Numbers 2 - WEB (Oriya)
1 Yahweh spoke to Moses and to Aaron, saying,ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ;
2 "The children of Israel shall encamp every man by his own standard, with the ensigns of their fathers' houses: at a distance from the tent of meeting shall they encamp around it."ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।
3 Those who encamp on the east side toward the sunrise shall be of the standard of the camp of Judah, according to their divisions: and the prince of the children of Judah shall be Nahshon the son of Amminadab.ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।
4 His division, and those who were numbered of them, were seventy-four thousand six hundred.ତାଙ୍କର ସୈନ୍ଯ ସଂଖ୍ଯା 74,600
5 Those who encamp next to him shall be the tribe of Issachar: and the prince of the children of Issachar shall be Nethanel the son of Zuar.ଯିହୁଦା ଗୋଷ୍ଠୀର ପାଖ ରେ ଇଷାଖର ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ଜୁଆର ପୁତ୍ର ନେଥନିଯଲ, ଇଷାଖର ଲୋକମାନଙ୍କର ଅଧିପତି ହବେ।
6 His division, and those who were numbered of it, were fifty-four thousand four hundred.ସହେି ସୈନ୍ଯ ସଂଖ୍ଯା 54,600 ହବେେ।
7 The tribe of Zebulun: and the prince of the children of Zebulun shall be Eliab the son of Helon.ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।
8 His division, and those who were numbered of it, were fifty-seven thousand four hundred.ତାହାର ସୈନ୍ଯ ସଂଖ୍ଯା 57,400 ହବେ।
9 All who were numbered of the camp of Judah were one hundred eighty-six thousand four hundred, according to their divisions. They shall set out first.ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।
10 "On the south side shall be the standard of the camp of Reuben according to their divisions. The prince of the children of Reuben shall be Elizur the son of Shedeur.ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।
11 His division, and those who were numbered of it, were forty-six thousand five hundred.ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ 46,500
12 "Those who encamp next to him shall be the tribe of Simeon. The prince of the children of Simeon shall be Shelumiel the son of Zurishaddai.ରୁବନରେ ଗୋଷ୍ଠୀ ଛାଉଣୀ ପାଖ ରେଶିମିଯୋନ ପରିବାରବର୍ଗ ଛାଉଣୀ ସ୍ଥାପନ କରିବେ ଓ ସୂରୀଶଦ୍ଦଯର ପୁତ୍ର ଶଲୁମୀଯଲେଶିମିଯୋନ ଲୋକମାନଙ୍କର ଅଧିପତି ହବେ।
13 His division, and those who were numbered of them, were fifty-nine thousand three hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 59,300
14 "The tribe of Gad: and the prince of the children of Gad shall be Eliasaph the son of Reuel.ରୁବନରେ ଲୋକମାନଙ୍କ ଛାଉଣୀ ପାଖ ରେ ଗାଦ ଗୋଷ୍ଠୀ ଛାଉଣୀ ସ୍ଥାପିତ ହବେ। ରୁଯଲରେ ପୁତ୍ର ଇଲୀଯାସଫ ଗାଦ ଲୋକମାନଙ୍କର ଅଧିପତି ହବେ।
15 His division, and those who were numbered of them, were forty-five thousand six hundred fifty.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 45,650
16 "All who were numbered of the camp of Reuben were one hundred fifty-one thousand four hundred fifty, according to their hosts. They shall set out second.ରୁବନେ ଛାଉଣୀର ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 1,51,450 ସମାନେେ ଦ୍ବିତୀୟ ରେ ଅଗ୍ରସର ହବେେ।
17 "Then the tent of meeting shall set out, with the camp of the Levites in the midst of the camps. As they encamp, so shall they set out, every man in his place, by their standards.ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।
18 "On the west side shall be the standard of the camp of Ephraim according to their divisions: and the prince of the children of Ephraim shall be Elishama the son of Ammihud.ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।
19 His division, and those who were numbered of them, were forty thousand five hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 40,500
20 "Next to him shall be the tribe of Manasseh: and the prince of the children of Manasseh shall be Gamaliel the son of Pedahzur.ଇଫ୍ରଯିମ ଗୋଷ୍ଠୀ ଛାଉଣୀର ପରେ ମନଃଶି ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲୀଯଲେ ମନଃଶି ଲୋକମାନଙ୍କର ଅଧିପତି ହବେ।
21 His division, and those who were numbered of them, were thirty-two thousand two hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 32,200
22 "The tribe of Benjamin: and the prince of the children of Benjamin shall be Abidan the son of Gideoni.ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।
23 His host, and those who were numbered of them, were thirty-five thousand four hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 35,400
24 "All who were numbered of the camp of Ephraim were one hundred eight thousand one hundred, according to their divisions. They shall set out third.ଇଫ୍ରଯିମ ଛାଉଣୀର ଗଣ୍ଯ ସୈନ୍ଯସଂଖ୍ଯା 1,08,100 ସମାନେେ ତୃତୀୟ ରେ ଅଗ୍ରସର ହବେେ।
25 "On the north side shall be the standard of the camp of Dan according to their divisions: and the prince of the children of Dan shall be Ahiezer the son of Ammishaddai.ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।
26 His division, and those who were numbered of them, were sixty-two thousand seven hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 62,700
27 "Those who encamp next to him shall be the tribe of Asher: and the prince of the children of Asher shall be Pagiel the son of Ochran.ଦାନ ଗୋଷ୍ଠୀର ଛାଉଣୀ ପାଖ ରେ ଆଶରେ ଗୋଷ୍ଠୀର ଛାଉଣୀ ରହିବ; ଆକ୍ରଣର ପୁତ୍ର ପଗୀଯଲେ ଆଶରେ ସନ୍ତାନଗଣର ଅଧିପତି ହବେ।
28 His division, and those who were numbered of them, were forty-one thousand and five hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 41,500
29 "The tribe of Naphtali: and the prince of the children of Naphtali shall be Ahira the son of Enan.ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।
30 His division, and those who were numbered of them, were fifty-three thousand four hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 53,400
31 "All who were numbered of the camp of Dan were one hundred fifty-seven thousand six hundred. They shall set out last by their standards."ଦାନ ଛାଉଣୀ ରେ ମାଟେ ମନୁଷ୍ଯମାନଙ୍କର ସଂଖ୍ଯା 1,57,600 ସମାନେେ ସମାନଙ୍କେର ଧ୍ବଜା ଧରି ସମସ୍ତଙ୍କ ପଛ ରେ ଅଗ୍ରସର ହବେେ।
32 These are those who were numbered of the children of Israel by their fathers' houses. All who were numbered of the camps according to their hosts were six hundred three thousand five hundred fifty.ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500
33 But the Levites were not numbered among the children of Israel; as Yahweh commanded Moses.ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଲବେୀୟମାନଙ୍କୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଗଣନା କଲେ ନାହିଁ।
34 Thus the children of Israel did. According to all that Yahweh commanded Moses, so they encamped by their standards, and so they set out, everyone by their families, according to their fathers' houses.ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।
Oriya Bible