Numbers 28:11 ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।
Numbers 28:11 in Other Translations
King James Version (KJV) And in the beginnings of your months ye shall offer a burnt offering unto the LORD; two young bullocks, and one ram, seven lambs of the first year without spot;
American Standard Version (ASV) And in the beginnings of your months ye shall offer a burnt-offering unto Jehovah: two young bullocks, and one ram, seven he-lambs a year old without blemish;
Bible in Basic English (BBE) And on the first day of every month you are to give a burned offering to the Lord; two oxen, one male sheep, and seven he-lambs of the first year, without any mark;
Darby English Bible (DBY) And in the beginnings of your months ye shall present a burnt-offering to Jehovah: two young bullocks, and one ram, seven yearling lambs without blemish.
Webster's Bible (WBT) And in the beginnings of your months ye shall offer a burnt-offering to the LORD; two young bullocks, and one ram, seven lambs of the first year without spot;
World English Bible (WEB) In the beginnings of your months you shall offer a burnt offering to Yahweh: two young bulls, and one ram, seven he-lambs a year old without blemish;
Young's Literal Translation (YLT) `And in the beginnings of your months ye bring near a burnt-offering to Jehovah: two bullocks, sons of the herd, and one ram, seven lambs, sons of a year, perfect ones;
Read Full Chapter :
Numbers 28
Cross Reference
ଗଣନା ପୁସ୍ତକ 10:10
ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
ଯିହିଜିକଲ 46:6
ଅମାବାସ୍ଯା ଦିନ ହାମବେଳି ନିମନ୍ତେ ଏକ ନିଖୁଣ ଗୋବତ୍ସ ଛଅ ମଷେ ଶାବକ ଓ ଏକ ମଷେ ହବେ। ଆଉ ଏଗୁଡ଼ିକ ସବୁ ନିଖୁଣ ହବେେ।
ଦିତୀୟ ବଂଶାବଳୀ 2:4
ସଦାପ୍ରଭୁ ମାରେ ପରମେଶ୍ବରଙ୍କ ନାମକୁ ସମ୍ମାନ ଦବୋ ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିର ରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜଳାଇବୁ ଏବଂ ବିଶଷେ ମଜେ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭମାନେେ ପ୍ରେତ୍ୟକକ ସକାଳ ଏବଂ ସନ୍ଧ୍ଯା ରେ, ପ୍ରେତ୍ୟକକ ବିଶ୍ରାମ ଦିନ ରେ, ପ୍ରେତ୍ୟକକ ଅମାବାସ୍ଯା ଦିନ ରେ ଏବଂ ଅନ୍ଯାନ୍ଯ ପର୍ବ ଦିନ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କୁ ହାମବେଳି ଦବେୁ। ଇଶ୍ରାୟେଲ ଚିରଦିନ ଏହା କରିବ।
ଏଜ୍ରା 3:5
ଏହାପରେ ସମାନେେ ନିତ୍ଯ ହାମବେଳି, ଅମାବାସ୍ଯା ରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଉତ୍ସର୍ଗକାରୀ ପ୍ରେତ୍ୟକକ ଲୋକର ଉପହାର ଉତ୍ସର୍ଗ କଲେ।
ପ୍ରଥମ ଶାମୁୟେଲ 20:5
ତା'ପରେ ଦାଉଦ କହିଲେ, ଦେଖ ଆସନ୍ତା କାଲି ଅମାବାସ୍ଯାର ଭୋଜି। ମାେତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡିବ କିନ୍ତୁ ମାେତେ ସଂନ୍ଧ୍ଯା ପର୍ୟ୍ଯନ୍ତ କ୍ଷତେ ରେ ଲକ୍ସ୍ଟଚିବାକକ୍ସ୍ଟ ଅନକ୍ସ୍ଟମତି ଦିଅ।
ହୋଶେୟ 2:11
ଆମ୍ଭେ ସଦାପ୍ରଭୁ ତା'ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ଯା, ବିଶ୍ରାମଦିନ ସମସ୍ତ ଭୋଜିକୁ ବନ୍ଦ କରିଦବୋ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:16
ତେଣୁ ୟିହୁଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)289 ବିଷୟ ରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।
ଯିଶାଇୟ 1:13
ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।
ପ୍ରଥମ ବଂଶାବଳୀ 23:31
ବିଶଷେ ବିଶ୍ରାମବାର, ଅମାବାସ୍ଯାର ଉତ୍ସବ ଓ ସମସ୍ତ ବିଶଷେ ରୋଟୀମାନଙ୍କ ରେ ଲବେୀୟମାନେ ସବୁପ୍ରକାର ହାମବେଳି ପ୍ରସ୍ତୁତ କରୁଥିଲେ। ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରତିଦିନ ସବୋକର୍ୟ୍ଯ କରୁଥିଲେ। ପ୍ରତିଥର କେତଜେଣ ଲବେୀୟ ସବୋକର୍ୟ୍ଯ କରିବେ, ଏଥି ନିମନ୍ତେ ବିଶଷେ ନିଯମମାନ ଥିଲା।
ଯିହିଜିକଲ 45:17
ପୁଣି ପର୍ବ ଦିନ ରେ ; ଅମାବାସ୍ଯା ରେ ଓ ବିଶ୍ରାମବାରଗୁଡ଼ିକରେ ଇଶ୍ରାୟେଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହାମବେଳି, ଶସ୍ଯବଳି ଓ ପଯେ ନବୈେଦ୍ଯ ଓ ସହଭାଗିତାର ନବୈେଦ୍ଯ ଅଧିପତି ଦବେେ। ଅଧିପତି ଇଶ୍ରାୟେଲକୁ ପବିତ୍ର କରିବା ପାଇଁ ସମସ୍ତ ପାପାର୍ଥକ ବଳି, ଶସ୍ଯ ନବୈେଦ୍ଯ, ହାମବେଳି, ସହଭାଗିତାର ନବୈେଦ୍ଯ ଉତ୍ସର୍ଗ କରିବେ।
ଯିହିଜିକଲ 46:1
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଭିତର ପ୍ରାଙ୍ଗଣର ପୂର୍ବଦ୍ବାର କାର୍ୟ୍ଯକାରୀ ଛଅଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ଯା ଦିନ ଖାେଲା ରହିବ।
ଆମୋଷ 3:5
ଯଦି ଫାଶ ରେ କିଛି ଖାଦ୍ୟ ନାହିଁ, ତବେେ ପକ୍ଷୀଟିଏ ତା' ମଧ୍ଯକୁ ପ୍ରବେଶ କରିବ ନାହିଁ। ପକ୍ଷୀକୁ କବଳିତ କରିବା ପାଇଁ ଫାଶ ଭିତ ରେ ଥୋପ ନଥିଲେ ଫାଶ ବସାୟାଏ ନାହିଁ।
ଲେବୀୟ ପୁସ୍ତକ 1:3
ସେ ଯଦି ନିଜ ଗୋଠରୁ ଗାଈ ହାମବେଳି ରୂପେ ଉତ୍ସର୍ଗ କରେ, ତବେେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରୀ ହାଇେଥିବ ଓ ସେ ତାକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ବାରା ଗୃହୀତ ହବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:6
ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହାଇେ ତାହାଙ୍କୁ ଅନୁସରଣ କରିଚାଲ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:10
ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:10
ତୁମ୍ଭମାନେେ ଏବେ ମଧ୍ଯ ବିଶଷେ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ।
ଗଣନା ପୁସ୍ତକ 15:3
ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ବେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଗୋମଷୋଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଅଗ୍ନିକୃତ ଉପହାର ରୂପେ ହାମବେଳି ଉତ୍ସର୍ଗ କରିବ।
ଗଣନା ପୁସ୍ତକ 28:19
ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।
ଦିତୀୟ ରାଜାବଳୀ 4:23
ଏଥି ରେ ତା'ର ସ୍ବାମୀ କହିଲା, ତୁମ୍ଭେ କାହିଁକି ଆଜି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ୟିବ? ଆଜିତ ଅମାବାସ୍ଯା ନୁହେଁ କି ବିଶ୍ରାମବାର ନୁହେଁ।
ନିହିମିୟା 10:33
ଅର୍ଥାତ୍ ଦର୍ଶନୀଯ ରୋଟୀର ଓ ନିତ୍ଯ ଭକ୍ଷ୍ଯ ନବୈେଦ୍ଯର ଓ ନିତ୍ଯ ହାମବେଳିର, ବିଶ୍ରାମ ବାରର ଅମାବାସ୍ଯାର, ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ଯାଦିର ଓ ଇଶ୍ରାୟେଲର ପ୍ରାଯଶ୍ଚିତ୍ତାର୍ଥକ ପାପବଳିର ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରର ସମସ୍ତ କାର୍ୟ୍ଯ ନିମନ୍ତେ।
ଗୀତସଂହିତା 40:6
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ଯ ନବୈେଦ୍ଯରେ ସନ୍ତାଷେ ନାହିଁ, ତୁମ୍ଭେ ପ୍ରକୃତରେ ହାମବେଳି ଓ ପାପାର୍ଥକ ବଳି ଚାହଁ ନାହିଁ।
ଗୀତସଂହିତା 40:8
ହେ ମାରେ ପରମେଶ୍ବର, ତୁମ୍ଭେ ୟାହା ଚାହୁଁଛ, ମୁଁ ତାହା କରିବାକୁ ଚାହୁଁଛି। ତୁମ୍ଭର ନୀତିଶିକ୍ଷା ମାେ' ହୃଦଯରେ ଅଛି।
ଗୀତସଂହିତା 81:3
ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
ଯିଶାଇୟ 66:23
ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମାେ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମଦିନ ଆସିବ।