of Zebulun shall be Eliab the son of Helon;ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍‌ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।

8 and his host, even those that were numbered thereof, fifty-seven thousand four hundred.ତାହାର ସୈନ୍ଯ ସଂଖ୍ଯା 57,400 ହବେ।

9 All that were numbered of the camp of Judah were a hundred and eighty-six thousand four hundred, according to their hosts. They shall set forth first.ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।

10 The standard of the camp of Reuben shall be southward according to their hosts; and the prince of the sons of Reuben shall be Elizur the son of Shedeur;ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।

11 and his host, even those that were numbered thereof, forty-six thousand five hundred.ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ 46,500

12 And those that encamp by him shall be the tribe of Simeon; and the prince of the sons of Simeon shall be Shelumiel the son of Zurishaddai;ରୁବନରେ ଗୋଷ୍ଠୀ ଛାଉଣୀ ପାଖ ରେଶିମିଯୋନ ପରିବାରବର୍ଗ ଛାଉଣୀ ସ୍ଥାପନ କରିବେ ଓ ସୂରୀଶଦ୍ଦଯର ପୁତ୍ର ଶଲୁମୀଯଲେଶିମିଯୋନ ଲୋକମାନଙ୍କର ଅଧିପତି ହବେ।

13 and his host, even those that were numbered of them, fifty-nine thousand three hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 59,300

14 And [with them shall be] the tribe of Gad; and the prince of the sons of Gad shall be Eliasaph the son of Reuel;ରୁବନରେ ଲୋକମାନଙ୍କ ଛାଉଣୀ ପାଖ ରେ ଗାଦ ଗୋଷ୍ଠୀ ଛାଉଣୀ ସ୍ଥାପିତ ହବେ। ରୁଯଲରେ ପୁତ୍ର ଇଲୀଯାସଫ ଗାଦ ଲୋକମାନଙ୍କର ଅଧିପତି ହବେ।

15 and his host, even those that were numbered of them, forty-five thousand six hundred and fifty.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 45,650

16 All that were numbered of the camp of Reuben were a hundred and fifty-one thousand four hundred and fifty, according to their hosts. And they shall set forth second.ରୁବନେ ଛାଉଣୀର ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 1,51,450 ସମାନେେ ଦ୍ବିତୀୟ ରେ ଅଗ୍ରସର ହବେେ।

17 And the tent of meeting shall set forth, the camp of the Levites in the midst of the camps; as they encamp, so shall they set forth, every man in his place, according to their standards.ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।

18 The standard of the camp of Ephraim according to their hosts shall be westward; and the prince of the sons of Ephraim shall be Elishama the son of Ammihud;ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।

19 and his host, even those that were numbered of them, forty thousand five hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 40,500

20 And by him shall be the tribe of Manasseh; and the prince of the sons of Manasseh shall be Gamaliel the son of Pedahzur;ଇଫ୍ରଯିମ ଗୋଷ୍ଠୀ ଛାଉଣୀର ପରେ ମନଃଶି ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲୀଯଲେ ମନଃଶି ଲୋକମାନଙ୍କର ଅଧିପତି ହବେ।

21 and his host, even those that were numbered of them, thirty-two thousand two hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 32,200

22 And [with them shall be] the tribe of Benjamin; and the prince of the sons of Benjamin shall be Abidan the son of Gideoni;ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।

23 and his host, even those that were numbered of them, thirty-five thousand four hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 35,400

24 All that were numbered of the camp of Ephraim were a hundred and eight thousand one hundred, according to their hosts. And they shall set forth third.ଇଫ୍ରଯିମ ଛାଉଣୀର ଗଣ୍ଯ ସୈନ୍ଯସଂଖ୍ଯା 1,08,100 ସମାନେେ ତୃତୀୟ ରେ ଅଗ୍ରସର ହବେେ।

25 The standard of the camp of Dan shall be northward according to their hosts; and the prince of the sons of Dan shall be Ahiezer the son of Ammishaddai;ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।

26 and his host, even those that were numbered of them, sixty-two thousand seven hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 62,700

27 And those that encamp by him shall be the tribe of Asher; and the prince of the sons of Asher shall be Pagiel the son of Ocran;ଦାନ ଗୋଷ୍ଠୀର ଛାଉଣୀ ପାଖ ରେ ଆଶରେ ଗୋଷ୍ଠୀର ଛାଉଣୀ ରହିବ; ଆକ୍ରଣର ପୁତ୍ର ପଗୀଯଲେ ଆଶରେ ସନ୍ତାନଗଣର ଅଧିପତି ହବେ।

28 and his host, even those that were numbered of them, forty-one thousand five hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 41,500

29 And [with them shall be] the tribe of Naphtali; and the prince of the sons of Naphtali shall be Ahira the son of Enan;ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।

30 and his host, even those that were numbered of them, fifty-three thousand four hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 53,400

31 All that were numbered of the camp of Dan were a hundred and fifty-seven thousand six hundred. They shall set forth last according to their standards.ଦାନ ଛାଉଣୀ ରେ ମାଟେ ମନୁଷ୍ଯମାନଙ୍କର ସଂଖ୍ଯା 1,57,600 ସମାନେେ ସମାନଙ୍କେର ଧ୍ବଜା ଧରି ସମସ୍ତଙ୍କ ପଛ ରେ ଅଗ୍ରସର ହବେେ।

32 These are those that were numbered of the children of Israel, according to their fathers' houses: all those that were numbered of the camps, according to their hosts, were six hundred and three thousand five hundred and fifty.ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500

33 But the Levites were not numbered among the children of Israel; as Jehovah had commanded Moses.ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଲବେୀୟମାନଙ୍କୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଗଣନା କଲେ ନାହିଁ।

34 And the children of Israel did according to all that Jehovah had commanded Moses: so they encamped according to their standards, and so they journeyed, every one according to their families, according to their fathers' houses.ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।

Oriya Bible