Numbers 22:9
ପରମେଶ୍ବର ସ୍ବପ୍ନ ରେ ବିଲିଯମ ନିକଟରେ ଆବିର୍ଭାବ ହେଲେ ଏବଂ ତାଙ୍କୁ ପଚାରିଲେ, ତୁମ୍ଭ ସହିତ ବସବାସ କରୁଥିବା ଏହି ଲୋକମାନେ କିଏ?
Numbers 22:9 in Other Translations
King James Version (KJV)
And God came unto Balaam, and said, What men are these with thee?
American Standard Version (ASV)
And God came unto Balaam, and said, What men are these with thee?
Bible in Basic English (BBE)
And God came to Balaam and said, Who are these men with you?
Darby English Bible (DBY)
And God came to Balaam, and said, Who are these men with thee?
Webster's Bible (WBT)
And God came to Balaam, and said, What men are these with thee?
World English Bible (WEB)
God came to Balaam, and said, What men are these with you?
Young's Literal Translation (YLT)
And God cometh in unto Balaam, and saith, `Who `are' these men with thee?'
| And God | וַיָּבֹ֥א | wayyābōʾ | va-ya-VOH |
| came | אֱלֹהִ֖ים | ʾĕlōhîm | ay-loh-HEEM |
| unto | אֶל | ʾel | el |
| Balaam, | בִּלְעָ֑ם | bilʿām | beel-AM |
| said, and | וַיֹּ֕אמֶר | wayyōʾmer | va-YOH-mer |
| What | מִ֛י | mî | mee |
| men | הָֽאֲנָשִׁ֥ים | hāʾănāšîm | ha-uh-na-SHEEM |
| are these | הָאֵ֖לֶּה | hāʾēlle | ha-A-leh |
| with | עִמָּֽךְ׃ | ʿimmāk | ee-MAHK |
Cross Reference
Genesis 20:3
କିନ୍ତୁ ଏକ ରାତି ରେ, ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀ ଲୋକକୁ ଆଣିଛ ସେ ବିବାହିତା।
Numbers 22:20
ସହେି ରାତ୍ରି ରେ ପରମେଶ୍ବର ବିଲିଯମ ନିକଟକୁ ଆସିଲେ ଏବଂ କହିଲେ, ଯଦି ଏହି ଲୋକମାନେ ତୁମ୍ଭକୁ ସମାନଙ୍କେ ସଙ୍ଗ ରେ ୟିବାକୁ ଅନୁ ରୋଧ କରୁଛନ୍ତି, ତୁମ୍ଭେ ୟାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହାହିଁ କରିବା ଉଚିତ୍।
John 11:51
କଯାଫା ନିଜେ ସହେି କଥା ଭାବି ପାରି ନଥିଲେ। ଯେ ସେ ବାସ୍ତବ ରେ ଭବିଷ୍ଯଦ୍ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦବେେ।
Matthew 24:24
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।
Matthew 7:22
ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?
Daniel 4:31
ରାଜାଙ୍କ ମୁଖରୁ କଥା ଶଷେ ନ ହେଉଣୁ, ଏହି ସ୍ବର୍ଗୀଯବାଣୀ ହେଲା, ହେ ରାଜା ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ଯ କାଢି ନିଆଗଲା।
Daniel 2:45
ଏବଂ ଆପଣ ସ୍ବପ୍ନ ରେ ଦେଖିଲେ କୌଣସି ଲୋକଦ୍ବାରା ଛଦେିତ ହାଇେ ନଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସହେି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୁର୍ଣ୍ଣ କଲା। ତେଣୁ ଯାହା ଏହାପ ରେ ଘଟିବ ତାହା ମହାନ୍ ପରମେଶ୍ବର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ବପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ଯ।
2 Kings 20:14
ତା'ପରେ ଭବିଷ୍ଯଦ୍ବକ୍ତା ଯିଶାଇୟ ରାଜା ହିଜକିଯଙ୍କ ନିକଟକୁ ଆସି ପଚାରିଲେ, ଏହି ଲୋକମାନେ କ'ଣ କହିଲେ? ଏମାନେ କେଉଁଠାରୁ ଆସିଛନ୍ତି?
Exodus 4:2
କିନ୍ତୁ ପରମେଶ୍ବର ମାଶାଙ୍କେୁ କହିଲେ, ତୁମ୍ଭ ହାତ ରେ କ'ଣ ଅଛି?
Genesis 41:25
ଏହାପରେ ଯୋଷଫେ ଫାରୋଙ୍କୁ କହିଲେ, ସହେି ଦୁଇଟି ସ୍ବପ୍ନ ଏକା ପ୍ରକାର। ଯାହା ଶିଘ୍ର ଘଟିବାକୁ ଯାଉଛି ତାହା ପରମେଶ୍ବର ତୁମ୍ଭକୁ କହୁଛନ୍ତି।
Genesis 31:24
ସହେି ରାତି ରେ ପରମେଶ୍ବର ଲାବନକୁ ସ୍ବପ୍ନ ରେ ଦର୍ଶନ ଦେଲେ। ପରମେଶ୍ବର କହିଲେ, ସାବଧାନ ହୁଅ! ଯାକୁବ କହିଥବା ପ୍ରେତ୍ୟକକ କଥାପାଇଁ ସାବଧାନ ହୁଅ।
Genesis 16:8
ସଦାପ୍ରଭୁଙ୍କର ଦୂତ କହିଲେ, ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?
Genesis 4:9
ଏହାପରେ ସଦାପ୍ରଭୁ କଯିନକୁ କହିଲେ, ତୁମ୍ଭର ଭାଇ ହବେଲ କେଉଁଠି?
Genesis 3:9
ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଡାକିଲେ, ତୁମ୍ଭେ କେଉଁଠା ରେ?