Numbers 20

1 ଇଶ୍ରାୟେଲର ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସ ରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସମାନେେ କାଦେଶ ରେ ବାସ କଲେ। ମରିଯମ ସହେି ସ୍ଥାନ ରେ ମୃତ୍ଯୁବରଣ କଲେ ଓ ତାଙ୍କୁ ସଠାେରେ କବର ଦିଆଗଲା।

2 ସହେି ସ୍ଥାନ ରେ ଲୋକମାନଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତହୁଁ ଲୋକମାନେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଏକତ୍ରୀତ ହେଲେ।

3 ସହେି ଲୋକମାନେ ମାଶାଙ୍କେ ସହିତ ବିବାଦ କରି କହିଲେ, ହାୟ! ଆମ୍ଭମାନେେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ପେଛ ମରିଥାନ୍ତୁ।

4 ତୁମ୍ଭମାନେେ କାହିଁକି ସଦାପ୍ରଭୁଙ୍କ ସମାଜକୁ ଏହି ମରୁଭୂମିକୁ ଆଣିଲ? ତୁମ୍ଭେ ଚାହୁଁଛ ଯେପରିକି ଆମ୍ଭମାନେେ ଓ ଆମ୍ଭମାନଙ୍କର ପଶୁମାନେ ଏଠା ରେ ମରିବୁ?

5 ତୁମ୍ଭମାନେେ କାହିଁକି ମିଶର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଏହି କଦର୍ୟ୍ଯ ସ୍ଥାନକୁ ଆଣିଲ? ଏଠା ରେ ଶସ୍ଯ, ଡିମ୍ବିରି, ଦ୍ରାକ୍ଷା କିମ୍ବା ଡାଳିମ୍ବ କିଛି ନାହିଁ, ପିଇବାକୁ ମଧ୍ଯ ପାଣି ନାହିଁ।

6 ଏଥି ରେ ମାଶାେ ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ ତମ୍ବୁର ଦ୍ବାରକୁ ୟାଇ ମୁହଁ ମାଡି ପଡିଲେ। ତହୁଁ ସଦାପ୍ରଭୁଙ୍କ ମହିମା ସମାନଙ୍କେ ପ୍ରତି ପ୍ରକାଶିତ ହେଲା।

7 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

8 ତୁମ୍ଭେ ଆଶାବାଡି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭମାନେେ ସମାନଙ୍କେ ସମ୍ମୁଖ ରେ ସହେି ଶୈଳକୁ ଜଳ ଦବୋ ପାଇଁ ଆଜ୍ଞା ଦିଅ। ତହିଁରେ ସହେି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସମାନଙ୍କେର ପଶୁଗଣଙ୍କୁ ଜଳ ପାନ କରାଇବ।

9 ତହୁଁ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ତାଙ୍କ ସମ୍ମୁଖ ରେ ପଡିଥିବା ଆଶାବାଡି ନେଲେ।

10 ପୁଣି ମାଶାେ ଓ ହାରୋଣ ସହେି ଶୈଳ ସମ୍ମୁଖ ରେ ସମଗ୍ର ମଣ୍ତଳୀକୁ ଏକତ୍ର କଲେ। ସମାନଙ୍କେୁ କହିଲେ, ହେ ବିଦ୍ରୋହୀଗଣ, ଦେଖ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଏହି ଶୈଳରୁ ଜଳ ବାହାର କରିବୁ।

11 ଏହାପରେ ମାଶାେ ହସ୍ତ ଉତ୍ତୋଳନ କରି ଆପଣା ଆଶାବାଡି ରେ ସହେି ଶୈଳକୁ ଦୁଇଥର ଆଘାତ କଲେ। ଶୈଳରୁ ପ୍ରଚୁର ଜଳ ବାହାରିଲା। ତହୁଁ ମଣ୍ତଳୀ ଓ ସମାନଙ୍କେର ପଶୁଗଣ ଜଳପାନ କଲେ।

12 ଏଥି ରେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, ତୁମ୍ଭମାନେେ ଲୋକମାନଙ୍କ ସମ୍ମୁଖ ରେ ମାଠାେ ରେ ବିଶ୍ବାସ କଲ ନାହିଁ ଏବଂ ଲୋକମାନଙ୍କ ଆଗ ରେ ମାେତେ ପବିତ୍ର ରୂପେ ସମ୍ମାନ ଦେଲେ ନାହିଁ। ଏଣୁ ତୁମ୍ଭମାନେେ ଏହିସବୁ ଲୋକମାନଙ୍କୁ ସହେି ଦେଶ ଭିତରକୁ ନବେ ନାହିଁ, ଯାହା ମୁଁ ସମାନଙ୍କେୁ ଦଇେଛି।

13 ଏହି ସ୍ଥାନକୁ ମରୀବାଃ-ଜଳ ବୋଲି କୁହାଗଲା, କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ସହ ବିବାଦ କଲେ ଏବଂ ସମାନଙ୍କେ ମଧିଅରେ ପବିତ୍ରରୂପେ ମାନ୍ଯ ହେଲେ।

14 ଅନନ୍ତର ମାଶାେ କାଦେଶରୁ ଇଦୋମୀଯ ରାଜା ନିକଟକୁ ଦୂତମାନଙ୍କ ଦ୍ବାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇଶ୍ରାୟେଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଲେଶ ଘଟି ଅଛି ଜାଣ।

15 ବହୁ ବର୍ଷପୂର୍ବେ ଆମ୍ଭର ପୂର୍ବପୁରୁଷ କିପରି ମିଶରକୁ ଗଲେ ଓ ମିଶର ରେ ଦୀର୍ଘକାଳ ବାସ କଲେ ଓ ମିଶରୀଯମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଯେଉଁ କୁବ୍ଯବହାର କଲେ, ତାହା ତୁମ୍ଭେ ଜାଣ।

16 ସେତବେେଳେ ଆମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସାହାୟ୍ଯ ପାଇଁ ବିଳାଶ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗର ରେ ଅଛୁ।

17 ଆମ୍ଭେ ବିନଯ କରୁ ଅଛୁ, ଦୟାକରି ତୁମ୍ଭ ଦେଶ ଦଇେ ଆମ୍ଭମାନଙ୍କୁ ୟିବାକୁ ଦିଅ। ଆମ୍ଭମାନେେ ତୁମ୍ଭ ଶସ୍ଯକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଦଇେ ୟିବୁ ନାହିଁ, କିମ୍ବା ତୁମ୍ଭର କୂଅରୁ ଜଳପାନ କରିବୁ ନାହିଁ। ଆମ୍ଭମାନେେ କବଳେ ରାଜପଥ ଦଇେ ଗମନ କରିବୁ। ତୁମ୍ଭ ଦେଶର ସୀମା ଅତିକ୍ରମ କରିବା ପର୍ୟ୍ଯନ୍ତ ଦକ୍ଷିଣ କିମ୍ବା ବାମକୁ ୟିବୁ ନାହିଁ।

18 ପୁଣି ଇଦୋମ କହିଲେ, ତୁମ୍ଭମାନେେ ଆମ୍ଭ ଦେଶ ମଧ୍ଯ ଦଇୟିବେ ନାହିଁ, ଗଲେ ଆମ୍ଭେ ଖଡ୍ଗ ନଇେ ତୁମ୍ଭ ବିରୁଦ୍ଧ ରେ ଲଢିବା।

19 ଇଶ୍ରାୟେଲର ଲୋକମାନେ କହିଲେ, ଆମ୍ଭମାନେେ କବଳେ ତୁମ୍ଭ ସଡକ ଦଇେ ୟିବୁ। ଯଦି ଆମ୍ଭମାନେେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତବେେ ଆମ୍ଭେ ତହିଁର ମୂଲ୍ଯ ଦବେୁ, ଆମ୍ଭମାନେେ କବଳେ ତୁମ୍ଭ ଦେଶ ଦଇେ ପାଦ ରେ ୟିବୁ। ଆମ୍ଭମାନେେ ଆଉକିଛି କରିବୁ ନାହିଁ।

20 ମାତ୍ର ଇଦୋମ ପୁନର୍ବାର ଉତ୍ତର ଦେଲେ, ନା! ତା'ପରେ ଇଦୋମ ଏକ ଶକ୍ତିଶାଳୀ ସୈନ୍ଯବାହିନୀ ନଇେ ଇଶ୍ରାୟେଲ ବିରୁଦ୍ଧ ରେ ଲଢିବାକୁ ବାହାରିଲେ।

21 ଏହିପରି ଇଦୋମ ଇଶ୍ରାୟେଲକୁ ଆପଣା ସୀମା ନଇେ ୟିବାର ଅନୁମତି ଦେଲେ ନାହିଁ। ତେଣୁ ଇଶ୍ରାୟେଲ ତାଙ୍କ ନିକଟରୁ ଫରେିୟାଇ ଅନ୍ୟ ବାଟରେ ଗଲେ।

22 ସମସ୍ତ ଇଶ୍ରାୟେଲର ଲୋକମାନେ କାଦେଶରୁ ହାରେ ପର୍ବତକୁ ୟାତ୍ରା କଲେ।

23 ହାରେ ପର୍ବତ ଇଦୋମ ଦେଶର ସୀମା ନିକଟରେ ଅବସ୍ଥିତ। ସେତବେେଳେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ,

24 ହାରୋଣର ଏହା ମୃତ୍ଯୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବ। ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛ, ସହେି ଦେଶ ରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମାେ ବିରୁଦ୍ଧ ରେ ବିଦ୍ରୋହ କଲ।

25 ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିଯାସରକୁ ହାରେ ପର୍ବତ ଉପରକୁ ନଇୟୋଅ।

26 ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢିନବୋ ଉଚିତ୍ ଓ ତା'ର ପୁତ୍ର ଇଲିଯାସରକୁ ସଗେୁଡିକ ପିନ୍ଧାଇ ଦବୋ ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ୟିବ।

27 ତହୁଁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମାଶାେ ହାରୋଣ ଓ ଇଲିଯାଶର ଇଶ୍ରାୟେଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖ ରେ ହାରେ ପର୍ବତକୁ ଉଠିଲେ।

28 ମାଶାେ ହାରୋଣଙ୍କ ପବିତ୍ର ବସ୍ତ୍ର କାଢିଲେ ଓ ସଗେୁଡିକ ଇଲିଯାସରକୁ ପିନ୍ଧାଇଲେ। ତା'ପରେ ହାରୋଣ ପର୍ବତ ଉପରେ ମଲେ ଓ ତବେେ ମାଶାେ ଓ ଇଲିଯାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ।

29 ଇଶ୍ରାୟେଲର ସମସ୍ତ ମଣ୍ତଳୀ ହାରୋଣଙ୍କ ମୃତ୍ଯୁ ଜାଣିଲେ। ତେଣୁ ପ୍ରେତ୍ୟକକ ଇଶ୍ରାୟେଲୀୟ ତିରିଶ ଦିନ ପର୍ୟ୍ଯନ୍ତ ହାରୋଣଙ୍କ ନିମନ୍ତେ ଶୋକ ଦିବସ ପାଳନ କଲେ।

1 Then came the children of Israel, even the whole congregation, into the desert of Zin in the first month: and the people abode in Kadesh; and Miriam died there, and was buried there.

2 And there was no water for the congregation: and they gathered themselves together against Moses and against Aaron.

3 And the people chode with Moses, and spake, saying, Would God that we had died when our brethren died before the Lord!

4 And why have ye brought up the congregation of the Lord into this wilderness, that we and our cattle should die there?

5 And wherefore have ye made us to come up out of Egypt, to bring us in unto this evil place? it is no place of seed, or of figs, or of vines, or of pomegranates; neither is there any water to drink.

6 And Moses and Aaron went from the presence of the assembly unto the door of the tabernacle of the congregation, and they fell upon their faces: and the glory of the Lord appeared unto them.

7 And the Lord spake unto Moses, saying,

8 Take the rod, and gather thou the assembly together, thou, and Aaron thy brother, and speak ye unto the rock before their eyes; and it shall give forth his water, and thou shalt bring forth to them water out of the rock: so thou shalt give the congregation and their beasts drink.

9 And Moses took the rod from before the Lord, as he commanded him.

10 And Moses and Aaron gathered the congregation together before the rock, and he said unto them, Hear now, ye rebels; must we fetch you water out of this rock?

11 And Moses lifted up his hand, and with his rod he smote the rock twice: and the water came out abundantly, and the congregation drank, and their beasts also.

12 And the Lord spake unto Moses and Aaron, Because ye believed me not, to sanctify me in the eyes of the children of Israel, therefore ye shall not bring this congregation into the land which I have given them.

13 This is the water of Meribah; because the children of Israel strove with the Lord, and he was sanctified in them.

14 And Moses sent messengers from Kadesh unto the king of Edom, Thus saith thy brother Israel, Thou knowest all the travail that hath befallen us:

15 How our fathers went down into Egypt, and we have dwelt in Egypt a long time; and the Egyptians vexed us, and our fathers:

16 And when we cried unto the Lord, he heard our voice, and sent an angel, and hath brought us forth out of Egypt: and, behold, we are in Kadesh, a city in the uttermost of thy border:

17 Let us pass, I pray thee, through thy country: we will not pass through the fields, or through the vineyards, neither will we drink of the water of the wells: we will go by the king’s high way, we will not turn to the right hand nor to the left, until we have passed thy borders.

18 And Edom said unto him, Thou shalt not pass by me, lest I come out against thee with the sword.

19 And the children of Israel said unto him, We will go by the high way: and if I and my cattle drink of thy water, then I will pay for it: I will only, without doing any thing else, go through on my feet.

20 And he said, Thou shalt not go through. And Edom came out against him with much people, and with a strong hand.

21 Thus Edom refused to give Israel passage through his border: wherefore Israel turned away from him.

22 And the children of Israel, even the whole congregation, journeyed from Kadesh, and came unto mount Hor.

23 And the Lord spake unto Moses and Aaron in mount Hor, by the coast of the land of Edom, saying,

24 Aaron shall be gathered unto his people: for he shall not enter into the land which I have given unto the children of Israel, because ye rebelled against my word at the water of Meribah.

25 Take Aaron and Eleazar his son, and bring them up unto mount Hor:

26 And strip Aaron of his garments, and put them upon Eleazar his son: and Aaron shall be gathered unto his people, and shall die there.

27 And Moses did as the Lord commanded: and they went up into mount Hor in the sight of all the congregation.

28 And Moses stripped Aaron of his garments, and put them upon Eleazar his son; and Aaron died there in the top of the mount: and Moses and Eleazar came down from the mount.

29 And when all the congregation saw that Aaron was dead, they mourned for Aaron thirty days, even all the house of Israel.

Philemon 1 in Tamil and English

1 ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ
Paul, a prisoner of Jesus Christ, and Timothy our brother, unto Philemon our dearly beloved, and fellowlabourer,

2 ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
And to our beloved Apphia, and Archippus our fellowsoldier, and to the church in thy house:

3 ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
Grace to you, and peace, from God our Father and the Lord Jesus Christ.

4 ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
I thank my God, making mention of thee always in my prayers,

5 ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
Hearing of thy love and faith, which thou hast toward the Lord Jesus, and toward all saints;

6 ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।
That the communication of thy faith may become effectual by the acknowledging of every good thing which is in you in Christ Jesus.

7 ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।
For we have great joy and consolation in thy love, because the bowels of the saints are refreshed by thee, brother.

8 କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।
Wherefore, though I might be much bold in Christ to enjoin thee that which is convenient,

9 କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।
Yet for love’s sake I rather beseech thee, being such an one as Paul the aged, and now also a prisoner of Jesus Christ.

10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।
I beseech thee for my son Onesimus, whom I have begotten in my bonds:

11 ଅତୀତ ରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମାେ' ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।
Which in time past was to thee unprofitable, but now profitable to thee and to me:

12 ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।
Whom I have sent again: thou therefore receive him, that is, mine own bowels:

13 ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।
Whom I would have retained with me, that in thy stead he might have ministered unto me in the bonds of the gospel:

14 କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।
But without thy mind would I do nothing; that thy benefit should not be as it were of necessity, but willingly.

15 ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।
For perhaps he therefore departed for a season, that thou shouldest receive him for ever;

16 ଦାସ ହବୋ ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠା ରେ ଜଣେ ଭାଇ ଭଳି ଭଲ ପାଇବ।
Not now as a servant, but above a servant, a brother beloved, specially to me, but how much more unto thee, both in the flesh, and in the Lord?

17 ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।
If thou count me therefore a partner, receive him as myself.

18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।
If he hath wronged thee, or oweth thee ought, put that on mine account;

19 ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।
I Paul have written it with mine own hand, I will repay it: albeit I do not say to thee how thou owest unto me even thine own self besides.

20 ତେଣୁ ହେ ମାରେ ଭାଇ ! ପ୍ରଭୁଙ୍କଠା ରେ ତୁମ୍ଭେ ମାେ ପାଇଁ କିଛି ଆବଶ୍ଯକୀୟ ବିଷୟ କର ବୋଲି, ମୁଁ କୁ ହେ। ଖ୍ରୀଷ୍ଟଙ୍କଠା ରେ ମାେ ହୃଦୟକୁ ଆଶ୍ବାସନା ଦିଅ।
Yea, brother, let me have joy of thee in the Lord: refresh my bowels in the Lord.

21 ମୁଁ ଯାହା କହିଛି, ସଗେୁଡିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କ ହେ, ତୁମ୍ଭେ ତା'ଠାରୁ ଅଧିକ କରିବ।
Having confidence in thy obedience I wrote unto thee, knowing that thou wilt also do more than I say.

22 ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।
But withal prepare me also a lodging: for I trust that through your prayers I shall be given unto you.

23 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
There salute thee Epaphras, my fellowprisoner in Christ Jesus;

24 ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
Marcus, Aristarchus, Demas, Lucas, my fellowlabourers.

25 ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
The grace of our Lord Jesus Christ be with your spirit. Amen.

255
Written from Rome to Philemon, by Onesimus a servant.