Bible

Numbers 3 - WBT (Oriya)

1 These also are the generations of Aaron and Moses, in the day that the LORD spoke with Moses in mount Sinai.ସହେିଦିନ ସୀନଯ ପର୍ବତ ରେ ସଦାପ୍ରଭୁ ମାଶାଙ୍କେ ସଙ୍ଗେ କଥା ହେଲେ, ହାରୋଣ ଓ ମାଶାଙ୍କେର ବଂଶାବଳୀ ଏହି।

2 And these are the names of the sons of Aaron; Nadab the first-born, and Abihu, Eleazar, and Ithamar.ହାରୋଣଙ୍କର ଚାରିପୁତ୍ର ମଧିଅରେ ପ୍ରଥମଜାତ ନାଦବ, ତା'ପରେ ଆବୀହୂ, ଇଲିଯାସର ଓ ଇଥାମର।

3 These are the names of the sons of Aaron, the priests who were anointed, whom he consecrated to minister in the priest's office.ଏହା ହେଉଛି ହାରୋଣଙ୍କର ପୁତ୍ରମାନଙ୍କର ନାମ, ଯେଉଁ ମାନେ ଯାଜକରୂପେ ଅଭିଷିକ୍ତ ହାଇେଥିଲେ ଓ

4 And Nadab and Abihu died before the LORD, when they offered strange fire before the LORD, in the wilderness of Sinai, and they had no children: and Eleazar and Ithamar ministered in the priest's office in the sight of Aaron their father.ମାତ୍ର ନାଦବ ଓ ଆବୀହୂ ସୀନଯ ପ୍ରାନ୍ତର ରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ଯାଗ କଲେ। ସମାନଙ୍କେର ପୁତ୍ର ନଥିଲା; ଏଣୁ ଇଲିଯାସର ଓ ଇଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତି ରେ ଯାଜକକର୍ମ କଲେ।

5 And the LORD spoke to Moses, saying,ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

6 Bring the tribe of Levi near, and present them before Aaron the priest, that they may minister to him.ତୁମ୍ଭେ ଲବେୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖ ରେ ଉପସ୍ଥିତ କରାଅ, ସମାନେେ ତାହାର ସବୋ କରିବେ।

7 And they shall keep his charge, and the charge of the whole congregation before the tabernacle of the congregation, to do the service of the tabernacle.ସମାନଙ୍କେର ସମାଗମ ତମ୍ବୁ ନିକଟରେ ରକ୍ଷକ ହବେେ। ସମଗ୍ର ଇଶ୍ରାୟେଲ ସମାଜ ପାଇଁ ସମାନେେ ମଧ୍ଯ ପବିତ୍ର ଛାଉଣୀର କାର୍ୟ୍ଯ କରିବେ।

8 And they shall keep all the instruments of the tabernacle of the congregation, and the charge of the children of Israel, to do the service of the tabernacle.ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।

9 And thou shalt give the Levites to Aaron and to his sons: they are wholly given to him out of the children of Israel.ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତ ରେ ଲବେୀୟମାନଙ୍କୁ ଦବେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇଶ୍ରାୟେଲ ଲୋକମାନଙ୍କ ପକ୍ଷରୁ ସମାନଙ୍କେୁ ଦିଆଗଲା।

10 And thou shalt appoint Aaron and his sons, and they shall wait on their priest's office: and the stranger that cometh nigh shall be put to death.ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।

11 And the LORD spoke to Moses, saying,ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

12 And I, behold, I have taken the Levites from among the children of Israel, instead of all the first-born that openeth the matrix among the children of Israel: therefore the Levites shall be mine;ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।

13 Because all the first-born are mine; for on the day that I smote all the first-born in the land of Egypt, I hallowed to me all the first-born in Israel, both man and beast: mine they shall be: I am the LORD.ଯେତବେେଳେ ତୁମ୍ଭମାନେେ ମିଶର ରେ ଥିଲ, ସେତବେେଳେ ମୁଁ ମିଶରୀଯମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ଯା କରିଥିଲି। ଇଶ୍ରାୟେଲ ରେ ସମସ୍ତ ମନୁଷ୍ଯ ଓ ପଶୁର ପ୍ରଥମଜାତକୁ ମାେ ପାଇଁ ପବିତ୍ର କଲି। ସମାନେେ ସମସ୍ତେ ମାରେ ଅଧିକୃତ। ମୁଁ ସଦାପ୍ରଭୁ ଅଟେ।

14 And the LORD spoke to Moses in the wilderness of Sinai, saying,ଅନନ୍ତର ସଦାପ୍ରଭୁ ସୀନଯ ମରୁଭୂମିରେ ମାଶାଙ୍କେୁ ପୁଣି କହିଲେ,

15 Number the children of Levi after the house of their fathers, by their families: every male from a month old and upward shalt thou number them. ଲବେୀୟମାନଙ୍କୁ ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବଯସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।

16 And Moses numbered them according to the word of the LORD, as he was commanded.ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।

17 And these were the sons of Levi, by their names; Gershon, and Kohath, and Merari.ଲବେୀର ତିନିପୁତ୍ର ଥିଲେ ଓ ସମାନଙ୍କେର ନାମ ହେଲା ଗେର୍ଶୋନ,କାହାତ୍ ଓ ମରାରି।

18 And these are the names of the sons of Gershon by their families; Libni, and Shimei.ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।

19 And the sons of Kohath by their families; Amram, and Izehar, Hebron, and Uzziel.ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।

20 And the sons of Merari by their families; Mahli, and Mushi: these are the families of the Levites, according to the house of their fathers.ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।

21 Of Gershon was the family of the Libnites, and the family of the Shimites: these are the families of the Gershonites.ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।

22 Those that were numbered of them, according to the number of all the males, from a month old and upward, even those that were numbered of them, were seven thousand and five hundred.ଏମାନଙ୍କ ମଧିଅରେ ଓ ଏକମାସରୁ ଅଧିକ ବଯସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।

23 The families of the Gershonites shall pitch behind the tabernacle westward.ଗେର୍ଶୋନୀଯ ପରିବାରବର୍ଗ ପଶ୍ଚିମ ଦିଗ ରେ ପବିତ୍ର ତମ୍ବୁର ପଶ୍ଚାତ ଭାଗ ରେ ଛାଉଣୀ ସ୍ଥାପନ କରିବେ।

24 And the chief of the house of the father of the Gershonites shall be Eliasaph the son of Lael.ପୁଣି ଲାଯଲରେ ପୁତ୍ର ଇଲୀଯାସଫ ଗେର୍ଶୋନୀଯ ପରିବାରବର୍ଗର ଅଧିପତି ଥିଲା।

25 And the charge of the sons of Gershon in the tabernacle of the congregation shall be the tabernacle, and the tent, its covering, and the hanging for the door of the tabernacle of the congregation,ସମାଗମ ତମ୍ବୁ ରେ ଗେର୍ଶୋନର ପରିବାରର କର୍ତ୍ତବ୍ଯ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ ତମ୍ବୁର ଫାଟକର ଆଛାଦନ କନାର ଯତ୍ନ ନବୋ।

26 And the hangings of the court, and the curtain for the door of the court, which is by the tabernacle, and by the altar round about, and the cords of it, for all the service of it.ସମାନେେ ପବିତ୍ର ତମ୍ବୁର ପ୍ରାଙ୍ଗଣ ରେ ଓ ବଦେୀ ରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।

27 And of Kohath was the family of the Amramites, and the family of the Izharites, and the family of the Hebronites, and the family of the Uzzielites: these are the families of the Kohathites.ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।

28 In the number of all the males from a month old and upward, were eight thousand and six hundred, keeping the charge of the sanctuary.ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କର ସଂଖ୍ଯା କହାତୀଯ ପରିବାରବର୍ଗର 8,300 ଓ ସମାନେେ ପବିତ୍ର ସ୍ଥାନର ରକ୍ଷକ ରୂପେ ନିୟୁକ୍ତ ହେଲେ।

29 The families of the sons of Kohath shall pitch on the side of the tabernacle southward.କହାତୀଯ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗ ରେ ପବିତ୍ର ତମ୍ବୁ ନିକଟରେ ଛାଉଣୀ ସ୍ଥାପନ କରିବେ।

30 And the chief of the house of the father of the families of the Kohathites shall be Elizaphan the son of Uzziel.ଇଲୀପାପନ୍ ଉଷୀଯଲରେ ପୁତ୍ର କହାତୀଯ ପରିବାରବର୍ଗର ଅଧିପତି ହବେ।

31 And their charge shall be the ark, and the table, and the candlestick, and the altars, and the vessels of the sanctuary with which they minister, and the hanging, and all the service of it.ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।

32 And Eleazar the son of Aaron the priest shall be chief over the chief of the Levites, and have the oversight of them that keep the charge of the sanctuary.ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।

33 Of Merari was the family of the Mahlites, and the family of the Mushites: these are the families of Merari.ମହଲୀଯ ପରିବାରବର୍ଗ ଏବଂ ମୂଶୀଯ ପରିବାରବର୍ଗ ମରାରୀଯଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀଯ ପରିବାର ଅନ୍ତଭୁର୍କ୍ତ।

34 And those that were numbered of them, according to the number of all the males from a month old and upward, were six thousand and two hundred.ପୁଣି ଏମାନଙ୍କ ମଧିଅରେ ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।

35 And the chief of the house of the father of the families of Merari was Zuriel the son of Abihail: these shall pitch on the side of the tabernacle northward.ଆଉ ଅବୀହଯଲର ପୁତ୍ର ସୂରୀଯଲେ ମରାରି ପରିବାରବର୍ଗର ଅଧିପତି। ସମାନେେ ଉତ୍ତର ଦିଗ ରେ ଆବାସ ନିକଟରେ ଛାଉଣୀ ସ୍ଥାପନ କରିବେ।

36 And under the custody and charge of the sons of Merari shall be the boards of the tabernacle, and its bars, and its pillars, and its sockets, and all its vessels, and all that serveth to it.ମରାରି ପରିବାରର ସଭ୍ଯମାନେ କାଠପଟାଗୁଡିକ, ଅର୍ଗଳଗୁଡିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀଯ କାର୍ୟ୍ଯର ଦାଯିତ୍ବ ବହନ କରିବେ।

37 And the pillars of the court round about, and their sockets, and their pins, and their cords.ସମାନେେ ମଧ୍ଯ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣ ରେ ବ୍ଯବହାର ହୁଏ ଏହି ସମସ୍ତର ଦାଯିତ୍ବ ନବେେ।

38 But those that encamp before the tabernacle towards the east, even before the tabernacle of the congregation eastward shall be Moses and Aaron, and his sons, keeping the charge of the sanctuary, for the charge of the children of Israel; and the stranger that cometh nigh shall be put to death.ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।

39 All that were numbered of the Levites, whom Moses and Aaron numbered at the commandment of the LORD, throughout their families, all the males from a month old and upward, were twenty and two thousand.ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।

40 And the LORD said to Moses, number all the first-born of the males of the children of Israel, from a month old and upward, and take the number of their names.ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବଯସ୍କ ସମସ୍ତ ଗଣନା କର ଓ ସମାନଙ୍କେର ନାମ ତାଲିକା କର।

41 And thou shalt take the Levites for me (I am the LORD) instead of all the first-born among the children of Israel; and the cattle of the Levites, instead of all the firstlings among the cattle of the children of Israel.ମୁଁ ସଦାପ୍ରଭୁ, ମୁଁ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳ ରେ ଲବେୀୟମାନଙ୍କୁ ଗ୍ରହଣ କରିବୁ। ପୁଣି ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳ ରେ ଲବେୀୟମାନଙ୍କର ପଶୁ ଗ୍ରହଣ କରିବି।

42 And Moses numbered, as the LORD commanded him, all the first-born among the children of Israel.ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଇଶ୍ରାୟେଲର ଲୋକ ମଧିଅରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।

43 And all the first-born males by the number of names, from a month old and upward, of those that were numbered of them, were twenty and two thousand two hundred and seventy and three.ପୁଣି ଏକ ମାସରୁ ଅଧିକ ବଯସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ଯା ନୁସା ରେ ସମାନଙ୍କେର ସଂଖ୍ଯା 22,273 ହେଲା।

44 And the LORD spoke to Moses, saying,ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

45 Take the Levites instead of all the first-born among the children of Israel, and the cattle of the Levites instead of their cattle; and the Levites shall be mine: I am the LORD.ତୁମ୍ଭେ ସମସ୍ତ ଲବେୀୟ ଏବଂ ତାଙ୍କର ସମସ୍ତ ପଶୁ ଇଶ୍ରାୟେଲର ପ୍ରଥମଜାତ ଏବଂ ଇଶ୍ରାୟେଲର ପଶୁମାନଙ୍କ ପ୍ରଥମ ଜାତ ବଦଳ ରେ ଗ୍ରହଣ କର। ଆଉ ଲବେୀୟମାନେ ମାରେ ହବେେ, ମୁଁ ସଦାପ୍ରଭୁ ଅଟେ।

46 And for those that are to be redeemed of the two hundred and seventy and three, of the first-born of the children of Israel, which are more than the Levites:ଇଶ୍ରାୟେଲ ରେ ଲବେୀୟମାନଙ୍କଠାରୁ 273 ଅଧିକ ପ୍ରଥମ ଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚଯ ମୁକୁଳା ଯିବେ।

47 Thou shalt even take five shekels apiece by the poll, after the shekel of the sanctuary shalt thou take them: the shekel is twenty gerahs.ପବିତ୍ରସ୍ଥାନର ଶକେଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶକେଲ ନବେ। କୋଡିଏ ଗରୋ ରେ ଏକ ଶକେଲ।

48 And thou shalt give to Aaron and to his sons the money, with which the odd number of them is to be redeemed.ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'

49 And Moses took the redemption-money of them that were over and above them that were redeemed by the Levites:ତେଣୁ ମାଶାେ ସହେି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।

50 Of the first-born of the children of Israel he took the money; a thousand three hundred and sixty and five shekels, after the shekel of the sanctuary.ଇଶ୍ରାୟେଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସହେି ମୂଲ୍ଯ ନେଲେ; ସେ ପବିତ୍ରସ୍ଥାନର ଶକେଲ ଅନୁସାରେ 1,365 ଶକେଲ ନେଲେ।

51 And Moses gave the money of them that were redeemed to Aaron, and to his sons, according to the word of the LORD, as the LORD commanded Moses.ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସହେି ମୁକ୍ତି ମୁଲ୍ଯ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।

Oriya Bible