Numbers 3:10 ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।
Numbers 3:10 in Other Translations
King James Version (KJV) And thou shalt appoint Aaron and his sons, and they shall wait on their priest's office: and the stranger that cometh nigh shall be put to death.
American Standard Version (ASV) And thou shalt appoint Aaron and his sons, and they shall keep their priesthood: and the stranger that cometh nigh shall be put to death.
Bible in Basic English (BBE) And give orders that Aaron and his sons are to keep their place as priests; any strange person who comes near is to be put to death.
Darby English Bible (DBY) And Aaron and his sons shalt thou appoint that they may attend to their priest's office; and the stranger that cometh near shall be put to death.
Webster's Bible (WBT) And thou shalt appoint Aaron and his sons, and they shall wait on their priest's office: and the stranger that cometh nigh shall be put to death.
World English Bible (WEB) You shall appoint Aaron and his sons, and they shall keep their priesthood. The stranger who comes near shall be put to death."
Young's Literal Translation (YLT) `And Aaron and his sons thou dost appoint, and they have kept their priesthood, and the stranger who cometh near is put to death.'
Read Full Chapter :
Numbers 3
Cross Reference
ଗଣନା ପୁସ୍ତକ 1:51
ଯେତବେେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାୟିବ, ଲବେୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣିଥରେ ସ୍ଥାପନ କରିବା ଉଚିତ୍। ଲବେୀୟ ବ୍ଯତୀତ, ଅନ୍ୟ ଯେକହେି ସଠାେକୁ ୟାଏ, ତାକୁ ହତ୍ଯା କରାୟିବ।
ଗଣନା ପୁସ୍ତକ 3:38
ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।
ଗଣନା ପୁସ୍ତକ 18:7
କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ୟଜ୍ଞବଦେୀ ସମ୍ବନ୍ଧୀଯ ସକଳ ବିଷଯ ରେ ଓ ବିଚ୍ଛଦବେସ୍ତ୍ର ଭିତ ରେ ପବିତ୍ର ସ୍ଥାନ ରେ ଯାଜକତ୍ବ ପାଳନ କରିବ ଓ ସବୋ କରିବ, ଆମ୍ଭେ ଆମ୍ଭର ଦାନଜନିତ ସବୋରୂପେ ତୁମ୍ଭମାନଙ୍କୁ ଯାଜକତ୍ବ ପଦ ଦଲେୁ। ଯଦି କହେି ଅଜଣା ବ୍ଯକ୍ତି ମାରେ ପବିତ୍ରସ୍ଥାନ ନିକଟକୁ ଆ ସେ, ତାକୁ ହତ୍ଯା କରାୟିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:7
ଯଦି କାହାକୁ ସବୋ କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତବେେ ସେ ନିଜକୁ ସବୋ ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦବୋ ଅନୁଗ୍ରହ ଦାନ ମିଳିଛି, ତା ହେଲେ ସେ ନିଜକୁ ପ୍ରଚ୍ଭାର କାର୍ୟ୍ଯ ରେ ଲଗାଇ ଦେଉ।
ପ୍ରଥମ ଶାମୁୟେଲ 6:19
ବୈଥ-ଶମେଶୀଯ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅନାଇବାରକ୍ସ୍ଟ ସେ ସମାନଙ୍କେୁ ହତ୍ଯା କଲେ, ବୈଥ୍-ଶମେଶର ଲୋକମାନଙ୍କ ମଧ୍ଯରକ୍ସ୍ଟ ସତକ୍ସ୍ଟରି ଜଣ ହତ୍ଯା ହେଲେ। ପକ୍ସ୍ଟଣି ପରମେଶ୍ବର ସମାନଙ୍କେୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।
ଦିତୀୟ ଶାମୁୟେଲ 6:7
ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରକ୍ସ୍ଟ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ପାଖ ରେ ମୃତକ୍ସ୍ଟ୍ଯବରଣ କଲେ।
ପ୍ରଥମ ବଂଶାବଳୀ 6:32
ଏହି ବ୍ଯକ୍ତିମାନେ ପବିତ୍ର ତମ୍ବୁ ମଧିଅରେ ସଙ୍ଗୀତ ଗାନ କରି ସବୋକାର୍ୟ୍ଯ କଲେ। ଏହି ପବିତ୍ର ତମ୍ବୁକୁ ସମାଗମ ତମ୍ବୁ ବୋଲି ମଧ୍ଯ କୁହା ଯାଉଥିଲା। ଶଲୋମନ ୟିରୁଶାଲମ ରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ପର୍ୟ୍ଯନ୍ତ ଏହି ବ୍ଯକ୍ତିମାନେ ସବୋକାର୍ୟ୍ଯ କଲେ। ସମାନଙ୍କେ କାର୍ୟ୍ଯ ନିମନ୍ତେ ସମାନଙ୍କେୁ ଦିଆୟାଇଥିବା ନିଯମାବଳୀକୁ ସୂଚାରୁରୂପେ ପାଳନ କରି ସମାନେେ ସବୋକାର୍ୟ୍ଯ କଲେ।
ଦିତୀୟ ବଂଶାବଳୀ 26:16
କିନ୍ତୁ ଉଷିୟ ଯେତବେେଳେ ଶକ୍ତିଶାଳୀ ହାଇେ ଉଠିଲେ, ତାଙ୍କର ଗର୍ବ ତାଙ୍କର ବିନାଶର କାରଣ ହେଲା। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ହାଇେ ରହିଲେ ନାହିଁ। ସେ ସୁଗନ୍ଧିଧୂପର ବଦେୀ ଉପରେ ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
ଯିହିଜିକଲ 44:8
ପୁଣି ତୁମ୍ଭମାନେେ ମାରେ ପବିତ୍ର ବସ୍ତୁଗୁଡ଼ିକର ଯତ୍ନ ନବୋକୁ ଧ୍ଯାନ ଦଇେ ନାହଁ। ଏବଂ ତୁମ୍ଭମାନେେ ବିଦେଶୀଯମାନଙ୍କ ହସ୍ତ ରେ ପବିତ୍ର ସ୍ଥାନ ରକ୍ଷାର ଦାଯିତ୍ବ ଦଇେଅଛ।'
ଯାତ୍ରା ପୁସ୍ତକ 29:9
ହାରୋଣର ଓ ତା'ର ପୁତ୍ରମାନଙ୍କର କଟୀ ରେ କଟୀବନ୍ଧନ ବାନ୍ଧିଦିଅ ଓ ସମାନଙ୍କେ ମସ୍ତକରେ ପଗଡି ବାନ୍ଧ। ତହିଁରେ ସମାନେେ ବିଶଷେ ବ୍ଯବସ୍ଥା ଅନୁସାରେ ସର୍ବଦା ଯାଜକ ହବେେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:19
ଅତଏବ ତୁମ୍ଭମାନେେ ଏବେ ବିଦେଶୀ ଅବା ଅପରିଚିତ ବ୍ଯକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ବରଙ୍କ ନିଜ ପରିବାରର ଲୋକ ଅଟ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:15
ସଗେୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ୍ କାମ ରେ ଉନ୍ନତି ହେଉଛି ଓ ଚାଲିଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 8:4
ଯଦି ଆମ୍ଭର ମହାୟାଜକ ପୃଥିବୀ ରେ ଏବେ ଜୀବିତ ଥାଆନ୍ତେ, ତା' ହେଲେ ସେ ଯାଜକ ହାଇେ ପାରି ନ ଥାନ୍ତେ। ମାରେ କହିବାର କାରଣ ବ୍ଯବସ୍ଥା ଅନୁସାରେ ବଳି ଉତ୍ସର୍ଗ କରୁଥିବା ଯାଜକମାନେ ଅଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:19
ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।
ରେରିତମାନଙ୍କ କାର୍ଯ୍ୟର ବିବରଣ 6:3
ଏଥିପାଇଁ ହେ ଭାଇମାନେ, ତୁମ୍ଭମାନେେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସମାନେେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ର ଆତ୍ମା ଓ ଜ୍ଞାନ ରେ ପୂର୍ଣ୍ଣ ହାଇେଥିବେ। ଆମ୍ଭମାନେେ ସମାନଙ୍କେୁ ଏହି କାମ କରିବାପାଇଁ ଦବେୁ।
ଗଣନା ପୁସ୍ତକ 16:35
ଏହାପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହାଇେ ସହେି 250ଧୁପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।
ଗଣନା ପୁସ୍ତକ 16:40
ଏହି ଧାତୁ ଆଚ୍ଛାଦକ ଇଶ୍ରାୟେଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣ ପରିବାର ବ୍ଯତୀତ ଅନ୍ୟ କହେି ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କହେି ଏହି ସବେି କରିବ, ସେ କୋରହଙ୍କୁ ପରିବାରବର୍ଗ ପରି ହବେ ବୋଲି ଯାହା ମାଶାଙ୍କେ ଦ୍ବାରା ସଦାପ୍ରଭୁ ଜଣାଇ ଥିଲେ।
ଗଣନା ପୁସ୍ତକ 18:3
ସମାନେେ ତୁମ୍ଭକୁ ବିବରଣୀ ଦବେେ ଓ ପବିତ୍ର ତମ୍ବୁର ରକ୍ଷାର ଦାଯିତ୍ବ ନବେେ। କିନ୍ତୁ ସମାନେେ ପବିତ୍ର ପାତ୍ର ନିକଟକୁ କିମ୍ବା ୟଜ୍ଞବଦେୀ ନିକଟକୁ ଯିବେ ନାହିଁ। ତେଣୁ ସମାନେେ ମରନ୍ତି ନାହିଁ, ତୁମ୍ଭେ ମଧ୍ଯ ନୁହଁ।