Numbers 3
40 ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବଯସ୍କ ସମସ୍ତ ଗଣନା କର ଓ ସମାନଙ୍କେର ନାମ ତାଲିକା କର।
41 ମୁଁ ସଦାପ୍ରଭୁ, ମୁଁ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳ ରେ ଲବେୀୟମାନଙ୍କୁ ଗ୍ରହଣ କରିବୁ। ପୁଣି ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳ ରେ ଲବେୀୟମାନଙ୍କର ପଶୁ ଗ୍ରହଣ କରିବି।
42 ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଇଶ୍ରାୟେଲର ଲୋକ ମଧିଅରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
43 ପୁଣି ଏକ ମାସରୁ ଅଧିକ ବଯସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ଯା ନୁସା ରେ ସମାନଙ୍କେର ସଂଖ୍ଯା 22,273 ହେଲା।
44 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
45 ତୁମ୍ଭେ ସମସ୍ତ ଲବେୀୟ ଏବଂ ତାଙ୍କର ସମସ୍ତ ପଶୁ ଇଶ୍ରାୟେଲର ପ୍ରଥମଜାତ ଏବଂ ଇଶ୍ରାୟେଲର ପଶୁମାନଙ୍କ ପ୍ରଥମ ଜାତ ବଦଳ ରେ ଗ୍ରହଣ କର। ଆଉ ଲବେୀୟମାନେ ମାରେ ହବେେ, ମୁଁ ସଦାପ୍ରଭୁ ଅଟେ।
46 ଇଶ୍ରାୟେଲ ରେ ଲବେୀୟମାନଙ୍କଠାରୁ 273 ଅଧିକ ପ୍ରଥମ ଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚଯ ମୁକୁଳା ଯିବେ।
47 ପବିତ୍ରସ୍ଥାନର ଶକେଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶକେଲ ନବେ। କୋଡିଏ ଗରୋ ରେ ଏକ ଶକେଲ।
48 ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'
49 ତେଣୁ ମାଶାେ ସହେି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।
50 ଇଶ୍ରାୟେଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସହେି ମୂଲ୍ଯ ନେଲେ; ସେ ପବିତ୍ରସ୍ଥାନର ଶକେଲ ଅନୁସାରେ 1,365 ଶକେଲ ନେଲେ।
40 And the Lord said unto Moses, Number all the firstborn of the males of the children of Israel from a month old and upward, and take the number of their names.
41 And thou shalt take the Levites for me (I am the Lord) instead of all the firstborn among the children of Israel; and the cattle of the Levites instead of all the firstlings among the cattle of the children of Israel.
42 And Moses numbered, as the Lord commanded him, all the firstborn among the children of Israel.
43 And all the firstborn males by the number of names, from a month old and upward, of those that were numbered of them, were twenty and two thousand two hundred and threescore and thirteen.
44 And the Lord spake unto Moses, saying,
45 Take the Levites instead of all the firstborn among the children of Israel, and the cattle of the Levites instead of their cattle; and the Levites shall be mine: I am the Lord.
46 And for those that are to be redeemed of the two hundred and threescore and thirteen of the firstborn of the children of Israel, which are more than the Levites;
47 Thou shalt even take five shekels apiece by the poll, after the shekel of the sanctuary shalt thou take them: (the shekel is twenty gerahs:)
48 And thou shalt give the money, wherewith the odd number of them is to be redeemed, unto Aaron and to his sons.
49 And Moses took the redemption money of them that were over and above them that were redeemed by the Levites:
50 Of the firstborn of the children of Israel took he the money; a thousand three hundred and threescore and five shekels, after the shekel of the sanctuary:
Numbers 3 in Tamil and English
40 ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବଯସ୍କ ସମସ୍ତ ଗଣନା କର ଓ ସମାନଙ୍କେର ନାମ ତାଲିକା କର।
And the Lord said unto Moses, Number all the firstborn of the males of the children of Israel from a month old and upward, and take the number of their names.
41 ମୁଁ ସଦାପ୍ରଭୁ, ମୁଁ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳ ରେ ଲବେୀୟମାନଙ୍କୁ ଗ୍ରହଣ କରିବୁ। ପୁଣି ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳ ରେ ଲବେୀୟମାନଙ୍କର ପଶୁ ଗ୍ରହଣ କରିବି।
And thou shalt take the Levites for me (I am the Lord) instead of all the firstborn among the children of Israel; and the cattle of the Levites instead of all the firstlings among the cattle of the children of Israel.
42 ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଇଶ୍ରାୟେଲର ଲୋକ ମଧିଅରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
And Moses numbered, as the Lord commanded him, all the firstborn among the children of Israel.
43 ପୁଣି ଏକ ମାସରୁ ଅଧିକ ବଯସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ଯା ନୁସା ରେ ସମାନଙ୍କେର ସଂଖ୍ଯା 22,273 ହେଲା।
And all the firstborn males by the number of names, from a month old and upward, of those that were numbered of them, were twenty and two thousand two hundred and threescore and thirteen.
44 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
And the Lord spake unto Moses, saying,
45 ତୁମ୍ଭେ ସମସ୍ତ ଲବେୀୟ ଏବଂ ତାଙ୍କର ସମସ୍ତ ପଶୁ ଇଶ୍ରାୟେଲର ପ୍ରଥମଜାତ ଏବଂ ଇଶ୍ରାୟେଲର ପଶୁମାନଙ୍କ ପ୍ରଥମ ଜାତ ବଦଳ ରେ ଗ୍ରହଣ କର। ଆଉ ଲବେୀୟମାନେ ମାରେ ହବେେ, ମୁଁ ସଦାପ୍ରଭୁ ଅଟେ।
Take the Levites instead of all the firstborn among the children of Israel, and the cattle of the Levites instead of their cattle; and the Levites shall be mine: I am the Lord.
46 ଇଶ୍ରାୟେଲ ରେ ଲବେୀୟମାନଙ୍କଠାରୁ 273 ଅଧିକ ପ୍ରଥମ ଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚଯ ମୁକୁଳା ଯିବେ।
And for those that are to be redeemed of the two hundred and threescore and thirteen of the firstborn of the children of Israel, which are more than the Levites;
47 ପବିତ୍ରସ୍ଥାନର ଶକେଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶକେଲ ନବେ। କୋଡିଏ ଗରୋ ରେ ଏକ ଶକେଲ।
Thou shalt even take five shekels apiece by the poll, after the shekel of the sanctuary shalt thou take them: (the shekel is twenty gerahs:)
48 ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'
And thou shalt give the money, wherewith the odd number of them is to be redeemed, unto Aaron and to his sons.
49 ତେଣୁ ମାଶାେ ସହେି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।
And Moses took the redemption money of them that were over and above them that were redeemed by the Levites:
50 ଇଶ୍ରାୟେଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସହେି ମୂଲ୍ଯ ନେଲେ; ସେ ପବିତ୍ରସ୍ଥାନର ଶକେଲ ଅନୁସାରେ 1,365 ଶକେଲ ନେଲେ।
Of the firstborn of the children of Israel took he the money; a thousand three hundred and threescore and five shekels, after the shekel of the sanctuary: