Numbers 4
21 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
22 ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।
23 ଯେଉଁମାନେ ତିରିଶ ବର୍ଷଠାରୁ ପଚାଶବର୍ଷ ମଧିଅରେ ଓ ସମାଗମ ତମ୍ବୁ ରେ ସବୋ କରି ପାରିବେ, ସମାନଙ୍କେୁ ଗଣନା କର।
24 ସବୋ କରିବା ଓ ଭାର ବହିବା କାର୍ୟ୍ଯ ମଧିଅରେ ଗେର୍ଶୋନ ବଂଶର ସବୋ ଏହି।
25 ସମାନେେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ ତମ୍ବୁର ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର ବହନ କରିବେ।
26 ଆଉ ପ୍ରାଙ୍ଗଣର ପରଦା ଯାହା ପବିତ୍ର ତମ୍ବୁକୁ ଆଚ୍ଛାଦନ କରେ ଏବଂ ୟଜ୍ଞବଦେୀ, ପ୍ରବେଶ ଫାଟକର ପରଦା ତହିଁର ରଜ୍ଜୁ ଓ ତହିଁର ସବୋର୍ଥକ ସମସ୍ତ ଦ୍ରବ୍ଯ ବହନ କରିବେ ଓ ସହେି ସବୁ ରେ ଯେଉଁ କାର୍ୟ୍ଯ କରିବାକୁ ହୁଏ ତାହାସବୁ କରିବା ଉଚିତ୍।
27 ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍।
28 ସମାଗମ ତମ୍ବୁ ରେ ଗେର୍ଶୋନୀଯ ପରିବାରବର୍ଗ ଏହି ସବୋ ଦାଆୟାଏ। ଇଥାମର ଯାଜକ ହାରୋଣଙ୍କ ପୁତ୍ର ସମାନଙ୍କେ ଉପରେ ପର୍ୟ୍ଯବେକ୍ଷଣ କରିବେ।
21 And the Lord spake unto Moses, saying,
22 Take also the sum of the sons of Gershon, throughout the houses of their fathers, by their families;
23 From thirty years old and upward until fifty years old shalt thou number them; all that enter in to perform the service, to do the work in the tabernacle of the congregation.
24 This is the service of the families of the Gershonites, to serve, and for burdens:
25 And they shall bear the curtains of the tabernacle, and the tabernacle of the congregation, his covering, and the covering of the badgers’ skins that is above upon it, and the hanging for the door of the tabernacle of the congregation,
26 And the hangings of the court, and the hanging for the door of the gate of the court, which is by the tabernacle and by the altar round about, and their cords, and all the instruments of their service, and all that is made for them: so shall they serve.
27 At the appointment of Aaron and his sons shall be all the service of the sons of the Gershonites, in all their burdens, and in all their service: and ye shall appoint unto them in charge all their burdens.
28 This is the service of the families of the sons of Gershon in the tabernacle of the congregation: and their charge shall be under the hand of Ithamar the son of Aaron the priest.
Numbers 4 in Tamil and English
21 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
And the Lord spake unto Moses, saying,
22 ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।
Take also the sum of the sons of Gershon, throughout the houses of their fathers, by their families;
23 ଯେଉଁମାନେ ତିରିଶ ବର୍ଷଠାରୁ ପଚାଶବର୍ଷ ମଧିଅରେ ଓ ସମାଗମ ତମ୍ବୁ ରେ ସବୋ କରି ପାରିବେ, ସମାନଙ୍କେୁ ଗଣନା କର।
From thirty years old and upward until fifty years old shalt thou number them; all that enter in to perform the service, to do the work in the tabernacle of the congregation.
24 ସବୋ କରିବା ଓ ଭାର ବହିବା କାର୍ୟ୍ଯ ମଧିଅରେ ଗେର୍ଶୋନ ବଂଶର ସବୋ ଏହି।
This is the service of the families of the Gershonites, to serve, and for burdens:
25 ସମାନେେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ ତମ୍ବୁର ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର ବହନ କରିବେ।
And they shall bear the curtains of the tabernacle, and the tabernacle of the congregation, his covering, and the covering of the badgers’ skins that is above upon it, and the hanging for the door of the tabernacle of the congregation,
26 ଆଉ ପ୍ରାଙ୍ଗଣର ପରଦା ଯାହା ପବିତ୍ର ତମ୍ବୁକୁ ଆଚ୍ଛାଦନ କରେ ଏବଂ ୟଜ୍ଞବଦେୀ, ପ୍ରବେଶ ଫାଟକର ପରଦା ତହିଁର ରଜ୍ଜୁ ଓ ତହିଁର ସବୋର୍ଥକ ସମସ୍ତ ଦ୍ରବ୍ଯ ବହନ କରିବେ ଓ ସହେି ସବୁ ରେ ଯେଉଁ କାର୍ୟ୍ଯ କରିବାକୁ ହୁଏ ତାହାସବୁ କରିବା ଉଚିତ୍।
And the hangings of the court, and the hanging for the door of the gate of the court, which is by the tabernacle and by the altar round about, and their cords, and all the instruments of their service, and all that is made for them: so shall they serve.
27 ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍।
At the appointment of Aaron and his sons shall be all the service of the sons of the Gershonites, in all their burdens, and in all their service: and ye shall appoint unto them in charge all their burdens.
28 ସମାଗମ ତମ୍ବୁ ରେ ଗେର୍ଶୋନୀଯ ପରିବାରବର୍ଗ ଏହି ସବୋ ଦାଆୟାଏ। ଇଥାମର ଯାଜକ ହାରୋଣଙ୍କ ପୁତ୍ର ସମାନଙ୍କେ ଉପରେ ପର୍ୟ୍ଯବେକ୍ଷଣ କରିବେ।
This is the service of the families of the sons of Gershon in the tabernacle of the congregation: and their charge shall be under the hand of Ithamar the son of Aaron the priest.